Psalm 45:8
ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିୟୁକ୍ତ ଅଗୁରୁ ଡ଼ାଲଚିନି ମସଲାର ବାସନା ଭାସି ଆସୁଛି। ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।
Psalm 45:8 in Other Translations
King James Version (KJV)
All thy garments smell of myrrh, and aloes, and cassia, out of the ivory palaces, whereby they have made thee glad.
American Standard Version (ASV)
All thy garments `smell of' myrrh, and aloes, `and' cassia; Out of ivory palaces stringed instruments have made thee glad.
Bible in Basic English (BBE)
Your robes are full of the smell of all sorts of perfumes and spices; music from the king's ivory houses has made you glad.
Darby English Bible (DBY)
Myrrh and aloes, cassia, are all thy garments; out of ivory palaces stringed instruments have made thee glad.
Webster's Bible (WBT)
Thou lovest righteousness, and hatest wickedness: therefore God, thy God, hath anointed thee with the oil of gladness above thy fellows.
World English Bible (WEB)
All your garments smell like myrrh, aloes, and cassia. Out of ivory palaces stringed instruments have made you glad.
Young's Literal Translation (YLT)
Myrrh and aloes, cassia! all thy garments, Out of palaces of ivory Stringed instruments have made thee glad.
| All | מֹר | mōr | more |
| thy garments | וַאֲהָל֣וֹת | waʾăhālôt | va-uh-ha-LOTE |
| myrrh, of smell | קְ֭צִיעוֹת | qĕṣîʿôt | KEH-tsee-ote |
| and aloes, | כָּל | kāl | kahl |
| and cassia, | בִּגְדֹתֶ֑יךָ | bigdōtêkā | beeɡ-doh-TAY-ha |
| of out | מִֽן | min | meen |
| the ivory | הֵ֥יכְלֵי | hêkĕlê | HAY-heh-lay |
| palaces, | שֵׁ֝֗ן | šēn | shane |
| whereby | מִנִּ֥י | minnî | mee-NEE |
| thee made have they glad. | שִׂמְּחֽוּךָ׃ | śimmĕḥûkā | see-meh-HOO-ha |
Cross Reference
ପରମଗୀତ 1:3
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢ଼ଳା ସୁଗନ୍ଧି ତୈଳ ସ୍ବରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ ରମେ କରନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:14
ପରମେଶ୍ବର ହେଉଛନ୍ତି ଧନ୍ଯ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭ ବିଜୟ ଅଭିଯାନ ରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ଯମ ରେ ସେ ପ୍ରେତ୍ୟକକ ସ୍ଥାନ ରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।
ଯୋହନଲିଖିତ ସୁସମାଚାର 19:39
ନୀକଦୀମ ମଧ୍ଯ ଯୋଷଫଙ୍କେ ସହିତ ଗଲେ। ସେ ପ୍ରଥମେ ଯୀଶୁଙ୍କ ସହିତ ରାତ୍ରି ରେ ସାକ୍ଷାତ କରିବାକୁ ଯାଇଥିଲେ ଓ ତାହାଙ୍କ ସହିତ କଥା ହାଇେଥିଲେ। ସେ ଯୀଶୁଙ୍କ ଦହେ ରେ ଲଗାଇବା ପାଇଁ ପ୍ରାୟ ପ୍ରଚାଶ କିଲୋଗ୍ରାମ ଗନ୍ଧରସ ମିଶ୍ରିତ ଅଗୁର ଘନେି ଆସିଲେ।
ପରମଗୀତ 4:6
ଦିବସ ନ ଆସିବା ପର୍ୟ୍ଯନ୍ତ ଓ ଛାଯା ବହି ନ ୟିବା ପର୍ୟ୍ଯନ୍ତ ମୁଁ ଗନ୍ଧରସ ପର୍ବତ ଓ କୁନ୍ଦୁରୁ ଉପପର୍ବତକୁ ୟିବି।
ମାଥିଉଲିଖିତ ସୁସମାଚାର 2:11
ସମାନେେ ଘର ଭିତରକୁ ଗଲେ। ମା ମରିୟମଙ୍କ ପାଖ ରେ ପିଲାଟିକୁ ଦେଖିଲେ। ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି ତାହାଙ୍କର ଉପାସନା କଲେ। ତା'ପରେ ସମାନେେ ଶିଶୁ ପାଇଁ ଆଣିଥିବା ଉପହାର ପଡେିଟି ଖାଲିେଲେ। ସମାନେେ ଶିଶୁକୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:2
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।
ଯୋହନଲିଖିତ ସୁସମାଚାର 14:2
ମାରେ ପରମପିତାଙ୍କ ଘ ରେ ଅନକଗେୁଡିଏ ବଖରା ଅଛି। ତାହା ନ ହାଇେଥିଲେ ମୁଁ ତୁମ୍ଭକୁ ଏହା କହି ନଥାନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ସଠାେକୁ ଯାଉଛି।
ଆମୋଷ 3:15
ଆମ୍ଭେ ଆମ୍ଭ ଶୀତକାଳୀନ ଗୃହ ଓ ଗ୍ରୀଷ୍ମକାଳୀନ ଗୃହକୁ ଧ୍ବଂସ କରିବା। ହାତୀ ଦାନ୍ତ ରେ ନିର୍ମିତ ଗୃହ ମଧ୍ଯ ଧ୍ବଂସ ପାଇବ। ବହୁ ଘର ଏହିପରି ଧ୍ବଂସ ଲାଭ କରିବ। ସଦାପ୍ରଭୁ ଏହିସବୁ କୁହନ୍ତି।
ପରମଗୀତ 5:13
ତାଙ୍କର ଗଣ୍ଡଦେଶ ସୁଗନ୍ଧି ଲତାର କିଆରି ସ୍ବରୂପ ସୁଗନ୍ଧି ତୃଣର ତଟ ସ୍ବରୂପ। ତାଙ୍କର ଓଷ୍ଠଧାର କଇଁଫୁଲ ତୁଲ୍ଯ ତହିଁରୁ ଦ୍ରବ ଗନ୍ଧରସ ଝ ରେ।
ପରମଗୀତ 5:5
ମୁଁ ଆପଣା ପ୍ରିଯତମଙ୍କ ପାଇଁ ଦ୍ବାର ଫିଟାଇବାକୁ ଉଠିଲି, କିଳଣୀର ବେଣ୍ଟ ଉପ ରେ ମାରେ ହସ୍ତରୁ ଗନ୍ଧରସ ଓ ମାେ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।
ପରମଗୀତ 5:1
ହେ ମାରେ ଭଗିନୀ, ମାହେର ପ୍ରିୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି। ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ଯ ସଂଗ୍ରହ କରିଅଛି। ମୁଁ ମହୁ ଫଣୋରୁ ମାରେ ମହୁ ଭୋଜନ କରିଅଛି। ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧପାନ କରିଅଛି। ଆସ ପରସ୍ପର ସହିତ ଆମାଦେ କରିବା। ଆସ ପ୍ ରମେ ରେ ମତ୍ତ ହାଇଯେିବା।
ପରମଗୀତ 4:13
ତୁମ୍ଭର ଚାରାଗଛଗୁଡ଼ିକ ପ୍ରାଙ୍ଗଣ ରେ ବହୁମୂଲ୍ଯ ଡ଼ାଳିମ୍ବ ବୃକ୍ଷ ତୁଲ୍ଯ। ସଠାେ ରେ ହନୋ ଚାରାଗଛ ଅଛି।
ପରମଗୀତ 3:6
ସିଏ କିଏ ଅଟେ। ଯେଉଁ ସ୍ତ୍ରୀ ଲୋକ ଧୂମ୍ର ସ୍ତମ୍ଭ ତୁଲ୍ଯ ପ୍ରାନ୍ତରରୁ ଆସୁଅଛି। ଗନ୍ଧରସ ଓ କୁନ୍ଦୁରୁ ରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣ ରେ ସୁବାସିତା ହାଇେ।
ପରମଗୀତ 1:13
ମାରେ ପ୍ରିଯତମ, ମାେ ବକ୍ଷସ୍ଥଳ ମଧିଅରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ଯ ମାେ ପ୍ରତି ଅଟନ୍ତି।
ଗୀତସଂହିତା 150:4
ଦାରା ବାଦ୍ଯ ଓ ନୃତ୍ଯଦ୍ବାରା ପରମେଶ୍ବର ପ୍ରଶଂସା କର। ତାରୟୁକ୍ତ ୟନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର।
ଗୀତସଂହିତା 45:15
ସମାନେେ ଆନନ୍ଦ ଉଲ୍ଲାସରେ ଆସିବେ। ସମାନେେ ଆନନ୍ଦ ଉଲ୍ଲାସ ମଧ୍ୟରେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ।
ଗୀତସଂହିତା 16:11
ତୁମ୍ଭେ ମାେତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦବେ। ୟେ ହତେୁ ମୁଁ ତୁମ୍ଭ ସହିତ ଅଛି। ହେ ସଦାପ୍ରଭୁ, ତୁମ୍ଭେ ମାେତେ ସୁଖ ଶାନ୍ତିରେ ରହିବାକୁ ଦବେ। ୟେ ହତେୁ ମୁଁ ତୁମ୍ଭର ଦକ୍ଷିଣ ପାଶର୍ବରେ ଅବସ୍ଥିତ, ମାେ ପାଇଁ ଚିରଦିନ ନିତ୍ଯ ସୁଖ ଭୋଗ ଆଣିଦବେ।
ପ୍ରଥମ ରାଜାବଳୀ 22:39
ଆହାବ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କାର୍ୟ୍ଯକଳାପ ତାଙ୍କର ହସ୍ତୀଦନ୍ତ ନିର୍ମିତ ମନୋହର ପ୍ରାସାଦ ଏବଂ ତାଙ୍କ ନିର୍ମିତ ସୁଦୃଢ ନଗର ବିଷଯ ରେ ଇଶ୍ରାୟେଲର ରାଜବଂଶ ଇତିହାସ ରେ ଲିଖିତ ହାଇେଅଛି।
ଯାତ୍ରା ପୁସ୍ତକ 30:23
ଏହି ଅତ୍ଯୁତ୍ତମ ସୁଗନ୍ଧି ଦ୍ରବ୍ଯ, ଅର୍ଥାତ୍ ପବିତ୍ରସ୍ଥାନର ଶକେଲ ଅନୁସାରେ ପାଞ୍ଚଶତ ଶକେଲ ନିର୍ମଳ ଗନ୍ଧରସ ଓ ତା'ର ଅଧା ଅର୍ଥାତ୍ ଅଢାଇଶ ଶକେଲ ସୁଗନ୍ଧି ବାରୁଚିନୀ ଓ ଅଢାଇଶତ ଶକେଲ ସୁଗନ୍ଧି ବଚ ସଂଗ୍ରହ କର।