ଗୀତସଂହିତା 75
1 ହେ ପରମେଶ୍ବର, ଆମ୍ଭମାନେେ ତୁମ୍ଭଙ୍କୁ ପ୍ରଶଂସା କରୁଛୁ। ଆମ୍ଭମାନେେ ତୁମ୍ଭଙ୍କୁ ଧନ୍ଯବାଦ କରୁଛ! କାରଣ ତୁମ୍ଭେ ଅତି ନିକଟବର୍ତ୍ତୀ ଲୋକମାନେ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯା ସକଳ ବର୍ଣ୍ଣନା କରନ୍ତି।
2 ପରମେଶ୍ବର କହିଲେ, ମୁଁ ବିଚାର ଦିନ ନିରୂପିତ କଲେ। ମୁଁ ନିରପେକ୍ଷଭାବେ ବିଚାର କରିବି।
3 ପୃଥିବୀ ଓ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହାଇେ ପତନ ହବୋକୁ ଯାଉଛନ୍ତି। କିନ୍ତୁ ମୁଁ ତାକୁ ସ୍ଥିର କରିବି।
4 କିଛି ଲୋକ ବହୁତ ଗର୍ବୀ, ସମାନେେ ଭାବନ୍ତି ସମାନେେ ବହୁତ ଶକ୍ତିଶାଳୀ। ଏବଂ ନିଜକୁ ବହୁତ ମୁଖ୍ଯବ୍ଯକ୍ତି ବୋଲି ଭାବନ୍ତି।
5 କିନ୍ତୁ ମୁଁ ସହେି ଲୋକମାନଙ୍କୁ କ ହେ, ଆତ୍ମଶ୍ଲାଘା ହୁଅ ନାହିଁ' ଗର୍ବ କର ନାହିଁ।'
6 କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ କରିବାରେ ପୃଥିବୀର କୌଣସି ଶକ୍ତି ନାହିଁ।
7 ପରମେଶ୍ବର ବିଚାରକର୍ତ୍ତା ଅଟନ୍ତି ଏବଂ ପରମେଶ୍ବର ନିଷ୍ପତ୍ତି ନବେେ କିଏ ୟେ ମହାନ୍ ହବେ। ପରମେଶ୍ବର ହିଁ ୟେ କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ ସ୍ଥାନରେ ସ୍ଥାପନ କରିପାରନ୍ତି।
8 ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି, ୟାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ। ତାହା ମିଶ୍ରିତ ଦ୍ରବ୍ଯରେ ପୂର୍ଣ୍ଣ ଓ ସେ ତହିଁରୁ ଢ଼ାଳିବେ ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀଯ ନିଗାଡ଼ି ପିଇବେ।
9 ମୁଁ ଏହିସବୁ ବିଷଯରେ ସଦାକାଳ ପ୍ରଚାର କରିବି। ମୁଁ ଇଶ୍ରାୟେଲ ପରମେଶ୍ବରଙ୍କର ପ୍ରଶଂସା କରିବି।
10 ପରମେଶ୍ବର କହନ୍ତି, ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦବେି ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।
1 To the chief Musician, Al-taschith, A Psalm or Song of Asaph.
2 Unto thee, O God, do we give thanks, unto thee do we give thanks: for that thy name is near thy wondrous works declare.
3 When I shall receive the congregation I will judge uprightly.
4 The earth and all the inhabitants thereof are dissolved: I bear up the pillars of it. Selah.
5 I said unto the fools, Deal not foolishly: and to the wicked, Lift not up the horn:
6 Lift not up your horn on high: speak not with a stiff neck.
7 For promotion cometh neither from the east, nor from the west, nor from the south.
8 But God is the judge: he putteth down one, and setteth up another.
9 For in the hand of the Lord there is a cup, and the wine is red; it is full of mixture; and he poureth out of the same: but the dregs thereof, all the wicked of the earth shall wring them out, and drink them.
10 But I will declare for ever; I will sing praises to the God of Jacob.
11 All the horns of the wicked also will I cut off; but the horns of the righteous shall be exalted.
Psalm 75 in Tamil and English
0
To the chief Musician, Al-taschith, A Psalm or Song of Asaph.
1 ହେ ପରମେଶ୍ବର, ଆମ୍ଭମାନେେ ତୁମ୍ଭଙ୍କୁ ପ୍ରଶଂସା କରୁଛୁ। ଆମ୍ଭମାନେେ ତୁମ୍ଭଙ୍କୁ ଧନ୍ଯବାଦ କରୁଛ! କାରଣ ତୁମ୍ଭେ ଅତି ନିକଟବର୍ତ୍ତୀ ଲୋକମାନେ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯା ସକଳ ବର୍ଣ୍ଣନା କରନ୍ତି।
Unto thee, O God, do we give thanks, unto thee do we give thanks: for that thy name is near thy wondrous works declare.
2 ପରମେଶ୍ବର କହିଲେ, ମୁଁ ବିଚାର ଦିନ ନିରୂପିତ କଲେ। ମୁଁ ନିରପେକ୍ଷଭାବେ ବିଚାର କରିବି।
When I shall receive the congregation I will judge uprightly.
3 ପୃଥିବୀ ଓ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହାଇେ ପତନ ହବୋକୁ ଯାଉଛନ୍ତି। କିନ୍ତୁ ମୁଁ ତାକୁ ସ୍ଥିର କରିବି।
The earth and all the inhabitants thereof are dissolved: I bear up the pillars of it. Selah.
4 କିଛି ଲୋକ ବହୁତ ଗର୍ବୀ, ସମାନେେ ଭାବନ୍ତି ସମାନେେ ବହୁତ ଶକ୍ତିଶାଳୀ। ଏବଂ ନିଜକୁ ବହୁତ ମୁଖ୍ଯବ୍ଯକ୍ତି ବୋଲି ଭାବନ୍ତି।
I said unto the fools, Deal not foolishly: and to the wicked, Lift not up the horn:
5 କିନ୍ତୁ ମୁଁ ସହେି ଲୋକମାନଙ୍କୁ କ ହେ, ଆତ୍ମଶ୍ଲାଘା ହୁଅ ନାହିଁ' ଗର୍ବ କର ନାହିଁ।'
Lift not up your horn on high: speak not with a stiff neck.
6 କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ କରିବାରେ ପୃଥିବୀର କୌଣସି ଶକ୍ତି ନାହିଁ।
For promotion cometh neither from the east, nor from the west, nor from the south.
7 ପରମେଶ୍ବର ବିଚାରକର୍ତ୍ତା ଅଟନ୍ତି ଏବଂ ପରମେଶ୍ବର ନିଷ୍ପତ୍ତି ନବେେ କିଏ ୟେ ମହାନ୍ ହବେ। ପରମେଶ୍ବର ହିଁ ୟେ କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ ସ୍ଥାନରେ ସ୍ଥାପନ କରିପାରନ୍ତି।
But God is the judge: he putteth down one, and setteth up another.
8 ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି, ୟାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ। ତାହା ମିଶ୍ରିତ ଦ୍ରବ୍ଯରେ ପୂର୍ଣ୍ଣ ଓ ସେ ତହିଁରୁ ଢ଼ାଳିବେ ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀଯ ନିଗାଡ଼ି ପିଇବେ।
For in the hand of the Lord there is a cup, and the wine is red; it is full of mixture; and he poureth out of the same: but the dregs thereof, all the wicked of the earth shall wring them out, and drink them.
9 ମୁଁ ଏହିସବୁ ବିଷଯରେ ସଦାକାଳ ପ୍ରଚାର କରିବି। ମୁଁ ଇଶ୍ରାୟେଲ ପରମେଶ୍ବରଙ୍କର ପ୍ରଶଂସା କରିବି।
But I will declare for ever; I will sing praises to the God of Jacob.
10 ପରମେଶ୍ବର କହନ୍ତି, ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦବେି ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।
All the horns of the wicked also will I cut off; but the horns of the righteous shall be exalted.