Revelation 1:6
ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ଯ ସ୍ବରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ବରଙ୍କର ସବୋ ରେ ଯାଜକ ରୂପେ ନିୟୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ୟୁଗେ ୟୁଗେ ହେଉ। ଆମେନ୍।
Revelation 1:6 in Other Translations
King James Version (KJV)
And hath made us kings and priests unto God and his Father; to him be glory and dominion for ever and ever. Amen.
American Standard Version (ASV)
and he made us `to be' a kingdom, `to be' priests unto his God and Father; to him `be' the glory and the dominion for ever and ever. Amen.
Bible in Basic English (BBE)
And has made us to be a kingdom and priests to his God and Father; to him let glory and power be given for ever and ever. So be it.
Darby English Bible (DBY)
and made us a kingdom, priests to his God and Father: to him [be] the glory and the might to the ages of ages. Amen.
World English Bible (WEB)
and he made us to be a Kingdom, priests to his God and Father; to him be the glory and the dominion forever and ever. Amen.
Young's Literal Translation (YLT)
and did make us kings and priests to his God and Father, to him `is' the glory and the power to the ages of the ages! Amen.
| And | καὶ | kai | kay |
| hath made | ἐποίησεν | epoiēsen | ay-POO-ay-sane |
| us | ἡμᾶς | hēmas | ay-MAHS |
| kings | βασιλεῖς | basileis | va-see-LEES |
| and | καὶ | kai | kay |
| priests | ἱερεῖς | hiereis | ee-ay-REES |
unto | τῷ | tō | toh |
| God | θεῷ | theō | thay-OH |
| and | καὶ | kai | kay |
| his | πατρὶ | patri | pa-TREE |
| Father; | αὐτοῦ | autou | af-TOO |
| him to | αὐτῷ | autō | af-TOH |
| be | ἡ | hē | ay |
| glory | δόξα | doxa | THOH-ksa |
| and | καὶ | kai | kay |
| τὸ | to | toh | |
| dominion | κράτος | kratos | KRA-tose |
| for | εἰς | eis | ees |
| ever | τοὺς | tous | toos |
| αἰῶνας | aiōnas | ay-OH-nahs | |
| and ever. | τῶν | tōn | tone |
| αἰώνων· | aiōnōn | ay-OH-none | |
| Amen. | ἀμήν | amēn | ah-MANE |
Cross Reference
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:10
ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ଯ ସ୍ବରୂପ, ଓ ଆମ୍ଭମାନଙ୍କର ପରମେଶ୍ବରଙ୍କ ପାଇଁ ଯାଜକଗଣ କରିଅଛ। ସମାନେେ ଏ ପୃଥିବୀ ଉପରେ ରାଜତ୍ବ କରିବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:6
ଏହି ପ୍ରଥମ ପୁନରୁତ୍ଥାନ ରେ ଯେଉଁମାନେ ଅଂଶୀ ହୁଅନ୍ତି, ସମାନେେ ଧନ୍ଯ ଓ ପବିତ୍ର। ଏମାନଙ୍କ ଉପରେ ଦ୍ବିତୀୟ ମୃତ୍ଯୁର କୌଣସି କ୍ଷମତା ନାହିଁ। ସହେି ଲୋକମାନେ ପରମେଶ୍ବରଙ୍କର ଓ ଖ୍ରୀଷ୍ଟଙ୍କର ଯାଜକ ହବେେ। ସମାନେେ ତାହାଙ୍କ ସହିତ ଏକହଜାର ବର୍ଷ ପର୍ୟ୍ଯନ୍ତ ଶାସନ କରିବେ।
ପିତରଙ୍କ ପ୍ରଥମ ପତ୍ 2:5
ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।
ପିତରଙ୍କ ପ୍ରଥମ ପତ୍ 4:11
ଯେଉଁ ଲୋକ କହିବାକୁ ଚା ହେଁ, ସେ ପରମେଶ୍ବରଙ୍କ ବାକ୍ଯରୁ କଥା କହୁ। ଯେଉଁ ଲୋକ ସବୋ କରିବ, ସେ ପରମେଶ୍ବରଙ୍କ ପ୍ରଦତ୍ତ ଶକ୍ତି ସାହାୟ୍ଯ ରେ ସବୋ କରୁ। ତୁମ୍ଭେ ଏହି ସବୁ କାମ ଏପରି ଭାବରେ କରିବା ଉଚିତ ଯେ, ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଯେପରି ପରମେଶ୍ବର ସମସ୍ତ ବିଷୟ ରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।
ଯିହୂଦାଙ୍କ ପତ୍ର 1:25
ସେ ଏକମାତ୍ର ପରମେଶ୍ବର। ସେ କବଳେ ଆମ୍ଭକୁ ଉଦ୍ଧାର କରନ୍ତି। ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଅତୀତ, ବର୍ତ୍ତମାନ ଓ ଚିରଦିନ ପାଇଁ ତ୍ରାଣକର୍ତ୍ତା ପରମେଶ୍ବରଙ୍କର ଗୌରବ, ମହିମା, କ୍ଷମତା ଓ ଅଧିକାର ହେଉ। ଆମେନ୍।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:6
ତା' ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ବରଙ୍କୁ ମହିମା ପ୍ରଦାନ କରି ପାରିବ।
ଦାନିଏଲ 4:34
ଅନନ୍ତର ସହେି ସମୟର ଶଷେ ରେ ମୁଁ ନବୂଖଦ୍ନିତ୍ସର, ସ୍ବର୍ଗଆଡେ ଉର୍ଦ୍ଧ୍ବଦୃଷ୍ଟି କଲି। ସେତବେେଳେ ମାରେ ମନ ଠିକ୍ ବାଟକୁ ଆସିଗଲା। ତା'ପ ରେ ମୁଁ ସର୍ବୋପରିସ୍ଥ ପରମେଶ୍ବରଙ୍କର ପ୍ରଶଂସା କଲି। ସହେି ଅନନ୍ତ ଜୀବିଙ୍କୁ ଧନ୍ଯବାଦ ଜଣାଇ ସମାଦର କଲି। କାରଣ ତାଙ୍କର କତ୍ତୃର୍ତ୍ବ ଅନନ୍ତକାଳୀନ ଓ ତାଙ୍କର ରାଜ୍ଯ ପୁରୁଷାନୁକ୍ରମେ ଥାଏ।
ଗୀତସଂହିତା 72:18
ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅଟନ୍ତି। ଅନନ୍ତର ପରମେଶ୍ବରଙ୍କର ଗୁଣଗାନ କର। କବଳେ ପରମେଶ୍ବର ମୁଁ ଏହିପରି ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରି ପାରନ୍ତି।
ଯାତ୍ରା ପୁସ୍ତକ 19:6
ମାେ ପାଇଁ ତୁମ୍ଭମାନେେ ଯାଜକମାନଙ୍କର ଏକ ରାଜ୍ଯ ଏବଂ ପବିତ୍ର ରାଷ୍ଟ୍ର ହବେ।' ମାଶାେ, ଏହି ସମସ୍ତ କଥା ତୁମ୍ଭେ ଇଶ୍ରାୟେଲୀୟମାନଙ୍କୁ କୁହ।
ଯୋହନଲିଖିତ ସୁସମାଚାର 5:23
ଈଶ୍ବର ଏହା କଲେ କାରଣ ସମସ୍ତେ ପିତାଙ୍କୁ ଯେପରି ସମ୍ମାନ ଦେଉଛନ୍ତି, ସହେିପରି ପୁତ୍ରଙ୍କୁ ମଧ୍ଯ ସମ୍ମାନ ଦବେେ। ଯଦି କୌଣସି ଲୋକ ପୁତ୍ରକୁ ସମ୍ମାନ ଦିଏ ନାହିଁ, ତବେେ ସେ ପିତାଙ୍କୁ ମଧ୍ଯ ସମ୍ମାନ ଦିଏ ନାହିଁ। ପିତା ପୁତ୍ରକୁ ପଠାଇଛନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:12
ସମାନେେ ଉଚ୍ଚ ସ୍ବର ରେ ଏହା କହୁଥିଲେ :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:11
ହେ ପ୍ରଭୁ ! ଆମ୍ଭର ପରମେଶ୍ବର ! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ଯ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହାଇେଛି ଓ ଅସ୍ତିତ୍ବ ପାଇଅଛି।
ଯିଶାଇୟ 61:6
ମାତ୍ର ତୁମ୍ଭମାନେେ ସଦାପ୍ରଭୁଙ୍କର ଯାଜକ' ବୋଲି ଖ୍ଯାତ ହବେ। ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କର ପରିଚାଳକ' ବୋଲି ଡ଼ାକିବେ। ତୁମ୍ଭମାନେେ ଅନ୍ୟଦେଶୀଯମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସମାନଙ୍କେ ଐଶ୍ବର୍ୟ୍ଯ ରେ ତୁମ୍ଭମାନେେ ଗର୍ବିତ ହବେ।
ପିତରଙ୍କ ପ୍ରଥମ ପତ୍ 5:11
ସଦାସର୍ବଦା ପାଇଁ ସମସ୍ତ କ୍ଷମତା ତାହାଙ୍କର ଅଟେ, ଆମେନ୍।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:21
ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ୟ୍ଯଗୁଡ଼ିକ ପରମେଶ୍ବର ଆମ୍ଭ ଦ୍ବାରା କରାଉଥାଆନ୍ତୁ। ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍ !
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:16
ପରମେଶ୍ବର ଅମର ଅଟନ୍ତି। ପରମେଶ୍ବର ଏତେ ଉଜ୍ଜ୍ବଳ ପ୍ରକାଶ ମଧିଅରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ପରମେଶ୍ବରଙ୍କୁ ମଧ୍ଯ ଦେଖି ପାରିବେ ନାହିଁ। ପରମେଶ୍ବରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ୟ୍ଯନ୍ତ ପ୍ରକାଶ ପାଉ। ଆମେନ୍।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:11
ଅତଏବ ପ୍ରେତ୍ୟକକ ଲୋକ ଯୀଶୁଖ୍ରୀଷ୍ଟ ଯେ ପ୍ରଭୁ ଏହା ସ୍ବୀକାର କରିବେ। ଏହା ସମାନେେ କହିବା ଦ୍ବାରା ପିତା ପରମେଶ୍ବରଙ୍କର ଗୌରବ ହବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:36
ପରମେଶ୍ବର ସମସ୍ତ ସୃଷ୍ଟି କରିଛନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କ ମାଧ୍ଯମ ରେ ଓ ତାହାଙ୍କ ପାଇଁ ରହିଛି। ତାହାଙ୍କର ଗୌରବ ସର୍ବଦା ହେଉ। ଆମେନ୍।
ପିତରଙ୍କ ଦିତୀୟ ପତ୍ର 3:18
କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହ ରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।
ମାଥିଉଲିଖିତ ସୁସମାଚାର 6:13
ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'