Romans 8:15
ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହବୋକୁ ଦବେେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହବେେ ନାହିଁ। ଆମ୍ଭ ଭିତ ରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ବରଙ୍କର ସନ୍ତାନ କରି ଦିଅନ୍ତି। ଓ ସହେି ଆତ୍ମାଙ୍କ ସହିତ ଆମ୍ଭେ କହୁ, 'ପିତା, ପ୍ରିୟ ପିତା।'
Romans 8:15 in Other Translations
King James Version (KJV)
For ye have not received the spirit of bondage again to fear; but ye have received the Spirit of adoption, whereby we cry, Abba, Father.
American Standard Version (ASV)
For ye received not the spirit of bondage again unto fear; but ye received the spirit of adoption, whereby we cry, Abba, Father.
Bible in Basic English (BBE)
For you did not get the spirit of servants again to put you in fear, but the spirit of sons was given to you, by which we say, Abba, Father.
Darby English Bible (DBY)
For ye have not received a spirit of bondage again for fear, but ye have received a spirit of adoption, whereby we cry, Abba, Father.
World English Bible (WEB)
For you didn't receive the spirit of bondage again to fear, but you received the Spirit of adoption, by whom we cry, "Abba{Abba is a Chaldee word for father or daddy, often used affectionately and respectfully in prayer to our Father in heaven.}! Father!"
Young's Literal Translation (YLT)
for ye did not receive a spirit of bondage again for fear, but ye did receive a spirit of adoption in which we cry, `Abba -- Father.'
| For | οὐ | ou | oo |
| ye have not | γὰρ | gar | gahr |
| received | ἐλάβετε | elabete | ay-LA-vay-tay |
| the spirit | πνεῦμα | pneuma | PNAVE-ma |
| bondage of | δουλείας | douleias | thoo-LEE-as |
| again | πάλιν | palin | PA-leen |
| to | εἰς | eis | ees |
| fear; | φόβον | phobon | FOH-vone |
| but | ἀλλ' | all | al |
| received have ye | ἐλάβετε | elabete | ay-LA-vay-tay |
| the Spirit | πνεῦμα | pneuma | PNAVE-ma |
| of adoption, | υἱοθεσίας | huiothesias | yoo-oh-thay-SEE-as |
| whereby | ἐν | en | ane |
| we | ᾧ | hō | oh |
| cry, | κράζομεν | krazomen | KRA-zoh-mane |
| Abba, | Αββα | abba | av-va |
| ὁ | ho | oh | |
| Father. | πατήρ | patēr | pa-TARE |
Cross Reference
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:12
ଆମ୍ଭେ ଜଗତର ଆତ୍ମା ଦ୍ବାରା ପରମଶ୍ବରଙ୍କ ପ୍ରଦତ୍ତ ବିଷୟ ଗୁଡ଼ିକୁ ଜାଣି ପାରିବା।
ଏବ୍ରୀମାନଙ୍କ ନିକଟକୁ ପତ୍ର 2:15
ମୃତ୍ଯୁ ଭୟ ରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ଯୁ ବରଣ କଲେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:7
ପରମେଶ୍ବର ଆମ୍ଭକୁ ଭୟର ଆତ୍ମା ଦଇେ ନାହାଁନ୍ତି। ସେ ଆମ୍ଭକୁ ଶକ୍ତି, ପ୍ ରମେ ଓ ଆତ୍ମସଂୟମର ଆତ୍ମା ପ୍ରଦାନ କରିଛନ୍ତି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:5
ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:16
ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ବଲେି କହିବା ଲାଗି ସହେି ଆତ୍ମା ଆମ୍ଭ ଆତ୍ମା ସହିତ ଯଡେି ହୁଅନ୍ତି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:5
ବ୍ଯବସ୍ଥାର ଅଧୀନ ରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ବରଙ୍କ ସନ୍ତାନ ରୂପେ ଗଢି ତୋଳିବା ନିମନ୍ତେ ସେ ଏପରି କରିଥିଲେ।
ଯୋହନଙ୍କ ପ୍ରଥମ ପତ୍ର 4:18
ପ୍ ରମେ ରେ ଭୟ ନ ଥାଏ। ବରଂ ପରମେଶ୍ବର ଦତ୍ତ ସିଦ୍ଧ ପ୍ ରମେ ଭୟକୁ ଦୂର କରିଦିଏ। ଭୟ ସହିତ ଦଣ୍ଡର ସମ୍ପର୍କ ଥାଏ। ତେଣୁ ଯାହାର ଭୟ ଅଛି, ଈଶ୍ବରଙ୍କ ପ୍ ରମେ ତାହାଠା ରେ ସିଦ୍ଧ ହାଇେ ନାହିଁ।
ଲୂକଲିଖିତ ସୁସମାଚାର 11:2
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ପ୍ରାର୍ଥନା କଲାବାଳେ କୁହ:
ମାର୍କଲିଖିତ ସୁସମାଚାର 14:36
ସେ କହିଲେ, ଆବ୍ବା , ହେ ପରମପିତା ତୁମ୍ଭ ପାଇଁ ସବୁ କିଛି ସମ୍ଭବ। ମାେ ଠାରୁ ୟନ୍ତ୍ରଣାର ଏହି ଗିନାଟି କୁ ଦୂ ରଇେ ଦିଅ। ତଥାପି ଯାହା ତୁମ୍ଭର ଇଚ୍ଛା, ତାହା କର। କିନ୍ତୁ ମାେ ଇଚ୍ଛା ରେ କିଛି ନୁହେଁ।
ଯିରିମିୟ 3:19
ଆମ୍ଭେ ସଦାପ୍ରଭୁ କହୁଛୁ, 'ଆମ୍ଭେ ତୁମ୍ଭମାନଙ୍କୁ ନିଜ ସନ୍ତାନ ପରି ବ୍ଯବହାର କରିବା, ନାନା ଦେଶୀଯମାନଙ୍କର ପରମ ରତ୍ନସ୍ବରୂପ ଏକ ମନୋରମ ଦେଶ ତୁମ୍ଭମାନଙ୍କୁ ଦାନ କରିବା।' ପୁଣି ଆମ୍ଭେ କହିଲୁ, ତୁମ୍ଭମାନେେ ଆମ୍ଭକୁ 'ପିତା' ବୋଲି ଡ଼ାକିବ ଓ ଆମ୍ଭକୁ ସର୍ବଦା ଅନୁସରଣ କରିବ।
ଯିଶାଇୟ 56:5
ସମାନଙ୍କେୁ ଆମ୍ଭେ ଆମ୍ଭ ମନ୍ଦିର ମଧିଅରେ ଓ ଆମ୍ଭ ପ୍ରାଚୀର ଭିତ ରେ ପୁତ୍ର କନ୍ଯା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦବୋ।'
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:11
ପରମେଶ୍ବର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ପରମେଶ୍ବର ଆମ୍ଭକୁ ତାହାଙ୍କର ଲୋକ ହବୋ ପାଇଁ ବାଛିଲେ। ଏକଥା ସେ ନିଜ ଇଚ୍ଛାନୁସା ରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।
ଯୋହନଲିଖିତ ସୁସମାଚାର 20:17
ଯୀଶୁ ତାହାଙ୍କୁ କହିଲେ, ମାେତେ ଧର ନାହିଁ। ମୁଁ ଏ ପର୍ୟ୍ଯନ୍ତ ପରମପିତାଙ୍କ ପାଖକୁ ଯାଇନାହିଁ। କିନ୍ତୁ ତୁମ୍ଭେ ଯାଇ ମାରେ ଭାଇମାନଙ୍କୁ କୁହ ଯେ, ମୁଁ ମାରେ ଓ ତୁମ୍ଭର ପରମପିତାଙ୍କ ପାଖକୁ ଫରେିଯାଉଛି। ମୁଁ ମାରେ ଓ ତୁମ୍ଭର ପରମେଶ୍ବରଙ୍କ ପାଖକୁ ଯାଉଅଛି।
ଯୋହନଲିଖିତ ସୁସମାଚାର 16:8
ସେ ଯେତବେେଳେ ଆସିବେ, ସେତବେେଳେ ସେ ଜଗତର ଲୋକମାନଙ୍କୁ ଏହି କଥାଗୁଡିକର ସତ୍ଯତା, ପାପ, ଈଶ୍ବରଙ୍କଠା ରେ ଧାର୍ମିକତା ବିଚାର ଇତ୍ଯାଦି ବିଷୟ ରେ ପ୍ରମାଣ ଦବେେ।
ଲୂକଲିଖିତ ସୁସମାଚାର 22:42
ହେ ପରମପିତା, ଯଦି ଏହା ତୁମ୍ଭର ଇଚ୍ଛା, ତବେେ ଦୁଃଖ 'ଯାତନାର ଏହି ପାନ ପାତ୍ର' ମାେ ଠାରୁ ଦୂର କର। କିନ୍ତୁ ଯାହା ତୁମ୍ଭର ଇଚ୍ଛା ତାହା କର। ମାେ ଇଚ୍ଛା ରେ ନୁହେଁ।
ଲୂକଲିଖିତ ସୁସମାଚାର 8:28
ଭୂତ ଅନକେ ଥର ଲୋକଟିକୁ କବଳିତ କରୁଥିଲା। ଏହି ସମୟରେ ତା' ହାତ ରେ ହାତକଡି ଓ ଗୋଡ ରେ ବଡେି ପକାଇ ପହରା ଭିତ ରେ ରଖା ଯାଉଥିଲା। କିନ୍ତୁ ସେ ସବୁବେଳେ ସେ ସବୁ ଛିଣ୍ଡାଇ ଦେଉଥିଲା ଓ ତା' ଦହେ ରେ ଥିବା ଭୂତ ତାହାକୁ ଲୋକେ ରହୁ ନଥିବା ନିଛାଟିଆ ଜାଗାକୁ ତଡି ନେଉଥିଲା।
ଲୂକଲିଖିତ ସୁସମାଚାର 8:37
ସେ ଅଞ୍ଚଳର ସମସ୍ତ ଲୋକ ଯୀଶୁଙ୍କୁ ସହେି ସ୍ଥାନରୁ ଚାଲିୟିବାପାଇଁ ଅନୁ ରୋଧ କଲେ। କାରଣ ସମାନେେ ସମସ୍ତେ ବହୁତ ଡରି ଯାଇଥିଲେ। ତେଣୁ ଯୀଶୁ ଡଙ୍ଗା ରେ ବସି ଗାଲିଲୀ ଫରେିଗଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:37
ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସମାନେେ ପିତର ଓ ଅନ୍ୟ ପ୍ ରରେିତମାନଙ୍କୁ ପଚାରିଲେ, ଭାଇମାନେ, ଆମ୍ଭେ କ'ଣ କରିବା?
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:23
କବଳେ ଜଗତ ନୁହେଁ, ଆମ୍ଭେ ମଧ୍ଯ ସହେିପରି ବଦନୋପୂର୍ବକ ଅପେକ୍ଷା ରେ ଅଛୁ। ପରମେଶ୍ବରଙ୍କର ପ୍ରତିଜ୍ଞାର ପ୍ରଥମ ଫଳ ସ୍ବରୂପ ଆମ୍ଭେ ଆତ୍ମାକୁ ପାଇଲୁ। ସେଥି-ପାଇଁ ଅପେକ୍ଷା କରିଛୁ ଯେ , ପରମେଶ୍ବର ଆମ୍ଭକୁ ତାହାଙ୍କର ନିଜ ସନ୍ତାନ ଭାବେ ସୃଷ୍ଟି କରିବା କାମ ସମାପ୍ତ କରନ୍ତୁ। ଅର୍ଥାତ ଆମ୍ଭମାନେେ ଶରୀରଗୁଡିକ ମୁକ୍ତି ପାଇଁ ଅପେକ୍ଷା କରିଛୁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:18
ତୁମ୍ଭମାନେେ ଗୋଟିଏ ନୂଆ ଜାଗାକୁ ଆସିଛ। ଏହି ସ୍ଥାନଟି ଇଶ୍ରାୟେଲୀୟମାନେ ଆସିଥିବା ପର୍ବତ ଭଳି ଜାଗା ନୁହେଁ। ତୁମ୍ଭମାନେେ ଗୋଟିଏ ଛୁଇଁ ପାରୁଥିବା ଓ ନିଆଁ ରେ ଜଳୁଥିବା ପର୍ବତ ପାଖକୁ ଆସି ନାହଁ। ତୁମ୍ଭମାନେେ ଅନ୍ଧାରୁଆ, ଝାପ୍ସା ଓ ଝଡ଼ ହେଉଥିବା ସ୍ଥାନକୁ ଆସି ନାହଁ।
ଯାକୁବଙ୍କ ପତ୍ 2:19
ତୁମ୍ଭେ ବିଶ୍ବାସ କର ଯେ, କବଳେ ଜଣେ ପରମେଶ୍ବର ଅଛନ୍ତି ; ଭଲ କଥା କିନ୍ତୁ ଭୂତମାନେ ମଧ୍ଯ ଏହା ବିଶ୍ବାସ କରନ୍ତି ଓ ଭୟ ରେ ଥରହର ହୁଅନ୍ତି।
ଯାତ୍ରା ପୁସ୍ତକ 20:19
ଆଉ ସମାନେେ ମାଶାଙ୍କେୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ ଆମ୍ଭମାନେେ ଶୁଣିବୁ, ମାତ୍ର ପରମେଶ୍ବର ଆମ୍ଭମାନଙ୍କ ସଙ୍ଗେ କଥା ନ କୁହନ୍ତୁ, ନ ହେଲ ଆମ୍ଭମାନେେ ମରିୟିବୁ।