Acts 13:10
ତୁମ୍ଭେ ସବୁ ପ୍ରକାର ମନ୍ଦ କାର୍ୟ୍ଯ ଓ ମିଥ୍ଯା ରେ ପରିପୂର୍ଣ୍ଣ ଅଟ। ତୁମ୍ଭେ ସର୍ବଦା ପ୍ରଭୁଙ୍କ ସତ୍ଯକୁ ମିଥ୍ଯା ରେ ପରିଣତ କରିବାକୁ ଚେ଼ଷ୍ଟା କରିଥାଅ।
Acts 13:10 in Other Translations
King James Version (KJV)
And said, O full of all subtilty and all mischief, thou child of the devil, thou enemy of all righteousness, wilt thou not cease to pervert the right ways of the Lord?
American Standard Version (ASV)
and said, O full of all guile and all villany, thou son of the devil, thou enemy of all righteousness, wilt thou not cease to pervert the right ways of the Lord?
Bible in Basic English (BBE)
O you, who are full of false tricks and evil ways, a son of the Evil One, hating all righteousness, will you for ever be turning people from the right ways of the Lord?
Darby English Bible (DBY)
said, O full of all deceit and all craft: son of [the] devil, enemy of all righteousness; wilt thou not cease perverting the right paths of [the] Lord?
World English Bible (WEB)
and said, "Full of all deceit and all cunning, you son of the devil, you enemy of all righteousness, will you not cease to pervert the right ways of the Lord?
Young's Literal Translation (YLT)
said, `O full of all guile, and all profligacy, son of a devil, enemy of all righteousness, wilt thou not cease perverting the right ways of the Lord?
| And said, | εἶπεν | eipen | EE-pane |
| O | Ὦ | ō | oh |
| full | πλήρης | plērēs | PLAY-rase |
| of all | παντὸς | pantos | pahn-TOSE |
| subtilty | δόλου | dolou | THOH-loo |
| and | καὶ | kai | kay |
| all | πάσης | pasēs | PA-sase |
| mischief, | ῥᾳδιουργίας | rhadiourgias | ra-thee-oor-GEE-as |
| thou child | υἱὲ | huie | yoo-A |
| of the devil, | διαβόλου | diabolou | thee-ah-VOH-loo |
| enemy thou | ἐχθρὲ | echthre | ake-THRAY |
| of all | πάσης | pasēs | PA-sase |
| righteousness, | δικαιοσύνης | dikaiosynēs | thee-kay-oh-SYOO-nase |
| wilt thou not | οὐ | ou | oo |
| cease | παύσῃ | pausē | PAF-say |
| pervert to | διαστρέφων | diastrephōn | thee-ah-STRAY-fone |
| the | τὰς | tas | tahs |
| right | ὁδοὺς | hodous | oh-THOOS |
| κυρίου | kyriou | kyoo-REE-oo | |
| ways | τὰς | tas | tahs |
| of the Lord? | εὐθείας | eutheias | afe-THEE-as |
Cross Reference
ମାଥିଉଲିଖିତ ସୁସମାଚାର 13:38
ପୃଥିବୀ ହେଉଛି କ୍ଷତେ। ସ୍ବର୍ଗରାଜ୍ଯ ରେ ଥିବା ପରମେଶ୍ବରଙ୍କ ସମସ୍ତ ସନ୍ତାନ ହେଲେ ଭଲ ବୀଜ, ବାଳୁଙ୍ଗାର ଅର୍ଥ ଶୟତାନର ଅନୁଚର।
ହୋଶେୟ 14:9
ଜଣେ ଜ୍ଞାନୀ ବ୍ଯକ୍ତି ଏହି ଜିନିଷଗୁଡିକୁ ବୁଝେ। ଜଣେ କର୍ମଠ ବ୍ଯକ୍ତି ଏହିସବୁ ଜିନିଷଗୁଡିକୁ ଶିକ୍ଷା କରିବା ଉଚିତ। ସଦାପ୍ରଭୁଙ୍କ ମାର୍ଗ ସର୍ବଦା ଠିକ୍। ଉତ୍ତମଲୋକ ସହେି ମାର୍ଗ ଦ୍ବାରା ବଞ୍ଚିବେ ଓ ପାପୀମାନେ ତା' ଦ୍ବାରା ମୃତ୍ଯୁବରଣ କରିବେ।
ଯୋହନଲିଖିତ ସୁସମାଚାର 8:44
ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତାର ଇଚ୍ଛା ଅନୁସାରେ କାର୍ୟ୍ଯ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ଯର ବିରୁଦ୍ଧ। ତା' ଭିତ ରେ କୌଣସି ସତ୍ଯତା ନାହିଁ। ସେ ତାର ସ୍ବଭାବରୁ ମିଛୁଆ। ସେ ମିଥ୍ଯାବାଦୀ, ସେ ମିଥ୍ଯାର ଜନ୍ମଦାତା।
ରେରିତମାନଙ୍କ କାର୍ଯ୍ୟର ବିବରଣ 18:25
ତାହାଙ୍କୁ ପ୍ରଭୁଙ୍କ ପଥ ବିଷୟ ରେ ଶିକ୍ଷା ଦିଆଯାଇଥିଲା ଓ ସେ ଉତ୍ସାହଜନକ ଆତ୍ମା ରେ ପୂର୍ଣ୍ଣ ହାଇେ କଥା କହୁଥିଲେ। କବଳେ ଯୋହନଙ୍କର ବାପ୍ତିସ୍ମ ବିଷୟ ରେ ଜାଣିଥିଲେ ମଧ୍ଯ ସେ ଯୀଶୁଙ୍କ ବିଷୟ ରେ ସମ୍ପୂର୍ଣ୍ଣ ଶିକ୍ଷା ଠିକ୍ ଭାବରେ ଦେଉଥିଲେ।
ଲୂକଲିଖିତ ସୁସମାଚାର 11:52
ହେ ଧର୍ମଶାସ୍ତ୍ରୀଗଣ! ତୁମ୍ଭମାନଙ୍କୁ ଧିକ୍, କାରଣ ତୁମ୍ଭମାନେେ ଈଶ୍ବର ଜ୍ଞାନର ଚାବିକାଠି ଲୁଚଇେ ଦଲେ। ନିଜ ଐଶ୍ବରିକ ଜ୍ଞାନ ଶିଖିଲ ନାହିଁ କି, ଯେଉଁମାନେ ଶିଖିବାକୁ ଚାହୁଁଥିଲେ, ସମାନଙ୍କେୁ ମଧ୍ଯ ଶିଖିବାକୁ ଦଲନୋହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:30
ଏପରିକି ତୁମ୍ଭମାନଙ୍କ ଭିତରୁ ମଧ୍ଯ କେତଜେଣ ଲୋକ ବାହାରିବେ ଓ ଭୁଲ କଥା ଉପଦେଶ ଦଇେ ଶିଷ୍ଯମାନଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:3
ସେ କବଳେ ତୁମ୍ଭମାନଙ୍କର ସ୍ବାମୀ ହବେେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବ୍ବା ସର୍ପର ପ୍ରବଞ୍ଚନା ଦ୍ବାରା ପ୍ରଭାବିତ ହାଇେଥିଲା, ସହେି ଭଳି ତୁମ୍ଭମାନଙ୍କ ମନ ମଧ୍ଯ ଖ୍ରୀଷ୍ଟଙ୍କ ପ୍ରତି ସତ୍ଯ ଓ ପବିତ୍ର ସମର୍ପଣ ଠାରୁ ଦୂରକୁ ଚାଲି ୟିବ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:7
ପ୍ରକୃତ ରେ ଆଉ ଅନ୍ୟ କୌଣସି ସୁସମାଚାର ନାହିଁ। କିନ୍ତୁ କେତକେ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଚାରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି।
ପିତରଙ୍କ ଦିତୀୟ ପତ୍ର 2:15
ଏହି ଭଣ୍ଡ ଶିକ୍ଷକମାନେ ଉତ୍ତମ ପଥ ଛାଡ଼ି ଦଇେଛନ୍ତି ଓ ବିଯୋରର ପୁତ୍ର ବିଲିଯାମର ଭୁଲ ମାର୍ଗ ଅନୁସରଣ କରିଛନ୍ତି। ସେ ମନ୍ଦ କାମ କରି ଧନ ପାଇବାକୁ ଭଲ ପାଉଥିଲା।
ଯୋହନଙ୍କ ପ୍ରଥମ ପତ୍ର 3:8
ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ବଂସ କରିବା ପାଇଁ ପରମେଶ୍ବରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 8:20
ପିତର ତାହାକୁ କହିଲେ, ତୁମ୍ଭେ ଓ ତୁମ୍ଭର ଟଙ୍କା ସବୁଦିନ ପାଇଁ ନଷ୍ଟ ହାଇଯୋଉ, କାରଣ ତୁମ୍ଭେ ଭାବିଲ ଯେ, ପରମେଶ୍ବରଙ୍କ ଦାନ ଟଙ୍କା ରେ କିଣି ହବେ।
ଯୋହନଲିଖିତ ସୁସମାଚାର 1:23
ଯୋହନ ସମାନଙ୍କେୁ ଭବିଷ୍ଯଦ୍ବକ୍ତା ୟିଶାଇୟଙ୍କ ବାଣୀ କହିଲେ:
ଆଦି ପୁସ୍ତକ 18:19
ମୁଁ ତାଙ୍କୁ ମନୋନୀତ କରିଛି। ମୁଁ ଏପରି କଲି, ସେଥିପାଇଁ ସେ ତାଙ୍କର ପିଲାମାନଙ୍କୁ ଓ ବଂଶଧରଙ୍କୁ ନିର୍ଦ୍ଦେଶ ଦବେେ, ଯେଉଁପରି ଭାବରେ ମୁଁ ସମାନଙ୍କେୁ ଜୀବନଧାରଣ କରିବାକୁ ଏବଂ ଯାହା ନ୍ଯାଯ ଓ ଯଥାର୍ଥ ତାହା କରିବାକୁ ଚା ହେଁ। ତା'ପରେ ମୁଁ ସଦାପ୍ରଭୁ, ଯାହା ମୁଁ ପ୍ରତିଜ୍ଞା କଲି ତାହା ମୁଁ କରିବି।
ଦିତୀୟ ବଂଶାବଳୀ 17:6
ଯିହାଶାଫେଟ୍ ସମ୍ପୂର୍ଣ୍ଣ ଆନ୍ତରିକତାର ସହିତ ସଦାପ୍ରଭୁଙ୍କୁ ଉତ୍ସର୍ଗୀକୃତ ହାଇେଥିଲେ। ସେ ସମସ୍ତ ଉଚ୍ଚସ୍ଥାନ ଓ ଆଶରୋ ସ୍ତମ୍ଭଗୁଡ଼ିକୁ ଯିହୁଦା ଦେଶରୁ ଫୋପାଡ଼ି ଦେଲେ।
ଉପଦେଶକ 9:3
ଯାହାସବୁ ସୂର୍ୟ୍ଯ ତଳେ ଘଟେ, ସମସ୍ତ ଖରାପ ଯାହା ଅଛି ସେସବୁ ଜିନିଷ ସହେିପରି ଶଷେ ହୁଏ। ଏବଂ ଲୋକମାନେ ଯେତବେେଳେ ଜୀବିତ ଥାନ୍ତି, ସମାନଙ୍କେର ହୃଦଯ ଦୁଷ୍ଟତା ଓ ମୂର୍ଖାମୀ ରେ ପୁରିଥାଏ। ଏହାପ ରେ ସମାନେେ ମୃତ ଲୋକମାନଙ୍କ ପାଖକୁ ୟାଆନ୍ତି।
ଯିରିମିୟ 23:36
ତୁମ୍ଭମାନେେ ପୁଣି ଉଲ୍ଲେଖ କରିବା ଉଚିତ୍ ନୁହଁ ଯେ, 'ସଦାପ୍ରଭୁଙ୍କର ବାର୍ତ୍ତା' ବୋଝ ବୋଲି। କାରଣ ତୁମ୍ଭମାନେେ ପ୍ରେତ୍ୟକକ ନିଜକୁ ଯାହା କହୁଛ ତାହା ବୋଝ। ତୁମ୍ଭେ ଜୀବିତ ପରମେଶ୍ବରଙ୍କ ବାକ୍ଯକୁ କଦର୍ଥ କରିଅଛ।
ମାଥିଉଲିଖିତ ସୁସମାଚାର 3:7
ଅନକେ ଫାରୂଶୀ ଓ ସାଦ୍ଦୂକୀ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସମାନଙ୍କେୁ ଦେଖି ଯୋହନ କହିଲେ, ହେ କାଳସର୍ପ ଗଣା ତୁମ୍ଭେ ପ୍ରଭୁଙ୍କ ଆଗାମୀ କୋର୍ଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚତାବେନୀ ଦଲୋ?
ମାଥିଉଲିଖିତ ସୁସମାଚାର 15:19
କାରଣ ଖରାପ ଭାବନା, ହତ୍ଯା, ବ୍ଯଭିଚାର, ୟୋନାଚାର, ଚୋରୀ, ମିଥ୍ଯାସାକ୍ଷ୍ଯ ଓ ନିନ୍ଦା ଆଦି ଖରାପ ବିଷୟଗୁଡିକ ପ୍ରଥମେ ମଣିଷର ମନ ଭିତ ରେ ସୃଷ୍ଟି ହୂଏ।
ମାଥିଉଲିଖିତ ସୁସମାଚାର 23:13
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।
ମାଥିଉଲିଖିତ ସୁସମାଚାର 23:25
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭମାନେେ ଧିକ! ତୁମ୍ଭମାନେେ ତୁମ୍ଭର ଥାଳିଗିନାର ବାହାର ପଟ ଭଲ ଭାବରେ ଧୋଉଛ। କିନ୍ତୁ ତୁମ୍ଭମାନଙ୍କର ଅନ୍ତର ଅନ୍ୟକୁ ଠକି ନିଜକୁ ତୋଷିବା ପଦାର୍ଥ ରେ ପୂର୍ଣ୍ଣ କରୁଛ।
ଲୂକଲିଖିତ ସୁସମାଚାର 11:39
ପ୍ରଭୁ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭମାନେ ଫାରୂଶୀମାନେ ଥାଳିଗିନାର ବାହାରତ ପରିଷ୍କାର କରୁଛ, କିନ୍ତୁ ଭିତ ରେ ତୁମ୍ଭମାନେେ ଲୋକମାନଙ୍କୁ ଠକି ଓ ଦୁଷ୍ଟତାପୂର୍ଣ୍ଣ ଆଚରଣ କରି ତା' ଦ୍ବାରା ପାଇଥିବା ଜିନିଷ ରେ ପରିପୂର୍ଣ୍ଣ କରିଛ।
ଆଦି ପୁସ୍ତକ 3:15
ମୁଁ ତୁମ୍ଭଙ୍କୁ ନାରୀର ଶତୃ କରିବି।