ରେରିତମାନଙ୍କ କାର୍ଯ୍ୟର ବିବରଣ 14:16 in Oriya

ଓଡିଆ ଓଡିଆ ବାଇବେଲ ରେରିତମାନଙ୍କ କାର୍ଯ୍ୟର ବିବରଣ ରେରିତମାନଙ୍କ କାର୍ଯ୍ୟର ବିବରଣ 14 ରେରିତମାନଙ୍କ କାର୍ଯ୍ୟର ବିବରଣ 14:16

Acts 14:16
ଅତୀତ ରେ ସବୁ ଜାତିର ଲୋକମାନଙ୍କୁ ନିଜ ନିଜ ରାସ୍ତା ରେ ଚ଼ାଲିବା ପାଇଁ ସେ ଅନୁମତି ଦଇେଥିଲେ।

Acts 14:15Acts 14Acts 14:17

Acts 14:16 in Other Translations

King James Version (KJV)
Who in times past suffered all nations to walk in their own ways.

American Standard Version (ASV)
who in the generations gone by suffered all the nations to walk in their own ways.

Bible in Basic English (BBE)
Who in the past let all nations go in the ways which seemed good to them.

Darby English Bible (DBY)
who in the past generations suffered all the nations to go in their own ways,

World English Bible (WEB)
who in the generations gone by allowed all the nations to walk in their own ways.

Young's Literal Translation (YLT)
who in the past generations did suffer all the nations to go on in their ways,

Who
ὃςhosose
in
ἐνenane
times
ταῖςtaistase

παρῳχημέναιςparōchēmenaispa-roh-hay-MAY-nase
past
γενεαῖςgeneaisgay-nay-ASE
suffered
εἴασενeiasenEE-ah-sane
all
πάνταpantaPAHN-ta

τὰtata
nations
ἔθνηethnēA-thnay
to
walk
in
πορεύεσθαιporeuesthaipoh-RAVE-ay-sthay
their
own
ταῖςtaistase

ὁδοῖςhodoisoh-THOOS
ways.
αὐτῶν·autōnaf-TONE

Cross Reference

ରେରିତମାନଙ୍କ କାର୍ଯ୍ୟର ବିବରଣ 17:30
ପୂର୍ବରୁ ପରମେଶ୍ବର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫରେିଆସିବା ପାଇଁ ଆଦେଶ ଦିଅନ୍ତି।

ଗୀତସଂହିତା 81:12
ତଣେୁ ଆମ୍ଭେ ସମାନଙ୍କେୁ ସମାନଙ୍କେର ଇଚ୍ଛାନୁସାରେ କାର୍ୟ୍ଯ କରିବାକୁ ଦଲେୁ। ଇଶ୍ରାୟେଲୀୟମାନେ ସମାନଙ୍କେର ଇଚ୍ଛାନୁସାରେ କାର୍ୟ୍ଯମାନ କଲେ।

ଗୀତସଂହିତା 147:20
ପରମେଶ୍ବର କୌଣସି ଦେଶ ପାଇଁ କବେେ ଏହିପରି କରି ନାହାଁନ୍ତି। ସେ ତାଙ୍କର ନିଯମସବୁ ଅନ୍ୟ ଲୋକମାନଙ୍କୁ ଶିଖାଇ ନାହାଁନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର।

ମୀଖା 4:5
ଅନ୍ୟ ଗୋଷ୍ଠୀର ଲୋକମାନେ ସମାନଙ୍କେର ନିଜର ଦବେତାମାନଙ୍କୁ ଅନୁସରଣ କରିବେ। କିନ୍ତୁ ଆମ୍ଭମାନେେ ଚିରକାଳ ସଦାପ୍ରଭୁ ପରମେଶ୍ବରଙ୍କର ଅନୁଗାମୀ ହବୋ।

ପିତରଙ୍କ ପ୍ରଥମ ପତ୍ 4:3
ଅତୀତ ରେ ଅବିଶ୍ବାସୀ ଲୋକଙ୍କ କଥା ରେ କାମ କରି ତୁମ୍ଭେ ଅନକେ ସମୟ ନଷ୍ଟ କରିସାରିଛ। ତୁମ୍ଭେ ୟୌନପାପ କରୁଥିଲ। ନିଜ ଇଚ୍ଛାନୁସା ରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ବଂସର କାର୍ୟ୍ଯ କରୁଥିଲ, ମଦ୍ଯପାନ ଦଳ ରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।

ହୋଶେୟ 4:17
ଇଫ୍ରଯିମ ପ୍ରତିମା ପୂଜା ରେ ଯୋଗ ଦଇେଛନ୍ତି। ତେଣୁ ତାକୁ ଏକୁଟିଆ ପ୍ରଭୁ ଛାଡନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:21
ଲୋକେ ପରମେଶ୍ବରଙ୍କୁ ଜାଣିଥିଲେ। କିନ୍ତୁ ସମାନେେ ପରମେଶ୍ବରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ଯବାଦ ଜଣାଇଲେ ନାହିଁ। ଲୋକଙ୍କ ଚ଼ିନ୍ତାଧାରା ନିରର୍ଥକ ହେଲା। ସମାନଙ୍କେର ଜ୍ଞାନ ଅନ୍ଧକାର ରେ ଭରିଗଲା।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:28
ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରପ୍ତ କରିବାକୁ ଲୋକେ ଗୁରୁତ୍ବ ଦେଲନୋହିଁ। ସେଥିପାଇଁ ପରମେଶ୍ବର ସମାନଙ୍କେୁ ସମାନଙ୍କେ ବିକୃତ ଚ଼ିନ୍ତା ରେ ରହିବାକୁ ଛାଡ଼ି ଦେଲେ ଓ ସମାନେେ ଅନୁଚ଼ିତ କର୍ମକରି ରହିଲେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:12
ମନରେଖ, ତୁମ୍ଭମାନେେ ପୂର୍ବରୁ ଖ୍ରୀଷ୍ଟବିହୀନ ଥିଲ। ତୁମ୍ଭମାନେେ ଇସ୍ରାଯଲରେ ନାଗରିକ ନ ଥିଲ। ତେଣୁ ପରମେଶ୍ବର ତାହାଙ୍କ ଲୋକମାନଙ୍କ ସହିତ କରିଥିବା ପ୍ରତିଜ୍ଞା ୟୁକ୍ତ ନିୟମ ତୁମ୍ଭେ ପ୍ରାପ୍ତ ହାଇେ ନ ଥିଲ। ତୁମ୍ଭର ଆଉ କିଛି ଆଶା ଭରସା ନ ଥିଲା, କି ତୁମ୍ଭେ ପରମେଶ୍ବରଙ୍କୁ ଜାଣି ନ ଥିଲ।