ରେରିତମାନଙ୍କ କାର୍ଯ୍ୟର ବିବରଣ 14:20 in Oriya

ଓଡିଆ ଓଡିଆ ବାଇବେଲ ରେରିତମାନଙ୍କ କାର୍ଯ୍ୟର ବିବରଣ ରେରିତମାନଙ୍କ କାର୍ଯ୍ୟର ବିବରଣ 14 ରେରିତମାନଙ୍କ କାର୍ଯ୍ୟର ବିବରଣ 14:20

Acts 14:20
କିନ୍ତୁ ଶିଷ୍ଯମାନେ ପାଉଲଙ୍କ ଚ଼ାରିପାଖେ ଘରେି ୟିବାରୁ ସେ ଉଠି ପଡ଼ି ନଗରକୁ ଚ଼ାଲିଗଲେ। ତହିଁ ଆରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀ ନଗରକୁ ଚ଼ାଲିଗଲେ।

Acts 14:19Acts 14Acts 14:21

Acts 14:20 in Other Translations

King James Version (KJV)
Howbeit, as the disciples stood round about him, he rose up, and came into the city: and the next day he departed with Barnabas to Derbe.

American Standard Version (ASV)
But as the disciples stood round about him, he rose up, and entered into the city: and on the morrow he went forth with Barnabas to Derbe.

Bible in Basic English (BBE)
But when the disciples came round him, he got up and went into the town: and the day after he went away with Barnabas to Derbe.

Darby English Bible (DBY)
But while the disciples encircled him, he rose up and entered into the city. And on the morrow he went away with Barnabas to Derbe.

World English Bible (WEB)
But as the disciples stood around him, he rose up, and entered into the city. On the next day he went out with Barnabas to Derbe.

Young's Literal Translation (YLT)
and the disciples having surrounded him, having risen he entered into the city, and on the morrow he went forth with Barnabas to Derbe.

Howbeit,
κυκλωσάντωνkyklōsantōnkyoo-kloh-SAHN-tone
as
the
δὲdethay
disciples
αὐτὸνautonaf-TONE
about
round
stood
τῶνtōntone
him,
μαθητῶνmathētōnma-thay-TONE
he
rose
up,
ἀναστὰςanastasah-na-STAHS
and
came
εἰσῆλθενeisēlthenees-ALE-thane
into
εἰςeisees
the
τὴνtēntane
city:
πόλινpolinPOH-leen
and
καὶkaikay
the
τῇtay
next
day
ἐπαύριονepaurionape-A-ree-one
departed
he
ἐξῆλθενexēlthenayks-ALE-thane
with
σὺνsynsyoon
Barnabas
τῷtoh
to
Βαρναβᾷbarnabavahr-na-VA
Derbe.
εἰςeisees
ΔέρβηνderbēnTHARE-vane

Cross Reference

ରେରିତମାନଙ୍କ କାର୍ଯ୍ୟର ବିବରଣ 14:6
ପାଉଲ ଓ ବର୍ଣ୍ଣବ୍ବା ଏହା ଜାଣିପାରି ଲୁକାଅନିଆର ଲୁସ୍ତ୍ରାର ଦର୍ବୀ ନଗର ଓ ଚ଼ାରିପାଖ ଅଞ୍ଚଳକୁ ଚ଼ାଲିଗଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:7
ସମାନଙ୍କେର ସାକ୍ଷ୍ଯ ଦବୋ ସମୟ ସରିୟିବା ପରେ ସହେି ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ସେ ସମାନଙ୍କେୁ ପରାସ୍ତ କରି ହତ୍ଯା କରିବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:9
ଆମ୍ଭେ ଜନପ୍ରିୟ ହାଇେ ଥିଲେ ମଧ୍ଯ କେତକଙ୍କେ ପାଇଁ ଅଜଣା। ଆମ୍ଭକୁ ମୃତ ତୁଲ୍ଯ ଧରା ଯାଏ, କିନ୍ତୁ ଦେଖ, ଆମ୍ଭେ ଜୀବିତ ରହିଛୁ। ଆମ୍ଭକୁ ଦଣ୍ଡ ଦିଆ ଯାଏ, କିନ୍ତୁ ମାରି ଦିଆ ଯାଏ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:9
ଆମ୍ଭେ ଅନୁଭବ କରୁଥିଲୁ ଯେ, ଆମ୍ଭେ ମରିୟିବୁ। ଏପରି ଘଟିବାର କାରଣ ହେଲା ଯେ, ଆମ୍ଭେ ନିଜ ଉପରେ ଭରସା ନ ରଖି ମାତ୍ର ଯେ ଲୋକମାନଙ୍କୁ ମୃତ୍ଯୁରୁ ଉଥିତ କରନ୍ତି ସହେି ପରମେଶ୍ବରଙ୍କ ଉପରେ ବିଶ୍ବାସ ରଖିବା ଉଚିତ୍।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:9
ଇଉତୁଖ ନାମକ ଜଣେ ୟୁବକ ଝରକା କଡ଼ ରେ ବସି ଖୁବ୍ ନିଦ ରେ ଶାଇେ ପଡ଼ିଥିଲା। ପାଉଲ କହି ଚ଼ାଲିଥିଲା ବେଳେ ସେ ନିଘୋଡ଼ ନିଦ ରେ ଶାଇେପଡ଼ି ତିନି ମହଲାରୁ ଖସି ପଡ଼ିଲା। ଯେତବେେଳେ ସମାନେେ ତାହାକୁ ଉଠାଇଲେ, ସେ ମରିସାରିଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:1
ତ୍ତଜେନା ଶାନ୍ତ ହବୋ ପରେ ପାଉଲ ଯୀଶୁଙ୍କର ଶିଷ୍ଯମାନଙ୍କୁ ଡ଼ାକାଇ ପାଠାଇଲେ ଓ ସମାନଙ୍କେୁ ଉତ୍ସାହିତ କଲେ। ତା'ପରେ ସମାନଙ୍କେଠାରୁ ବିଦାୟ ନଇେ ସେ ମାକିଦନିଆକୁ ଯାତ୍ରା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:40
ପାଉଲ ଓ ଶୀଲା କାରାଗାରରୁ ବାହାରକୁ ଆସି ଲୁଦିଯାର ଘରକୁ ଆସିଲେ। ସଠାେରେ ଭାଇମାନଙ୍କୁ ଦେଖି ସମାନେେ ସମାନଙ୍କେୁ ଉତ୍ସାହର ବାଣୀ ଶୁଣାଇଲେ। ତା'ପରେ ସମାନେେ ସେ ସ୍ଥାନରୁ ଚ଼ାଲିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:1
ପାଉଲ ଦର୍ବୀ ଓ ଲୁସ୍ତ୍ରା ନଗରକୁ ଗଲେ। ସଠାେରେ ତୀମଥି ନାମକ ଜଣେ ଶିଷ୍ଯ ଥିଲେ। ସେ ଜଣେ ବିଶ୍ବାସୀନୀ ଯିହୂଦୀ ସ୍ତ୍ରୀଙ୍କର ପୁତ୍ର ଥିଲେ କିନ୍ତୁ ତାହାଙ୍କର ପିତା ଗ୍ରୀକ୍ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:28
ସମାନେେ ସଠାେରେ ଖ୍ରୀଷ୍ଟଙ୍କ ଶିଷ୍ଯମାନଙ୍କ ସହିତ ଅନକେ ଦିନ ପର୍ୟ୍ଯନ୍ତ ରହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:17
ପିତର ସମାନଙ୍କେୁ ହାତ ରେ ଠାରି ଚୁପ୍ ରହିବାକୁ କହିଲେ। ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାରକରି ଆଣିଲେ, ସେ ସବୁ କଥା ପିତର ସମାନଙ୍କେୁ ବୁଝାଇ କହିଲେ। ସେ ଏ ବିଷୟ ରେ ଯାକୁବ ଓ ଅନ୍ୟ ଭାଇମାନଙ୍କୁ ଜଣଇବୋ ପାଇଁ କହିଲେ। ତା'ପରେ ସେ ଅନ୍ୟ ସ୍ଥାନକୁ ଚ଼ାଲିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:26
ଯେତବେେଳେ ସେ ତାହାଙ୍କୁ ପାଇଲେ, ସେ ତାହାଙ୍କୁ ଆନ୍ତିୟଖିଆକୁ ନଇେ ଆସିଲେ। ଶାଉଲ ଓ ବର୍ଣ୍ଣବ୍ବା ସଠାେରେ ବର୍ଷେ ପର୍ୟ୍ଯନ୍ତ ରହିଲେ ଓ ଯେତେଥର ବିଶ୍ବାସୀମାନଙ୍କ ଦଳ ସମାନଙ୍କେ ନିକଟକୁ ଆସିଲେ, ସମାନେେ ସମାନଙ୍କେୁ ସାକ୍ଷାତ କଲେ ଓ ବହୁତ ଲୋକଙ୍କୁ ଉପଦେଶ ଦେଲେ। ଆନ୍ତିୟଖିଆ ରେ ଯୀଶୁଙ୍କ ଅନୁଗମନକାରୀମାନେ ପ୍ରଥମ ରେ ଖ୍ରୀଷ୍ଟିଆନ ନାମ ରେ ନାମିତ ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:22
ସମାନେେ ସେ ସ୍ଥାନଗୁଡ଼ିକରେ ଶିଷ୍ଯମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ବାସ ରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସମାନେେ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନକେ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।