ରେରିତମାନଙ୍କ କାର୍ଯ୍ୟର ବିବରଣ 17:30 in Oriya

ଓଡିଆ ଓଡିଆ ବାଇବେଲ ରେରିତମାନଙ୍କ କାର୍ଯ୍ୟର ବିବରଣ ରେରିତମାନଙ୍କ କାର୍ଯ୍ୟର ବିବରଣ 17 ରେରିତମାନଙ୍କ କାର୍ଯ୍ୟର ବିବରଣ 17:30

Acts 17:30
ପୂର୍ବରୁ ପରମେଶ୍ବର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫରେିଆସିବା ପାଇଁ ଆଦେଶ ଦିଅନ୍ତି।

Acts 17:29Acts 17Acts 17:31

Acts 17:30 in Other Translations

King James Version (KJV)
And the times of this ignorance God winked at; but now commandeth all men every where to repent:

American Standard Version (ASV)
The times of ignorance therefore God overlooked; but now he commandeth men that they should all everywhere repent:

Bible in Basic English (BBE)
Those times when men had no knowledge were overlooked by God; but now he gives orders to all men in every place to undergo a change of heart:

Darby English Bible (DBY)
God therefore, having overlooked the times of ignorance, now enjoins men that they shall all everywhere repent,

World English Bible (WEB)
The times of ignorance therefore God overlooked. But now he commands that all people everywhere should repent,

Young's Literal Translation (YLT)
the times, indeed, therefore, of the ignorance God having overlooked, doth now command all men everywhere to reform,


τοὺςtoustoos
And
μὲνmenmane
the
οὖνounoon
times
χρόνουςchronousHROH-noos
of
this
τῆςtēstase
ignorance
ἀγνοίαςagnoiasah-GNOO-as

ὑπεριδὼνhyperidōnyoo-pare-ee-THONE
God
hooh
winked
at;
θεὸςtheosthay-OSE

but
τὰtata
now
νῦνnynnyoon
commandeth
παραγγέλλειparangelleipa-rahng-GALE-lee
all
τοῖςtoistoos

ἀνθρώποιςanthrōpoisan-THROH-poos
every
men
πάσινpasinPA-seen
where
πανταχοῦpantachoupahn-ta-HOO
to
repent:
μετανοεῖνmetanoeinmay-ta-noh-EEN

Cross Reference

ରେରିତମାନଙ୍କ କାର୍ଯ୍ୟର ବିବରଣ 14:16
ଅତୀତ ରେ ସବୁ ଜାତିର ଲୋକମାନଙ୍କୁ ନିଜ ନିଜ ରାସ୍ତା ରେ ଚ଼ାଲିବା ପାଇଁ ସେ ଅନୁମତି ଦଇେଥିଲେ।

ଲୂକଲିଖିତ ସୁସମାଚାର 24:47
ତୁମ୍ଭମାନେେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭମାନେେ ତା'ର ସାକ୍ଷୀ। ତୁମ୍ଭମାନେେ ଲୋକମାନଙ୍କ ପାଖକୁ ଯାଇ କୁହ । ଯେ ସମାନଙ୍କେର ପାପ ଗୁଡିକୁ କ୍ଷମା କରାଯାଇ ପାରିବ। ସମାନଙ୍କେୁ କୁହ ଯେ, ସମାନେେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:11
ଯଦି ତା'ପରେ ମଧ୍ଯ ସେ ପୁନଃ ତର୍କବିତର୍କ କରେ, ତା' ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସଭେଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।

ପିତରଙ୍କ ପ୍ରଥମ ପତ୍ 4:3
ଅତୀତ ରେ ଅବିଶ୍ବାସୀ ଲୋକଙ୍କ କଥା ରେ କାମ କରି ତୁମ୍ଭେ ଅନକେ ସମୟ ନଷ୍ଟ କରିସାରିଛ। ତୁମ୍ଭେ ୟୌନପାପ କରୁଥିଲ। ନିଜ ଇଚ୍ଛାନୁସା ରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ବଂସର କାର୍ୟ୍ଯ କରୁଥିଲ, ମଦ୍ଯପାନ ଦଳ ରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:25
ଲୋକମାନଙ୍କୁ ବିଶ୍ବାସ ଜରିଆ ରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ଯ ରେ ପରମେଶ୍ବର ଯୀଶୁଙ୍କୁ ପଥ ଭାବରେ ଦଇେଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ଯୁ ଦ୍ବାରା ପରମେଶ୍ବର କ୍ଷମା କରନ୍ତି। ଯୀଶୁଙ୍କୁ ଦବୋ ଦ୍ବାରା ଏହା ପ୍ରମାଣିତ କରେ ଯେ ପରମେଶ୍ବର ସର୍ବଦା ନ୍ଯାୟ କରନ୍ତି।

ମାର୍କଲିଖିତ ସୁସମାଚାର 6:12
ଶିଷ୍ଯମାନେ ସଠାରୁେ ଅନ୍ୟ ସ୍ଥାନକୁ ଚାଲିଗଲେ। ସମାନେେ ଘାଷେଣା କଲେ ଯେ ଲୋକମାନେ ଅନୁତାପ କରନ୍ତୁ। ହୃଦୟ ପରିବର୍ତ୍ତନ କରନ୍ତୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:18
ଯିହୂଦୀୟ ବିଶ୍ବାସୀମାନେ ଏକଥା ଶୁଣି ଆଉ ୟୁକ୍ତିତର୍କ କଲେ ନାହିଁ। ସମାନେେ ପରମେଶ୍ବରଙ୍କର ପ୍ରଶଂସା କଲେ, ପୁଣି କହିଲେ, ଏହାର ଅର୍ଥ ଯେ, ପରମେଶ୍ବର ଆମ୍ଭପରି ଅନ୍ୟ ଜାତିର ଲୋକମାନଙ୍କୁ ମଧ୍ଯ ଅନୁତାପ କରି ପ୍ରକୃତ ଜୀବନର ଅଧିକାରୀ ହବୋ ନିମନ୍ତେ ସୁ ଯୋଗ ଦଇେଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:17
ମୁଁ ତୁମ୍ଭକୁ ତୁମ୍ଭ ନିଜ ଓ ଅନ୍ୟ ଦେଶର ଲୋକମାନଙ୍କଠାରୁ ରକ୍ଷା କରିବି। ସମାନଙ୍କେର ଆଖି ଖାଲିେ ଦବୋପାଇଁ ମୁଁ ତୁମ୍ଭକୁ ପଠାଉଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:23
ସମସ୍ତେ ପାପ କରିଛନ୍ତି ଓ ପରମେଶ୍ବରଙ୍କ ମହିମା ପାଇବା ରେ ଉଣା ପଡ଼ିଛନ୍ତି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:17
ପ୍ରଭୁଙ୍କ ନାମ ରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ବାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସମାନଙ୍କେ ବିଚାରର କିଛି ମୂଲ୍ଯ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:10
କାରଣ ଈଶ୍ବରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ବାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହବୋ ଆବଶ୍ଯକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ଯୁ ଆଣିଥାଏ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:4
ପରମେଶ୍ବର ତୁମ୍ଭପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ର୍ଧୈୟ୍ଯବାନ। ପରମେଶ୍ବର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟ ରେ ଆଦୌ ଭାବୁ ନାହଁ। ଏହା ହାଇେ ପା ରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦବୋ ଉଦ୍ଦେଶ୍ଯ ରେ ପରମେଶ୍ବର ତୁମ୍ଭ ପ୍ରତି ଦୟାଳୁ ହାଇେଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:28
ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରପ୍ତ କରିବାକୁ ଲୋକେ ଗୁରୁତ୍ବ ଦେଲନୋହିଁ। ସେଥିପାଇଁ ପରମେଶ୍ବର ସମାନଙ୍କେୁ ସମାନଙ୍କେ ବିକୃତ ଚ଼ିନ୍ତା ରେ ରହିବାକୁ ଛାଡ଼ି ଦେଲେ ଓ ସମାନେେ ଅନୁଚ଼ିତ କର୍ମକରି ରହିଲେ।

ଗୀତସଂହିତା 50:21
ଅତୀତରେ, ତୁମ୍ଭେ ମନ୍ଦକାର୍ୟ୍ଯ କଲ। ମୁଁ ଚୁପ୍ ରହିଲି। ତୁମ୍ଭେ ଭାବି ନଇେଛ ମୁଁ ମଧ୍ଯ ତୁମ୍ଭମାନଙ୍କ ପରି। ମୁଁ ଆଉ ନୀରବରେ ରହିପାରିବି ନାହିଁ। ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି।

ମାଥିଉଲିଖିତ ସୁସମାଚାର 3:2
ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗ ରାଜ୍ଯ ଶୀଘ୍ର ଆସୁଅଛି।

ମାଥିଉଲିଖିତ ସୁସମାଚାର 4:17
ସହେି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରି ଦେଲେ। ସେ କହିଲେ, ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗରାଜ୍ଯ ନିକଟ ହାଇଗେଲାଣି।

ମାର୍କଲିଖିତ ସୁସମାଚାର 1:15
ଯୀଶୁ କହିଲେ, ବର୍ତ୍ତମାନ ଉପୟୁକ୍ତ ସମୟ ଆସିଯାଇଛି। ପରମେଶ୍ବରଙ୍କ ରାଜ୍ଯ ପାଖ ହାଇେ ଗଲାଣି। ତୁମ୍ଭମାନଙ୍କର ହୃଦୟ ପରିବର୍ତ୍ତନ କର। ସୁସମାଚାର ରେ ବିଶ୍ବାସ କର।

ଲୂକଲିଖିତ ସୁସମାଚାର 13:5
ନା, ସମାନେେ ତା ନଥିଲେ। ମୁଁ କିନ୍ତୁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନେେ ଯଦି ତୁମ୍ଭମାନଙ୍କର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ ନ ଆଣିବ, ତବେେ ତୁମ୍ଭମାନେେ ସବୁ ବିନଷ୍ଟ ହବେ।

ଲୂକଲିଖିତ ସୁସମାଚାର 15:10
ସହେିଭଳି ଜଣେ ପାପୀ ତା' ହୃଦୟ ପରିବର୍ତ୍ତନ କଲେ, ପରମେଶ୍ବରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:19
ଏଥିପାଇଁ ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କରି ପରମେଶ୍ବରଙ୍କ ପାଖକୁ ଫରେିଆସ, ତବେେ ସେ ତୁମ୍ଭମାନଙ୍କର ପାପସବୁ କ୍ଷମା କରି ଦବେେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:23
ମୁଁ ନଗରର ଚ଼ାରିପାଖ ରେ ଭ୍ରମଣ କରି, ତୁମ୍ଭମାନଙ୍କର ପୂଜା କରୁଥିବା ବସ୍ତୁମାନ ଦେଖିଲି। ମୁଁ ଗୋଟିଏ ବଦେୀ ଦେଖିଲି ଯାହା ଉପରେ ଲଖାେଥିଲା, 'ଏକ ଈଶ୍ବର ଯାହାଙ୍କୁ ଆମ୍ଭେ ଜାଣିନାହୁଁ।' ତେଣୁ ତୁମ୍ଭମାନେେ ନ ଜାଣି ଯାହା ପୂଜା କରୁଛ, ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗ ରେ ପ୍ରଚ଼ାର କରୁଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:21
ମୁଁ ଯିହୂଦୀ ଓ ଗ୍ରୀକ ଏବଂ ସମସ୍ତ ଲୋକମାନଙ୍କୁ ମନ ପରିବର୍ତ୍ତନ କରି ପରମେଶ୍ବରଙ୍କ ନିକଟକୁ ଆସିବା ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କରିବା ନିମନ୍ତେ ଚେ଼ତାଇ ଦଇେଅଛି।

ପିତରଙ୍କ ପ୍ରଥମ ପତ୍ 1:14
ଅତୀତ ରେ ତୁମ୍ଭେ ଏହି କଥା ବୁଝି ନ ପାରି, ନିଜ ଇଚ୍ଛା ରେ ସହେି ସବୁ ମନ୍ଦ କାମ କରିଥିଲ କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଆଜ୍ଞାକାରୀ ସନ୍ତାନ ଅଟ। ଅତଏବ ଅତୀତର ମନ୍ଦ ଜୀବନଯାପନ କର ନାହିଁ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:6
ମିଥ୍ଯାକଥା କହି କହେି ତୁମ୍ଭକୁ ପ୍ରତାରଣା ନ କରୁ। ଏ ବିଷୟ ରେ ସଚତନେ ରୁହ। ଯେଉଁମାନେ ଅବାଧ୍ଯ ହାଇେ ଏ ସମସ୍ତ ମନ୍ଦ କର୍ମ କରନ୍ତି, ସମାନଙ୍କେ ଉପରେ ପରମେଶ୍ବର କୋରଧାନ୍ବିତ ହୁଅନ୍ତି।