Acts 19:5
ସମାନେେ ଏକଥା ଶୁଣି ପ୍ରଭୁ ଯୀଶୁଙ୍କ ନାମ ରେ ବାପ୍ତିଜିତ ହେଲେ।
Acts 19:5 in Other Translations
King James Version (KJV)
When they heard this, they were baptized in the name of the Lord Jesus.
American Standard Version (ASV)
And when they heard this, they were baptized into the name of the Lord Jesus.
Bible in Basic English (BBE)
And hearing this, they had baptism in the name of the Lord Jesus.
Darby English Bible (DBY)
And when they heard that, they were baptised to the name of the Lord Jesus.
World English Bible (WEB)
When they heard this, they were baptized in the name of the Lord Jesus.
Young's Literal Translation (YLT)
and they, having heard, were baptized -- to the name of the Lord Jesus,
| When | ἀκούσαντες | akousantes | ah-KOO-sahn-tase |
| they heard | δὲ | de | thay |
| this, they were baptized | ἐβαπτίσθησαν | ebaptisthēsan | ay-va-PTEE-sthay-sahn |
| in | εἰς | eis | ees |
| the | τὸ | to | toh |
| name | ὄνομα | onoma | OH-noh-ma |
| of the | τοῦ | tou | too |
| Lord | κυρίου | kyriou | kyoo-REE-oo |
| Jesus. | Ἰησοῦ | iēsou | ee-ay-SOO |
Cross Reference
ରେରିତମାନଙ୍କ କାର୍ଯ୍ୟର ବିବରଣ 8:16
ସମାନେେ କବଳେ ପ୍ରଭୁ ଯୀଶୁଙ୍କ ନାମ ରେ ବାପ୍ତିଜିତ ହାଇେଥିଲେ। କିନ୍ତୁ ସେ ପର୍ୟ୍ଯନ୍ତ କାହା ଉପରେ ପବିତ୍ର ଆତ୍ମା ଅଧିଷ୍ଠିତ ହାଇେ ନଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8:12
କିନ୍ତୁ ଯେତବେେଳେ ସମାନେେ ଫିଲିପ୍ପଙ୍କଠାରୁ ପରମେଶ୍ବରଙ୍କ ରାଜ୍ଯ ଓ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ବିଷୟକ ସୁସମ୍ବାଦ ଶୁଣିଲେ, ସେତବେେଳେ ସମାନେେ ଫିଲିପ୍ପଙ୍କ କଥା ରେ ବିଶ୍ବାସ କରି ବାପ୍ତିଜିତ ହେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:38
ପିତର ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ବାପ୍ତିସ୍ମ ନବୋକୁ ପଡ଼ିବ। ତବେେ ତୁମ୍ଭମାନେେ ପବିତ୍ରଆତ୍ମାର ଦାନ ପାଇବ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:2
ସମାନେେ ମେଘ ଓ ସମୁଦ୍ର ରେ ମାଶାଙ୍କେ ଅନୁଗାମୀ ଭାବେ ଡ଼ୁବିତ ହାଇେଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:48
ତେଣୁ ପିତର ଯୀଶୁଖ୍ରୀଷ୍ଟଙ୍କ ନାମ ରେ ବାପ୍ତିଜିତ ହବୋ ପାଇଁ କର୍ଣ୍ଣୀଲିୟ ତାହାଙ୍କର ଆତ୍ମୀୟସ୍ବଜନ ଓ ବନ୍ଧୁମାନଙ୍କୁ ଆଦେଶ ଦେଲେ. ତା'ପରେ ଲୋକମାନେ ପିତରଙ୍କୁ ସମାନଙ୍କେ ସହିତ ଆଉ କିଛି ଦିନ ରହିବାପାଇଁ ଅନୁରୋଧ କଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:13
ଖ୍ରୀଷ୍ଟଙ୍କୁ ଭାଗଭାଗ କରାଯାଇ ନ ପା ରେ। ପାଉଲ କ'ଣ ତୁମ୍ଭମାନଙ୍କ ପାଇଁ କୃଶ ଉପରେ ପ୍ରାଣ ତ୍ଯାଗ କରିଥିଲେ କି ? ନା ! ତୁମ୍ଭମାନେେ କ'ଣ ପାଉଲଙ୍କ ନାମ ରେ ବାପ୍ତିଜିତ ହାଇେଛି ? ନା !
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:3
ତୁମ୍ଭମାନେେ କଣ ମନେ ରଖିଛ କି ଯେତବେେଳେ ଆମ୍ଭେ ସମସ୍ତେ ବାପ୍ତିଜିତ ହେଲୁ, ସେତବେେଳେ ଯୀଶୁଖ୍ରୀଷ୍ଟଙ୍କର ଅଂଶ ହାଇଗେଲୁ। ଆମ୍ଭର ବାପ୍ତିଜିତ ହବୋ ରେ ଆମ୍ଭେ ତାହାଙ୍କର ମୃତ୍ଯୁର ମଧ୍ଯ ଭାଗୀଦାର ହେଲୁ।