ରେରିତମାନଙ୍କ କାର୍ଯ୍ୟର ବିବରଣ 27

1 ଇତାଲିଆକୁ ଜାହାଜା ରେ ଯାତ୍ରା କରିବା ପାଇଁ ସ୍ଥିର ହବୋରୁ ପାଉଲ ଓ ଅନ୍ୟ ବନ୍ଦୀମାନଙ୍କୁ ଦାଯିତ୍ବ ୟୂଲିଅ ନାମକ ଶତ ସନୋପତିଙ୍କ ହସ୍ତ ରେ ଅର୍ପଣ କରାଗଲା। ସହେି ୟୂଲିଅ ସମ୍ରାଟଙ୍କର ସନୋବାହିନୀ ରେ ଚ଼ାକିରୀ କରୁଥିଲେ। ଆମ୍ଭମାନେେ ଆଦ୍ରାମୁତ୍ତୀୟରୁ ଗୋଟିଏ ଜାହାଜ ରେ ଉଠିଲୁ।

2 ସହେି ଜାହାଜଟି ଏସିଆ ଉପକୂଳବର୍ତ୍ତୀ ବନ୍ଦରଗୁଡ଼ିକୁ ଯାଉଥିଲା। ଥସଲିେନିକୀର ଆରିସ୍ତାର୍ଖ ନାମକ ଜଣେ ମାକିଦନିଆ ଅଧିବାସୀ ଆମ୍ଭ ସହିତ ଥିଲେ।

3 ତହିଁ ଆରଦିନ ଆମ୍ଭେ ସୀଦୋନ ରେ ପହଞ୍ଚିଲୁ। ୟୁଲିଅ ପାଉଲଙ୍କ ପ୍ରତି ଦୟା ଦେଖଇେ ତାହାଙ୍କୁ ତାହାଙ୍କର ବନ୍ଧୁମାନଙ୍କ ସହିତ ସାକ୍ଷାତ କରିବା ପାଇଁ ଅନୁମତି ଦେଲେ। ପାଉଲଙ୍କ ବନ୍ଧୁମାନେ ତାହାଙ୍କର ଆବଶ୍ଯକତା ପୂର୍ଣ୍ଣ କଲେ।

4 ତା'ପରେ ଆମ୍ଭେ ସୀଦୋନ ନଗର ଛାଡ଼ିଲୁ। ସେ ସମୟରେ ପ୍ରତିକୂଳ ପବନ ବହୁଥିଲା। ତେଣୁ ଆମ୍ଭେ ସାଇପ୍ରସ୍ ଉପଦ୍ବୀପ ନିକଟ ଦଇେ ଜଳଯାତ୍ରା କଲୁ।

5 ତା'ପରେ ଆମ୍ଭେ କିଲିକିଯା ଓ ଫଫୁଲିଆ କୂଳେ କୂଳେ ଯାଇ ଲୁକିଆ ଦେଶର ମୁରା ନଗରୀ ରେ ପହଞ୍ଚିଲୁ।

6 ସଠାେରେ ୟୁଲିଅ ଆଲକଜୋଣ୍ଡ୍ରିଆର ଜାହାଜଟିଏ ଇତାଲିଆକୁ ଯାଉଥିବାର ପାଇଲୋ ସେ ଆମ୍ଭମାନଙ୍କୁ ସେଥି ରେ ଚ଼ଢାଇ ଦେଲେ।

7 ଆମ୍ଭମାନେେ କିଛି ଦିନ ଧୀ ରେ ଧୀ ରେ ଯାତ୍ରା କଲୁ। ଶଷେ ରେ ବହୁତ ଅସୁବିଧା ରେ ସମ୍ମୁଖୀନ ହାଇେ କ୍ଲିଦ ପହଞ୍ଚିଲୁ। କିନ୍ତୁ ଖୁବ୍ ଜୋର୍ ରେ ପବନ ବହୁଥିବାରୁ ଆମ୍ଭେ ଆଗକୁ ଯାଇ ପାରିଲୁ ନାହିଁ। ତେଣୁ ଆମ୍ଭେ ସାଲ୍ମୋଲୀର ନିକଟ କ୍ରୀତୀ ଦ୍ବୀପ ଉପକୂଳ ଦଇେ ଯାତ୍ରା କଲୁ।

8 ଆମ୍ଭେ କୂଳକେୂଳେ ବହୁତ କଷ୍ଟ ରେ ଯାତ୍ରା କଲୁ। ତା'ପରେ ଆମ୍ଭେ ଲାସାଯା ନଗର ପାଖ 'ସୁନ୍ଦର ବନ୍ଦର' ନାମକ ସ୍ଥାନ ରେ ପହଞ୍ଚିଲୁ।

9 ଏହିପରି ବହୁତ ସମୟ ବିତିଗଲା। ସେତବେେଳେ ଯିହୂଦୀୟ ଉପବାସ ଦିବସର ପରବର୍ତ୍ତୀ ସମୟ ହାଇେ ଥିବାରୁ, ଦୀର୍ଘ ଯାତ୍ରା ପାଇଁ ପାଗ ବିପଦପୂର୍ଣ୍ଣ ହାଇେ ଆସୁଥିଲା। ତେଣୁ ପାଉଲ ସମାନଙ୍କେୁ ସାବଧାନ କରଇେ କହିଲେ, ହେ ବନ୍ଧୁଗଣ! ମୁଁ ଭାବୁଛି, ଆମ୍ଭମାନଙ୍କର ଆଉ ଆଗକୁ ଯାତ୍ରା କରିବା ବିପଦଜନକ ହବେ।

10 ଏହା ଦ୍ବାରା ଯେ କବଳେ ଜାହାଜ ଓ ଜିନିଷପତ୍ରର କ୍ଷତି ଘଟିବ ତାହା ନୁହେଁ, ହୁଏତ ଆମ୍ଭମାନଙ୍କର ଜୀବନ ମଧ୍ଯ ଚ଼ାଲିଯାଇପା ରେ।

11 କିନ୍ତୁ ସନୋଧିକାରୀ, ପାଉଲଙ୍କ କହିଥିବା କଥା ଅପେକ୍ଷା ଜାହାଜର କ୍ଯାପଟନ୍େ ଓ ମାଲିକଙ୍କ କଥାକୁ ଅଧିକ ବିଶ୍ବାସ କଲେ।

12 ସହେି ବନ୍ଦରଟି ଶୀତ କଟଇବୋ ପାଇଁ ଅନୁପୟୁକ୍ତ ଥିଲା। ତେଣୁ ଜାହାଜର ଅଧିକାଂଶ ନାବିକ ଫୋନୀକ୍ ରେ ପହଞ୍ଚିବା ଆଶା ରେ ସଠାେରେ ଆମ୍ଭ ସହିତ ୟିବା ପାଇଁ ଓ ଶୀତଋତୁ କଟଇବୋ ପାଇଁ ପରାମର୍ଶ ଦେଲେ। ଫୋନୀକ୍ସ୍ କ୍ରୀତି ଉପଦ୍ବୀପର ଗୋଟିଏ ନଗର। ଫୋନୀକ୍ସ୍ ଗୋଟିଏ ବନ୍ଦର। ତାହା ଉଭୟ ଉତ୍ତରପୂର୍ବ ଓ ଦକ୍ଷିଣ ପୂର୍ବ ଦିଗକୁ ଥିଲା।

13 ତା'ପରେ ପ୍ରବଳ ପବନ ଦକ୍ଷିଣ ଦିଗରୁ ବୋହିଲା। ଜାହାଜ ରେ ଥିବା ଲୋକମାନେ ଭାବିଲେ, ଆମ୍ଭେ ଯେଉଁ ପବନ ବହିବାଇଚ୍ଛା କରିଥିଲୁ, ତାହା ଆମ୍ଭେ ପାଇଲୁ। ତେଣୁ ଆମ୍ଭେ ଲଙ୍ଗର ଉେଠଇ କ୍ରୀତି ଉପଦ୍ବୀପର କୂଳକେୂଳେ ଯାତ୍ରା କଲୁ।

14 ମାତ୍ର ଅଳ୍ପ ସମୟ ପରେ ହଠାତ୍ ପାଗ ବଦଳିଗଲା। ଉତ୍ତର ପୂର୍ବୀୟ ନାମକ ପବନ, ଦ୍ବୀପଆଡୁ ପ୍ରଚ଼ଣ୍ଡ ବଗେ ରେ ବୋହିବାକୁ ଲାଗିଲା।

15 ଏହା ଜାହାଜକୁ ଆଘାତ କରି ସମୁଦ୍ର ଭିତରକୁ ଠଲେି ନଲୋ। ଜାହାଜ ପବନ ରେ ସ୍ଥିର ହାଇେ ରହି ନପାରିବାରୁ ଆମ୍ଭେ ତାକୁ ଭାସିୟିବା ପାଇଁ ଛାଡ଼ି ଦଲେୁ।

16 ତା'ପରେ ଆମ୍ଭେ କ୍ଲାଉଦ ନାମକ ଉପଦ୍ବୀପ ଉହାଡ଼ ରେ ଜାହାଜ ଚ଼ଳାଇଲୁ। ସଠାେରେ ଗୋଟିଏ ଜୀବନରକ୍ଷକ ଡ଼ଙ୍ଗାକୁ ବହୁ କଷ୍ଟ ରେ ଆମ୍ଭେ ଜାହାଜ ଉପରକୁ ଉଠାଇବାକୁ ସମର୍ଥ ହେଲୁ।

17 କବଳେ ତାହାକୁ ଜାହାଜ ଭିତରକୁ ନଲେୁ। ତାହାକୁ ଏକାଠି ଧରି ରଖିବା ପାଇଁ ଜାହାଜର ଚ଼ାରିପଟେ ଦଉଡ଼ି ରେ ବାନ୍ଧି ଦେଲେ। ନାବିକମାନେ ଚେ଼ାରାବାଲି ରେ ଜାହାଜ ଲାଗିୟିବାର ଭୟ କଲେ। ତେଣୁ ସମାନେେ ଉପର ପାଲଗୁଡ଼ିକ ଖ ସଇେ ପବନ ରେ ଜାହାଜଟିକୁ ଭ ସଇେ ଦେଲେ।

18 ତହିଁ ଆରଦିନ ସମାନେେ ଝଡ଼ ପ୍ରବଳ ବଗେ ରେ ବଢ଼ିବାରୁ ମାଲଗୁଡ଼ିକ ସମୁଦ୍ର ରେ ପକଇେ ଦେଲେ।

19 ତୃତୀୟ ଦିନ ସମାନେେ ନିଜ ହାତ ରେ ଜାହାଜର ସରଞ୍ଜାମ ସବୁ ପାଣିକୁ ଫୋପାଡ଼ି ଦେଲେ।

20 ଆମ୍ଭେ ବହୁତ ଦିନ ପର୍ୟ୍ଯନ୍ତ ସୁର୍ୟ୍ଯ କି ତାରା କିଛି ଦେଖି ପାରିଲୁ ନାହିଁ। ପ୍ରଚ଼ଣ୍ଡ ଝଡ଼ ବତାସର ବଗେ କମିଲା ନାହିଁ। ଆମ୍ଭମାନେେ ଜୀବନ ରକ୍ଷା କରିବାର ସମସ୍ତ ଆଶା ରହଇେ ବସିଲୁ। ଆମ୍ଭେ ଭାବିଲୁ, ଆମ୍ଭର ମୃତ୍ଯୁ ଘଟିବ। ଅନକେ ଦିନ ପର୍ୟ୍ଯନ୍ତ ଆମ୍ଭମାନେେ କହେି କିଛି ଖାଇ ନଥିଲୁ।

21 ଶଷେ ରେ ପାଉଲ ସମାନଙ୍କେୁ କହିଲେ, ବନ୍ଧୁଗଣ, ତୁମ୍ଭମାନେେ ଯଦି ମାେ କଥା ଶୁଣି କ୍ରୀତି ଉପଦ୍ବୀପରୁ ଜାହାଜ ଛାଡ଼ି ନଥାନ୍ତ, ତବେେ ତୁମ୍ଭମାନଙ୍କେର ଏ ଜାହାଜ ନଷ୍ଟ ହାଇେ ନଥାନ୍ତା ଓ ଏତେ କ୍ଷତି ଘଟି ନଥାନ୍ତା।

22 କିନ୍ତୁ ବର୍ତ୍ତମାନ ମାରେକଥାଶୁଣ ଓ ସାହାସ ଧର। କାରଣ ତୁମ୍ଭମାନଙ୍କ ମଧ୍ଯରୁ କାହାରି ଜୀବନ ୟିବ ନାହିଁ। କବଳେ ଜାହାଜଟି ନଷ୍ଟ ହାଇଯେିବ।

23 ମୁଁ ଯେଉଁ ପରମେଶ୍ବରଙ୍କର ସବୋ କରେ, ତାହାଙ୍କର ଜଣେ ଦୂତ ଗତକାଲି ରାତି ରେ ମାେ ପାଖ ରେ ଠିଆ ହାଇେ କହିଲେ,

24 'ଭୟ କରନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ୟିବ। ପରମେଶ୍ବର ତୁମ୍ଭ ହତେୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।'

25 ତେଣୁ ବନ୍ଧୁଗଣ! ଖୁସୀ ହୁଅ। ମୁଁ ପରମେଶ୍ବରଙ୍କୁ ବିଶ୍ବାସ କରେ। ତାହାଙ୍କ ଦୂତ ମାେତେ ଯେପରି କହିଛନ୍ତି, ଠିକ୍ ସହେିପରି ଘଟିବ।

26 କିନ୍ତୁ ଆମ୍ଭେ କୌଣସି ଉପଦ୍ବୀପ କୂଳ ରେ ଖଣ୍ଡ ବିଖଣ୍ଡ ହାଇେ ପଡ଼ିବା।

27 ଝଡ଼ର ଚ଼ଉଦ ଦିନ ରେ ପ୍ରାୟ ମଧ୍ଯ ରାତ୍ରି ସମୟରେ ଆମ୍ଭ ଜାହାଜ ଆଦ୍ରିଯା ସମୁଦ୍ରର ପାଖ ରେ ଭାସୁଥିଲା। ଆମ୍ଭ ନାବିକମାନେ କୌଣସି ସ୍ଥଳ ଭାଗ ରେ ନିକଟବର୍ତ୍ତୀ ହାଇେଛନ୍ତି ବୋଲି ସନ୍ଦହେ କଲେ।

28 ସମାନେେ ଗୋଟିଏ କଡ଼ ରେ ଓଜନ ଓହଳିଥିବା ଦଉଡ଼ି ସାହାୟ୍ଯ ରେ ମାପ କରି ସଠାେରେ ଜଳର ଗଭୀରତା 120 ଫୁଟ ବୋଲି ଦେଖିଲେ। କିଛି ସମୟ ପରେ ସମାନେେ ପୁଣି ମାପି ତାହା 90 ଫୁଟ ଗଭୀର ଥିବାର ଦେଖିଲେ।

29 ସମାନେେ ଭୟ କଲେ, ଯେ କାଳେ ଜାହାଜ ଭାସି-ଭାସି ଯାଇ ପଥର ରେ ଧକ୍କା ହାଇଯେିବ। ତେଣୁ ସମାନେେ ଜାହାଜର ପଛପଟେ ଚ଼ା ରୋଟି ଲଙ୍ଗର ପକାଇ ଦିନ ହବୋ ପାଇଁ ଅପେକ୍ଷା କଲେ।

30 କେତକେ ନାବିକ ଜାହାଜ ଛାଡ଼ି ଚ଼ାଲିୟିବାକୁ ଚାହିଁଲେ। ତେଣୁ ସମାନେେ ଜୀବନରକ୍ଷକ ଡ଼ଙ୍ଗାକୁ ପାଣି ରେ ଖ ସଇେ ଦେଲେ। ଯାହା ଫଳ ରେ ଅନ୍ୟମାନେ ଭାବିବେ ଯେ, ନାବିକମାନେ ଜାହାଜ ସାମନା ରେ ଅଧିକ ଲଙ୍ଗର ପକାଇବାକୁ ଯାଉଛନ୍ତି।

31 କିନ୍ତୁ ପାଉଲ ସନୋଅଧିକାରୀଙ୍କୁ ଓ ସୈନିକମାନଙ୍କୁ କହିଲେ, ଏମାନେ ଯଦି ଜାହାଜ ରେ ନରହିବେ, ତବେେ ତୁମ୍ଭମାନେେ କହେି ରକ୍ଷା ପାଇବ ନାହିଁ।

32 ତେଣୁ ସୈନିକମାନେ ଜୀବନ ରକ୍ଷକ ଡ଼ଙ୍ଗାର ଦଉଡ଼ି କାଟି ଦେଲେ ଓ ତାହାକୁ ପାଣି ରେ ପକଇେ ଦେଲେ।

33 ପାହାନ୍ତିଆ ସମୟରେ ଠିକ୍ ପୂର୍ବରୁ ପାଉଲ ସମାନଙ୍କେୁ କିଛି ଖାଦ୍ୟ ଖାଇବା ପାଇଁ ଅନୁ ରୋଧ କଲେ। ସେ କହିଲେ, ତୁମ୍ଭମାନେେ ଉତ୍କଣ୍ଠାର ସହିତ ଅପେକ୍ଷା କରିଛ ଓ ଆଜିକୁ ଚ଼ଉଦ ଦିନ ଧରି ତୁମ୍ଭମାନେେ ଖାଦ୍ୟ ସ୍ପର୍ଶ କରି ନାହଁ।

34 ବର୍ତ୍ତମାନ ବଞ୍ଚିବା ପାଇଁ ତୁମ୍ଭମାନଙ୍କର କିଛି ଖାଦ୍ୟ ଖାଇବା ନିହାତି ଆବଶ୍ଯକ। ତୁମ୍ଭମାନଙ୍କ ମଧ୍ଯରୁ କାହାରି ମୁଣ୍ଡର ଗୋଟିଏ ବାଳ ମଧ୍ଯ, ନଷ୍ଟ ହବେନାହିଁ।

35 ଏତିକି କହିବା ପରେ ପାଉଲ କିଛି ରୋଟୀ ନଇେ ସମସ୍ତଙ୍କ ଆଗ ରେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ, ଓ ସେଥିରୁ ଖଣ୍ଡେ ଛିଣ୍ଡଇେ ଖାଇବାକୁ ଆରମ୍ଭ କଲେ।

36 ଏଥି ରେ ସମାନେେ ସମସ୍ତେ ଉତ୍ସାହିତ ହେଲେ ଓ ସମାନେେ ମଧ୍ଯ ଖାଇବା ଆରମ୍ଭ କଲେ।

37 ଜାହାଜ ରେ ସର୍ବ ମାଟେ 276ଜଣ ଥିଲେ।

38 ଆମ୍ଭେ ୟଥେଷ୍ଟ ପରିମାଣ ରେ ଖାଇବା ପରେ ଜାହାଜ ରେ ଥିବା ଗହମକୁ ସମାନେେ ସମୁଦ୍ର ରେ ଫିଙ୍ଗି ଦେଲେ, ୟଦ୍ବାରା ଜାହାଜ ହାଲୁକା ହାଇଗେଲା।

39 ଦିନ ହେଲା, ମାତ୍ର ନାବିକମାନେ ସହେି ସ୍ଥାନଟି ଚ଼ିହ୍ନି ପାରିଲେ ନାହିଁ। ସମାନେେ ଗୋଟିଏ ଉପସାଗର କୂଳ ରେ ବାଲିତଟ ଦେଖିଲେ। ସମ୍ଭବ ହେଲେ ସହେି କୂଳ ରେ ଜାହାଜ ଲଗଇବୋ ପାଇଁ ସ୍ଥିର କଲେ।

40 ସମାନେେ ଲଙ୍ଗରଗୁଡ଼ିକ କାଟି ସମୁଦ୍ର ରେ ଫିଙ୍ଗି ଦେଲେ। ସମାନେେ ମଙ୍ଗର ଦଉଡ଼ି ଫିଟଇେ ପବନ ରେ ସାମନା ପାଲଟି ଉଠାଇଲେ। ତା'ପରେ ସମାନେେ ବାଲିତଟ ଆଡ଼କୁ ଯାତ୍ରା କଲେ।

41 କିନ୍ତୁ ଜାହାଜଟି ଦୁଇଟି ସମୁଦ୍ରର ସଙ୍ଗମ ସ୍ଥାନ ରେ ଗୋଟିଏ ବାଲିଚ଼ଡ଼ାଠା ରେ ଧକ୍କା ଖାଇ ଲାଗିଗଲା। ତେଣୁ ଜାହାଜର ଆଗ ଅଂଶ ଅଚ଼ଳ ହାଇଗେଲାଓ ପଛ ଭାଗ ଲହରୀ ଧକ୍କା ରେ ଭାଙ୍ଗି ଖଣ୍ଡ ଖଣ୍ଡ ହାଇଗେଲା।

42 ବନ୍ଦୀମାନେ କାଳେ ପହଁରି ଖସି ଚ଼ାଲିଯିବେ, ସେଥିପାଇଁ ସୈନ୍ଯମାନେ ଭୟ ରେ ସମାନଙ୍କେୁ ହତ୍ଯା କରିବା ପାଇଁ ଚିନ୍ତା କଲେ।

43 କିନ୍ତୁ ସନୋ ଅଧିକାରୀ ୟୂଲିଅ ପାଉଲଙ୍କୁ ରକ୍ଷା କରିବା ପାଇଁ ଚାହିଁଲେ। ତେଣୁ ବନ୍ଦୀ ଲୋକମାନଙ୍କୁ ମାରିଦବୋ ପାଇଁ ସେ ସୈନିକମାନଙ୍କୁ ଅନୁମତି ଦେଲେ ନାହିଁ। ସେ ପହଁରି ଜାଣିଥିବା ଲୋକଙ୍କୁ ସମୁଦ୍ରକୁ ଡ଼ଇେଁ ପଡ଼ି ପହଁରି ପହଁରି କୂଳକୁ ୟିବା ପାଇଁ ଆଦେଶ ଦେଲେ।

44 ସେ ଅନ୍ୟମାନଙ୍କୁ ଜାହାଜର କୌଣସି କାଠ ପଟା ବା ଭଙ୍ଗା ଅଂଶକୁ ଧରି ବା ଭଳୋ ସାହାୟ୍ଯ ରେ କୂଳକୁ ୟିବା ପାଇଁ କହିଲେ। ଏହିପରି ଭାବରେ ସମସ୍ତେ ନିରାପଦ ରେ କୂଳ ରେ ଆସି ପହନ୍ଚିଲେ। କାହାର ମୃତ୍ଯୁ ହେଲା ନାହିଁ।

1 And when it was determined that we should sail into Italy, they delivered Paul and certain other prisoners unto one named Julius, a centurion of Augustus’ band.

2 And entering into a ship of Adramyttium, we launched, meaning to sail by the coasts of Asia; one Aristarchus, a Macedonian of Thessalonica, being with us.

3 And the next day we touched at Sidon. And Julius courteously entreated Paul, and gave him liberty to go unto his friends to refresh himself.

4 And when we had launched from thence, we sailed under Cyprus, because the winds were contrary.

5 And when we had sailed over the sea of Cilicia and Pamphylia, we came to Myra, a city of Lycia.

6 And there the centurion found a ship of Alexandria sailing into Italy; and he put us therein.

7 And when we had sailed slowly many days, and scarce were come over against Cnidus, the wind not suffering us, we sailed under Crete, over against Salmone;

8 And, hardly passing it, came unto a place which is called The fair havens; nigh whereunto was the city of Lasea.

9 Now when much time was spent, and when sailing was now dangerous, because the fast was now already past, Paul admonished them,

10 And said unto them, Sirs, I perceive that this voyage will be with hurt and much damage, not only of the lading and ship, but also of our lives.

11 Nevertheless the centurion believed the master and the owner of the ship, more than those things which were spoken by Paul.

12 And because the haven was not commodious to winter in, the more part advised to depart thence also, if by any means they might attain to Phenice, and there to winter; which is an haven of Crete, and lieth toward the south west and north west.

13 And when the south wind blew softly, supposing that they had obtained their purpose, loosing thence, they sailed close by Crete.

14 But not long after there arose against it a tempestuous wind, called Euroclydon.

15 And when the ship was caught, and could not bear up into the wind, we let her drive.

16 And running under a certain island which is called Clauda, we had much work to come by the boat:

17 Which when they had taken up, they used helps, undergirding the ship; and, fearing lest they should fall into the quicksands, strake sail, and so were driven.

18 And we being exceedingly tossed with a tempest, the next day they lightened the ship;

19 And the third day we cast out with our own hands the tackling of the ship.

20 And when neither sun nor stars in many days appeared, and no small tempest lay on us, all hope that we should be saved was then taken away.

21 But after long abstinence Paul stood forth in the midst of them, and said, Sirs, ye should have hearkened unto me, and not have loosed from Crete, and to have gained this harm and loss.

22 And now I exhort you to be of good cheer: for there shall be no loss of any man’s life among you, but of the ship.

23 For there stood by me this night the angel of God, whose I am, and whom I serve,

24 Saying, Fear not, Paul; thou must be brought before Caesar: and, lo, God hath given thee all them that sail with thee.

25 Wherefore, sirs, be of good cheer: for I believe God, that it shall be even as it was told me.

26 Howbeit we must be cast upon a certain island.

27 But when the fourteenth night was come, as we were driven up and down in Adria, about midnight the shipmen deemed that they drew near to some country;

28 And sounded, and found it twenty fathoms: and when they had gone a little further, they sounded again, and found it fifteen fathoms.

29 Then fearing lest we should have fallen upon rocks, they cast four anchors out of the stern, and wished for the day.

30 And as the shipmen were about to flee out of the ship, when they had let down the boat into the sea, under colour as though they would have cast anchors out of the foreship,

31 Paul said to the centurion and to the soldiers, Except these abide in the ship, ye cannot be saved.

32 Then the soldiers cut off the ropes of the boat, and let her fall off.

33 And while the day was coming on, Paul besought them all to take meat, saying, This day is the fourteenth day that ye have tarried and continued fasting, having taken nothing.

34 Wherefore I pray you to take some meat: for this is for your health: for there shall not an hair fall from the head of any of you.

35 And when he had thus spoken, he took bread, and gave thanks to God in presence of them all: and when he had broken it, he began to eat.

36 Then were they all of good cheer, and they also took some meat.

37 And we were in all in the ship two hundred threescore and sixteen souls.

38 And when they had eaten enough, they lightened the ship, and cast out the wheat into the sea.

39 And when it was day, they knew not the land: but they discovered a certain creek with a shore, into the which they were minded, if it were possible, to thrust in the ship.

40 And when they had taken up the anchors, they committed themselves unto the sea, and loosed the rudder bands, and hoised up the mainsail to the wind, and made toward shore.

41 And falling into a place where two seas met, they ran the ship aground; and the forepart stuck fast, and remained unmoveable, but the hinder part was broken with the violence of the waves.

42 And the soldiers’ counsel was to kill the prisoners, lest any of them should swim out, and escape.

43 But the centurion, willing to save Paul, kept them from their purpose; and commanded that they which could swim should cast themselves first into the sea, and get to land:

44 And the rest, some on boards, and some on broken pieces of the ship. And so it came to pass, that they escaped all safe to land.

Philemon 1 in Tamil and English

1 ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଥିବା ପାଉଲ ଓ ଆମ୍ଭର ଭାଇ ତୀମଥିଙ୍କଠାରୁ
Paul, a prisoner of Jesus Christ, and Timothy our brother, unto Philemon our dearly beloved, and fellowlabourer,

2 ଆମ୍ଭର ପ୍ରିୟ ମିତ୍ର ଓ ସହକର୍ମୀ ଫିଲୀମାନେ, ଆମ୍ଭର ଭଉଣୀ ଆପ୍ପିଯା, ସାଥି ସୈନିକ ଆଖିପ୍ପ, ଓ ତୁମ୍ଭ ଘରଠା ରେ ଏକତ୍ରୀତ ହେଉଥିବା ଉପାସନା ମଣ୍ଡଳୀକୁ ପତ୍ର ଲେଖୁଛୁ।
And to our beloved Apphia, and Archippus our fellowsoldier, and to the church in thy house:

3 ଆମ୍ଭର ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।
Grace to you, and peace, from God our Father and the Lord Jesus Christ.

4 ମାେ ପ୍ରାର୍ଥନାମାନଙ୍କ ରେ ମୁଁ ତୁମ୍ଭକୁ ସ୍ମରଣ କରେ। ତୁମ୍ଭ ପାଇଁ ସର୍ବଦା ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଏ।
I thank my God, making mention of thee always in my prayers,

5 ପରମେଶ୍ବରଙ୍କ ସମସ୍ତ ପବିତ୍ ରେଲାକମାନଙ୍କ ପ୍ରତି ତୁମ୍ଭର ପ୍ ରମେ ଓ ପ୍ରଭୁ ଯୀଶୁଙ୍କଠା ରେ ତୁମ୍ଭର ବିଶ୍ବାସ ବିଷୟ ରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସହେି ପ୍ ରମେ ଓ ବିଶ୍ବାସ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି।
Hearing of thy love and faith, which thou hast toward the Lord Jesus, and toward all saints;

6 ଖ୍ରୀଷ୍ଟଙ୍କଠା ରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ବାସର ସହଭାଗିତା ତୁମ୍ଭକୁ ସାହାୟ୍ଯ କରିବ ବୋଲି ମୁଁ ପ୍ରାର୍ଥନା କରେ।
That the communication of thy faith may become effectual by the acknowledging of every good thing which is in you in Christ Jesus.

7 ହେ ଭାଇ ପରମେଶ୍ବରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ ରମେଭାବ ଦଖାଇେଛ, ସମାନଙ୍କେୁ ତୁମ୍ଭେ ଖୁସି କରିଛ। ଏହା ମାେତେ ବହୁତ ଆନନ୍ଦ ଓ ଆଶ୍ବାସନା ଦଲୋ।
For we have great joy and consolation in thy love, because the bowels of the saints are refreshed by thee, brother.

8 କେତଗେୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟ ରେ ଭାଇ ହିସାବ ରେ ସତ୍ କାର୍ୟ୍ଯ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦବୋର ମାରେ ଅଧିକାର ଅଛି।
Wherefore, though I might be much bold in Christ to enjoin thee that which is convenient,

9 କିନ୍ତୁ ମୁଁ ତୁମ୍ଭକୁ ପ୍ ରମେ ରେ ନିବଦନେ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହାଇେ ଗଲିଣି ଓ ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଛି।
Yet for love’s sake I rather beseech thee, being such an one as Paul the aged, and now also a prisoner of Jesus Christ.

10 ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବଦନେ କରୁଛି। ମୁଁ ବନ୍ଦୀ ଗୃହ ରେ ଥିଲା ବେଳେ ସେ ମାରେ ସନ୍ତାନ ହାଇେଥିଲା।
I beseech thee for my son Onesimus, whom I have begotten in my bonds:

11 ଅତୀତ ରେ ସେ ତୁମ୍ଭ ପାଇଁ ଅଦରକାରୀ ଥିଲା। କିନ୍ତୁ ଏବେ ସେ ମାେ' ଓ ତୁମ୍ଭ ଦୁହିଁଙ୍କ ପାଇଁ ବଡ଼ ଉପଯୋଗୀ ଅଟେ।
Which in time past was to thee unprofitable, but now profitable to thee and to me:

12 ମୁଁ ତାହାକୁ ତୁମ୍ଭ ପାଖକୁ ଫରୋଇ ଦେଉଛି। ତା ସହିତ ମାରେ ହୃଦୟ ମଧ୍ଯ ବନ୍ଧା ହାଇେଛି।
Whom I have sent again: thou therefore receive him, that is, mine own bowels:

13 ମୁଁ ବନ୍ଦୀ ଗୃହ ରେ ଥିବା ସମୟରେ ମାେତେ ସୁସମାଚାର ପାଇଁ ସାହାୟ୍ଯ କରିବ ବୋଲି ତାହାକୁ ମାେ ସହିତ ରଖିବାକୁ ଚାହୁଁଥିଲି। ମାେତେ ସାହାୟ୍ଯ କରିବା ଦ୍ବାରା ସେ ତୁମ୍ଭର ସବୋ କରିଥାଆନ୍ତା।
Whom I would have retained with me, that in thy stead he might have ministered unto me in the bonds of the gospel:

14 କିନ୍ତୁ ତୁମ୍ଭମାନଙ୍କୁ ପ୍ରଥମେ ନ ପଚାରି ମୁଁ କିଛି କରିବା ପାଇଁ ଇଚ୍ଛା କଲି ନାହିଁ। ତୁମ୍ଭର କୌଣସି ଭଲ କାମ ନିଜ ଇଚ୍ଛା ରେ ହେଉ, ମାରେ ବାଧ୍ଯ ବାଧ୍ଯକତା ରେ ନ ହେଉ ବୋଲି ମୁଁ ଚା ହେଁ।
But without thy mind would I do nothing; that thy benefit should not be as it were of necessity, but willingly.

15 ଅନୀସିମ301 କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପା ରେ ୟଦ୍ଦ୍ବାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହାଇପୋରିବ।
For perhaps he therefore departed for a season, that thou shouldest receive him for ever;

16 ଦାସ ହବୋ ପାଇଁ ନୁହେଁ, ବରଂ ଦାସଠାରୁ ବଳି ଏକ ପ୍ରିୟ ଭାଇ ଭଳି। ମୁଁ ତାହାକୁ ବହୁତ ଭଲ ପାଏ। କିନ୍ତୁ ତୁମ୍ଭେ ଆହୁରି ଅଧିକ ଭଲ ପାଇବ। ତୁମ୍ଭେ ତାହାକୁ ଜଣେ ମଣିଷ ଓ ପ୍ରଭୁଙ୍କଠା ରେ ଜଣେ ଭାଇ ଭଳି ଭଲ ପାଇବ।
Not now as a servant, but above a servant, a brother beloved, specially to me, but how much more unto thee, both in the flesh, and in the Lord?

17 ଯଦି ତୁମ୍ଭେ ମାେତେ ମିତ୍ର ବୋଲି ଗ୍ରହଣ କରୁଛ, ତା' ହେଲେ ଅନୀସିମଙ୍କୁ ପୁନର୍ବାର ଗ୍ରହଣ କର। ମାେତେ ଯେପରି ସ୍ବାଗତ କରିଥାନ୍ତ, ସପରେି ତାହାକୁ ସ୍ବାଗତ କର।
If thou count me therefore a partner, receive him as myself.

18 ଯଦି ଅନୀସିମ ତୁମ୍ଭ ପ୍ରତି କିଛି ଭୁଲ କରିଛି ବା ତା'ର ତୁମକୁ କିଛି ଦବୋକୁ ଅଛି ତବେେ ତାହା ମାେ ଖାତା ରେ ପକାଇ ଦିଅ।
If he hath wronged thee, or oweth thee ought, put that on mine account;

19 ମୁଁ ପାଉଲ, ଏହି କଥା ମାେ ହାତ ରେ ଲେଖୁଛି। ଅନୀସିମର ଯଦି ତୁମ୍ଭକୁ କିଛି ଦବୋକୁ ଅଛି, ମୁଁ ତାହା ତୁମ୍ଭକୁ ଫରୋଇ ଦବେି। ନିଜ ଜୀବନ ପାଇଁ ତୁମ୍ଭେ ଯେ ମାେ'ଠା ରେ କେତେ ଋଣୀ, ସେ ସମ୍ପର୍କ ରେ ମୁଁ କିଛି କହିବି ନାହିଁ।
I Paul have written it with mine own hand, I will repay it: albeit I do not say to thee how thou owest unto me even thine own self besides.

20 ତେଣୁ ହେ ମାରେ ଭାଇ ! ପ୍ରଭୁଙ୍କଠା ରେ ତୁମ୍ଭେ ମାେ ପାଇଁ କିଛି ଆବଶ୍ଯକୀୟ ବିଷୟ କର ବୋଲି, ମୁଁ କୁ ହେ। ଖ୍ରୀଷ୍ଟଙ୍କଠା ରେ ମାେ ହୃଦୟକୁ ଆଶ୍ବାସନା ଦିଅ।
Yea, brother, let me have joy of thee in the Lord: refresh my bowels in the Lord.

21 ମୁଁ ଯାହା କହିଛି, ସଗେୁଡିକ କରିବ ବୋଲି ଜାଣି ମୁଁ ଏହି ଚିଠି ଲେଖୁଛି। ମୁଁ ଜାଣେ ଯେ ମୁଁ ଯେତିକି କ ହେ, ତୁମ୍ଭେ ତା'ଠାରୁ ଅଧିକ କରିବ।
Having confidence in thy obedience I wrote unto thee, knowing that thou wilt also do more than I say.

22 ମାେ ରହିବା ପାଇଁ ଗୋଟିଏ ବଖରା ମଧ୍ଯ ପ୍ରସ୍ତୁତ କର। ମୁଁ ଆଶା କରେ ଯେ ପରମେଶ୍ବର ତୁମ୍ଭ ପ୍ରାର୍ଥନା ଶୁଣିବେ ଓ ମୁଁ ତୁମ୍ଭ ପାଖକୁ ୟିବାକୁ ସମର୍ଥ ହାଇେ ପାରିବି।
But withal prepare me also a lodging: for I trust that through your prayers I shall be given unto you.

23 ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ଏପାଫ୍ରା ହେଉଛନ୍ତି ମାରେ ସହବନ୍ଦୀ। ସେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।
There salute thee Epaphras, my fellowprisoner in Christ Jesus;

24 ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ଏମାନେ ମଧ୍ଯ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।
Marcus, Aristarchus, Demas, Lucas, my fellowlabourers.

25 ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କର ଆତ୍ମା ସହିତ ରହିଥାଉ।
The grace of our Lord Jesus Christ be with your spirit. Amen.

255
Written from Rome to Philemon, by Onesimus a servant.