ରେରିତମାନଙ୍କ କାର୍ଯ୍ୟର ବିବରଣ 5:19 in Oriya

ଓଡିଆ ଓଡିଆ ବାଇବେଲ ରେରିତମାନଙ୍କ କାର୍ଯ୍ୟର ବିବରଣ ରେରିତମାନଙ୍କ କାର୍ଯ୍ୟର ବିବରଣ 5 ରେରିତମାନଙ୍କ କାର୍ଯ୍ୟର ବିବରଣ 5:19

Acts 5:19
କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତି ରେ ସହେି କାରାଗାରର କବାଟ ଖାଲିେ ସମାନଙ୍କେୁ ବାହାର କରି ଦେଲେ ଓ କହିଲେ,

Acts 5:18Acts 5Acts 5:20

Acts 5:19 in Other Translations

King James Version (KJV)
But the angel of the Lord by night opened the prison doors, and brought them forth, and said,

American Standard Version (ASV)
But an angel of the Lord by night opened the prison doors, and brought them out, and said,

Bible in Basic English (BBE)
But in the night an angel of the Lord, opening the doors of the prison, took them out and said,

Darby English Bible (DBY)
But an angel of [the] Lord during the night opened the doors of the prison, and leading them out, said,

World English Bible (WEB)
But an angel of the Lord opened the prison doors by night, and brought them out, and said,

Young's Literal Translation (YLT)
and a messenger of the Lord through the night opened the doors of the prison, having also brought them forth, he said,

But
ἄγγελοςangelosANG-gay-lose
the
angel
δὲdethay
Lord
the
of
κυρίουkyrioukyoo-REE-oo
by
διὰdiathee-AH
night
τῆςtēstase
opened
νυκτὸςnyktosnyook-TOSE
the
ἤνοιξενēnoixenA-noo-ksane

τὰςtastahs
prison
θύραςthyrasTHYOO-rahs

τῆςtēstase
doors,
φυλακῆςphylakēsfyoo-la-KASE
and
ἐξαγαγώνexagagōnayks-ah-ga-GONE
brought
forth,
τεtetay
them
αὐτοὺςautousaf-TOOS
and
said,
εἶπενeipenEE-pane

Cross Reference

ରେରିତମାନଙ୍କ କାର୍ଯ୍ୟର ବିବରଣ 16:26
ହଠାତ୍ ଖୁବ୍ ଜାରେ ରେ ଭୂମିକମ୍ପ ହେଲା। ଏହାଦ୍ବାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ବାର ଖାଲିଗେଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖାଲିଗେଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:26
ପ୍ରଭୁଙ୍କର ଜଣେ ସ୍ବର୍ଗଦୂତ ଫିଲିପ୍ପଙ୍କୁ କହିଲେ, ପ୍ରସ୍ତୁତ ହୁଅ। ୟିରୁଶାଲମରୁ ମରୁଭୂମି ଦଇେ ଯେଉଁ ରାସ୍ତା ଗଜ୍ଜାକୁ ଯାଉଅଛି, ସହେି ରାସ୍ତା ରେ ଯାଅ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:23
ମୁଁ ଯେଉଁ ପରମେଶ୍ବରଙ୍କର ସବୋ କରେ, ତାହାଙ୍କର ଜଣେ ଦୂତ ଗତକାଲି ରାତି ରେ ମାେ ପାଖ ରେ ଠିଆ ହାଇେ କହିଲେ,

ଗୀତସଂହିତା 105:17
ସଦାପ୍ରଭୁ ସମାନଙ୍କେ ଆଗରେ ୟୋଷଫେ ନାମକ ଏକ ବ୍ଯକ୍ତିକୁ ମିଶରକୁ ପଠାଇଥିଲେ। ୟୋଷଫେ ଦାସପରି ବିକ୍ରୀ ହାଇେଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:7
ହଠାତ୍ ପ୍ରଭୁଙ୍କର ଜଣେ ଦୂତ ଆସି ସଠାେରେ ଉଭା ହେଲେ। କଠାେରୀଟି ଉଜ୍ଜ୍ବଳ ଆ ଲୋକରେ ଆଲୋକିତ ହାଇଗେଲା। ସେ ପିତରଙ୍କୁ ହଲଇେ ଦଇେ କହିଲେ, ଶୀଘ୍ର ଉଠ। ସହେି ସମୟରେ ତାହାଙ୍କ ହାତରୁ ସବୁ ଶିକୁଳି ଖସିପଡ଼ିଲା।

ଲୂକଲିଖିତ ସୁସମାଚାର 1:11
ସହେି ସମୟରେ ଜିଖରିୟଙ୍କ ଆଗ ରେ ପ୍ରଭୁଙ୍କର ଜଣେ ସ୍ବର୍ଗଦୂତ ଦର୍ଶନ ଦେଲେ। ସେ ଧୂପବଦେୀର ଡାହାଣ ପଟେ ଠିଆ ହାଇେଥିଲେ।

ମାଥିଉଲିଖିତ ସୁସମାଚାର 1:20
କିନ୍ତୁ ଯୋଷଫେ ଯେତବେେଳେ ଏକଥା ଭାବୁଥିଲେ, ସେତବେେଳେ ସ୍ବପ୍ନ ରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, ହେ ଦାଉଦଙ୍କ ସନ୍ତାନ ଯୋଷଫେ ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କରନାହିଁ। କାରଣ ତାହାଙ୍କ ଗର୍ଭ ରେ ଥିବା ଶିଶୁଟି ପବିତ୍ର ଆତ୍ମାଙ୍କର।

ଯିଶାଇୟ 61:1
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।

ଗୀତସଂହିତା 146:7
ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ୟାହା ନ୍ଯାଯ ତାହା କରନ୍ତି। ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି। ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।

ଗୀତସଂହିତା 34:7
ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସମାନଙ୍କେ ପାଖରେ ଥାଆନ୍ତି, ସେ ସମାନଙ୍କେୁ ଉଦ୍ଧାର କରନ୍ତି।