Colossians 1

fullscreen24 ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମାେତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦହେ ସ୍ବରୂପ ମଣ୍ଡଳୀ ମାଧ୍ଯମ ରେ କେତକେ କଷ୍ଟ ଭୋଗିବା ବାକି ଥିଲା। ସଗେୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମାରେଅଂଶ ମୁଁ ମାେ ଦହେ ରେ ଗ୍ରହଣ କରୁଛି।

fullscreen25 ପରମେଶ୍ବର ମାେତେ ମଣ୍ଡଳୀର ଜଣେ ସବେକ ହବୋ ପାଇଁ ଏକ ବିଶଷେ କାମ ଦଇେଛନ୍ତି। ଏହି କାମ ତୁମ୍ଭମାନଙ୍କୁ ସାହାୟ୍ଯ କରୁଛି। ମାେ କାମ ହେଉଛି ତୁମ୍ଭମାନଙ୍କୁ ପୂର୍ଣ୍ଣଭାବରେ ପରମେଶ୍ବରଙ୍କ ଶିକ୍ଷା ପ୍ରଦାନ କରିବା।

fullscreen26 ସୃଷ୍ଟିର ଆରମ୍ଭରୁ ଏହି ଗୁପ୍ତ ସତ୍ଯଟି ସମସ୍ତ ଲୋକମାନଙ୍କ ପାଇଁ ଗୋପନୀୟ ଥିଲା। କିନ୍ତୁ ଏବେ ସହେି ଗୁପ୍ତ ସତ୍ଯ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କୁ ଜଣାଇ ଦିଆଗଲା।

fullscreen27 ଏହି ମହାନ୍ ସତ୍ଯଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ବର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ଯକୁ ନିଜ ଲୋକଙ୍କୁ ଜଣାଇ ଦବୋ ପାଇଁ ସ୍ଥିର କଲେ। ଏହି ସତ୍ଯ ସ୍ବଯଂ ତୁମ୍ଭମାନଙ୍କ ଭିତ ରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ବରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା।

fullscreen28 ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟ ରେ ଲୋକଙ୍କୁ କହି ଚାଲିଛୁ। ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଇଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠା ରେ ଆଧ୍ଯାତ୍ମିକ ଭାବରେ ପରିପୂର୍ଣ୍ଣ ହାଇେ ପରମେଶ୍ବରଙ୍କ ଆଗ ରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ।

24 Who now rejoice in my sufferings for you, and fill up that which is behind of the afflictions of Christ in my flesh for his body’s sake, which is the church:

25 Whereof I am made a minister, according to the dispensation of God which is given to me for you, to fulfil the word of God;

26 Even the mystery which hath been hid from ages and from generations, but now is made manifest to his saints:

27 To whom God would make known what is the riches of the glory of this mystery among the Gentiles; which is Christ in you, the hope of glory:

28 Whom we preach, warning every man, and teaching every man in all wisdom; that we may present every man perfect in Christ Jesus:

Colossians 1 in Tamil and English

24 ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମାେତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦହେ ସ୍ବରୂପ ମଣ୍ଡଳୀ ମାଧ୍ଯମ ରେ କେତକେ କଷ୍ଟ ଭୋଗିବା ବାକି ଥିଲା। ସଗେୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମାରେଅଂଶ ମୁଁ ମାେ ଦହେ ରେ ଗ୍ରହଣ କରୁଛି।
Who now rejoice in my sufferings for you, and fill up that which is behind of the afflictions of Christ in my flesh for his body’s sake, which is the church:

25 ପରମେଶ୍ବର ମାେତେ ମଣ୍ଡଳୀର ଜଣେ ସବେକ ହବୋ ପାଇଁ ଏକ ବିଶଷେ କାମ ଦଇେଛନ୍ତି। ଏହି କାମ ତୁମ୍ଭମାନଙ୍କୁ ସାହାୟ୍ଯ କରୁଛି। ମାେ କାମ ହେଉଛି ତୁମ୍ଭମାନଙ୍କୁ ପୂର୍ଣ୍ଣଭାବରେ ପରମେଶ୍ବରଙ୍କ ଶିକ୍ଷା ପ୍ରଦାନ କରିବା।
Whereof I am made a minister, according to the dispensation of God which is given to me for you, to fulfil the word of God;

26 ସୃଷ୍ଟିର ଆରମ୍ଭରୁ ଏହି ଗୁପ୍ତ ସତ୍ଯଟି ସମସ୍ତ ଲୋକମାନଙ୍କ ପାଇଁ ଗୋପନୀୟ ଥିଲା। କିନ୍ତୁ ଏବେ ସହେି ଗୁପ୍ତ ସତ୍ଯ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କୁ ଜଣାଇ ଦିଆଗଲା।
Even the mystery which hath been hid from ages and from generations, but now is made manifest to his saints:

27 ଏହି ମହାନ୍ ସତ୍ଯଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ବର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ଯକୁ ନିଜ ଲୋକଙ୍କୁ ଜଣାଇ ଦବୋ ପାଇଁ ସ୍ଥିର କଲେ। ଏହି ସତ୍ଯ ସ୍ବଯଂ ତୁମ୍ଭମାନଙ୍କ ଭିତ ରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ବରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା।
To whom God would make known what is the riches of the glory of this mystery among the Gentiles; which is Christ in you, the hope of glory:

28 ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟ ରେ ଲୋକଙ୍କୁ କହି ଚାଲିଛୁ। ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଇଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠା ରେ ଆଧ୍ଯାତ୍ମିକ ଭାବରେ ପରିପୂର୍ଣ୍ଣ ହାଇେ ପରମେଶ୍ବରଙ୍କ ଆଗ ରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ।
Whom we preach, warning every man, and teaching every man in all wisdom; that we may present every man perfect in Christ Jesus: