Colossians 2:11
ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଏକ ଭିନ୍ନ ପ୍ରକାରର ସୁନ୍ନତ ହାଇେଛ। ଏହି ସୁନ୍ନତ କୌଣସି ମଣିଷର ହାତ କରି ନାହିଁ। ଅର୍ଥାତ୍ ତୁମ୍ଭମାନଙ୍କୁ ତୁମ୍ଭର ପାପପୂର୍ଣ୍ଣ ଶକ୍ତିରୁ ମୁକ୍ତ କରାଯାଇଛି। ଖ୍ରୀଷ୍ଟ ଏହିଭଳି ସୁନ୍ନତ କରନ୍ତି।
Colossians 2:11 in Other Translations
King James Version (KJV)
In whom also ye are circumcised with the circumcision made without hands, in putting off the body of the sins of the flesh by the circumcision of Christ:
American Standard Version (ASV)
in whom ye were also circumcised with a circumcision not made with hands, in the putting off of the body of the flesh, in the circumcision of Christ;
Bible in Basic English (BBE)
In whom you had a circumcision not made with hands, in the putting off of the body of the flesh, in the circumcision of Christ;
Darby English Bible (DBY)
in whom also ye have been circumcised with circumcision not done by hand, in the putting off of the body of the flesh, in the circumcision of the Christ;
World English Bible (WEB)
in whom you were also circumcised with a circumcision not made with hands, in the putting off of the body of the sins of the flesh, in the circumcision of Christ;
Young's Literal Translation (YLT)
in whom also ye were circumcised with a circumcision not made with hands, in the putting off of the body of the sins of the flesh in the circumcision of the Christ,
| In | ἐν | en | ane |
| whom | ᾧ | hō | oh |
| also | καὶ | kai | kay |
| ye are circumcised | περιετμήθητε | perietmēthēte | pay-ree-ay-TMAY-thay-tay |
| circumcision the with | περιτομῇ | peritomē | pay-ree-toh-MAY |
| made without hands, | ἀχειροποιήτῳ | acheiropoiētō | ah-hee-roh-poo-A-toh |
| in | ἐν | en | ane |
| τῇ | tē | tay | |
| off putting | ἀπεκδύσει | apekdysei | ah-pake-THYOO-see |
| the | τοῦ | tou | too |
| body | σώματος | sōmatos | SOH-ma-tose |
| of the | τῶν | tōn | tone |
| sins | ἁμαρτιῶν | hamartiōn | a-mahr-tee-ONE |
| the of | τῆς | tēs | tase |
| flesh | σαρκός | sarkos | sahr-KOSE |
| by | ἐν | en | ane |
| the | τῇ | tē | tay |
| circumcision | περιτομῇ | peritomē | pay-ree-toh-MAY |
| of | τοῦ | tou | too |
| Christ: | Χριστοῦ | christou | hree-STOO |
Cross Reference
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:29
ଜଣେ ଲୋକ ଯଦି ପ୍ରକୃତ ରେ ଯିହୂଦୀ ସେ ଅନ୍ତରରୁ ଯିହୂଦୀ ଅଟେ। ପ୍ରକୃତ ସୁନ୍ନତ ହୃଦୟ ରେ ହିଁ କରା ଯାଇଥାଏ। ଏହା ଆତ୍ମା ଦ୍ବାରା କରାଯାଇ ଥାଏ। ଆକ୍ଷରିକ ଭାବରେ ନୁହେଁ। ଯେଉଁ ଲୋକ ହୃଦୟ ରେ ଆତ୍ମା ଦ୍ବାରା ସୁନ୍ନତ ହାଇେଥାଏ ସେ ପରମେଶ୍ବରଙ୍କ ଠାରୁ ପ୍ରଶଂସା ପାଏ, ମଣିଷମାନଙ୍କ ଠାରୁ ନୁହେଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:6
ଆମ୍ଭେ ଜାଣୁ ଯେ, ଆମ୍ଭର ପୂର୍ବ ଜୀବନ ଖ୍ରୀଷ୍ଟଙ୍କ ସହିତ କୃଶ ଉପରେ ତାହାଙ୍କ ସହିତ ମୃତ ହାଇେ ଯାଇଛି। ଆମ୍ଭର ପାପପୂର୍ଣ୍ଣ ଶରୀର ଆମ୍ଭ ଉପରେ ରାଜତ୍ବ ନକରିବା ପାଇଁ ଏପରି ଘଟିଲା। ତା'ପରେ ଆମ୍ଭେ ପାପର ଦାସ ହବେୁ ନାହିଁ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:3
କିନ୍ତୁ ଆମ୍ଭମାନେେ ପ୍ରକୃତ ରେ ସୁନ୍ନତ ହାଇେଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ବାରା ପରମେଶ୍ବରଙ୍କର ସବୋ କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:22
ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ି ଦିଅ। କାରଣ ଲୋକମାନେ ମନ୍ଦକାର୍ୟ୍ଯ କରିବାକୁ ଭଲ ପାଇବାରୁ ତଦ୍ଦ୍ବାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳେ ରେ ପୁରୁଣାରୂପ ଦ୍ବାରା ମନ୍ଦ ଆହୁରି ହାଇଯୋଏ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:20
ଅତଏବ ଏଲବ ମୁଁ ନିଲଜ ଜୀବିତ ନାହିଁ, ମାତ୍ରସମା ମଧିଅଲର ଯୀଶୁଖ୍ରୀଷ୍ଟ ଜୀବିତ ଅଛନ୍ତି।ସମାର ଶରୀର ମଧିଅଲର ମୁଁ ଏ ପର୍ୟ୍ଯନ୍ତ ଜୀବିତ ଅଛି ଓ ପରଲମଶ୍ବରଙ୍କ ପୁତ୍ରଙ୍କଠାସରସମାର ବିଶ୍ବାସ ପାଇଁ ମୁଁ ଜୀବିତ ଅଛି।ସସସମାଲତ ଭଲ ପାଇଲଲ।ସସସମା ଉଦ୍ଧାର ପାଇଁ ନିଜକୁ ସମର୍ପିତ କରିସଦଇଛନ୍ତି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:24
ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସମାନେେ ନିଜର ମନର ଆବଗେ ଓ ପାପମୟ ସ୍ବଭାବକୁ କ୍ରୁଶ ରେ ବିଦ୍ଧ କରିଛନ୍ତି। ସମାନେେ ନିଜର ସ୍ବାର୍ଥପର ମନୋଭାବ ଓ ମନ୍ଦକାର୍ୟ୍ଯ ସବୁକୁ ତ୍ଯାଗ କରିଛନ୍ତି।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:8
କିନ୍ତୁ ଏବେ, ଏହି ସମସ୍ତ ବିଷୟ ନିଜ ଜୀବନରୁ ବାହାର କରିଦିଅ : କୋରଧ, ଉତ୍ତଜେନା, ଅନ୍ୟ କାହାକୁ ବାଧିଲା ଭଳି କାର୍ୟ୍ଯ କରିବା ବା କଥା କହିବା, କହିଲା ବେଳେ ଅପଶବ୍ଦ ବ୍ଯବହାର କରିବା।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:11
କିନ୍ତୁ ଏବେ ଖ୍ରୀଷ୍ଟ ମହାୟାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖ ରେ ଥିବା ସମସ୍ତ ଉତ୍ତମ ବିଷୟର ମହାୟାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁ ରେ ଆପଣା ସବୋକାର୍ୟ୍ଯ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ ରେଷ୍ଠ ସ୍ଥଳ ରେ ସବୋକାର୍ୟ୍ଯ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାଁନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:24
ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନଷ୍ଯ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ବର୍ଗ ଭିତରକୁ ଗଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:17
ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କ ଠା ରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହାଇେ ଅଛି। ପୁରୁଣା ବିଷୟ ସମସ୍ତ ଚାଲି ଯାଇଅଛି, ଓ ପ୍ରେତ୍ୟକକ ବିଷୟ ନୂଆ ହାଇେ ଯାଇଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:1
ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥି ରେ ଆମ୍ଭେ ରହିଛୁ, ତାହା ନଷ୍ଟ ହବେ। ଏପରି ଘଟିଲା ପରେ ପରମେଶ୍ବରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦବେେ। ଏହା ମଣିଷ ଦ୍ବାରା ନିର୍ମିତ ନୁହେଁ।
ଦିତୀୟ ବିବରଣ 10:16
ଏଥିପାଇଁ ତୁମ୍ଭମାନେେ ହୃଦଯର ସକ୍ସ୍ଟନ୍ନତ ହବୋ ଉଚିତ୍ ଏବଂ ଆଉ ଅଧିକ ଜୀଦ୍ଖୋର ହବୋ ଉଚିତ୍ ନକ୍ସ୍ଟହଁ।
ଦିତୀୟ ବିବରଣ 30:6
ତୁମ୍ଭମାନେେ ଯେପରି ଆପଣାର ସମସ୍ତ ପ୍ରାଣ ଓ ସମସ୍ତ ହୃଦଯ ସହିତ ପରମେଶଓରଙ୍କୁ ପ୍ ରମେ କରିବ। ଏଥିପାଇଁ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ହୃଦଯ ଓ ତକ୍ସ୍ଟମ୍ଭ ବଂଶର ହୃଦଯ ସକ୍ସ୍ଟନ୍ନତ କରିବେ। ତହିଁରେ ତୁମ୍ଭେ ବଞ୍ଚିବ।
ଯିରିମିୟ 4:4
ହେ ଯିହୁଦା ଓ ୟିରୁଶାଲମର ନିବାସୀଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କ ପାଇଁ ନିଜକୁ ସୁନ୍ନତ କର। ତୁମ୍ଭମାନଙ୍କର ହୃଦଯରୁ ଆବିଳତାକୁ ଦୂର କର। ତା' ନ ହେଲେ ତୁମ୍ଭମାନଙ୍କର ଦୁଷ୍କର୍ମ ଯୋଗୁଁ ଆମ୍ଭର କୋରଧ ଅଗ୍ନିତୁଲ୍ଯ ପ୍ରଜ୍ବଳିତ ହବେ। ଓ ସହେି କୋର୍ଧାଗ୍ନି ରେ ତୁମ୍ଭମାନେେ ଭସ୍ମୀଭୂତ ହବେ। କହେି ତାହାକୁ ଲିଭାଇ ପାରିବା ପାଇଁ ସକ୍ଷମ ହବେ ନାହିଁ।
ମାର୍କଲିଖିତ ସୁସମାଚାର 14:58
ଆମ୍ଭମାନେେ ଯୀଶୁଙ୍କୁ ଏହି କଥା କହିବାର ଶୁଣିଛୁ, 'ମଣିଷ ତିଆରି ଏ ମନ୍ଦିରକୁ ମୁଁ ଭାଙ୍ଗି ଦବେି ଓ ପୁଣି ତିନି ଦିନ ଭିତ ରେ ଆଉ ଗୋଟିଏ ମନ୍ଦିର ତିଆରି କରି ଦବେି, ଯାହା କି ମଣିଷ ହାତ ରେ ତିଆରି ହାଇେ ନ ଥିବ।
ଲୂକଲିଖିତ ସୁସମାଚାର 2:21
ଶିଶୁଟି ଆଠ ଦିନର ହବୋରୁ ତାର ସୁନ୍ନତ କରାଗଲା ଓ ତାହାଙ୍କର ନାମ ଯୀଶୁ ରଖାଗଲା। ସେ ଗର୍ଭ ରେ ରହି ବଢିବା ପୂର୍ବରୁ ସ୍ବର୍ଗଦୂତ ତାହାଙ୍କୁ ଏହି ନାମ ଦଇେଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7:48
ମାତ୍ର ସର୍ବୋପରିସ୍ଥ ପରମେଶ୍ବର କୌଣସି ହାତ ତିଆରି ମନ୍ଦିର ରେ ବାସ କରନ୍ତି ନାହିଁ। ଭବିଷ୍ଯଦ୍ବକ୍ତା ଏହିପରି ଲେଖନ୍ତି,
ରେରିତମାନଙ୍କ କାର୍ଯ୍ୟର ବିବରଣ 17:24
ପରମେଶ୍ବର ଓ ପୃଥିବୀ ରେ ଓ ଏଥି ରେ ଥିବା ସମସ୍ତ ବସ୍ତୁର କର୍ତ୍ତା। ସେ ସ୍ବର୍ଗ ଓ ପୃଥିବୀର ପ୍ରଭୁ ହାଇେ ଥିବାରୁ ସେ ମଣିଷ ନିର୍ମିତ ମନ୍ଦିର ଗୁଡ଼ିକରେ ରୁହନ୍ତି ନାହିଁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:10
ଆମ୍ଭେ ଯାହା, ତାହା କବଳେ ପରମେଶ୍ବରଙ୍କ ଦ୍ବାରା ହାଇେଅଛୁ। ଆମ୍ଭେ ଯେପରି ଭଲ କାମ କରିପାରୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧିଅରେ ନୂତନ ବ୍ଯକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ଯ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସହେି ଭଲକାମ କରି ଜୀବନଯାପନ କରିବା।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:4
କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହବୋରୁ ପରମେଶ୍ବର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ଯବସ୍ଥା ଅଧିନ ରେ ଜୀବନଯାପନ କରୁଥିଲେ।