Daniel 10:14 ଏବେ ଭବିଷ୍ଯତ ରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ବୁଝାଇ ଦବୋପାଇଁ ମୁଁ ଆସିଅଛି। କାରଣ ଏହି ଦର୍ଶନ ଭବିଷ୍ଯତ ବିଷଯ ରେ ଅଟେ।'
Daniel 10:14 in Other Translations
King James Version (KJV) Now I am come to make thee understand what shall befall thy people in the latter days: for yet the vision is for many days.
American Standard Version (ASV) Now I am come to make thee understand what shall befall thy people in the latter days; for the vision is yet for `many' days:
Bible in Basic English (BBE) Now I have come to give you knowledge of the fate of your people in the later days; for there is still a vision for the days.
Darby English Bible (DBY) And I am come to make thee understand what shall befall thy people at the end of the days: for the vision is yet for [many] days.
World English Bible (WEB) Now I have come to make you understand what shall happen to your people in the latter days; for the vision is yet for [many] days:
Young's Literal Translation (YLT) and I have come to cause thee to understand that which doth happen to thy people in the latter end of the days, for yet the vision `is' after days.
Read Full Chapter :
Daniel 10
Cross Reference
ଦାନିଏଲ 8:26
ସେ ସମୟରେ ଦର୍ଶନ ବିଷଯ ରେ ମୁଁ ଯାହା କହିଲି ସେସବୁ ସତ୍ଯ, ମାତ୍ର ତୁମ୍ଭେ ସହେି ଦର୍ଶନ ମୁଦ୍ରାଙ୍କିତ କର। କାରଣ ତାହା ଆଗାମୀ ବହୁଦିନ ପର୍ୟ୍ଯନ୍ତ ଘଟିବ ନାହିଁ।
ଦାନିଏଲ 2:28
ମାତ୍ର ସ୍ବର୍ଗସ୍ଥ ପରମେଶ୍ବର ହିଁ କବଳେ ନିଗୂଢ ବିଷଯମାନ ପ୍ରକାଶ କରି ପାରିବେ। ଆଉ ପରବର୍ତ୍ତୀ ସମୟରେ ଯାହା ଯାହା ଘଟିବ ତାହା ମଧ୍ଯ ପରମେଶ୍ବର ନବୂଖଦ୍ନିତ୍ସଙ୍କୁ ଜଣାଇ ଅଛନ୍ତି। ଏହିସବୁ ଆପଣଙ୍କ ସ୍ବପ୍ନ ଥିଲା ଏବଂ ଏହି ଗୁଡିକୁ ଆପଣ ବିଛଣା ରେ ଶୋଇଥିଲା ବେଳେ ଦେଖିଲେ।
ହବକକୂକ 2:3
ଏହି ଦର୍ଶନ ନିର୍ଦ୍ଦିଷ୍ଟ ସାକ୍ଷୀ ଅଟେ। ଏହା ଶଷେ ବାର୍ତ୍ତା ସମ୍ବନ୍ଧ ରେ ସାକ୍ଷୀ ଦିଏ ଏବଂ ଏହା ମିଥ୍ଯା ହୁଏ ନାହିଁ। ଯେପରି ଜଣାୟିବ ଏହି ସମୟ କବେେ ଆସିବ ନାହିଁ। କିନ୍ତୁ ର୍ଧୈୟ୍ଯ ଧରି ଅପେକ୍ଷା କର, ସେ ସମୟ ନିଶ୍ଚଯ ଆସିବ। ଏହା ଅଧିକ ବିଳମ୍ବ ହବେନାହିଁ।
ଦାନିଏଲ 12:4
ମାତ୍ର ହେ ଦାନିୟେଲ, ତୁମ୍ଭେ ଶଷେକାଳ ପର୍ୟ୍ଯନ୍ତ ଏହି ବାକ୍ଯ ସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରିତ କରି ରଖ। ଅନକେ ଏଣତେଣେେ ପ୍ରକୃତ ଜ୍ଞାନର ଅନ୍ବଷେଣ କରିବେ ଓ ଜ୍ଞାନର ବୃଦ୍ଧି ହବେ।'
ଦାନିଏଲ 12:9
ତେଣୁ ସେ କହିଲେ, ' ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର। କାରଣ ଶଷେକାଳ ପର୍ୟ୍ଯନ୍ତ ଏହି ବାକ୍ଯ ସକଳ ବନ୍ଦ ଓ ମୁଦ୍ରିତ ହାଇେଅଛି।
ଯିଶାଇୟ 2:2
ଶଷେ ଦିନ ରେ ଏହା ହିଁ ଘଟିବ। ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖର ରେ ହବେ। ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧିଅରେ ଉଚ୍ଚତର ହବେ। ସମସ୍ତ ଗୋଷ୍ଠୀର ଲୋକମାନେ ସୋର୍ତ ସଦୃଶ ସଠାେକୁ ଧାବିତ ହବେେ।
ଆଦି ପୁସ୍ତକ 49:1
ଏହାପରେ ଯାକୁବ ତାଙ୍କର ପୁତ୍ରମାନଙ୍କୁ ଆପଣା ନିକଟକୁ ଡ଼କାଇଲେ। ସେ କହିଲେ, ହେ ମାରେ ପୁତ୍ରଗଣ, ମାେ ନିକଟକୁ ଆସ। ଭବିଷ୍ଯତ କଥା ମୁଁ ତୁମ୍ଭକୁ କହିବି।
ଦିତୀୟ ବିବରଣ 4:30
ଯେତବେେଳେ ତୁମ୍ଭମାନେେ ବିପଦ ରେ ପଡିବ ଓ ଏହି ସମସ୍ତ ତୁମ୍ଭମାନଙ୍କର ଉପରେ ଘଟିବ ସେତବେେଳେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିକଟକକ୍ସ୍ଟ ଫରେିବ ଓ ତାଙ୍କର ସମସ୍ତ ଅନକ୍ସ୍ଟଶାସନ ମାନିବ।
ହୋଶେୟ 3:5
ତା'ପ ରେ ଇଶ୍ରାୟେଲର ଲୋକମାନେ ଫରେି ଆସିବେ। ତା'ପ ରେ ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଓ ରାଜା ଦାଉଦଙ୍କୁ ଖାଜେିବେ। ଶଷଦେିବସ ରେ, ସମାନେେ ସଦାପ୍ରଭୁଙ୍କୁ ଓ ତାଙ୍କର ଧାର୍ମିକତାକୁ ସମ୍ମାନ ଦବୋକୁ ଆସିବେ।
ମୀଖା 4:1
ଭବିଷ୍ଯତ ରେ ସଦାପ୍ରଭୁଙ୍କ ଗୃହ, ପର୍ବତର ଉଚ୍ଚତମ ପର୍ବତ ଶିଖର ଉପ ରେ ସ୍ଥାପିତ ହବେ। ଏହା ସମସ୍ତ ପର୍ବତଗୁଡିକ ଅପେକ୍ଷା ଉଚ୍ଚତର ହବେ। ଲଗାତାର ଗୋଷ୍ଠୀଗଣ ଷୋର୍ତ ପରି ସଠାେକୁ ଯାଉଥିବେ।
ଦିତୀୟ ବିବରଣ 31:21
ତା'ପରେ ସହେିସବୁ କ୍ଲେଶ ଓ ଅମଙ୍ଗଳର କାର୍ୟ୍ଯମାନ ସମାନଙ୍କେ ପାଇଁ ଘଟିବ। ସମାନେେ ବହକ୍ସ୍ଟ ସମସ୍ଯାର ସମ୍ମକ୍ସ୍ଟଖିନ ହବେେ। ସହେି ସମୟରେ ସହେି ଲୋକମାନେ ସହେି ଗୀତ ସ୍ମରଣ କରିବେ। ଏହି ଗୀତ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ସାକ୍ଷୀରୂପେ କାର୍ୟ୍ଯ କରିବ। ମୁ ସମାନଙ୍କେୁ ପ୍ରତିଜ୍ଞା କରିଥିବା ଦେଶକକ୍ସ୍ଟ ଆଣିବା ପୂର୍ବରକ୍ସ୍ଟ ସମାନଙ୍କେର ପ୍ରକୃତି ଜାଣିଥିଲି।
ଏବ୍ରୀମାନଙ୍କ ନିକଟକୁ ପତ୍ର 2:3
ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବ ହଳୋ କଲେ, ଆମ୍ଭେ ମଧ୍ଯ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ଯକ୍ତି, ୟିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟ ରେ କହିଲେ। ଯେଉଁମାନେ ଶୁଣିଲେ, ସମାନେେ ଆମ୍ଭକୁ ଏହାର ସତ୍ଯତା ପ୍ରମାଣ କରି ଦଖାଇେ ଦେଲେ। ଆଶ୍ଚର୍ୟ୍ଯ କର୍ମ, ନାନାଦି ଚିହ୍ନ ଓ ଅନକେ ପ୍ରକାରର ଅଦ୍ଭୁତ
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:1
ଏହା ମନରେଖ ଯେ ଶଷେ ଦିନଗୁଡ଼ିକରେ ଅନକେ କଷ୍ଟକର ପରିସ୍ଥିତି ଆସିବ।
ଦାନିଏଲ 10:1
ପାରସ୍ଯର ରାଜା କୋରସର ରାଜତ୍ବର ତୃତୀୟ ବର୍ଷ ରେ ବେଲ୍ଟଶତ୍ସର ନାମ ରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷଯ ପ୍ରକାଶିତ ହେଲା। ସେ ସବୁ ସତ୍ଯ ବୁଝିବାକୁ କଠି; ମାତ୍ର ଦାନିୟେଲ ତାହା ବୁଝିଲେ ଓ ଦର୍ଶନ ବିଷଯ ତାଙ୍କୁ ଗୋଚର ହେଲା।
ଦାନିଏଲ 9:22
ଗାବ୍ରିଯଲେ ମାେତେ ଶିକ୍ଷା ଦଇେ କହିଲେ, ହେ ଦାନିୟେଲ, ମୁଁ ତୁମ୍ଭକୁ ବୁଝିବା ପାଇଁ ଜ୍ଞାନ ପ୍ରଦାନ କରୁଅଛି।