Daniel 11:22
ସେ ବୃହତ ଓ ଶକ୍ତିଶାଳୀ ସୈନ୍ଯବାହିନୀକୁ ପରାସ୍ତ କରିବ ଓ ସେ ପରମେଶ୍ବରଙ୍କ, ଲୋକମାନଙ୍କ ଦ୍ବାରା ମନୋନୀତ ଅଧିପତିକୁ ଧ୍ବଂସ କରିବ।
Daniel 11:22 in Other Translations
King James Version (KJV)
And with the arms of a flood shall they be overflown from before him, and shall be broken; yea, also the prince of the covenant.
American Standard Version (ASV)
And the overwhelming forces shall be overwhelmed from before him, and shall be broken; yea, also the prince of the covenant.
Bible in Basic English (BBE)
And his forces will be completely taken away from before him and broken; and even the ruler of the agreement will have the same fate.
Darby English Bible (DBY)
And the overflowing forces shall be overflowed from before him, and shall be broken: yea, also the prince of the covenant.
World English Bible (WEB)
The overwhelming forces shall be overwhelmed from before him, and shall be broken; yes, also the prince of the covenant.
Young's Literal Translation (YLT)
And the arms of the flood are overflowed from before him, and are broken; and also the leader of the covenant.
| And with the arms | וּזְרֹע֥וֹת | ûzĕrōʿôt | oo-zeh-roh-OTE |
| flood a of | הַשֶּׁ֛טֶף | haššeṭep | ha-SHEH-tef |
| shall they be overflown | יִשָּׁטְפ֥וּ | yiššoṭpû | yee-shote-FOO |
| before from | מִלְּפָנָ֖יו | millĕpānāyw | mee-leh-fa-NAV |
| him, and shall be broken; | וְיִשָּׁבֵ֑רוּ | wĕyiššābērû | veh-yee-sha-VAY-roo |
| also yea, | וְגַ֖ם | wĕgam | veh-ɡAHM |
| the prince | נְגִ֥יד | nĕgîd | neh-ɡEED |
| of the covenant. | בְּרִֽית׃ | bĕrît | beh-REET |
Cross Reference
ଦାନିଏଲ 8:10
ସହେି େଛାଟ ଶିଙ୍ଗଟି ଆକାଶ ପର୍ୟ୍ଯନ୍ତ ବଢିଲା। ଏହା ଆକାଶର କେତକେ ତାରାଙ୍କୁ ଭୂମିରେ ଖସାଇ ପକାଇଲା ଓ ସମାନଙ୍କେୁ ପାଦ ରେ ଦଳିଲା।
ଦାନିଏଲ 9:26
ପୁଣି ବାଷଠି ସପ୍ତାହ ପ ରେ ଅଭିଷିକ୍ତ ବ୍ଯକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହବେେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ରସ୍ଥାନ ନଷ୍ଟ କରିବେ। ବନ୍ଯା ରେ ତାହା ଶଷେ ହବେ। ପୁଣି ଶଷେ ପର୍ୟ୍ଯନ୍ତ ୟୁଦ୍ଧ ହବେ। ଆଉ ପରମେଶ୍ବର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।
ଦାନିଏଲ 11:10
ଆଉ ତାହା ପୁତ୍ରଗଣ ୟୁଦ୍ଧ କରିବେ। ସମାନେେ ଏକ ବିରାଟ ସୈନ୍ଯବାହିନୀ ସଂଗ୍ରହ କରିବେ। ଆଉ ଦକ୍ଷିଣ ରେ ସମାନେେ ବନ୍ଯାଜଳ ତୁଲ୍ଯ ଉଚ୍ଛୁଳି ବହିଯିବେ। ଏବଂ ସମାନେେ ଦକ୍ଷିଣ ରାଜାଙ୍କର ଦୁର୍ଗ ପର୍ୟ୍ଯନ୍ତ ୟୁଦ୍ଧ କରିବେ।
ଦାନିଏଲ 8:25
ପୁଣି ସେ ନିଜର କୌଶଳ, ଛଳ, ଜ୍ଞାନ ଓ ମିଥ୍ଯା ବଳ ରେ ସଫଳକାମୀ ହବେ। ସେ ନିଜ ଅନ୍ତଃକରଣ ରେ ନିଜକୁ ବଡ ମନେ କରିବ ଓ ନରାପଦ ସମୟରେ ଅନକଙ୍କେୁ ବିନାଶ କରିବ। ଆଉ ଅଧିପତିଙ୍କର ଅଧିପତିଙ୍କ ପ୍ରତିକୂଳ ରେ ଠିଆ ହବେ। ମାତ୍ର ସେ ମଣିଷ ହସ୍ତ ରେ ବିନାଶ ହବେ ନାହିଁ।
ଯିଶାଇୟ 8:7
ମାତ୍ର ମୁଁ ସଦାପ୍ରଭୁ ଅଶୂର ରାଜା ଓ ତାହାର ସମସ୍ତ ଶକ୍ତିକୁ ତୁମ୍ଭ ବିରୁଦ୍ଧ ରେ ଆଣିବି। ସମାନେେ ଫରାତ୍ ନଦୀର ଶକ୍ତିଶାଳୀ ବନ୍ଯାର ସୋର୍ତ ପରି ପ୍ରବଳ ପରାକ୍ରମୀ ହାଇେ ଆସିବେ। ବନ୍ଯାଜଳ କୂଳ ଲଙ୍ଘନ କଲାପରି ସମାନେେ ସମସ୍ତଙ୍କ ଉପ ରେ ପ୍ରଭାବ ବିସ୍ତାର କରିବେ।
ଆମୋଷ 8:8
ସହେି ୟୋଗୁ ସମଗ୍ରଦେଶ ଥରିବ। ସହେି ରାଜ୍ଯ ରେ ବାସ କରୁଥିବା ପ୍ରେତ୍ୟକକ ଲୋକ ମୃତ ଲୋକଙ୍କ ପାଇଁ ବିଳାପ କରିବେ। ମିଶର ନୀଳନଦୀ ପରି ସମଗ୍ର ଦେଶଟିର ଉତ୍ଥାନ ପତନ ଘଟିବ। ଆଉ ଦେଶଟି ଆନ୍ଦୋଳିତ ହବେ।
ଆମୋଷ 9:5
ମାରେପ୍ରଭୁ ସଦାପ୍ରଭୁ ସର୍ବଶକ୍ତିମାନ ପୃଥିବୀକୁ ସ୍ପର୍ଶ କରିବେ ଏବଂ ତାହା ତରଳି ୟିବ। ତତ୍ପ ରେ ସଠାେ ରେ ବାସ କରୁଥିବା ସମସ୍ତ ଲୋକ ମୃତ ଲୋକଙ୍କ ପାଇଁ ବିଳାପ କରିବେ। ମିଶରର ନୀଳନଦୀ ପରି ସହେି ଭୂମିର ଉତ୍ଥାନ ପତନ ଘଟିବ।
ନାହୂମ 1:8
କିନ୍ତୁ, ସେ ତାଙ୍କର ଶତୃମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ। ବନ୍ଯାଜଳ ପରି ସମାନେେ ଧୋଇ ହାଇଯେିବେ। ସେ ଅନ୍ଧକାର ରେ ଶତୃମାନଙ୍କୁ ଗୋଡ଼ାଇବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:15
ତା'ପରେ ସାପ ନିଜ ମୁଖରୁ ନଦୀ ପରି ପାଣି ବାହାର କଲା। ସେ ସହେି ନାରୀର ପଛପଟରୁ ଜଳ ଛାଡ଼ିଲା ୟଦ୍ଦ୍ବାରା ସେ ଜଳ ସୋର୍ତ ଦ୍ବାରା ତାହାକୁ ଭସାଇ ନଇେପାରିବ।