ଓଡ଼ିଆ ଓଡ଼ିଆ ବାଇବେଲ ଦାନିଏଲ ଦାନିଏଲ 5 ଦାନିଏଲ 5:19 ଦାନିଏଲ 5:19 ଚିତ୍ର English

ଦାନିଏଲ 5:19 ଚିତ୍ର

ପରମେଶ୍ବର ତାଙ୍କୁ ଏପରି ମହିମାନ୍ବିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀଯ ଭାଷାବାଦୀ ଲୋକମାନେ ତାଙ୍କ ଛାମୁ ରେ କମ୍ପିତ ହାଇେ ଭୟ କଲେ। ସେ ଯାହାକୁ ମାରିବାକୁ ଚାହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଚାହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସା ରେ ଜଣେ ଉନ୍ନତ ହେଲା ତାଙ୍କର ଇଚ୍ଛାନୁସା ରେ ଜଣେ ଅବନତ ହେଲା।
Click consecutive words to select a phrase. Click again to deselect.
ଦାନିଏଲ 5:19

ପରମେଶ୍ବର ତାଙ୍କୁ ଏପରି ମହିମାନ୍ବିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀଯ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁ ରେ କମ୍ପିତ ହାଇେ ଭୟ କଲେ। ସେ ଯାହାକୁ ମାରିବାକୁ ଚାହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଚାହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସା ରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସା ରେ ଜଣେ ଅବନତ ହେଲା।

ଦାନିଏଲ 5:19 Picture in Oriya