ଓଡ଼ିଆ ଓଡ଼ିଆ ବାଇବେଲ ଦାନିଏଲ ଦାନିଏଲ 5 ଦାନିଏଲ 5:21 ଦାନିଏଲ 5:21 ଚିତ୍ର English

ଦାନିଏଲ 5:21 ଚିତ୍ର

ତାଙ୍କର ମନ ପଶୁତୁଲ୍ଯ ହେଲା ସେ ବନ୍ଯ ଗର୍ଦ୍ଦଭ ସହିତ ବାସ କଲେ। ଆଉ ସେ ଗୋରୁଗାଈ ପରି ତୃଣ ଭୋଜନ କଲେ ତାଙ୍କର ଶରୀର କାକର ରେ ଭିଜିଲା। ତା'ପ ରେ ସେ ହୃଦ୍ ବୋଧ କଲେ ଯେ, ସର୍ବୋପରିସ୍ଥ ପରମେଶ୍ବର ମନୁଷ୍ଯମାନଙ୍କ ଉପ ରେ କତ୍ତୃର୍ତ୍ବ କରନ୍ତି। ଏବଂ ପରମେଶ୍ବର ଯାହାକୁ ଗ୍ଭହାଁନ୍ତି ତାକୁ ସେ ରାଜ୍ଯ ରେ ନିୟୁକ୍ତି କରିପାରନ୍ତି।
Click consecutive words to select a phrase. Click again to deselect.
ଦାନିଏଲ 5:21

ତାଙ୍କର ମନ ପଶୁତୁଲ୍ଯ ହେଲା ଓ ସେ ବନ୍ଯ ଗର୍ଦ୍ଦଭ ସହିତ ବାସ କଲେ। ଆଉ ସେ ଗୋରୁଗାଈ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର କାକର ରେ ଭିଜିଲା। ତା'ପ ରେ ସେ ହୃଦ୍ ବୋଧ କଲେ ଯେ, ସର୍ବୋପରିସ୍ଥ ପରମେଶ୍ବର ମନୁଷ୍ଯମାନଙ୍କ ଉପ ରେ କତ୍ତୃର୍ତ୍ବ କରନ୍ତି। ଏବଂ ପରମେଶ୍ବର ଯାହାକୁ ଗ୍ଭହାଁନ୍ତି ତାକୁ ସେ ରାଜ୍ଯ ରେ ନିୟୁକ୍ତି କରିପାରନ୍ତି।

ଦାନିଏଲ 5:21 Picture in Oriya