Deuteronomy 11:14
ଆମ୍ଭେ ଉପୟକ୍ସ୍ଟକ୍ତ ସମୟରେ ତକ୍ସ୍ଟମ୍ଭ ଦେଶ ରେ ବୃଷ୍ଟି କରାଇବ। ଅର୍ଥାତ୍ ଆଦ୍ଯବୃଷ୍ଟି ଓ ଶଷେବୃଷ୍ଟି କରିବା। ତହିଁରେ ତୁମ୍ଭେ ଆପଣା ଶସ୍ଯ ଓ ଆପଣା ଦ୍ରାକ୍ଷାରସ ଓ ଆପଣାର ତୈଳ ସଂଗ୍ରହ କରିପାରିବ।
Deuteronomy 11:14 in Other Translations
King James Version (KJV)
That I will give you the rain of your land in his due season, the first rain and the latter rain, that thou mayest gather in thy corn, and thy wine, and thine oil.
American Standard Version (ASV)
that I will give the rain of your land in its season, the former rain and the latter rain, that thou mayest gather in thy grain, and thy new wine, and thine oil.
Bible in Basic English (BBE)
Then I will send rain on your land at the right time, the early rains and the late rains, so that you may get in your grain and your wine and your oil.
Darby English Bible (DBY)
that I will give rain to your land in its season, the early rain and the latter rain; and thou shalt gather in thy corn, and thy new wine, and thine oil;
Webster's Bible (WBT)
That I will give you the rain of your land in its due season, the former rain and the latter rain, that thou mayest gather in thy corn, and thy wine and thy oil.
World English Bible (WEB)
that I will give the rain of your land in its season, the former rain and the latter rain, that you may gather in your grain, and your new wine, and your oil.
Young's Literal Translation (YLT)
that I have given the rain of your land in its season -- sprinkling and gathered -- and thou hast gathered thy corn, and thy new wine, and thine oil,
| That I will give | וְנָֽתַתִּ֧י | wĕnātattî | veh-na-ta-TEE |
| you the rain | מְטַֽר | mĕṭar | meh-TAHR |
| land your of | אַרְצְכֶ֛ם | ʾarṣĕkem | ar-tseh-HEM |
| in his due season, | בְּעִתּ֖וֹ | bĕʿittô | beh-EE-toh |
| rain first the | יוֹרֶ֣ה | yôre | yoh-REH |
| rain, latter the and | וּמַלְק֑וֹשׁ | ûmalqôš | oo-mahl-KOHSH |
| that thou mayest gather in | וְאָֽסַפְתָּ֣ | wĕʾāsaptā | veh-ah-sahf-TA |
| corn, thy | דְגָנֶ֔ךָ | dĕgānekā | deh-ɡa-NEH-ha |
| and thy wine, | וְתִֽירֹשְׁךָ֖ | wĕtîrōšĕkā | veh-tee-roh-sheh-HA |
| and thine oil. | וְיִצְהָרֶֽךָ׃ | wĕyiṣhārekā | veh-yeets-ha-REH-ha |
Cross Reference
ଯାକୁବଙ୍କ ପତ୍ 5:7
ଭାଇ ଓ ଭଉଣୀମାନେ, ର୍ଧୈୟ୍ଯ ରଖ, ପ୍ରଭୁ ଯୀଶୁ ଆସିବେ। ସହେି ସମୟ ପର୍ୟ୍ଯନ୍ତ ର୍ଧୈୟ୍ଯ ଧରି ରୁହ।
ଲେବୀୟ ପୁସ୍ତକ 26:4
ଯଦି ତୁମ୍ଭେ ତାହା କର, ମୁଁ ଠିକ୍ ଋତୁ ରେ ବର୍ଷା କରିବି, ଆଉ ତୁମ୍ଭମାନେେ ସର୍ବଦା ମାରେକରୁଣା ପାଇବ ଏବଂ ତୁମ୍ଭମାନଙ୍କର ଦରକାର ଅନୁସାରେ ତୁମ୍ଭମାନେେ ବୃଷ୍ଟି ପାଇ ପାରିବ। ଭୂମି ୟଥେଷ୍ଟ ଶସ୍ଯ ଉତ୍ପନ୍ନ କରିବ ଓ ବୃକ୍ଷଗୁଡିକ ପ୍ରଚୁର ଫଳଧାରଣ କରିବେ।
ଦିତୀୟ ବିବରଣ 28:12
ଠିକ୍ ସମୟରେ ଉତ୍ତମ ବର୍ଷା ପ୍ରଦାନ କରିବାକୁ ସଦାପ୍ରଭୁ ତାଙ୍କର ଆକାଶର ଗନ୍ତାଘର ଖାଲିବେେ। ସଦାପ୍ରଭୁ ତୁମ୍ଭର ସମସ୍ତ କର୍ମ ରେ ଆଶୀର୍ବାଦ କରିବେ। ତୁମ୍ଭେ ଅନ୍ୟ ଗୋ୍ଟୀଯ ଲୋକମାନଙ୍କୁ ଋଣ ଦବେ। କିନ୍ତୁ ତୁମ୍ଭେ ସମାନଙ୍କେ ଠାରକ୍ସ୍ଟ କିଛି ଉଧାର ଆଣିବ ନାହିଁ।
ଯୋୟେଲ 2:22
ହେ କ୍ଷେତ୍ରସ୍ଥ ପଶୁଗଣ, ଭୟଭୀତ ହୁଅନାହିଁ। ମରୁପ୍ରାଯ ଗ୍ଭରଣ ଭୂମି ତୃଣାଚ୍ଛାଦିତ ହବେ। ବୃକ୍ଷଗୁଡିକ ଫଳ ଧାରଣ କରିବେ। ଡିମ୍ବିରି ବୃକ୍ଷ ଓ ଦ୍ରାକ୍ଷାଲତା ପ୍ରଚୁର ଫଳ ଧାରଣ କରିବ।
ଆୟୁବ ପୁସ୍ତକ 5:10
ପରମେଶ୍ବର ପୃଥିବୀ ରେ ବର୍ଷ କରାନ୍ତି ଓ ଶସ୍ଯ କ୍ଷେତ୍ରକୁ ଜଳ ପ୍ରଦାନ କରନ୍ତି।
ଆୟୁବ ପୁସ୍ତକ 37:11
ପରମେଶ୍ବର ବାଦଲକୁ ଜଳ ରେ ପୂର୍ଣ୍ଣ କରନ୍ତି ଓ ସହେି ମେଘ ରେ ବିଜୁଳି ସୃଷ୍ଟି କରିଛନ୍ତି।
ଯିରିମିୟ 14:22
ମିଥ୍ଯା ଦବେତାଗଣଙ୍କର ବୃଷ୍ଟି କରାଇବାର କ୍ଷମତା ନାହିଁ। ଆକାଶମଣ୍ଡଳ ବୃଷ୍ଟିପାତ କରାଇପାରିବ କି ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ବର, ତୁମ୍ଭେ ହିଁ ସେ ସବୁର ସୃଷ୍ଟିକର୍ତ୍ତା। ଆମ୍ଭେ ତୁମ୍ଭର ଅପେକ୍ଷା ରେ ରହିବୁ। କାରଣ ତୁମ୍ଭେ ଏହା ହିଁ ସବୁ ତିଆରି କରିଛ।
ଯିହିଜିକଲ 34:26
ପୁଣି ଆମ୍ଭେ ସମାନଙ୍କେୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ କରିବା। ମୁଁ ଯଥା ସମୟରେ ଜଳଧାରା ବର୍ଷା କରାଇବି ଓ ତାହା ଆଶୀର୍ବାଦର ଜଳଧାରା ହବେ।
ଗୀତସଂହିତା 65:9
ତୁମ୍ଭେ ପୃଥିବୀର ଯତ୍ନ ନିଅ। ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ। ହେ ପରମେଶ୍ବର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର। ତୁମ୍ଭେ ଶସ୍ଯ କ୍ଷେତ୍ରମାନ ବଢ଼ାଇ ଥାଅ।