ଦିତୀୟ ବିବରଣ 4:44 in Oriya

ଓଡିଆ ଓଡିଆ ବାଇବେଲ ଦିତୀୟ ବିବରଣ ଦିତୀୟ ବିବରଣ 4 ଦିତୀୟ ବିବରଣ 4:44

Deuteronomy 4:44
ଏହାପରେ ମାଶାେ ଇଶ୍ରାୟେଲୀୟ ସନ୍ତାନଗଣର ସମ୍ମକ୍ସ୍ଟଖ ରେ ଏହି ପରମେଶ୍ବରଙ୍କ ବ୍ଯବସ୍ଥା କଲେ।

Deuteronomy 4:43Deuteronomy 4Deuteronomy 4:45

Deuteronomy 4:44 in Other Translations

King James Version (KJV)
And this is the law which Moses set before the children of Israel:

American Standard Version (ASV)
And this is the law which Moses set before the children of Israel:

Bible in Basic English (BBE)
This is the law which Moses put before the children of Israel:

Darby English Bible (DBY)
And this is the law which Moses set before the children of Israel:

Webster's Bible (WBT)
And this is the law which Moses set before the children of Israel.

World English Bible (WEB)
This is the law which Moses set before the children of Israel:

Young's Literal Translation (YLT)
And this `is' the law which Moses hath set before the sons of Israel;

And
this
וְזֹ֖אתwĕzōtveh-ZOTE
is
the
law
הַתּוֹרָ֑הhattôrâha-toh-RA
which
אֲשֶׁרʾăšeruh-SHER
Moses
שָׂ֣םśāmsahm
set
מֹשֶׁ֔הmōšemoh-SHEH
before
לִפְנֵ֖יlipnêleef-NAY
the
children
בְּנֵ֥יbĕnêbeh-NAY
of
Israel:
יִשְׂרָאֵֽל׃yiśrāʾēlyees-ra-ALE

Cross Reference

ଲେବୀୟ ପୁସ୍ତକ 27:34
ଏ ସମସ୍ତ ଆଜ୍ଞା ଯାହାକୁ ସଦାପ୍ରଭୁ ସୀନଯ ପର୍ବତ ରେ ଇଶ୍ରାୟେଲ ସନ୍ତାନଗଣଙ୍କ ଉଦ୍ଦେଶ୍ଯ ରେ ମାଶାଙ୍କେୁ ପ୍ରଦାନ କରିଥିଲେ।

ମଲାଖୀ 4:4
ମାଶାଙ୍କେର ବ୍ଯବସ୍ଥାକୁ ମନେ ପକାଅ ଓ ପାଳନ କର। ସେ ଆମ୍ଭର ଅନୁଚର। ଆମ୍ଭେ ହାରବେ ପର୍ବତ ରେ ଏହି ବ୍ଯବସ୍ଥା ଓ ନିଯମମାନ ତାଙ୍କୁ ଦଇେଥିଲୁ। ସହେି ବ୍ଯବସ୍ଥା ଇଶ୍ରାୟେଲର ସମସ୍ତ ଲୋକଙ୍କ ପାଇଁ ଥିଲା।

ଦିତୀୟ ବିବରଣ 33:4
ମାଶାେ ଆମ୍ଭକକ୍ସ୍ଟ ନୀଯମଗକ୍ସ୍ଟଡିକ ଶିକ୍ଷା ଦେଲେ, ତାହା ୟାକକ୍ସ୍ଟବର ଲୋକମାନଙ୍କର ଚିରସ୍ଥାଯୀ ଅଧିକାର।

ଦିତୀୟ ବିବରଣ 27:26
ଲବେୀୟମାନେ କହିବେ, ' ଯେଉଁ ଲୋକ ଏହି ବ୍ଯବସ୍ଥାର ପାଳନ କରେ ନାହିଁ କିମ୍ବା ଅନକ୍ସ୍ଟସରଣ କରେ ନାହିଁ, ସେ ଅଭିଶଲ୍ଗ ହେଉ।'

ଦିତୀୟ ବିବରଣ 27:8
ତୁମ୍ଭେ ସହେି ପ୍ରସ୍ତର ଉପରେ ଏହି ବ୍ଯବସ୍ଥାର ସମସ୍ତ କଥା ସକ୍ସ୍ଟନ୍ଦରଭାବେ ଖାେଳି ଲେଖିବ।

ଦିତୀୟ ବିବରଣ 27:3
ତୁମ୍ଭମାନେେ ସଠାେରେ ପ୍ରବେଶ କରିବା ମାତ୍ ରେ, ତୁମ୍ଭମାନେେ ଏହିସବୁ ନିଯମ ସହେି ପ୍ରସ୍ତର ଉପରେ ଲେଖିବା ଉଚିତ୍। ଏହାକର ଯେତବେେଳେ ତୁମ୍ଭମାନେେ ୟର୍ଦ୍ଦନ ନଦୀ ପାର ହାଇେ ସହେି ଦେଶ ରେ ପ୍ରବେଶ କରିବାକୁ ଯାଉଛ, ଯାହା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭଙ୍କକ୍ସ୍ଟ ଦେଉଛନ୍ତି। ଦକ୍ସ୍ଟଗ୍ଧ, ମଧକ୍ସ୍ଟ ପ୍ରବାହୀତ ହେଉଥିବାର ଦେଶ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କର ସଦାପ୍ରଭୁ ପରମେଶ୍ବର ଯେ ହତେକ୍ସ୍ଟ ପ୍ରତିଜ୍ଞା କରିଥିଲେ।

ଦିତୀୟ ବିବରଣ 17:18
ଏବଂ ସେ ଯେତବେେଳେ ଶାସନ କରିବାକୁ ସିଂହାସନ ରେ ବ ସେ, ଲବେୀୟ ଯାଜକମାନେ ରଖିଥିବା ନଳାକାର ନିଯମ ପସ୍ତକରେ ଏକ ନକଲ ସେ ନିଜ ପାଇଁ କରିବା ଉଚିତ୍।

ଦିତୀୟ ବିବରଣ 1:5
ଇଶ୍ରାୟେଲୀୟମାନେ ୟର୍ଦ୍ଦନ ନଦୀର ପୂର୍ବପାରି ରେ ଥିଲେ, ଯାହାକି ମାୟୋବ ଦେଶ ରେ ଥିଲା ଏବଂ ମାଶାେ ବ୍ଯବସ୍ଥା ବାଖ୍ଯା କରିବାକୁ ଆରମ୍ଭ କଲେ।

ଗଣନା ପୁସ୍ତକ 36:13
ସଦାପ୍ରଭୁ ଯିରୀହାେ ନକଟସ୍ଥ ୟର୍ଦ୍ଦନ ସମୀପରେ ମାୟୋବ ପଦା ରେ ମାଶାଙ୍କେୁ ବ୍ଯବସ୍ଥା ଦେଲେ। ଇଶ୍ରାୟେଲ ଲୋକମାନଙ୍କ ନିମନ୍ତେ ସଦାପ୍ରଭୁ ଏହିସବୁ ଆଜ୍ଞା ଓ ଶାସନ ଆଦେଶ ଦଇେଥିଲେ।

ଯୋହନଲିଖିତ ସୁସମାଚାର 1:17
ମାଶାଙ୍କେ ଦ୍ବାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଅନୁଗ୍ରହ ଓ ସତ୍ଯ ମାର୍ଗ ଆସିଲା।