Deuteronomy 8
11 ସାବଧାନ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ଭକ୍ସ୍ଟଲ ନାହିଁ। ସାବଧାନତା ସହକା ରେ ତାହାଙ୍କ ନିର୍ଦ୍ଦେଶମାନ ତାଙ୍କର ବିଧି ପାଳନ କର , ମୁ ତୁମ୍ଭମାନଙ୍କୁ ଆଜି ଯେଉଁସବୁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି।
12 ଏହାପରେ ତୁମ୍ଭମାନେେ ଉତ୍ତମ ଖାଦ୍ୟ ଖାଇବାକକ୍ସ୍ଟ ପାଇବ ଓ ସକ୍ସ୍ଟନ୍ଦର ଗୃହମାନ ନିର୍ମାଣ କରିବ ସେଥି ରେ ବାସ କରିବାକୁ।
13 ତୁମ୍ଭମାନଙ୍କ ଗୋବତ୍ସ, ମଷେ, ଛଳେିଙ୍କର ସଂଖ୍ଯା ବିର୍ଦ୍ଧିଷ୍ତୁ ହବେ। ତୁମ୍ଭେ ପ୍ରଚକ୍ସ୍ଟର ପରିମାଣର ସକ୍ସ୍ଟନା ରୂପା ପାଇବ। ତୁମ୍ଭମାନଙ୍କର ଯାହାସବୁ ଅଛି ତାହା ବୃଦ୍ଧି ପାଇବ।
14 ଯେତବେେଳେ ଏପରି ହବେ ସାବଧାନ, ଗର୍ବ କରିବ ନାହିଁ। ଏକଥା ଭକ୍ସ୍ଟଲ ନାହିଁ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମିଶରରକ୍ସ୍ଟ ତୁମ୍ଭମାନଙ୍କୁ ଦାସତ୍ବରକ୍ସ୍ଟ ମକ୍ସ୍ଟକ୍ତ କରିଛନ୍ତି ଓ ମିଶରରକ୍ସ୍ଟ ବାହାର କରି ଆଣିଛନ୍ତି।
15 ସେ ତୁମ୍ଭର ଭବିଷ୍ଯତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନବୋକକ୍ସ୍ଟ ବିଷଧର ସର୍ପ ଓ ବିଛା ପକ୍ସ୍ଟଣି ନିର୍ଜଳ ଶକ୍ସ୍ଟଷ୍କ ଭୂମିଥିବା ଏହି ବିସ୍ତିର୍ଣ୍ଣ ଓ ଭୟାନକ ମରକ୍ସ୍ଟଭୂମି ଦଇେ ତୁମ୍ଭମାନଙ୍କୁ ଗମନ କରାଇ ଆଣିଲେ। ସେ ତୁମ୍ଭମାନଙ୍କ ପାଇଁ ଚକ୍ମକି ପ୍ରସ୍ତରମଯ ଶୈଳରକ୍ସ୍ଟ ଜଳ ବାହାର କଲେ।
16 ସେ ତକ୍ସ୍ଟମ୍ଭ ପୁର୍ବପୁରୁଷମାନଙ୍କ ମାନ୍ନାଦ୍ବାରା ଅଜ୍ଞାତ ପ୍ରାନ୍ତର ରେ ତୁମ୍ଭକୁ ପ୍ରତିପାଳନ କଲେ। ଏହିପରି ଭାବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ତୁମ୍ଭେ ସ୍ମରଣ କର।
17 ତୁମ୍ଭେ କବେେ କୁହ ନାହିଁ ଯେ, 'ଆପଣା ପରାକ୍ରମ ଓ ବାହୁ ବଳଦ୍ବାରା ଏହି ସମସ୍ତ ଐଶ୍ବର୍ୟ୍ଯ ଲାଭ କରିଛ ବୋଲି।'
18 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସ୍ମରଣ କର। ଏହା କଥା ମନରେଖ ଯେ, ତୁମ୍ଭମାନଙ୍କୁ ସେ ଏପରି କରିବା ପାଇଁ ଶକ୍ତି ଦଇେଛନ୍ତି। ସଦାପ୍ରଭୁ କାହିଁକି ଏପରି କଲେ? କାରଣ ସେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ପ୍ରତିଜ୍ଞା କରିଥିଲେ ଏପରି କରିବା ପାଇଁ ଯାହାସବୁ ସେ ଆଜି କରିଛନ୍ତି।
19 କବେେ ବି ତୁମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶଓରଙ୍କୁ ଭକ୍ସ୍ଟଲିବ ନାହିଁ। ଅନ୍ୟ ଦବେତାଗଣଙ୍କକ୍ସ୍ଟ ମାନିବ ନାହିଁ କି ତାଙ୍କର ସବୋ କରିବ ନାହିଁ। ଯଦି ତୁମ୍ଭମାନେେ ଏପରି କର, ତବେେ ମୁ ତୁମ୍ଭମାନଙ୍କୁ ସତର୍କ କରାଇଦେଉଛି ତୁମ୍ଭମାନେେ ନିଶ୍ଚିତ ରେ ବିନଷ୍ଟ ହବେ।
11 Beware that thou forget not the Lord thy God, in not keeping his commandments, and his judgments, and his statutes, which I command thee this day:
12 Lest when thou hast eaten and art full, and hast built goodly houses, and dwelt therein;
13 And when thy herds and thy flocks multiply, and thy silver and thy gold is multiplied, and all that thou hast is multiplied;
14 Then thine heart be lifted up, and thou forget the Lord thy God, which brought thee forth out of the land of Egypt, from the house of bondage;
15 Who led thee through that great and terrible wilderness, wherein were fiery serpents, and scorpions, and drought, where there was no water; who brought thee forth water out of the rock of flint;
16 Who fed thee in the wilderness with manna, which thy fathers knew not, that he might humble thee, and that he might prove thee, to do thee good at thy latter end;
17 And thou say in thine heart, My power and the might of mine hand hath gotten me this wealth.
18 But thou shalt remember the Lord thy God: for it is he that giveth thee power to get wealth, that he may establish his covenant which he sware unto thy fathers, as it is this day.
19 And it shall be, if thou do at all forget the Lord thy God, and walk after other gods, and serve them, and worship them, I testify against you this day that ye shall surely perish.
Deuteronomy 8 in Tamil and English
11 ସାବଧାନ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ଭକ୍ସ୍ଟଲ ନାହିଁ। ସାବଧାନତା ସହକା ରେ ତାହାଙ୍କ ନିର୍ଦ୍ଦେଶମାନ ତାଙ୍କର ବିଧି ପାଳନ କର , ମୁ ତୁମ୍ଭମାନଙ୍କୁ ଆଜି ଯେଉଁସବୁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି।
Beware that thou forget not the Lord thy God, in not keeping his commandments, and his judgments, and his statutes, which I command thee this day:
12 ଏହାପରେ ତୁମ୍ଭମାନେେ ଉତ୍ତମ ଖାଦ୍ୟ ଖାଇବାକକ୍ସ୍ଟ ପାଇବ ଓ ସକ୍ସ୍ଟନ୍ଦର ଗୃହମାନ ନିର୍ମାଣ କରିବ ସେଥି ରେ ବାସ କରିବାକୁ।
Lest when thou hast eaten and art full, and hast built goodly houses, and dwelt therein;
13 ତୁମ୍ଭମାନଙ୍କ ଗୋବତ୍ସ, ମଷେ, ଛଳେିଙ୍କର ସଂଖ୍ଯା ବିର୍ଦ୍ଧିଷ୍ତୁ ହବେ। ତୁମ୍ଭେ ପ୍ରଚକ୍ସ୍ଟର ପରିମାଣର ସକ୍ସ୍ଟନା ରୂପା ପାଇବ। ତୁମ୍ଭମାନଙ୍କର ଯାହାସବୁ ଅଛି ତାହା ବୃଦ୍ଧି ପାଇବ।
And when thy herds and thy flocks multiply, and thy silver and thy gold is multiplied, and all that thou hast is multiplied;
14 ଯେତବେେଳେ ଏପରି ହବେ ସାବଧାନ, ଗର୍ବ କରିବ ନାହିଁ। ଏକଥା ଭକ୍ସ୍ଟଲ ନାହିଁ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମିଶରରକ୍ସ୍ଟ ତୁମ୍ଭମାନଙ୍କୁ ଦାସତ୍ବରକ୍ସ୍ଟ ମକ୍ସ୍ଟକ୍ତ କରିଛନ୍ତି ଓ ମିଶରରକ୍ସ୍ଟ ବାହାର କରି ଆଣିଛନ୍ତି।
Then thine heart be lifted up, and thou forget the Lord thy God, which brought thee forth out of the land of Egypt, from the house of bondage;
15 ସେ ତୁମ୍ଭର ଭବିଷ୍ଯତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନବୋକକ୍ସ୍ଟ ବିଷଧର ସର୍ପ ଓ ବିଛା ପକ୍ସ୍ଟଣି ନିର୍ଜଳ ଶକ୍ସ୍ଟଷ୍କ ଭୂମିଥିବା ଏହି ବିସ୍ତିର୍ଣ୍ଣ ଓ ଭୟାନକ ମରକ୍ସ୍ଟଭୂମି ଦଇେ ତୁମ୍ଭମାନଙ୍କୁ ଗମନ କରାଇ ଆଣିଲେ। ସେ ତୁମ୍ଭମାନଙ୍କ ପାଇଁ ଚକ୍ମକି ପ୍ରସ୍ତରମଯ ଶୈଳରକ୍ସ୍ଟ ଜଳ ବାହାର କଲେ।
Who led thee through that great and terrible wilderness, wherein were fiery serpents, and scorpions, and drought, where there was no water; who brought thee forth water out of the rock of flint;
16 ସେ ତକ୍ସ୍ଟମ୍ଭ ପୁର୍ବପୁରୁଷମାନଙ୍କ ମାନ୍ନାଦ୍ବାରା ଅଜ୍ଞାତ ପ୍ରାନ୍ତର ରେ ତୁମ୍ଭକୁ ପ୍ରତିପାଳନ କଲେ। ଏହିପରି ଭାବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ତୁମ୍ଭେ ସ୍ମରଣ କର।
Who fed thee in the wilderness with manna, which thy fathers knew not, that he might humble thee, and that he might prove thee, to do thee good at thy latter end;
17 ତୁମ୍ଭେ କବେେ କୁହ ନାହିଁ ଯେ, 'ଆପଣା ପରାକ୍ରମ ଓ ବାହୁ ବଳଦ୍ବାରା ଏହି ସମସ୍ତ ଐଶ୍ବର୍ୟ୍ଯ ଲାଭ କରିଛ ବୋଲି।'
And thou say in thine heart, My power and the might of mine hand hath gotten me this wealth.
18 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସ୍ମରଣ କର। ଏହା କଥା ମନରେଖ ଯେ, ତୁମ୍ଭମାନଙ୍କୁ ସେ ଏପରି କରିବା ପାଇଁ ଶକ୍ତି ଦଇେଛନ୍ତି। ସଦାପ୍ରଭୁ କାହିଁକି ଏପରି କଲେ? କାରଣ ସେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ପ୍ରତିଜ୍ଞା କରିଥିଲେ ଏପରି କରିବା ପାଇଁ ଯାହାସବୁ ସେ ଆଜି କରିଛନ୍ତି।
But thou shalt remember the Lord thy God: for it is he that giveth thee power to get wealth, that he may establish his covenant which he sware unto thy fathers, as it is this day.
19 କବେେ ବି ତୁମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶଓରଙ୍କୁ ଭକ୍ସ୍ଟଲିବ ନାହିଁ। ଅନ୍ୟ ଦବେତାଗଣଙ୍କକ୍ସ୍ଟ ମାନିବ ନାହିଁ କି ତାଙ୍କର ସବୋ କରିବ ନାହିଁ। ଯଦି ତୁମ୍ଭମାନେେ ଏପରି କର, ତବେେ ମୁ ତୁମ୍ଭମାନଙ୍କୁ ସତର୍କ କରାଇଦେଉଛି ତୁମ୍ଭମାନେେ ନିଶ୍ଚିତ ରେ ବିନଷ୍ଟ ହବେ।
And it shall be, if thou do at all forget the Lord thy God, and walk after other gods, and serve them, and worship them, I testify against you this day that ye shall surely perish.