Ecclesiastes 11:6
ତୁମ୍ଭେ ସକାଳରୁ ସନ୍ଧ୍ଯା ପର୍ୟ୍ଯନ୍ତ ବୀଜ ବୁଣ ଏବଂ ତା'ପ ରେ ତୁମ୍ଭର କାମ ବନ୍ଦ କରିବା ଉଚିତ୍। ପ୍ରଭାତ ରେ ବୀଜ ବୁଣ ଓ ସନ୍ଧ୍ଯା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କେଉଁ ମଞ୍ଜି ଭଲ ବଢ଼ିବ ଯାହାକୁ ତୁମ୍ଭେ ସକାଳ ରେ ବୁଣିଥିଲ, ଯେଉଁଗୁଡ଼ିକ ସନ୍ଧ୍ଯା ରେ ବୁଣିଥିଲ କିଅବା ପ୍ରାଯ ଉଭୟ ଭଲ ବଢ଼ିବ।
Ecclesiastes 11:6 in Other Translations
King James Version (KJV)
In the morning sow thy seed, and in the evening withhold not thine hand: for thou knowest not whether shall prosper, either this or that, or whether they both shall be alike good.
American Standard Version (ASV)
In the morning sow thy seed, and in the evening withhold not thy hand; for thou knowest not which shall prosper, whether this or that, or whether they both shall be alike good.
Bible in Basic English (BBE)
In the morning put your seed into the earth, and till the evening let not your hand be at rest; because you are not certain which will do well, this or that--or if the two will be equally good.
Darby English Bible (DBY)
In the morning sow thy seed, and in the evening withhold not thy hand; for thou knowest not which shall prosper, whether this or that, or whether they both shall be alike good.
World English Bible (WEB)
In the morning sow your seed, And in the evening don't withhold your hand; For you don't know which will prosper, whether this or that, Or whether they both will be equally good.
Young's Literal Translation (YLT)
In the morning sow thy seed, And at even withdraw not thy hand, For thou knowest not which is right, this or that, Or whether both of them alike `are' good.
| In the morning | בַּבֹּ֙קֶר֙ | babbōqer | ba-BOH-KER |
| sow | זְרַ֣ע | zĕraʿ | zeh-RA |
| אֶת | ʾet | et | |
| thy seed, | זַרְעֶ֔ךָ | zarʿekā | zahr-EH-ha |
| evening the in and | וְלָעֶ֖רֶב | wĕlāʿereb | veh-la-EH-rev |
| withhold | אַל | ʾal | al |
| not | תַּנַּ֣ח | tannaḥ | ta-NAHK |
| thine hand: | יָדֶ֑ךָ | yādekā | ya-DEH-ha |
| for | כִּי֩ | kiy | kee |
| knowest thou | אֵֽינְךָ֙ | ʾênĕkā | ay-neh-HA |
| not | יוֹדֵ֜ע | yôdēʿ | yoh-DAY |
| whether | אֵ֣י | ʾê | ay |
| זֶ֤ה | ze | zeh | |
| shall prosper, | יִכְשָׁר֙ | yikšār | yeek-SHAHR |
| either this | הֲזֶ֣ה | hăze | huh-ZEH |
| or | אוֹ | ʾô | oh |
| that, | זֶ֔ה | ze | zeh |
| or whether | וְאִם | wĕʾim | veh-EEM |
| they both | שְׁנֵיהֶ֥ם | šĕnêhem | sheh-nay-HEM |
| shall be alike | כְּאֶחָ֖ד | kĕʾeḥād | keh-eh-HAHD |
| good. | טוֹבִֽים׃ | ṭôbîm | toh-VEEM |
Cross Reference
ଉପଦେଶକ 9:10
ତୁମ୍ଭେ କୌଣସି କାର୍ୟ୍ଯ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସଠାେ ରେ କିଛି କାର୍ୟ୍ଯ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:2
ଲୋକମାନଙ୍କୁ ସୁସମାଚାର ପ୍ରଚାର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସମାନେେ କ'ଣ କରିବା ଉଚିତ, ସମାନେେ ଭୁଲ କଲା ବେଳେ ସମାନଙ୍କେୁ ଅନୁୟୋଗ କର ଓ ସମାନଙ୍କେୁ ଉତ୍ସାହ ଦିଅ। ଅତି ର୍ଧୈୟ୍ଯ ସହକା ରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ବାରା ଏହି ସମସ୍ତ ବିଷୟ କର।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:10
ପରମେଶ୍ବର ହିଁ ବୁଣିବା ଲୋକ ପାଇଁ ବୀଜ ଓ ଖାଇବା ପାଇଁ ଖାଦ୍ୟ ଯୋଗନ୍ତି। ସେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବୃଦ୍ଧି କରାଇବେ। ସେ ତୁମ୍ଭମାନଙ୍କ ଭଲ କାମ ଗୁଡ଼ିକ ପାଇଁ ବିପୁଳ ଫସଲ ହବୋକୁ ଦବେେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:6
ଏହି କଥାଟି ମନେ ରଖ ; ଯେଉଁ ଲୋକ ଅଳ୍ପ ବୁଣିବ, ସେ ଅଳ୍ପ କାଟିବ। ଯେଉଁ ଲୋକ ଅଧିକ ବୁଣିବ, ସେ ଅଧିକ କାଟିବ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:5
ଆପଲ୍ଲ କ'ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି ? ନା! ଆମ୍ଭେ କବଳେ ପ୍ରଭୁଙ୍କର ସବେକ ଅଟୁ। ଆମ୍ଭେ ତାହାଙ୍କଠା ରେ ବିଶ୍ବାସ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିଛୁ। ପ୍ରଭୁଙ୍କ ଦ୍ବାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପୂର୍ଣ୍ଣ କରିଛୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11:20
ଏହି ବିଶ୍ବାସୀମାନଙ୍କ ମଧିଅରେ କେତଜେଣ କୁପ୍ର ଓ କୁରୀଣୀର ଲୋକ ଥିଲେ। ସମାନେେ ଆନ୍ତିୟଖିଆକୁ ଆସି ଗ୍ରୀକମାନଙ୍କୁ ମଧ୍ଯ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଚ଼ାର ଦେଲେ।
ଯୋହନଲିଖିତ ସୁସମାଚାର 4:36
ବର୍ତ୍ତମାନ ମଧ୍ଯ ଯେଉଁ ଲୋକ ଶସ୍ଯ କାଟେ ତାକୁ ମଜୁରି ଦିଆ ଯାଉଛି। ସେ ଅନନ୍ତ ଜୀବନ ପାଇଁ ଶସ୍ଯ ସଂଗ୍ରହ କରୁଛି। ତେଣୁ ବୁଣାଳି ଓ କଟାଳି ଉଭୟ ମିଳି ଆନନ୍ଦିତ କରିବେ।
ମାର୍କଲିଖିତ ସୁସମାଚାର 4:26
ଯୀଶୁ ପୁଣି କହିଲେ, ପରମେଶ୍ବରଙ୍କ ରାଜ୍ଯ, ଜମି ରେ ବୀଜ ବୁଣୁଥିବା ଲୋକଟିଏ ଭଳି।
ଯିଖରିୟ 8:11
ଆମ୍ଭେ ପୁର୍ବରୁ ଯେପରି କରୁଥିଲୁ ସହେି ଅବଶିଷ୍ଟାଂଶଙ୍କ ସହିତ ସପରେି ବ୍ଯବହାର କରିବା ନାହିଁ। ଏହା ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି।
ହଗୟ 2:17
କାହିଁକି ଏହା ହେଲା? କାରଣ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦଲେୁ। ଗଛଗୁଡିକ ମାରିଦବୋକୁ ଆମ୍ଭେ ରୋଗ ପଠାଇଥିଲୁ। ତୁମ୍ଭ ହାତ ରେ ପ୍ରସ୍ତୁତ କରିଥିବା ଶସ୍ଯକୁ ଆମ୍ଭେ କୁଆପଥର ପକାଇ ନଷ୍ଟ କରିଥିଲୁ। ଆମ୍ଭେ ଏସବୁ କଲାପ ରେ ମଧ୍ଯ ସମାନେେ ଆମ୍ଭ ପାଖକୁ ଆସିଲେ ନାହିଁ।' ସଦାପ୍ରଭୁ ଏହିସବୁ କହିଲେ।
ହଗୟ 1:6
ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ଯ ଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପଟେ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀଯ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଚାହିଦା ପୂରଣ ପାଇଁ ୟଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ୟଥେଷ୍ଟ ନୁହେଁ। ତୁମ୍ଭମାନେେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡେ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁନାହଁ, ଯେପରିକି ତୁମ୍ଭ ପକଟେ ରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।
ହୋଶେୟ 10:12
ତୁମ୍ଭେ ଯଦି ଭଲପଣିଆ ବୁଣିବ ତବେେ ପ୍ରକୃତ ପ୍ ରମେ ଅମଳ କରିବ। ଭୂମିକୁ ହଳ କରିବ ଏବଂ ସଦାପ୍ରଭୁଙ୍କ ସହିତ ଅମଳ କରିବ। ପ୍ରଭୁ ଆସିବେ ଏବଂ ତୁମ୍ଭମାନଙ୍କ ଉପ ରେ ଭଲ ଜିନିଷ ବର୍ଷା ପରି ପକାଇବେ।
ଯିଶାଇୟ 55:10
ବୃଷ୍ଟି ଓ ହିମ ଯେପରି ଆକାଶରୁ ପୃଥିବୀକୁ ଆ ସେ, ପୁନର୍ବାର ଫରେି ୟାଏ ନାହିଁ ; ମାତ୍ର ଭୂମିକୁ ସିକ୍ତ କରେ ଓ ତାକୁ ଫଳବତୀ ଓ ତୃଣ ଆଦି ଉତ୍ପନ୍ନ କରାଏ, କୃଷିକାରୀକୁ ବୀଜ ବପନ କରିବା ରେ ସାହାୟ୍ଯ କରେ ଓ ଭୋଜନକାରୀକୁ ଶସ୍ଯ ଯୋଗାଏ।
ଉପଦେଶକ 9:1
ମୁଁ ଏହିସବୁ ବିଷଯ ରେ ମନୋନିବେଶ କରି ଅନୁସନ୍ଧାନ କଲି। ଧାର୍ମିକ ଓ ଜ୍ଞାନୀ, ଆଉ ସମାନଙ୍କେ କାର୍ୟ୍ଯ ପରମେଶ୍ବରଙ୍କ ହାତ ରେ। କହେି ଜାଣେ ନାହିଁ, ତାକୁ ପ୍ ରମେ କରାୟିବ କି ଘୃଣା କରାୟିବ। ଏସବୁ ଭବିଷ୍ଯତ ଉପ ରେ ନିର୍ଭର କରେ। ଏପରିକି ସମାନଙ୍କେର ପ୍ ରମେ ଓ ଘୃଣା ପରମେଶ୍ବରଙ୍କ ହାତ ରେ ଅଛି।