ଉପଦେଶକ 3:16 in Oriya

ଓଡିଆ ଓଡିଆ ବାଇବେଲ ଉପଦେଶକ ଉପଦେଶକ 3 ଉପଦେଶକ 3:16

Ecclesiastes 3:16
ପୁଣି ଥରେ ମୁଁ ସୂର୍ୟ୍ଯ ତଳେ ଆଉ ଗୋଟିଏ ଜିନିଷ ଦେଖିଲି: ନ୍ଯାଯ ସ୍ଥାନ ରେ, ଦୁଷ୍ଟତା ସଠାେ ରେ ଥିଲା, ଏବଂ ଯେଉଁଠା ରେ ଧାର୍ମିକତା ରହିବା ଉଚିତ୍ ଥିଲା, ସଠାେ ରେ ଜଣେ ଦୁରାଚାର ଥିଲା।

Ecclesiastes 3:15Ecclesiastes 3Ecclesiastes 3:17

Ecclesiastes 3:16 in Other Translations

King James Version (KJV)
And moreover I saw under the sun the place of judgment, that wickedness was there; and the place of righteousness, that iniquity was there.

American Standard Version (ASV)
And moreover I saw under the sun, in the place of justice, that wickedness was there; and in the place of righteousness, that wickedness was there.

Bible in Basic English (BBE)
And again, I saw under the sun, in the place of the judges, that evil was there; and in the place of righteousness, that evil was there.

Darby English Bible (DBY)
And moreover I saw under the sun, that in the place of judgment, wickedness was there; and in the place of righteousness, wickedness was there.

World English Bible (WEB)
Moreover I saw under the sun, in the place of justice, that wickedness was there; and in the place of righteousness, that wickedness was there.

Young's Literal Translation (YLT)
And again, I have seen under the sun the place of judgment -- there `is' the wicked; and the place of righteousness -- there `is' the wicked.

And
moreover
וְע֥וֹדwĕʿôdveh-ODE
I
saw
רָאִ֖יתִיrāʾîtîra-EE-tee
under
תַּ֣חַתtaḥatTA-haht
sun
the
הַשָּׁ֑מֶשׁhaššāmešha-SHA-mesh
the
place
מְק֤וֹםmĕqômmeh-KOME
of
judgment,
הַמִּשְׁפָּט֙hammišpāṭha-meesh-PAHT
wickedness
that
שָׁ֣מָּהšāmmâSHA-ma
was
there;
הָרֶ֔שַׁעhārešaʿha-REH-sha
and
the
place
וּמְק֥וֹםûmĕqômoo-meh-KOME
righteousness,
of
הַצֶּ֖דֶקhaṣṣedeqha-TSEH-dek
that
iniquity
שָׁ֥מָּהšāmmâSHA-ma
was
there.
הָרָֽשַׁע׃hārāšaʿha-RA-sha

Cross Reference

ଉପଦେଶକ 4:1
ପୁନରାଯ ବହୁତ ଲୋକ ଅତ୍ଯାଚାରିତ ହେଉଥିବାର ଓ କାନ୍ଦୁଥିବାର ମୁଁ ଦେଖିଲି। ମୁଁ ଦେଖିଲି ଯେ, ସମାନଙ୍କେୁ ସାନ୍ତ୍ବନା ଦବୋ ପାଇଁ କହେି ମଧ୍ଯ ନ ଥିଲେ। ମୁଁ କଷ୍ଟ ଭୋଗ କରୁଥିବା ଲୋକମାନଙ୍କୁ ମୁଁ ଦେଖିଲି ଓ ଶାସନ ରେ ଥିବା ଲୋକମାନଙ୍କର ନିଷ୍ଠୁରତା ମଧ୍ଯ ମୁଁ ଦେଖିଲି। ସମାନଙ୍କେ ଦ୍ବାରା ଆହତ ଲୋକମାନଙ୍କୁ କହେି ସାନ୍ତ୍ବନା ଦବୋକୁ ନ ଥିଲେ।

ଉପଦେଶକ 5:8
କେତକେ ଦେଶ ରେ ଯଦି ତୁମ୍ଭମାନେେ ଦେଖ ଯେ, ଲୋକମାନେ ଅତ୍ଯାଚାର କଲେ ଓ ନ୍ଯାଯ ବିଚାରକୁ ଅସ୍ବୀକାର କଲେ, ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ଯାଚାର କରନ୍ତି, ସମାନଙ୍କେ ଉପ ରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପ ରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।

ଯାକୁବଙ୍କ ପତ୍ 2:6
କିନ୍ତୁ ତୁମ୍ଭେ ଗରିବ ଲୋକଙ୍କୁ କୌଣସି ସମ୍ମାନ ଦେଉ ନାହଁ। ଏବଂ ତୁମ୍ଭେ ଜାଣିଛ ଯେ, ଧନୀ ଲୋକମାନେ ତୁମ୍ଭର ଜୀବନକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ଓ ସହେିମାନେ ତୁମ୍ଭକୁ କଚରେୀକୁ ଟାଣି ନଇେ ଯାଆନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:3
ପାଉଲ ହନାନିୟଙ୍କୁ କହିଲେ, ପରମେଶ୍ବର ତୁମ୍ଭକୁ ମଧ୍ଯ ଆଘାତ କରିବେ। ତୁମ୍ଭେ ଗୋଟିଏ ମଇଳା କାନ୍ଥ ପରି ଯାହା ଉପରେ ଧଳା ରଙ୍ଗ ବୋଳା ଯାଇଛି। ତୁମ୍ଭେ ବ୍ଯବସ୍ଥା ଅନୁଯାଯୀ ମାରେନ୍ଯାୟ କରିବା ପାଇଁ ବସିଛି, କିନ୍ତୁ ବ୍ଯବସ୍ଥା ବିରୁଦ୍ଧ ରେ ମାେତେ ଆଘାତ ଦବୋପାଇଁ ଆଦେଶ ଦେଉଛ। ଏହା ମାଶାଙ୍କେ ବ୍ଯବସ୍ଥା ବିରୁଦ୍ଧ।

ମାଥିଉଲିଖିତ ସୁସମାଚାର 26:59
ଯୀଶୁଙ୍କୁ ଯେପରି ମୃତ୍ଯୁଦଣ୍ଡ ଦଇେ ପାରିବେ, ସେଥିପାଇଁ ପ୍ରଧାନଯାଜକ ଓ ସଂପୂର୍ଣ୍ଣ ଯିହୂଦୀମହାସଭା ଯୀଶୁଙ୍କ ବିହୁଦ୍ଧ ରେ କିଛି ମିଛ ଅଭିଯୋଗ ଖାଜେି ବାହାର କରିବାକୁ ଚେଷ୍ଟା କଲେ।

ସିଫନିୟ 3:3
ୟିରୁଶାଲମର ନେତାମାନେ ଗର୍ଜିଲା ସିଂହ ପରି ଓ ତା'ର ବିଗ୍ଭରକମାନେ ସମତଳ ଭୂମିର ଭୋକିଲା ଗଧିଆ ପରି। ସମାନେେ ସକାଳକୁ କିଛି ରଖନ୍ତି ନାହିଁ।

ମୀଖା 7:3
ଲୋକମାନେ ଦୁଇ ହାତ ରେ ମନ୍ଦକାର୍ୟ୍ଯ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳଯ ରେ ସମାନଙ୍କେର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। ପ୍ରଧାନ ବ୍ଯକ୍ତିମାନେ ଉତ୍ତମ ଓ ନ୍ଯାଯ ବିଗ୍ଭର କରୁ ନାହିଁନ୍ତି। ସମାନେେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।

ମୀଖା 2:2
ସମାନେେ କ୍ଷତେ ଗ୍ଭହାଁନ୍ତି, ତାହା ଅନ୍ୟମାନଙ୍କଠାରୁ ହରଣ କରନ୍ତି। ସମାନେେ ଗୃହ ଗ୍ଭହାଁନ୍ତି, ଅନ୍ୟଠାରୁ ଛଡାଇ ନିଅନ୍ତି। ସମାନେେ ମଧ୍ଯ ଅନ୍ୟର ଗୃହ ଅପହରଣ କରିବାକୁ ଲୋକମାନଙ୍କୁ ଠକନ୍ତି। ଆଉ ମଧ୍ଯ ସମାନେେ ଲୋକମାନଙ୍କୁ ପ୍ରତାରଣା କରି ସମାନଙ୍କେର ଭୂମି ଅପହରଣ କରନ୍ତି।

ଯିଶାଇୟ 59:14
ଏଣୁ ସୁବିଚାର ପଛକୁ ହଟି ୟାଇଛି ଓ ଧର୍ମ ଦୂର ରେ ଠିଆ ହାଇେଅଛି। ଛକ ସ୍ଥାନ ରେ ସତ୍ଯତାର ପତନ ଘଟିଛି ଓ ସରଳତା ନଗର ମଧ୍ଯକୁ ପ୍ରବେଶ କରିପାରୁ ନାହିଁ।

ଗୀତସଂହିତା 94:21
ଯେଉଁ ବିଚାରକଗଣ ଭଲ ଲୋକମାନଙ୍କୁ ନ୍ଯାଯ ଦିଅନ୍ତି ନାହିଁ, ସମାନେେ କହନ୍ତି ନିରୀହ ଲୋକମାନେ ଦୋଷୀ ଏବଂ ସମାନଙ୍କେୁ ମରଣର ଆରୋପ କର।

ଗୀତସଂହିତା 82:2
ପରମେଶ୍ବର କହନ୍ତି, ତୁମ୍ଭମାନେେ କେତକୋଳ ପର୍ୟ୍ଯନ୍ତ ଅନ୍ଯାଯ ବିଚାର କରିବ ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ ?

ଗୀତସଂହିତା 58:1
ବିଚାରକଗଣ !ତୁମ୍ଭେ ନ୍ଯାଯ ଭାବରେ କୁହ କି ? ତୁମ୍ଭେ ଲୋକମାନଙ୍କର ଧର୍ମ ବିଚାର କର କି ?

ପ୍ରଥମ ରାଜାବଳୀ 21:9
ସହେି ପତ୍ର ରେ ସେ ଏହା ଲେଖିଥିଲେ: