ଉପଦେଶକ 3:4 in Oriya

ଓଡିଆ ଓଡିଆ ବାଇବେଲ ଉପଦେଶକ ଉପଦେଶକ 3 ଉପଦେଶକ 3:4

Ecclesiastes 3:4
କାନ୍ଦିବା ପାଇଁ ଏକ ସମୟ ଅଛି ଓ ହସିବା ପାଇଁ ମଧ୍ଯ ଏକ ସମୟ ଅଛି। ବିଳାପ ପାଇଁ ସମୟ ଅଛି ଓ ଖୁସି ରେ ନୃତ୍ଯ କରିବାର ପାଇଁ ମଧ୍ଯ ସମୟ ଅଛି।

Ecclesiastes 3:3Ecclesiastes 3Ecclesiastes 3:5

Ecclesiastes 3:4 in Other Translations

King James Version (KJV)
A time to weep, and a time to laugh; a time to mourn, and a time to dance;

American Standard Version (ASV)
a time to weep, and a time to laugh; a time to mourn, and a time to dance;

Bible in Basic English (BBE)
A time for weeping and a time for laughing; a time for sorrow and a time for dancing;

Darby English Bible (DBY)
A time to weep, and a time to laugh; A time to mourn, and a time to dance;

World English Bible (WEB)
A time to weep, And a time to laugh; A time to mourn, And a time to dance;

Young's Literal Translation (YLT)
A time to weep, And a time to laugh. A time to mourn, And a time to skip.

A
time
עֵ֤תʿētate
to
weep,
לִבְכּוֹת֙libkôtleev-KOTE
time
a
and
וְעֵ֣תwĕʿētveh-ATE
to
laugh;
לִשְׂח֔וֹקliśḥôqlees-HOKE
time
a
עֵ֥תʿētate
to
mourn,
סְפ֖וֹדsĕpôdseh-FODE
and
a
time
וְעֵ֥תwĕʿētveh-ATE
to
dance;
רְקֽוֹד׃rĕqôdreh-KODE

Cross Reference

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:15
ଯେତବେେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭମାନେେ ସମାନଙ୍କେ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲା ବେଳେ ତୁମ୍ଭମାନେେ ତାହାଙ୍କ ସହିତ ଦୁଃଖିତ ହୁଅ।

ଯାତ୍ରା ପୁସ୍ତକ 15:20
ଏହାପରେ ହାରୋଣର ଭଉଣୀ, ଭବିଷ୍ଯଦ୍ବକ୍ତୀ ମରିଯମ ଦ୍ବାରା ନେଲେ ଏବଂ ସମସ୍ତ ସ୍ତ୍ରୀ ଲୋକମାନେ ଦାରା ବଜାଇଲେ ଓ ନାଚିଲେ। ମରିଯମ ସମାନଙ୍କେୁ ଗାଇବା ରେ ଅନୁସରଣ କଲେ।

ଯୋହନଲିଖିତ ସୁସମାଚାର 16:20
ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନେେ କାନ୍ଦିବ ଓ ଦୁଃଖିତ ହବେ, କିନ୍ତୁ ଜଗତ ଆନନ୍ଦିତ ହବେ। ତୁମ୍ଭେ ଦୁଃଖୀ ହବେ, କିନ୍ତୁ ତୁମ୍ଭର ଦୁଃଖ ଆନନ୍ଦ ରେ ପରିଣତ ହବେ,

ଯାକୁବଙ୍କ ପତ୍ 4:9
ଦୁଃଖି ହୁଅ, ଦୁଃଖ ପ୍ରକାଶ କର ଓ କ୍ରନ୍ଦନ କର ! ତୁମ୍ଭର ହାସ୍ଯକୁ କ୍ରନ୍ଦନ ରେ ବଦଳାଇ ଦିଅ। ତୁମ୍ଭର ପ୍ରଫୁଲତାକୁ ଦୁଃଖ ରେ ବଦଳାଅ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:10
କାରଣ ଈଶ୍ବରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ବାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହବୋ ଆବଶ୍ଯକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ଯୁ ଆଣିଥାଏ।

ଗୀତସଂହିତା 126:5
ଜଣେ ଲୋକ ବିହନ ବୁଣିବା ସମଯରେ ଦୁଃଖ ପାଇଥାଏ, କିନ୍ତୁ ସେ ଅମଳ ସମଯରେ ବହୁତ ଖୁସି ହୁଏ।

ଗୀତସଂହିତା 30:5
ପରମେଶ୍ବର କୋର୍ଧିତ ହୁଅନ୍ତି। ତଣେୁ ତାଙ୍କର ନିଷ୍ପତ୍ତି ହିଁ ମୃତ୍ଯୁ। କିନ୍ତୁ ସେ ମାେ ପ୍ରତି କରୁଣା ପ୍ରଦର୍ଶନ କରି ମାେତେ ଜୀବନଦାନ ଦଇେଛନ୍ତି। ସାରା ରାତି ମୁଁ କାନ୍ଦୁଥିଲି। ତା'ପରଦିନ ସକାଳୁ ଦେଖିଲି, ମୁଁ ଖୁସିରେ ଗୀତ ବୋଲୁଛି।

ଲୂକଲିଖିତ ସୁସମାଚାର 6:21
ତୁମ୍ଭମାନେେ, ଯେଉଁମାନେ ଏବେ ଭୋକିଲା, ଧନ୍ଯ, କାରଣ ତୁମ୍ଭମାନେେ ପରିତୃପ୍ତ ହବେ। ରୋଦନ କରୁଛ ଯେ ତୁମ୍ଭମାନେେ, ତୁମ୍ଭମାନେେ ଏବେ ଧନ୍ଯ, କାରଣ ତୁମ୍ଭମାନେେ ଆନନ୍ଦ ରେ ଜୀବନଯାପନ କରିବ।

ଲୂକଲିଖିତ ସୁସମାଚାର 1:58
ତାହାଙ୍କର ପଡ଼ୋଶୀ ଓ ପରିବାରର ଲୋକେ ଶୁଣିଲେ ଯେ ପ୍ରଭୁ ତାହାଙ୍କ ଉପରେ ଅଶଷେ ଦୟା କରିଛନ୍ତି। ସମାନେେ ଏଲୀଶାବେଥଙ୍କ ପାଇଁ ଆନନ୍ଦିତ ହେଲେ।

ଲୂକଲିଖିତ ସୁସମାଚାର 1:13
କିନ୍ତୁ ସ୍ବର୍ଗଦୁତ ତାହାଙ୍କୁ କହିଲେ, ଜିଖରିୟ! ଭୟ କରନାହିଁ, ତୁମ୍ଭର ପ୍ରାର୍ଥନା ପରମେଶ୍ବର ଶଣୁଛନ୍ତି। ତୁମ୍ଭର ପତ୍ନୀ ଏଲୀଶାବେଥ ଗୋଟିଏ ପୁତ୍ର ସନ୍ତାନ ଜନ୍ମ କରିବେ। ତୁମ୍ଭମାନେେ ତାହାର ନାମ ଯୋହନ ରଖିବ।

ମାଥିଉଲିଖିତ ସୁସମାଚାର 11:17
'ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ। କିନ୍ତୁ ତୁମ୍ଭେ ନାଚିଲ ନାହିଁ। ଆମ୍ଭେ ଶୋକ ଗୀତ ଗାଇଲୁ, କିନ୍ତୁ ତୁମ୍ଭେ ବିଳାପ କଲ ନାହିଁ।'

ମାଥିଉଲିଖିତ ସୁସମାଚାର 9:15
ଯୀଶୁ ସମାନଙ୍କେୁ କହିଲେ, ବର ଯେପର୍ୟ୍ଯନ୍େତ ବରଯାତ୍ରୀମାନଙ୍କ ସହିତ ଥିବ, ସେ ପର୍ୟ୍ଯନ୍ତ ବରଯାତ୍ରୀମାନେ ଦୁଃଖ କରିବେ କି? କିନ୍ତୁ ଦିନ ଆସିବ ବରକୁ ତାହାଙ୍କଠାରୁ ଛଡଇେ ନିଆୟିବ। ସେତବେେଳେ ବରଯାତ୍ରୀମାନେ ଦୁଃଖୀ ହବେେ। ତାପରେ ସମାନେେ ଉପବାସ କରିବେ।

ଯିଶାଇୟ 22:12
ତେଣୁ ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକମୁଣ୍ଡନ ଓ କଟିଦେଶ ରେ ଚଟବସ୍ତ୍ର ପରିଧାନ କରିବାକୁ ଡ଼ାକି କହିଲେ।

ଗୀତସଂହିତା 126:1
ଯେତବେେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ବପ୍ନ ତୁଲ୍ଯ ଥିଲା।

ନିହିମିୟା 9:1
ସହେି ମାସ ଚବିଶ ଦିନ ରେ ଇଶ୍ରାୟେଲର ଲୋକମାନେ ଏକତ୍ରୀତ ହେଲେ। ସମାନେେ ଉପବାସ କରି ଦୁଃଖଦ ବସ୍ତ୍ର ପିନ୍ଧି ଏବଂ ସମାନଙ୍କେ ମୁଣ୍ତ ରେ କାଦୁଅ ବୋଳି ଏକତ୍ର ଠିଆ ହେଲେ।

ନିହିମିୟା 8:9
ଦଶାେଧ୍ଯକ୍ଷ ନିହିମିଯା, ଲିପିକାର ଓ ଯାଜକ ଏଜ୍ରା ଓ ଲବେୀୟମାନେ, ଯେଉଁମାନେ ବୁଝିବା ରେ ଲୋକମାନଙ୍କୁ ସାହାୟ୍ଯ କଲେ, ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଅଟେ। ଶୋକ କରନାହିଁ କି ରୋଦନ କରନାହିଁ। ସମାନେେ ଏହା କହିଲେ, କାରଣ ବ୍ଯବସ୍ଥା ବାକ୍ଯ ଶ୍ରବଣ କରନ୍ତେ ସମସ୍ତ ଲୋକ ରୋଦନ କଲେ।

ଦିତୀୟ ଶାମୁୟେଲ 6:16
ଶାଉଲଙ୍କ ଝିଅ ମୀଖଲ ଝରକା ରେ ଗ୍ଭହିଁ ଥିଲେ। ଯେତବେେଳେ ସେ ଦେଖିଲେ, ପବିତ୍ର ସିନ୍ଦକ୍ସ୍ଟକ ଦାଉଦ ନଗରକକ୍ସ୍ଟ ଆସିଲା, ଏବଂ ସେ ଯେତବେେଳେ ଦେଖିଲେ ଦାଉଦ ନିଜେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ନାଚକ୍ସ୍ଟଛନ୍ତି, ସେ ବ୍ଯତିବ୍ଯସ୍ତ ହେଲେ। ସେ ହୃଦଯ ରେ ତାଙ୍କୁ ତକ୍ସ୍ଟଚ୍ଛ ବୋଲି ଭାବିବାକକ୍ସ୍ଟ ଲାଗିଲେ।

ଆଦି ପୁସ୍ତକ 21:6
ଏବଂ ସାରା କହିଲା, ପରମେେଶ୍ବର ମାେ ନିମନ୍ତେ ହସ କଲେ ଏବଂ ଯେ ଏହା ଶୁଣିବ ସେ ମଧ୍ଯ ହସିବ।