ଉପଦେଶକ 5:17 in Oriya

ଓଡିଆ ଓଡିଆ ବାଇବେଲ ଉପଦେଶକ ଉପଦେଶକ 5 ଉପଦେଶକ 5:17

Ecclesiastes 5:17
ସେ ବିଷାଦ ରେ ତା'ର ଜୀବନ କଟାଇ ଦିଏ। ପୁଣି ସେ ଅତିଶଯ ବିରକ୍ତ ହୁଏ। ଆଉ ପିଡ଼ୀତ ଓ କ୍ରୋଧିତ ହୁଏ।

Ecclesiastes 5:16Ecclesiastes 5Ecclesiastes 5:18

Ecclesiastes 5:17 in Other Translations

King James Version (KJV)
All his days also he eateth in darkness, and he hath much sorrow and wrath with his sickness.

American Standard Version (ASV)
All his days also he eateth in darkness, and he is sore vexed, and hath sickness and wrath.

Bible in Basic English (BBE)
This is what I have seen: it is good and fair for a man to take meat and drink and to have joy in all his work under the sun, all the days of his life which God has given him; that is his reward.

Darby English Bible (DBY)
All his days also he eateth in darkness, and hath much vexation, and sickness, and irritation.

World English Bible (WEB)
All his days he also eats in darkness, he is frustrated, and has sickness and wrath.

Young's Literal Translation (YLT)
Also all his days in darkness he consumeth, and sadness, and wrath, and sickness abound.

All
גַּ֥םgamɡahm
his
days
כָּלkālkahl
also
יָמָ֖יוyāmāywya-MAV
eateth
he
בַּחֹ֣שֶׁךְbaḥōšekba-HOH-shek
in
darkness,
יֹאכֵ֑לyōʾkēlyoh-HALE
much
hath
he
and
וְכָעַ֥סwĕkāʿasveh-ha-AS
sorrow
הַרְבֵּ֖הharbēhahr-BAY
and
wrath
וְחָלְי֥וֹwĕḥolyôveh-hole-YOH
with
his
sickness.
וָקָֽצֶף׃wāqāṣepva-KA-tsef

Cross Reference

ଗୀତସଂହିତା 127:2
ତୁମ୍ଭମାନେେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା। କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ ନିଦ୍ରିତ ଅବସ୍ଥାରେ ମଧ୍ଯ ଯତ୍ନ ନିଅନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:30
ସେଥିପାଇଁ ତୁମ୍ଭମାନଙ୍କ ମଧିଅରେ ଅନକେ ଦୁର୍ବଳ ଓ ରୋଗୀ ଅଛନ୍ତି ଓ ଅନକେ ମୃତ ହେଲଣେି।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:23
େ ହରୋଦ ନିଜର ଏହି ପ୍ରଶଂସା ଶୁଣିଲେ, କିନ୍ତୁ ସେ ପରମେଶ୍ବରଙ୍କୁ ତାହାଙ୍କର ସମ୍ମାନ ଜଣାଇଲେ ନାହିଁ। ତେଣୁ ପ୍ରଭୁଙ୍କର ଜଣେ ଦୂତ ହଠାତ୍ ତାହାଙ୍କୁ ଆଘାତ କଲେ ଓ ତାହାଙ୍କ ଶରୀରକୁ କୀଟମାନେ ଖାଇଲେ। ଶଷେ ରେ ସେ ମୃତ୍ଯୁବରଣ କଲେ।

ଯିହିଜିକଲ 4:16
ତା'ପ ରେ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଆମ୍ଭେ ୟିରୁଶାଲମକୁ ଖାଦ୍ୟ ଯୋଗଣ ବନ୍ଦ କରିବା। ସମାନେେ ଉତ୍କଣ୍ଠା ରେ ସୀମିତ ପରିମାଣର ଅନ୍ନ ଭୋଜନ କରିବେ ଓ ମହାଭୟ ରେ ସୀମିତ ପରିମାଣ ରେ ଜଳପାନ କରିବେ।

ହିତୋପଦେଶ 1:27
ପ୍ରଚଣ୍ଡ ଝଡ଼ପରି ତୁମ୍ଭମାନଙ୍କର ଧ୍ବଂସ ଆସିବ। ଏହା ତୁମ୍ଭକୁ ଆଘାତ କରିବ ଏବଂ ଘୂର୍ଣ୍ଣିବାଯୁ ପରି ତୁମ୍ଭକୁ ପୋଡି଼ ପକାଇବ। ତୁମ୍ଭମାନଙ୍କର ଅସୁବିଧା ଓ ଦୁଃଖ ତୁମ୍ଭମାନଙ୍କର ବୋଝ ହବେ।

ଗୀତସଂହିତା 102:9
ମାରେ ଦୁଃଖ ହିଁ ଏକମାତ୍ର ଭୋଜନ। ମାରେ ପଯେଦ୍ରବ୍ଯ ଅଶ୍ରୁଜଳ ସଙ୍ଗେ ମିଶିଅଛି।

ଗୀତସଂହିତା 90:7
ହେ ପରମେଶ୍ବର, ତୁମ୍ଭ କୋର୍ଧରେ ଆମ୍ଭମାନେେ କ୍ଷଯ ହେଉ। ପୁଣି ତୁମ୍ଭ କୋର୍ଧ ଆମ୍ଭଙ୍କୁ ଭୟଭୀତ କରେ।

ଗୀତସଂହିତା 78:33
ପରମେଶ୍ବର ସମାନଙ୍କେର ଦିନଗୁଡ଼ିକୁ ନିଶ୍ବାସ ପରି ଶୀଘ୍ର ସମାପ୍ତ କଲେ। ସେ ସମାନଙ୍କେର ବର୍ଷଗୁଡ଼ିକୁ ହଠାତ୍ ଦୁର୍ବିପାକରେ ସମାପ୍ତି କଲେ।

ଆୟୁବ ପୁସ୍ତକ 21:25
କିନ୍ତୁ ଅନ୍ୟ ଜଣେ ବ୍ଯକ୍ତି କଟୁ ଆତ୍ମା ସହିତ କଠିନ ଜୀବନ ପରେ ମ ରେ, ସେ କେତବେେଳେ ମଙ୍ଗଳର ସ୍ବାଦ ପାଇପା ରେ ନାହିଁ।

ଦିତୀୟ ବଂଶାବଳୀ 24:24
ଅରାମୀଯ ସୈନ୍ଯଦଳ ନିଜ ସହିତ ଲୋକମାନଙ୍କର ଏକ କ୍ଷୁଦ୍ରଦଳକୁ ନଇେ ଆସିଥିଲେ କିନ୍ତୁ ସଦାପ୍ରଭୁ ସମାନଙ୍କେୁ ଯିହୁଦାର ବୃହତ୍ ସୈନ୍ଯଦଳ ଉପରେ ବିଜଯଲାଭ କରିବାକୁ ଦେଲେ। ସଦାପ୍ରଭୁ ଏହିପରି କଲେ, କାରଣ ଯିହୁଦାର ଲୋକମାନେ ସମାନଙ୍କେ ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ବରଙ୍କର ଅନୁଗାମୀ ହାଇେଥିଲେ, ସମାନେେ ତାଙ୍କୁ ପରିତ୍ଯାଗ କରିଥିଲେ। ତେଣୁ ଯୋୟାଶ୍ ଦଣ୍ଡିତ ହେଲେ।

ଦିତୀୟ ବଂଶାବଳୀ 16:10
ହନାନି ଏହିପରି କଥା କହିବାରୁ ଆସା ତାଙ୍କ ଉପରେ କୋର୍ଧ କଲେ। ଆସା ଏତେ ରାଗିଗଲେ ଯେ, ସେ ହାନାନିଙ୍କୁ ବନ୍ଦୀଶାଳା ରେ ନିକ୍ଷପେ କଲେ। ସହେି ସମୟରେ ଆସା ଆଉ କେତଜେଣ ବ୍ଯକ୍ତିଙ୍କ ପ୍ରତି ମଧ୍ଯ ନିଷ୍ଠୁର ଥିଲେ।

ଦିତୀୟ ରାଜାବଳୀ 5:27
ଏଣୁ ନାମାନ୍ର ଚର୍ମ ରୋଗ ତୁମ୍ଭଠା ରେ ଓ ତୁମ୍ଭ ବଂଶଠା ରେ ଚିରକାଳ ପର୍ୟ୍ଯନ୍ତ ଲାଗି ରହିବ।

ଦିତୀୟ ରାଜାବଳୀ 1:6
ତହୁଁ ବାର୍ତ୍ତାବହମାନେ ଅହସିଯଙ୍କୁ କହିଲେ, ଜଣେ ଲୋକ ଆମ୍ଭକୁ ସାକ୍ଷାତ କରିବାକୁ ଆସିଲେ ଓ କହିଲେ, ତୁମ୍ଭ ରାଜାଙ୍କ ପାଖକୁ ଫରେିୟାଅ ଓ ତାଙ୍କୁ କୁହ, ସଦାପ୍ରଭୁ କୁହନ୍ତି, 'ଇଶ୍ରାୟେଲ ରେ କ'ଣ ପରମେଶ୍ବର ନାହାଁନ୍ତି? ତବେେ ତୁମ୍ଭେ କାହିଁକି ବାର୍ତ୍ତାବହମାନଙ୍କୁ ଇକୋର୍ଣର ଦବେତା ବାଲ-ସବୂବଙ୍କୁ ପଗ୍ଭରିବାକୁ ପଠାଇଅଛ? ତେଣୁ ତୁମ୍ଭେ ଆଉ ଶୟ୍ଯାରୁ ଉଠିବ ନାହିଁ, ସହେିଠା ରେ ମରିବ।'

ଦିତୀୟ ରାଜାବଳୀ 1:2
ଏକଦା ଅହସିଯ ତାଙ୍କର ଶମରିଯାସ୍ଥିତ ଗୃହର ଛାତ ଉପରୁ ଝରକା ଦଇେ ପଡି ଆହତ ହେଲ। ସେ ସଙ୍ଗେ ସଙ୍ଗେ ଦୂତମାନଙ୍କୁ ଆଦେଶ ଦେଲେ, ୟାଅ, ମୁଁ ଏହି ଆଘାତରୁ ଆରୋଗ୍ଯ ଲାଭ କରିବି କି ନାହିଁ। ଏହା ଇକୋର୍ଣର ଯାଜକ ବାଲ-ସବୂବଙ୍କୁ ଅନୁସନ୍ଧାନ କରି ପଗ୍ଭର।

ପ୍ରଥମ ରାଜାବଳୀ 17:12
ବିଧବାଟି ଉତ୍ତର ଦଲୋ, ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ନାମ ରେ ମୁଁ ପ୍ରତିଜ୍ଞା କରି କହୁଛି, ମାେ ପାଖ ରେ ଖଣ୍ଡେ ହେଲେ ରୁଟୀ ନାହିଁ, କବଳେ କଳସ ରେ ମୁଠିଏ ମଇଦା ଓ ପାତ୍ର ରେ ଅଳ୍ପ ତଲେ ଅଛି। ଆଉ ଦେଖ, ମୁଁ ଦୁଇଖଣ୍ତ କାଠ ସଂଗ୍ରହ କରୁଛି, ତାକୁ ନେଲେ ମାେ ପାଇଁ ଓ ମାେ ପୁତ୍ର ପାଇଁ ପାକ କରି ଖାଇବୁ ଓ ତା'ପରେ କ୍ଷୁଧା ରେ ମରିବୁ।

ଆଦି ପୁସ୍ତକ 3:17
ଏହାପର ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ କହିଲେ, ମୁଁ ତୁମ୍ଭକୁ ସହେି ବୃକ୍ଷର ଫଳ ନ ଖାଇବା ପାଇଁ ନିର୍ଦ୍ଦେଶ ଦଇେଥିଲି କିନ୍ତୁ ତୁମ୍ଭେ ତୁମ୍ଭର ସ୍ତ୍ରୀଙ୍କ କଥା ଶୁଣିଲ ଏବଂ ସହେି ଫଳ ଖାଇଲ। ତେଣୁ ତୁମ୍ଭ ଯୋଗୁଁ ଭୂମି ଶାପଗ୍ରସ୍ଥ ହେଲା, ତୁମ୍ଭେ ତୁମ୍ଭର ୟାବଜ୍ଜୀବନ କ୍ଲେଶ ରେ ତହିଁରୁ ଭକ୍ଷ କରିବ।