ଉପଦେଶକ 8:2 in Oriya

ଓଡିଆ ଓଡିଆ ବାଇବେଲ ଉପଦେଶକ ଉପଦେଶକ 8 ଉପଦେଶକ 8:2

Ecclesiastes 8:2
ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ତୁମ୍ଭେ ସର୍ବଦା ରାଜାଆଜ୍ଞା ପାଳନ କର। ତୁମ୍ଭେ ଏପରି କର କାରଣ ତୁମ୍ଭେ ପରମେଶ୍ବରଙ୍କଠା ରେ ତାହା କରିବାକୁ ପ୍ରତିଜ୍ଞା କରିଅଛ।

Ecclesiastes 8:1Ecclesiastes 8Ecclesiastes 8:3

Ecclesiastes 8:2 in Other Translations

King James Version (KJV)
I counsel thee to keep the king's commandment, and that in regard of the oath of God.

American Standard Version (ASV)
I `counsel thee', Keep the king's command, and that in regard of the oath of God.

Bible in Basic English (BBE)
I say to you, Keep the king's law, from respect for the oath of God.

Darby English Bible (DBY)
I [say], Keep the king's commandment, and [that] on account of the oath of God.

World English Bible (WEB)
I say, "Keep the king's command!" because of the oath to God.

Young's Literal Translation (YLT)
I pray thee, the commandment of a king keep, even for the sake of the oath of God.

I
אֲנִי֙ʾăniyuh-NEE
counsel
thee
to
keep
פִּיpee
king's
the
מֶ֣לֶךְmelekMEH-lek
commandment,
שְׁמֹ֔רšĕmōrsheh-MORE
regard
in
that
and
וְעַ֕לwĕʿalveh-AL

דִּבְרַ֖תdibratdeev-RAHT
of
the
oath
שְׁבוּעַ֥תšĕbûʿatsheh-voo-AT
of
God.
אֱלֹהִֽים׃ʾĕlōhîmay-loh-HEEM

Cross Reference

ପ୍ରଥମ ରାଜାବଳୀ 2:43
ତୁମ୍ଭେ ସଦାପ୍ରଭୁଙ୍କ ପ୍ରତିଜ୍ଞା ଓ ମାରେ ଆଜ୍ଞା କାହିଁକି ପାଳନ କଲ ନାହିଁ?

ଯାତ୍ରା ପୁସ୍ତକ 22:11
ତବେେ ସେ ପ୍ରତିବେଶୀର ଦ୍ରବ୍ଯ ରେ ହସ୍ତ ଦଇେଅଛି କି ନାହିଁ, ଏ ବିଷଯ ରେ ଉଭୟଙ୍କ ମଧିଅରେ ସଦାପ୍ରଭୁଙ୍କର ଶପଥ ହବେ। ପଶୁର ମାଲିକ ସହେି ଶପଥ ଗ୍ରହଣ କରିବ। ପୁଣି ସେ ପରିଶାଧେ କରିବ ନାହିଁ।

ଦିତୀୟ ଶାମୁୟେଲ 21:7
ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପକ୍ସ୍ଟତ୍ର ମଫୀବୋଶତକକ୍ସ୍ଟ ରାଜା ରକ୍ଷା କଲେ। ଯେ ହତେକ୍ସ୍ଟ ସମାନଙ୍କେ ମଧିଅରେ ଅର୍ଥାତ୍ ଦାଉଦ ଓ ଶାଉଲଙ୍କର ପକ୍ସ୍ଟତ୍ର ଯୋନାଥନ ମଧିଅରେ ସଦାପ୍ରଭୁଙ୍କ ଶପଥ ଥିଲା।

ପ୍ରଥମ ବଂଶାବଳୀ 29:24
ସମସ୍ତ ନେତାଗଣ, ସୈନ୍ଯଗଣ ଓ ରାଜା ଦାଉଦଙ୍କର ପୁତ୍ରଗଣ ଶଲୋମନଙ୍କୁ ରାଜାରୂପେ ସ୍ବୀକାର କଲେ ଓ ତାଙ୍କର ବାଧ୍ଯ ହେଲେ।

ହିତୋପଦେଶ 24:21
ହେ ମାରେ ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର। ସହେି ଲୋକମାନଙ୍କ ସହିତ ଜଡିତ ହୁଅ ନାହିଁ। ଯେଉଁମାନେ ସମାନଙ୍କେର ବିପକ୍ଷ ରେ ଅଛନ୍ତି।

ଯିହିଜିକଲ 17:13
ଏବଂ ସେ ଏକ ରାଜସ୍ବ ନଇେ ତାକୁ ଶପଥ କରାଇ ତା' ସହିତ ଏକ ଚୁକ୍ତି କଲେ ଏବଂ ସେ ମହତ୍ତ୍ବପୂର୍ଣ୍ଣ ଲୋକମାନଙ୍କୁ ନଇଗେଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:1
ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:1
ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ : ସମାନେେ ସରକାରୀ ଅଧିକାରୀମାନଙ୍କ ଅଧୀନ ରେ ରୁହନ୍ତୁ, ସମାନଙ୍କେ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ ;

ପିତରଙ୍କ ପ୍ରଥମ ପତ୍ 2:13
ଏହି ଜଗତ ରେ କ୍ଷମତାପ୍ରାପ୍ତ ଲୋକଙ୍କ ଆଜ୍ଞା ପାଳନ କର। ପ୍ରଭୁଙ୍କ ଲାଗି ଏହା କର। ସର୍ବୋଚ୍ଚ ଶାସନକର୍ତ୍ତା ରାଜାଙ୍କ ଆଜ୍ଞା ପାଳନ କର।