ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:23 in Oriya

ଓଡିଆ ଓଡିଆ ବାଇବେଲ ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:23

Ephesians 4:23
ମାତ୍ର, ତୁମ୍ଭମାନଙ୍କୁ ହୃଦୟ ରେ ଓ ଭାବନା ରେ ନୂତନ ହବୋକୁ ପଡ଼ିବ।

Ephesians 4:22Ephesians 4Ephesians 4:24

Ephesians 4:23 in Other Translations

King James Version (KJV)
And be renewed in the spirit of your mind;

American Standard Version (ASV)
and that ye be renewed in the spirit of your mind,

Bible in Basic English (BBE)
And be made new in the spirit of your mind,

Darby English Bible (DBY)
and being renewed in the spirit of your mind;

World English Bible (WEB)
and that you be renewed in the spirit of your mind,

Young's Literal Translation (YLT)
and to be renewed in the spirit of your mind,

be
ἀνανεοῦσθαιananeousthaiah-na-nay-OO-sthay
renewed
And
δὲdethay
in
the
τῷtoh
spirit
πνεύματιpneumatiPNAVE-ma-tee

mind;
τοῦtoutoo
of
νοὸςnoosnoh-OSE
your
ὑμῶνhymōnyoo-MONE

Cross Reference

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:2
ଏହାପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗ ରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତବେେ ପରମେଶ୍ବର ତୁମ୍ଭମାନଙ୍କ ପାଇଁ କ'ଣ ଇଛା କରନ୍ତି, ତୁମ୍ଭମାନେେ ଜାଣିପାରିବ। ତୁମ୍ଭମାନେେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡିକ ଭଲ, ପରମେଶ୍ବରଙ୍କୁ ପ୍ରିୟ ଓ ସିଦ୍ଧ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:6
ଯଦି ଜଣେ ଲୋକର ବିଚ୍ଭାର ପାପପୂର୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହୁଏ, ତା ହେଲେ ଆତ୍ମିକ ମୃତ୍ଯୁ ହୁଏ। କିନ୍ତୁ ଯଦି ଜଣକର ବିଚ୍ଭାର ଆତ୍ମା ଦ୍ବାରା ନିୟନ୍ରିତ ହୁଏ, ତା ହେଲେ ସଠାେରେ ଜୀବନ ଓ ଶାନ୍ତି ଅଛି।

ଯିହିଜିକଲ 36:26
ପରମେଶ୍ବର କହିଲେ, ଆଉ ମୁଁ ତମ୍ଭମାନଙ୍କୁ ଏକ ନୂତନ ଆତ୍ମା ଦବେି। ତୁମ୍ଭମାନଙ୍କ ମାଂସ ମଧ୍ଯରୁ ପ୍ରସ୍ତରମଯ ହୃଦଯ କାଢ଼ି ନବେି ଓ ମୁଁ ତୁମ୍ଭମାନଙ୍କୁ ମାଂସମୟ କୋମଳ ହୃଦଯ ଦବେି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:10
ତୁମ୍ଭମାନେେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନ ରେ ତୁମ୍ଭମାନେେ ନୂଆ ହେଉଅଛ। ତୁମ୍ଭମାନେେ ତୁମ୍ଭମାନଙ୍କର ସହେି ସୃଷ୍ଟିକର୍ତ୍ତାଙ୍କ ଭଳି ହାଇଯୋଉଛ। ଏହି ନୂତନ ଜୀବନ ଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:5
ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।

ପିତରଙ୍କ ପ୍ରଥମ ପତ୍ 1:13
ଆତ୍ମସଂୟମୀ ହୁଅ ଓ ନିଜ ମନକୁ ସବୋକାର୍ୟ୍ଯ ପାଇଁ ପ୍ରସ୍ତୁତ କର। ଯୀଶୁଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ୍ ପ୍ରତି ବର୍ତ୍ତିବ, ସେଥି ରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ।

ଗୀତସଂହିତା 51:10
ହେ ପରମେଶ୍ବର, ମାେ ଅନ୍ତରେ ଏକ ପବିତ୍ର ଆତ୍ମା ସୃଷ୍ଟି କର !ମାେତେ ଗୋଟିଏ ନୂଆ ଓ ବିଶ୍ବସ୍ତ ଆତ୍ମା ଦିଅ।

ଯିହିଜିକଲ 18:31
ତୁମ୍ଭମାନେେ ତୁମ୍ଭମାନଙ୍କର ସମସ୍ତ ପାପ ଦୂର କରିଦିଅ। ନିଜର ଅନ୍ତଃକରଣ ଓ ଆତ୍ମାକୁ ନୂତନ ଭାବରେ ପ୍ରସ୍ତୁତ କର। ଆଉ ହେ ଇଶ୍ରାୟେଲ ବଂଶ, ତୁମ୍ଭମାନେେ ନିଜେ ତୁମ୍ଭମାନଙ୍କର ମୃତ୍ଯୁର କାରଣ ହୁଅ ନାହିଁ।

ଯିହିଜିକଲ 11:19
ଏବଂ ଆମ୍ଭେ ସମାନଙ୍କେୁ ଏକ ହୃଦଯ ଦବୋ ଓ ସମାନଙ୍କେର ଅନ୍ତର ରେ ଏକ ନୂତନ ଆତ୍ମା ସ୍ଥାପନ କରିବା। ଆମ୍ଭେ ସମାନଙ୍କେଠାରୁ କଠିନ ହୃଦଯ ଦୂର କରି, ସମାନଙ୍କେୁ କୋମଳ ହୃଦଯ ଦବୋ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:10
ଆମ୍ଭେ ଯାହା, ତାହା କବଳେ ପରମେଶ୍ବରଙ୍କ ଦ୍ବାରା ହାଇେଅଛୁ। ଆମ୍ଭେ ଯେପରି ଭଲ କାମ କରିପାରୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧିଅରେ ନୂତନ ବ୍ଯକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ଯ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସହେି ଭଲକାମ କରି ଜୀବନଯାପନ କରିବା।