ଏଷ୍ଟର ବିବରଣ 9

1 ଅଦର ନାମକ ଦ୍ବାଦଶ ମାସ ରେ ତ୍ରଯୋଦଶ ଦିନ ରେ ରାଜା ଆଜ୍ଞା ଓ ନିଯମର ସିଧି ସମୟ ନିକଟତର ହେଲା। ଅର୍ଥାତ୍ ଯେଉଁଦିନ ୟିହୁଦୀଯମାନଙ୍କ ଶତୃଗଣ ସମାନଙ୍କେ ଉପରେ କତ୍ତୁର୍ତ୍ବ କରିବାକୁ ଅପେକ୍ଷା କରିଥିଲେ। ସହେିଦିନ ଏପରି ବିପରୀତ ଘଟଣା ହେଲା, ଯେ ୟିହୁଦୀଯମାନେ ନିଜର ଘୃଣାକାରୀମାନଙ୍କ ଉପରେ କତ୍ତୁର୍ତ୍ବ କଲେ।

2 ସହେି ସମୟରେ, ରାଜା ଅକ୍ଷଶ୍ବରେଶଙ୍କର ରାଜ୍ଯର ସମସ୍ତ ନଗର ରେ ୟିହୁଦୀଯମାନେ ସମାନଙ୍କେୁ କ୍ଷତି କରିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ବିରୁଦ୍ଧ ରେ ପ୍ରତିବାଦ କରିବାକୁ ଏକତ୍ରୀତ ହେଲେ। ପୁଣି ସମାନଙ୍କେ ସମ୍ମୁଖ ରେ କହେି ଠିଆ ହାଇପୋରିଲେ ନାହିଁ, କାରଣ ସମୁଦାଯ ଲୋକେ ସମାନଙ୍କେୁ ଭୟ କରୁଥିଲେ।

3 ପ୍ରଦେଶ ଅଧିପତି ଓ କ୍ଷତିପାଳ, ଶାସନକର୍ତ୍ତା ଓ ରାଜ କର୍ମଗ୍ଭରୀମାନେ ୟିହୁଦୀଯମାନଙ୍କୁ ସାହାୟ୍ଯ କଲେ। କାରଣ ସମାନେେ ମର୍ଦ୍ଦଖଯକୁ ଭୟ କରୁଥିଲେ।

4 କାରଣ ମର୍ଦ୍ଦଖଯ ରାଜଗୃହ ମଧିଅରେ ଶକ୍ତିଶାଳୀ ଥିଲା ଓ ତାହାର ୟଶ ସର୍ବପ୍ରଦେଶ ରେ ପ୍ରଗ୍ଭରିତ ହେଲା ଏବଂ ମର୍ଦ୍ଦଖଯ ଲଗାତର ଭାବରେ ଅଧିକରୁ ଅଧିକ ଶକ୍ତିଶାଳୀ ହେଉଥିଲା।

5 ୟିହୁଦୀଯମାନେ ସମାନଙ୍କେର ସମସ୍ତ ଶତୃଙ୍କୁ ଖଣ୍ତା ରେ ହାଣି ବିନାଶ କଲେ। ସମାନେେ ସମାନଙ୍କେର ଘୃଣାକାରୀଗଣ ପ୍ରତି ମନ ଇଚ୍ଛା ବ୍ଯବହାର କଲେ।

6 ଏହିପରି ୟିହୁଦୀଯମାନେ ଶୂଶନ ରାଜଧାନୀ ରେ 500 ଲୋକଙ୍କୁ ବଧ ଓ ବିନାଶ କଲେ।

7 ପୁଣି ପର୍ଶନ୍ଦାଥ ଓ ଦଲ୍ଫୋନ୍ ଓ ଅସ୍ପାଥଙ୍କୁ ୟିହୁଦୀଯମାନେ ହତ୍ଯା କଲେ।

8 ପୋରାଥ, ଅଦଲୀଯ, ଓ ଅରିଦାଥ।

9 ପର୍ମସ୍ତ ଓ ଅରୀଷଯ, ଅରୀଦଯ ଓ ବଯିଷାଥ।

10 ୟିହୁଦୀଯମାନଙ୍କର ଶତୃ ହମ୍ମଦାଥାର ପୁତ୍ର ହାମନର ଏହି ଦଶ ପୁତ୍ରଙ୍କୁ ସମାନେେ ବଧ କଲେ। ମାତ୍ର ଲୁଟ କରିବାକୁ ସମାନେେ ଇଛା କଲନୋହିଁ।

11 ସହେିଦିନ କେତଜେଣ ଲୋକଙ୍କୁ ରାଜଧାନୀ ଶୂଶନ ରେ ହତ୍ଯା କରାୟାଇଥିଲା, ଏହା ରାଜାଙ୍କୁ କୁହାଗଲା।

12 ତେଣୁ ରାଜା ରାଣୀ ଏଷ୍ଟରଙ୍କୁ କହିଲେ, ୟିହୁଦୀଯମାନେ 500 ଲୋକଙ୍କୁ ଶୂଶନ ରେ ହତ୍ଯା କରିଛନ୍ତି, ସମାନଙ୍କେ ମଧିଅରେ ହାମନର ଦଶପୁତ୍ର ଅନ୍ତଭୁର୍କ୍ତ। ସମାନେେ ଅନ୍ୟ ପ୍ରଦେଶ ରେ ଯାହା କରିଛନ୍ତି ଟିକେ ଚିନ୍ତା କର! ବର୍ତ୍ତମାନ ମାେତେ କଣ କରିବାକୁ ହବେ ବୋଲି ତୁମ୍ଭମାନେେ ଗ୍ଭହୁଁଛ? ମାେତେ କୁହ ଏବଂ ମୁଁ ତାହା କରିବି।

13 ଏଷ୍ଟର କହିଲେ, ଯଦି ଏହା ରାଜାଙ୍କୁ ଉତ୍ତମ ବୋଲି ଜଣା ପଡୁଛି, ତବେେ ଆଜି ପରି କାଲି ମଧ୍ଯ ଶୂଶନ ରେ ହେଉ। ଏବଂ ହାମନର ଦଶପୁତ୍ରଙ୍କୁ ଫାଶିକାଠ ରେ ଟଙ୍ଗାୟାନ୍ତୁ।

14 ତାପରେ ରାଜା କହିଲେ, ସହେିପରି ହେଉ! ଏବଂ ଶୂଶନ ରେ ଏହି ଆଦେଶ ଦିଆଗଲା। ଏବଂ ସମାନେେ ହାମନର ଦଶପୁତ୍ରଙ୍କୁ ଫାଶିକାଠ ରେ ଟଙ୍ଗାଇ ଦେଲେ।

15 ୟିହୁଦୀଯମାନେ ତଚୁର୍ଦ୍ଦଶ ଦିନ ରେ ମଧ୍ଯ ସଠାେରେ ଏକତ୍ରୀତ ହେଲେ। ଅଦର ମାସ ରେ ସମାନେେ ଶୂଶନ ରେ 300 ଲୋକଙ୍କୁ ହତ୍ଯା କଲେ। କିନ୍ତୁ ସମାନେେ ସମାନଙ୍କେର ଦ୍ରବ୍ଯ ଲୁଣ୍ଠନ କଲେ ନାହିଁ।

16 ସହେି ସମୟରେ, ଅନ୍ୟ ପ୍ରଦେଶ ରେ ବାସ କରୁଥିବା ୟିହୁଦୀମାନେ ନିଜକୁ ଅଧିକ ଶକ୍ତି ଶାଳୀ କରିବା ପାଇଁ ଏକତ୍ରୀତ ହେଲେ। ଏହିପରି ଭାବରେ ସମାନେେ ସମାନଙ୍କେର ଶତୃମାନଙ୍କୁ ଜଯ କରିପାରିଲେ। ୟିହୁଦୀଯମାନେ ସମାନଙ୍କେର 75,000 ଶତୃମାନଙ୍କୁ ହତ୍ଯା କଲେ। କିନ୍ତୁ ୟିହୁଦୀଯମାନେ ସମାନଙ୍କେର ଧନ ଲୁଣ୍ଠନ କଲେ ନାହିଁ।

17 ଏହି ସମସ୍ତ ଅଦର ମାସର ତ୍ରଯୋଦଶ ଦିନ ରେ ହେଲା ପୁଣି ସହେି ମାସର ଚତୁର୍ଦ୍ଦଶ ଦିନ ରେ ସମାନେେ ବିଶ୍ରାମ କରି ତାହା ଭୋଜନପାନ ଓ ଆନନ୍ଦ କରିବାର ଦିନ କଲେ।

18 ମାତ୍ର ଶ୍ବଶନ ରେ ବାସ କରୁଥିବା ୟିହୁଦୀଯମାନେ ସହେି ମାସର ତ୍ରଯୋଦଶ ଓ ଚତୁର୍ଦ୍ଦଶ ଦିନ ରେ ଏକତ୍ରୀତ ହେଲେ। ସହେି ମାସର ପଞ୍ଚଦଶ ଦିନ ରେ ବିଶ୍ରାମ କରି ତାହା ଭୋଜନ ପାନର ଓ ଆନନ୍ଦର ଦିନ କଲେ।

19 ଏଥି ନିମନ୍ତେ ଗ୍ରାମର ଏବଂ ପ୍ରଦେଶ ଘରେି ରହିଥିବା ନଗର ନିବାସୀ ୟିହୁଦୀଯମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ, ଭୋଜନପାନର ଦିବସ ଭାବେ ପାଳନ କରନ୍ତି, ଯେଉଁଥି ରେ ସମାନେେ ଜଣେ ଅନ୍ୟଜଣକୁ ଉପହାର ପଠାନ୍ତି।

20 ଏହାପରେ ମର୍ଦ୍ଦଖଯ ଏହିସବୁ ବିଷଯ ଲେଖିଲା ଓ ଅକ୍ଷଶ୍ବରେଶ ରାଜାର ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶ ରେ ଥିବା ସମସ୍ତ ୟିହୁଦୀମାନଙ୍କ ନିକଟକୁ ପଠାଇଲା।

21 ଆଉ ଯେଉଁ ଦୁଇ ଦିନ ୟିହୁଦୀମାନେ ଆପଣାମାନଙ୍କ ଶତୃଗଣଠାରୁ ବିଶ୍ରାମ ପାଇଲେ, ଯେଉଁ ମାସ ରେ ସମାନଙ୍କେର ଦୁଃଖ ସୁଖ ରେ ଓ ଶାେକ ମଙ୍ଗଳ ଦିନ ରେ ପରିଗତ ହେଲା।

22 ସେ ଆଦେଶ ଦେଲେ ଯେ, ସମାନେେ ସହେି ଦିନଗୁଡିକ ପାଳନ କରିବେ, ଯେତବେେଳେ ସମାନେେ ଶତୃମାନଙ୍କଠାରୁ ଆଶ୍ବସ୍ତ ପାଇଲେ ଏବଂ ସମାନଙ୍କେର ଦୁଃଖ ଏବଂ ଶୋକ, ଆନନ୍ଦ ଓ ଉତ୍ସବ ରେ ବଦଳି ଗଲା, ଯେ ହତେୁ ଭୋଜିର ଦିନ, ଆନନ୍ଦର ଦିନ ରେ ଜଣେ ଅନ୍ୟ ଜଣ ପାଖକୁ ଉପହାର ପଠାଇବେ ଏବଂ ପ୍ରେତ୍ୟକକ ବର୍ଷ ଗରିବ ଲୋକମାନଙ୍କ ପାଖକୁ ଉପହାର ପଠାଇବେ।

23 ତହିଁରେ ୟିହୁଦୀମାନେ ଯେପରି ଆରମ୍ଭ କରିଥିଲେ ଓ ମର୍ଦ୍ଦଖଯ ଯେପରି ଲେଖିଥିଲେ, ସମାନେେ ଠିକ୍ ସହେିପରି କରିବାକୁ ରାଜି ହେଲେ।

24 କାରଣ ସମୁଦାଯ ୟିହୁଦୀଯ ଲୋକର ଶତୃ ଅଗାମୀଯ ହମ୍ମଦାଥାର ପୁତ୍ର ହାମନ୍ ସମାନଙ୍କେୁ ବିନାଶ କରିବାର ସଂକଳ୍ପ କରି ସମାନଙ୍କେୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର ଅର୍ଥାତ୍ ଲୋଟ ଦ୍ବାରା ସମାନେେ ନିଷ୍ପତ୍ତି କରିଥିଲେ।

25 ହାମନ୍ ଏପରି କରିଥିଲେ କିନ୍ତୁ ଏଷ୍ଟର ରାଜାଙ୍କ ନିକଟରେ ଜଣାଇଲେ। ତେଣୁ ସେ ଆଉ ନୂତନ ନିର୍ଦ୍ଦେଶ ପଠାଇଲେ। ସହେି ନିର୍ଦ୍ଦେଶ ଯେ କବଳେ ହାମନର ଯୋଜନାକୁ ପଣ୍ତ କଲା ତାହା ନୁହେଁ। ସହେି ନିର୍ଦ୍ଦେଶ ହାମନ୍ ଓ ତାର ପରିବାର ରେ ଅନିଷ୍ଟ କରାଇଲା ତେଣୁ ହାମନ ଓ ତାର ପୁତ୍ରଗଣ ଫାଶୀଖୁଣ୍ଟ ରେ ଝୁଲାଗେଲ।

26 ସହେି ସମୟରେ ପୁରୀମ ନାମ ଅନୁସାରେ ସହେି ଦୁଇ ନିଯମ ନାମ ପୂରୀମ ହେଲା। ଏବଂ ସହେି ଚିଠିର ସମସ୍ତ କଥା ଯୋଗୁଁ ଓ ସେ ବିଷଯ ରେ ସମାନେେ ଯାହା ଦେଖିଥିଲେ, ସମାନଙ୍କେ ପ୍ରତି ତାହା ଘଟିଥିଲା, ତହିଁ ସକାଶୁ ୟିହୁଦୀଯମାନେ ଆପଣାମାନଙ୍କର ଓ ନିଜ ନିଜ ବଂଶର ୟିହୁଦୀ ମତାଲମ୍ବି ଗଣର କର୍ତ୍ତବ୍ଯ ବୋଲି ଏହା ସ୍ଥିର କଲେ।

27 ସହେି ସମ୍ପର୍କୀଯ ଲିଖିତ ଆଜ୍ଞା ଓ ନିରୂପିତ ସମଯାନୁସା ରେ ସମାନେେ ବର୍ଷକୁ ବର୍ଷ ଏହି ଦୁଇଦିନ ପାଳନ କରିବେ ଓ କୌଣସି ମତେ ତାହା ଲୋପ କରିବେ ନାହିଁ।

28 ସମସ୍ତ ପୁରୁଷ ପରମ୍ପରା ରେ, ପ୍ରେତ୍ୟକକ ବଂଶ ରେ ଓ ପ୍ରେତ୍ୟକକ ପ୍ରଦେଶ ରେ ଓ ପ୍ରେତ୍ୟକକ ନଗର ରେ ସହେି ଦୁଇଦିନ ସ୍ମରଣ ଓ ପାଳନ କରାୟିବ। ପୁଣି ଏହି ପୂରୀମ ଦିନ ୟିହୁଦୀଯମାନଙ୍କ ମଧ୍ଯରୁ ଲୋପ ପାଇବ ନାହିଁ ଓ ସମାନଙ୍କେ ବଂଶଧରମାନଙ୍କ ମଧ୍ଯରୁ ସହେି ଦୁଇ ଦିନ ସ୍ମରଣ ଲୁପ୍ତ ହବେ ନାହିଁ।

29 ତାପରେ, ଅବୀହଯିଲର କନ୍ଯା ରାଣୀ ଏଷ୍ଟର ଓ ୟିହୁଦୀଯ ମର୍ଦ୍ଦଖଯର ପୂରୀମ ଦିନ ବିଷଯ ରେ ସୁନିଶ୍ଚିତ କରିବା ପାଇଁ ସମାନଙ୍କେର ସମ୍ପୂର୍ଣ୍ଣ ଅଧିକାର ସହିତ ଦ୍ବିତୀୟ ପତ୍ର ଲେଖିଲେ।

30 ତେଣୁ ସେ ରାଜା ଅକ୍ଷଶ୍ବରେଶଙ୍କର 127ଟି ରାଜ୍ଯର ସମସ୍ତ ୟିହୁଦୀମାନଙ୍କୁ ଶାନ୍ତିର ଓ ସତ୍ଯର ବାର୍ତ୍ତାସବୁ ପଠାଇଲେ।

31 ପୂରୀମ ପାଳନ କରିବା ପାଇଁ ଏହି ତାରିଖ ଗୁଡିକ ଏହିପତ୍ର ସୁନିଶ୍ଚିତ କଲା, ଏବଂ ୟିହୁଦୀ ମର୍ଦ୍ଦଖଯ ଏବଂ ରାଣୀ ଏଷ୍ଟର ଆଦେଶ କରିଥିଲେ। ସମାନଙ୍କେର ଉପବାସ ଓ ସାହାୟ୍ଯ ପ୍ରାର୍ଥନାର ଦିନଗୁଡିକ ଉତ୍ସବ ଦ୍ବାରା ସ୍ମୃତିରକ୍ଷା କରିବା ନିମନ୍ତେ ସମାନେେ ଏହି ପର୍ବଦିନଗୁଡିକ ସମାନଙ୍କେ ନିଜ ପାଇଁ ଓ ସମାନଙ୍କେର ଭବିଷ୍ଯତ୍ ବଂଶଧରମାନଙ୍କ ପାଇଁ ପ୍ରତିଷ୍ଠା କଲେ।

32 ଏହିପରି ଏଷ୍ଟର ଆଜ୍ଞାଦ୍ବାରା ପୂରୀମ୍ ଦିନ ରେ ବିଧି ସ୍ଥିରିକୃତ ହେଲା ଓ ତାହା ପୁସ୍ତକରେ ଲଖାଗେଲା।

1 Now in the twelfth month, that is, the month Adar, on the thirteenth day of the same, when the king’s commandment and his decree drew near to be put in execution, in the day that the enemies of the Jews hoped to have power over them, (though it was turned to the contrary, that the Jews had rule over them that hated them;)

2 The Jews gathered themselves together in their cities throughout all the provinces of the king Ahasuerus, to lay hand on such as sought their hurt: and no man could withstand them; for the fear of them fell upon all people.

3 And all the rulers of the provinces, and the lieutenants, and the deputies, and officers of the king, helped the Jews; because the fear of Mordecai fell upon them.

4 For Mordecai was great in the king’s house, and his fame went out throughout all the provinces: for this man Mordecai waxed greater and greater.

5 Thus the Jews smote all their enemies with the stroke of the sword, and slaughter, and destruction, and did what they would unto those that hated them.

6 And in Shushan the palace the Jews slew and destroyed five hundred men.

7 And Parshandatha, and Dalphon, and Aspatha,

8 And Poratha, and Adalia, and Aridatha,

9 And Parmashta, and Arisai, and Aridai, and Vajezatha,

10 The ten sons of Haman the son of Hammedatha, the enemy of the Jews, slew they; but on the spoil laid they not their hand.

11 On that day the number of those that were slain in Shushan the palace was brought before the king.

12 And the king said unto Esther the queen, The Jews have slain and destroyed five hundred men in Shushan the palace, and the ten sons of Haman; what have they done in the rest of the king’s provinces? now what is thy petition? and it shall be granted thee: or what is thy request further? and it shall be done.

13 Then said Esther, If it please the king, let it be granted to the Jews which are in Shushan to do to morrow also according unto this day’s decree, and let Haman’s ten sons be hanged upon the gallows.

14 And the king commanded it so to be done: and the decree was given at Shushan; and they hanged Haman’s ten sons.

15 For the Jews that were in Shushan gathered themselves together on the fourteenth day also of the month Adar, and slew three hundred men at Shushan; but on the prey they laid not their hand.

16 But the other Jews that were in the king’s provinces gathered themselves together, and stood for their lives, and had rest from their enemies, and slew of their foes seventy and five thousand, but they laid not their hands on the prey,

17 On the thirteenth day of the month Adar; and on the fourteenth day of the same rested they, and made it a day of feasting and gladness.

18 But the Jews that were at Shushan assembled together on the thirteenth day thereof, and on the fourteenth thereof; and on the fifteenth day of the same they rested, and made it a day of feasting and gladness.

19 Therefore the Jews of the villages, that dwelt in the unwalled towns, made the fourteenth day of the month Adar a day of gladness and feasting, and a good day, and of sending portions one to another.

20 And Mordecai wrote these things, and sent letters unto all the Jews that were in all the provinces of the king Ahasuerus, both nigh and far,

21 To stablish this among them, that they should keep the fourteenth day of the month Adar, and the fifteenth day of the same, yearly,

22 As the days wherein the Jews rested from their enemies, and the month which was turned unto them from sorrow to joy, and from mourning into a good day: that they should make them days of feasting and joy, and of sending portions one to another, and gifts to the poor.

23 And the Jews undertook to do as they had begun, and as Mordecai had written unto them;

24 Because Haman the son of Hammedatha, the Agagite, the enemy of all the Jews, had devised against the Jews to destroy them, and had cast Pur, that is, the lot, to consume them, and to destroy them;

25 But when Esther came before the king, he commanded by letters that his wicked device, which he devised against the Jews, should return upon his own head, and that he and his sons should be hanged on the gallows.

26 Wherefore they called these days Purim after the name of Pur. Therefore for all the words of this letter, and of that which they had seen concerning this matter, and which had come unto them,

27 The Jews ordained, and took upon them, and upon their seed, and upon all such as joined themselves unto them, so as it should not fail, that they would keep these two days according to their writing, and according to their appointed time every year;

28 And that these days should be remembered and kept throughout every generation, every family, every province, and every city; and that these days of Purim should not fail from among the Jews, nor the memorial of them perish from their seed.

29 Then Esther the queen, the daughter of Abihail, and Mordecai the Jew, wrote with all authority, to confirm this second letter of Purim.

30 And he sent the letters unto all the Jews, to the hundred twenty and seven provinces of the kingdom of Ahasuerus, with words of peace and truth,

31 To confirm these days of Purim in their times appointed, according as Mordecai the Jew and Esther the queen had enjoined them, and as they had decreed for themselves and for their seed, the matters of the fastings and their cry.

32 And the decree of Esther confirmed these matters of Purim; and it was written in the book.

1 And the word of the Lord came unto me, saying,

2 Son of man, prophesy against the prophets of Israel that prophesy, and say thou unto them that prophesy out of their own hearts, Hear ye the word of the Lord;

3 Thus saith the Lord God; Woe unto the foolish prophets, that follow their own spirit, and have seen nothing!

4 O Israel, thy prophets are like the foxes in the deserts.

5 Ye have not gone up into the gaps, neither made up the hedge for the house of Israel to stand in the battle in the day of the Lord.

6 They have seen vanity and lying divination, saying, The Lord saith: and the Lord hath not sent them: and they have made others to hope that they would confirm the word.

7 Have ye not seen a vain vision, and have ye not spoken a lying divination, whereas ye say, The Lord saith it; albeit I have not spoken?

8 Therefore thus saith the Lord God; Because ye have spoken vanity, and seen lies, therefore, behold, I am against you, saith the Lord God.

9 And mine hand shall be upon the prophets that see vanity, and that divine lies: they shall not be in the assembly of my people, neither shall they be written in the writing of the house of Israel, neither shall they enter into the land of Israel; and ye shall know that I am the Lord God.

10 Because, even because they have seduced my people, saying, Peace; and there was no peace; and one built up a wall, and, lo, others daubed it with untempered morter:

11 Say unto them which daub it with untempered morter, that it shall fall: there shall be an overflowing shower; and ye, O great hailstones, shall fall; and a stormy wind shall rend it.

12 Lo, when the wall is fallen, shall it not be said unto you, Where is the daubing wherewith ye have daubed it?

13 Therefore thus saith the Lord God; I will even rend it with a stormy wind in my fury; and there shall be an overflowing shower in mine anger, and great hailstones in my fury to consume it.

14 So will I break down the wall that ye have daubed with untempered morter, and bring it down to the ground, so that the foundation thereof shall be discovered, and it shall fall, and ye shall be consumed in the midst thereof: and ye shall know that I am the Lord.

15 Thus will I accomplish my wrath upon the wall, and upon them that have daubed it with untempered morter, and will say unto you, The wall is no more, neither they that daubed it;

16 To wit, the prophets of Israel which prophesy concerning Jerusalem, and which see visions of peace for her, and there is no peace, saith the Lord God.

17 Likewise, thou son of man, set thy face against the daughters of thy people, which prophesy out of their own heart; and prophesy thou against them,

18 And say, Thus saith the Lord God; Woe to the women that sew pillows to all armholes, and make kerchiefs upon the head of every stature to hunt souls! Will ye hunt the souls of my people, and will ye save the souls alive that come unto you?

19 And will ye pollute me among my people for handfuls of barley and for pieces of bread, to slay the souls that should not die, and to save the souls alive that should not live, by your lying to my people that hear your lies?

20 Wherefore thus saith the Lord God; Behold, I am against your pillows, wherewith ye there hunt the souls to make them fly, and I will tear them from your arms, and will let the souls go, even the souls that ye hunt to make them fly.

21 Your kerchiefs also will I tear, and deliver my people out of your hand, and they shall be no more in your hand to be hunted; and ye shall know that I am the Lord.

22 Because with lies ye have made the heart of the righteous sad, whom I have not made sad; and strengthened the hands of the wicked, that he should not return from his wicked way, by promising him life:

23 Therefore ye shall see no more vanity, nor divine divinations: for I will deliver my people out of your hand: and ye shall know that I am the Lord.