Exodus 20
1 ଏହାପରେ ପରମେଶ୍ବର କହିଲେ,
2 ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ବର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହର କରି ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଦାସ ଥିଲ।
3 ତୁମ୍ଭମାନେେ ମାେ ବ୍ଯତୀତ ଆଉ କୌଣସି ଦବେତାଗଣକୁ ଉପାସନା କରିବ ନାହିଁ।
4 ତୁମ୍ଭମାନେେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ବର୍ଗ ରେ କିମ୍ବା ପୃଥିବୀ ରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳ ରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ।
5 କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସବୋ କରିବ ନାହିଁ। କାହିଁକି? କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ। ମୁଁ ଇର୍ଷାପରାଯଣ ପରମେଶ୍ବର। ଯେଉଁମାନେ ମାେତେ ଘୃଣା କରନ୍ତି ସମାନେେ ମାରେ ଶତୃ ରେ ଗଣାୟାନ୍ତି ଏବଂ ମୁଁ ସମାନଙ୍କେୁ ସମାନଙ୍କେର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ଶାସ୍ତି ବିଧାନ କରିବି।
6 କିନ୍ତୁ ମୁଁ ସହେି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମାରେ ନିଯମ ପାଳନ କରନ୍ତି ଓ ମାେତେ ପ୍ ରମେ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।
7 ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନାମ ମିଥ୍ଯା ରେ ନବେ ନାହିଁ, କାରଣ ଯେ କହେି ତାଙ୍କର ନାମ ମିଥ୍ଯା ରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।
8 ବିଶ୍ରାମଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର।
9 ଛଅ ଦିନ ରେ ଆପଣାର ସମସ୍ତ କର୍ମ କରିବ।
10 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ଯା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ବାରବର୍ତ୍ତୀ ବିଦେଶୀ କହେି କୌଣସି କାର୍ୟ୍ଯ କରିବ ନାହିଁ।
11 ଯେ ହତେୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ଦନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଛଅ ଦିନ୍ ରେ ନିର୍ମାଣ କରି ସପ୍ତମ ଦିନ ରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟକୁ ଏକ ସ୍ବତନ୍ତ୍ର ଦିନ କଲେ।
12 ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ୟଦ୍ବାରା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେଉଁ ଦେଶ ଦବେେ ସହେି ଦେଶ ରେ ତୁମ୍ଭର ଦୀର୍ଘ ପରମାଯୁ ହବେ।
13 ତୁମ୍ଭେ ନରହତ୍ଯା କରିବ ନାହିଁ।
14 ତୁମ୍ଭେ ବ୍ଯଭିଚାର କରିବ ନାହିଁ।
15 ତୁମ୍ଭେ ଚୋରୀ କରିବ ନାହିଁ।
16 ତୁମ୍ଭେ ଆପଣା ପ୍ରତିବେଶୀ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବେ ନାହିଁ।
17 ତୁମ୍ଭେ ଆପଣା ପ୍ରତିବେଶୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବେଶୀର ଭାର୍ୟ୍ଯା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବେଶୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
1 And God spake all these words, saying,
2 I am the Lord thy God, which have brought thee out of the land of Egypt, out of the house of bondage.
3 Thou shalt have no other gods before me.
4 Thou shalt not make unto thee any graven image, or any likeness of any thing that is in heaven above, or that is in the earth beneath, or that is in the water under the earth:
5 Thou shalt not bow down thyself to them, nor serve them: for I the Lord thy God am a jealous God, visiting the iniquity of the fathers upon the children unto the third and fourth generation of them that hate me;
6 And shewing mercy unto thousands of them that love me, and keep my commandments.
7 Thou shalt not take the name of the Lord thy God in vain; for the Lord will not hold him guiltless that taketh his name in vain.
8 Remember the sabbath day, to keep it holy.
9 Six days shalt thou labour, and do all thy work:
10 But the seventh day is the sabbath of the Lord thy God: in it thou shalt not do any work, thou, nor thy son, nor thy daughter, thy manservant, nor thy maidservant, nor thy cattle, nor thy stranger that is within thy gates:
11 For in six days the Lord made heaven and earth, the sea, and all that in them is, and rested the seventh day: wherefore the Lord blessed the sabbath day, and hallowed it.
12 Honour thy father and thy mother: that thy days may be long upon the land which the Lord thy God giveth thee.
13 Thou shalt not kill.
14 Thou shalt not commit adultery.
15 Thou shalt not steal.
16 Thou shalt not bear false witness against thy neighbour.
17 Thou shalt not covet thy neighbour’s house, thou shalt not covet thy neighbour’s wife, nor his manservant, nor his maidservant, nor his ox, nor his ass, nor any thing that is thy neighbour’s.
Exodus 20 in Tamil and English
1 ଏହାପରେ ପରମେଶ୍ବର କହିଲେ,
And God spake all these words, saying,
2 ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ବର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହର କରି ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଦାସ ଥିଲ।
I am the Lord thy God, which have brought thee out of the land of Egypt, out of the house of bondage.
3 ତୁମ୍ଭମାନେେ ମାେ ବ୍ଯତୀତ ଆଉ କୌଣସି ଦବେତାଗଣକୁ ଉପାସନା କରିବ ନାହିଁ।
Thou shalt have no other gods before me.
4 ତୁମ୍ଭମାନେେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ବର୍ଗ ରେ କିମ୍ବା ପୃଥିବୀ ରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳ ରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ।
Thou shalt not make unto thee any graven image, or any likeness of any thing that is in heaven above, or that is in the earth beneath, or that is in the water under the earth:
5 କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସବୋ କରିବ ନାହିଁ। କାହିଁକି? କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ। ମୁଁ ଇର୍ଷାପରାଯଣ ପରମେଶ୍ବର। ଯେଉଁମାନେ ମାେତେ ଘୃଣା କରନ୍ତି ସମାନେେ ମାରେ ଶତୃ ରେ ଗଣାୟାନ୍ତି ଏବଂ ମୁଁ ସମାନଙ୍କେୁ ସମାନଙ୍କେର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ଶାସ୍ତି ବିଧାନ କରିବି।
Thou shalt not bow down thyself to them, nor serve them: for I the Lord thy God am a jealous God, visiting the iniquity of the fathers upon the children unto the third and fourth generation of them that hate me;
6 କିନ୍ତୁ ମୁଁ ସହେି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମାରେ ନିଯମ ପାଳନ କରନ୍ତି ଓ ମାେତେ ପ୍ ରମେ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।
And shewing mercy unto thousands of them that love me, and keep my commandments.
7 ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନାମ ମିଥ୍ଯା ରେ ନବେ ନାହିଁ, କାରଣ ଯେ କହେି ତାଙ୍କର ନାମ ମିଥ୍ଯା ରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।
Thou shalt not take the name of the Lord thy God in vain; for the Lord will not hold him guiltless that taketh his name in vain.
8 ବିଶ୍ରାମଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର।
Remember the sabbath day, to keep it holy.
9 ଛଅ ଦିନ ରେ ଆପଣାର ସମସ୍ତ କର୍ମ କରିବ।
Six days shalt thou labour, and do all thy work:
10 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ଯା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ବାରବର୍ତ୍ତୀ ବିଦେଶୀ କହେି କୌଣସି କାର୍ୟ୍ଯ କରିବ ନାହିଁ।
But the seventh day is the sabbath of the Lord thy God: in it thou shalt not do any work, thou, nor thy son, nor thy daughter, thy manservant, nor thy maidservant, nor thy cattle, nor thy stranger that is within thy gates:
11 ଯେ ହତେୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ଦନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଛଅ ଦିନ୍ ରେ ନିର୍ମାଣ କରି ସପ୍ତମ ଦିନ ରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟକୁ ଏକ ସ୍ବତନ୍ତ୍ର ଦିନ କଲେ।
For in six days the Lord made heaven and earth, the sea, and all that in them is, and rested the seventh day: wherefore the Lord blessed the sabbath day, and hallowed it.
12 ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ୟଦ୍ବାରା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେଉଁ ଦେଶ ଦବେେ ସହେି ଦେଶ ରେ ତୁମ୍ଭର ଦୀର୍ଘ ପରମାଯୁ ହବେ।
Honour thy father and thy mother: that thy days may be long upon the land which the Lord thy God giveth thee.
13 ତୁମ୍ଭେ ନରହତ୍ଯା କରିବ ନାହିଁ।
Thou shalt not kill.
14 ତୁମ୍ଭେ ବ୍ଯଭିଚାର କରିବ ନାହିଁ।
Thou shalt not commit adultery.
15 ତୁମ୍ଭେ ଚୋରୀ କରିବ ନାହିଁ।
Thou shalt not steal.
16 ତୁମ୍ଭେ ଆପଣା ପ୍ରତିବେଶୀ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବେ ନାହିଁ।
Thou shalt not bear false witness against thy neighbour.
17 ତୁମ୍ଭେ ଆପଣା ପ୍ରତିବେଶୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବେଶୀର ଭାର୍ୟ୍ଯା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବେଶୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
Thou shalt not covet thy neighbour’s house, thou shalt not covet thy neighbour’s wife, nor his manservant, nor his maidservant, nor his ox, nor his ass, nor any thing that is thy neighbour’s.