Exodus 32:25
ମାଶାେ ହୃଦ୍ ବୋଧ କଲେ ଯେ, ହାରୋଣ ଲୋକମାନଙ୍କୁ ନିଯନ୍ତ୍ରଣ ବାହାର କରି ଦଇେଛନ୍ତି। ତେଣୁ ଶତୃମାନଙ୍କ ଦ୍ବାରା ହାସ୍ଯାସ୍ପଦ ହବୋକୁ ହବେ।
Exodus 32:25 in Other Translations
King James Version (KJV)
And when Moses saw that the people were naked; (for Aaron had made them naked unto their shame among their enemies:)
American Standard Version (ASV)
And when Moses saw that the people were broken loose, (for Aaron had let them loose for a derision among their enemies,)
Bible in Basic English (BBE)
And Moses saw that the people were out of control, for Aaron had let them loose to their shame before their haters:
Darby English Bible (DBY)
And Moses saw the people how they were stripped; for Aaron had stripped them to [their] shame before their adversaries.
Webster's Bible (WBT)
And when Moses saw that the people were naked (for Aaron had made them naked to their shame, among their enemies:)
World English Bible (WEB)
When Moses saw that the people had broken loose, (for Aaron had let them loose for a derision among their enemies),
Young's Literal Translation (YLT)
And Moses seeth the people that it `is' unbridled, for Aaron hath made it unbridled for contempt among its withstanders,
| And when Moses | וַיַּ֤רְא | wayyar | va-YAHR |
| saw | מֹשֶׁה֙ | mōšeh | moh-SHEH |
| that | אֶת | ʾet | et |
| הָעָ֔ם | hāʿām | ha-AM | |
| the people | כִּ֥י | kî | kee |
| were naked; | פָרֻ֖עַ | pāruaʿ | fa-ROO-ah |
| (for | ה֑וּא | hûʾ | hoo |
| Aaron | כִּֽי | kî | kee |
| had made them naked | פְרָעֹ֣ה | pĕrāʿō | feh-ra-OH |
| shame their unto | אַֽהֲרֹ֔ן | ʾahărōn | ah-huh-RONE |
| among their enemies:) | לְשִׁמְצָ֖ה | lĕšimṣâ | leh-sheem-TSA |
| בְּקָֽמֵיהֶֽם׃ | bĕqāmêhem | beh-KA-may-HEM |
Cross Reference
ଆଦି ପୁସ୍ତକ 3:10
ମନୁଷ୍ଯ ଉତ୍ତର ଦେଲେ, ମୁଁ ତୁମ୍ଭେ ଉଦ୍ୟାନ ରେ ଚ଼ାଲିବାର ଶୁଣିଲି। ମୁଁ ଭୟ କଲି, ମୁଁ ଉଲଗ୍ନ ଥିଲି ତେଣୁ ମୁଁ ଲୁଚ଼ିଲି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:17
ତୁମ୍ଭେ କୁହ ଯେ, ତୁମ୍ଭେ ଧନୀ। ତୁମ୍ଭର ବହୁତ ଧନ ଅଛି ଓ ତୁମ୍ଭର କୌଣସି ଅଭାବ ନାହିଁ। କିନ୍ତୁ ତୁମ୍ଭେ ଜାଣି ନାହଁ ଯେ, ତୁମ୍ଭେ ପ୍ରକୃତ ରେ ଅଭାଗା, ଦୟନୀୟ, ଦରିଦ୍ର ଅନ୍ଧ ଓ ଉଲଗ୍ନ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:21
ତୁମ୍ଭମାନେେ ମନ୍ଦ କାମ କରୁଥିଲ। ଏବେ ତୁମ୍ଭମାନେେ ସଭେଳି କର୍ମ ପାଇଁ ଲଜ୍ଜିତ। ସେ କାମଗୁଡ଼ିକ କଣ ତୁମ୍ଭମାନଙ୍କୁ ସାହାୟ୍ଯ କଲା? ନା, ସେ କର୍ମ ଗୁଡ଼ିକ କବଳେ ଆଧ୍ଯାତ୍ମିକ ମୃତ୍ଯୁ ଆଣିଥାଏ।
ମୀଖା 1:11
ହେ ଶାଫୀର ନିବାସୀଗଣ, ଉଲଗ୍ନ ଓ ଲଜ୍ଜିତ ହାଇେ ତୁମ୍ଭମାନଙ୍କର ରାସ୍ତା ଅତିକ୍ରମ କର। ହେ ସାନନ ନିବାସୀଗଣ, ତୁମ୍ଭମାନେେ ବାହାରକୁ ବାହାରିବ ନାହିଁ। ହେ ବୈଥେତ୍ସଲର ନିବାସୀଗଣ, ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ସୁରକ୍ଷା କାଢି ନିଆ ହବୋ ପରି ତୁମ୍ଭମାନେେ ଶାେକ କରିବ।
ହୋଶେୟ 2:3
ଯଦି ସେ ତା'ର ବ୍ଯଭିଗ୍ଭରିତା ବନ୍ଦ ନକରେ, ତବେେ ଆମ୍ଭେ ତାକୁ ଉଲଗ୍ନ କରିବା, ସେ ଯେପରି ଜନ୍ମ ହେଲା ସମୟରେ ନମ୍ର ଥିଲା। ଆମ୍ଭେ ତା'ର ସମସ୍ତ ଲୋକମାନଙ୍କୁ ନଇୟିବୋ ଏବଂ ସେ ମରୁଭୂମି ପରି ଶୂନ୍ଯ ହାଇଯେିବ। ଆମ୍ଭେ ତାକୁ ଶୋଷ ରେ ମାରିବା।
ଦାନିଏଲ 12:2
ପୁଣି ଯେଉଁମାନେ ମୃତ ଓ କବର ପ୍ରାପ୍ତ ସମାନଙ୍କେ ମଧ୍ଯରୁ ଅନକେ ଜାଗି ଉଠିବେ। କେତକେ ଅନନ୍ତ ଜୀବନ, କେତକେ ଲଜ୍ଜା ଓ କେତକେ ଚିର ଅପମାନ ଭୋଗ ପାଇଁ ଉଠିବେ।
ଯିହିଜିକଲ 16:63
ତୁମ୍ଭେ ଯାହାସବୁ କରିଅଛ, ଯେତବେେଳେ ମୁଁ ସେସବୁକୁ ସଂ ଶାଧେନ କରି ଦବେି। ସେତବେେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହବେ ଓ ନିଜ ଅପମାନ ହତେୁ ଆଉ କବେେ ଆପଣା ମୁଖ ଫିଟାଇବ ନାହିଁ। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।
ଯିଶାଇୟ 47:3
ତୁମ୍ଭର ଉଲଙ୍ଗତା ପ୍ରକାଶିତ ହବେ ଓ ତୁମ୍ଭର ଲଜ୍ଜାର ବିଷଯ ଦୃଶ୍ଯ ହବେ ; ଆମ୍ଭେ ପ୍ରତିଶୋଧ ନଲୋ ବେଳେ କହେି ତୁମ୍ଭର ସୁରକ୍ଷା ନିମନ୍ତେ ଆସିବେ ନାହିଁ।
ଦିତୀୟ ବଂଶାବଳୀ 28:19
ସଦାପ୍ରଭୁ ଯିହୁଦାକୁ କଷ୍ଟ କଲେ, କାରଣ ଯିହୁଦାର ରାଜା ଆହସ୍ ଯିହୁଦାର ଲୋକମାନଙ୍କୁ ପାପ କରିବାକୁ ଉତ୍ସାହିତ କରିଥିଲେ। ସେ ସଦାପ୍ରଭୁଙ୍କ ପ୍ରତି ଅତି ଅବିଶ୍ବସ୍ତ ଥିଲେ।
ଦିତୀୟ ବିବରଣ 9:20
ସଦାପ୍ରଭୁ ହାରୋଣଙ୍କକ୍ସ୍ଟ ବିନାଶ କରିବାପାଇଁ ଅତିଶଯ କୋପ କଲେ, ମୁ ସେ ସମୟରେ ମଧ୍ଯ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।
ଯାତ୍ରା ପୁସ୍ତକ 33:4
ଲୋକମାନେ ଏହିପରି ଅଶୁଭ ସମ୍ବାଦ ଶୁଣିବା ପରେ ସମାନେେ ଶୋକ କଲେ ଏବଂ ଲୋକମାନେ ଆଉ କର୍ଣ୍ଣକୁଣ୍ଡଳ ପିନ୍ଧିଲେ ନାହିଁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:15
ଦେଖ ! ମୁଁ ଗୋଟିଏ ଚୋର ଭଳି ଆସିବି। ଯେ ମାେ ଅପେକ୍ଷା ରେ ଚାହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସହେି ଲୋକ ସୁଖୀ। ତବେେ ତାହାକୁ ଉଲଗ୍ନ ହାଇେ ଚାଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।