ଯିହିଜିକଲ 13

1 ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

2 ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲର ଯେଉଁମାନେ ସମାନଙ୍କେ ଇଚ୍ଛା ବିରୁଦ୍ଧ ରେ ଭବିଷ୍ଯତ ବାକ୍ଯ ପ୍ରଚାର କରନ୍ତି। ସମାନଙ୍କେୁ କୁହ, 'ସଦାପ୍ରଭୁଙ୍କର ବାକ୍ଯ ଶୁଣ।

3 ମାରେ ପ୍ରଭୁ ସଦାପ୍ରଭୁ ଏହା କହନ୍ତି, ଯେଉଁ ନିର୍ବୋଧ ଭବିଷ୍ଯଦବକ୍ତାମାନେ ପ୍ରକୃତ ଦର୍ଶନ ପ୍ରାପ୍ତ ନ ହାଇେ ନିଜ ନିଜ ଇଚ୍ଛାର ଅନୁସରଣ କରନ୍ତି, କିନ୍ତୁ ପ୍ରକୃତ ଦର୍ଶନ ଦେଖନ୍ତି ନାହିଁ।

4 ହେ ଇଶ୍ରାୟେଲ, ତୁମ୍ଭର ଭବିଷ୍ଯଦବକ୍ତାଗଣ ଉଜଡ଼ା ସ୍ଥାନର କୋକିଶିଆଳୀ ତୁଲ୍ଯ ହାଇେଅଛନ୍ତି।

5 ତୁମ୍ଭମାନେେ ଗଲ ନାହିଁ ଓ ଇଶ୍ରାୟେଲର ଚତୁଃପାଶର୍‌ବର ଭଗ୍ନ ପ୍ରାଚୀର ତିଆରି କଲ ନାହିଁ, ଯାହା ଫଳ ରେ ସଦାପ୍ରୁଙ୍କର ସଂଗ୍ରାମ ରେ ଏହା ନିଜକୁ ନିଜେ ସୁରକ୍ଷା ଦଇେଥାନ୍ତ।

6 ଏହି ଭଣ୍ଡ ଭବିଷ୍ଯଦବକ୍ତାଗଣ ମିଥ୍ଯା ଦର୍ଶନ ପାଆନ୍ତି ଓ ସମାନଙ୍କେର ଅଲୌକିକ ଶକ୍ତି ମିଥ୍ଯା ଅଟେ। ସମାନେେ କହନ୍ତି, ଏହିପରି ସଦାପ୍ରଭୁ କହନ୍ତି, କିନ୍ତୁ ସଦାପ୍ରଭୁ ସମାନଙ୍କେୁ ପଠାଇ ନ ଥିଲେ ଏବଂ ସମାନଙ୍କେ ବାକ୍ଯ ସତ୍ଯ ହବେ ବୋଲି ଲୋକମାନେ ଆଶା କରନ୍ତି।

7 'ଏହା କ'ଣ ସତ୍ଯ ନୁହେଁ, ତାହା ତୁମ୍ଭେ ମିଥ୍ଯା ଦର୍ଶନ ଓ ତୁମ୍ଭର ଅଲୌକିକ ଶକ୍ତି, ଯାହା ପ୍ରଚାର କର, ତାହା ମିଥ୍ଯା ଅଟେ ? ଏବଂ ଏପରି ତୁମ୍ଭେ କହିଛ, ସଦାପ୍ରଭୁ ଏହା କହନ୍ତି, ଯେପରି ଆମ୍ଭେ ତୁମ୍ଭକୁ ପଠାଇ ନ ଥିଲୁ ?

8 ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ଯେ ହତେୁ ତୁମ୍ଭମାନେେ ମିଥ୍ଯା କଥା କହିଅଛ ଓ ମିଥ୍ଯା ଦର୍ଶନ ପାଇଅଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କର ବିରୁଦ୍ଧ ରେ ୟିବା। ସଦାପ୍ରଭୁ ମାରେ ପ୍ରଭୁ ଏହା କହନ୍ତି।

9 ଯେଉଁ ଭବିଷ୍ଯଦବକ୍ତାମାନେ ମିଥ୍ଯା ଦର୍ଶନ ପାଇବାର ବାହାନା କରନ୍ତି ଓ ମିଥ୍ଯା ଅଲୌକିକ ଶକ୍ତି ଘାଷେଣା କରନ୍ତି, ମାରେ ହସ୍ତ ସମାନଙ୍କେ ବିରୁଦ୍ଧ ରେ ୟିବ, ସମାନେେ ମାେ ଲୋକମାନଙ୍କ ମନ୍ତ୍ରୀ ସଭା ରେ ରହିବେ ନାହିଁ। ଇଶ୍ରାୟେଲର ପରିବାର ତାଲିକା ରେ ସମାନଙ୍କେର ନାମଗୁଡ଼ିକ ତାଲିକାଭୁକ୍ତ ହବେ ନାହିଁ। ଏବଂ ଇଶ୍ରାୟେଲ ଦେଶ ରେ ସମାନେେ ପ୍ରବେଶ କରିବେ ନାହିଁ। ତାହା ହେଲେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।

10 ସଠାେ ରେ ଶାନ୍ତି ଅଛି ବୋଲି କହି ଏହି ଭବିଷ୍ଯଦବକ୍ତାମାନେ ଆମ୍ଭର ଲୋକମାଙ୍କୁ ଭୁଲବାଟରେ ନଇେଛନ୍ତି, ଯେତବେେଳେ ସଠାେ ରେ ଶାନ୍ତି ନ ଥାଏ। ୟିଏକି ପ୍ରାଚୀର ନିର୍ମାଣକାରୀ, ୟିଏକି ପ୍ରାଚୀର ମରାମତି କରେ ନାହିଁ, କିନ୍ତୁ ଫାଟକୁ ପତଳା ଲପେ ଦଇେ ଆଚ୍ଛାଦନ କରିବା ପାଇଁ କବଳେ ଚେଷ୍ଟା କରନ୍ତି।

11 ଏବଂ ସହେି ଲୋକମାନଙ୍କୁ କୁହ, ଯେଉଁମାନେ ପ୍ରାଚୀରକୁ ଲପନେ କରିଛନ୍ତି, ଏହା ଭୁଷୁଡ଼ି ପଡ଼ିବ। ମୁଁ ବଡ଼ବଡ଼ କୁଆପଥର ପ୍ରବଳ ବୃଷ୍ଟି, ସହିତ ଘୂର୍ଣ୍ଣିବାଯୁ ସହେି ପ୍ରାଚୀରକୁ ଧ୍ବଂସ କରିଦବୋ ପାଇଁ ପଠାଇବି।

12 ଏବଂ କାନ୍ଥ ଯେତବେେଳେ ତଳକୁ ପଡ଼ିୟିବ, ସେତବେେଳେ ଲୋକମାନେ ଏହି ଭଣ୍ଡ ଯାଜକମାନଙ୍କୁ ପଚାରିବେ ନାହିଁ କି, 'ତୁମ୍ଭମାନେେ ଯାହା ଦଇେ ଲପନେ କରିଥିଲ, ସହେି ପ୍ରଲପେ କାହିଁ ?'

13 ଏଣୁ ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହିଛନ୍ତି, ମୁଁ ପ୍ରଚଣ୍ଡ କୋପ ରେ ବାଯୁ ପ୍ରବାହିତ କରାଇବି। ସଠାେ ରେ ପ୍ରବଳ ବୃଷ୍ଟି ହବେ ଓ ବୃହତ୍ ଶିଳାବୃଷ୍ଟି ହାଇେ ତାହା ବିନଷ୍ଟ ହବେ।

14 ତୁମ୍ଭେ ଯେଉଁ ଅମିଶ୍ରିତ ମସଲା ରେ କାନ୍ଥକୁ ଲପନେ କରିଅଛ ମୁଁ ତାହା ବିଦୀର୍ଣ୍ଣ କରିପକାଇବି। ମୁଁ ଏହା ଭୂମିସ୍ତର ସହିତ ସମତଳ କରି ଦବେି, ମୁଁ ଏହା ମୂଳଦୁଆକୁ ବାହାର କରିବି। ତାହା ତୁମ୍ଭମାନଙ୍କ ଉପ ରେ ପଡ଼ିବ, ତହିଁରେ ତୁମ୍ଭମାନେେ ବିନଷ୍ଟ ହବେ। ଏଣୁ ତୁମ୍ଭମାନେେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।

15 ଏହିରୂପେ ମୁଁ ସହେି କାନ୍ଥ ଉପ ରେ ଓ ଯେଉଁମାନେ ମିଶ୍ରିତ ମସଲା ରେ ତାହା ପତଳା ଲପନେ କରିଅଛନ୍ତି, ସମାନଙ୍କେ ଉପ ରେ ଆପଣା କୋପ ପ୍ରକାଶ କରିବା ସମାପ୍ତ କରିବି। ତା'ପ ରେ ମୁଁ ତୁମ୍ଭମାନଙ୍କୁ କହିବି, ' ସହେି କାନ୍ଥ ଓ ତାହାର ଲପନକୋରୀମାନେ ନାହାଁନ୍ତି।'

16 ଇଶ୍ରାୟେଲର ଭବିଷ୍ଯଦବକ୍ତା ଯେଉଁମାନେ ୟିରୁଶାଲମ ବିଷଯ ରେ ଭବିଷ୍ଯଦବାକ୍ଯ ପ୍ରଚାର କଲେ ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି। ଏହା ମାରେ ପ୍ରଭୁ ସଦାପ୍ରଭୁ କହିଛନ୍ତି।

17 ପରମେଶ୍ବର କହିଲେ, ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲର ଯେଉଁ କନ୍ଯାଗଣ ଆପଣା ଆପଣା ହୃଦଯରୁ ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି, ସମାନଙ୍କେ ବିରୁଦ୍ଧ ରେ ତୁମ୍ଭ ମୁଖ ରଖ ଓ ସମାନଙ୍କେ ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରି କୁହ,

18 'ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହିଛନ୍ତି, ସ୍ତ୍ରୀ ଲୋକମାନେ ତୁମ୍ଭକୁ ଧିକ୍, ଯେଉଁମାନେ ସମସ୍ତ ଲୋକମାନଙ୍କ ପାଇଁ କଙ୍କଣ ତିଆରି କରୁଛନ୍ତି ଓ ୟାଦୁ ଓଢ଼ଣୀ ମୁଣ୍ଡ ରେ ପିନ୍ଧିବା ପାଇଁ ତିଆରି କରୁଛନ୍ତି, ଲୋକମାନଙ୍କୁ ଫାଶ ରେ ପକାଇବା ପାଇଁ ଚେଷ୍ଟା କରୁଛନ୍ତି।

19 ମୁଠାଏ ବାଲି ପାଇଁ ଓ କେତେଖଣ୍ଡ ରୋଟୀ ପାଇଁ ତୁମ୍ଭମାନେେ ମାେ ଲୋକମାନଙ୍କ ମଧିଅରେ ମାେତେ ଅପମାନିତ କଲ। ତୁମ୍ଭର ମିଥ୍ଯା ପାଇଁ ମାରେ ଲୋକମାନେ ଯେଉଁମାନେ ମିଥ୍ଯା ଶୁଣିଲେ, ତୁମ୍ଭମାନେେ ଲୋକମାନଙ୍କୁ ହତ୍ଯା କରିଛ, ଯେଉଁମାନଙ୍କର ମରିବା ଉଚିତ୍ ନ ଥିଲା ଏବଂ ତୁମ୍ଭେ ସହେି ଲୋକମାନଙ୍କୁ ଛାଡ଼ି ଦଇେଛ, ଯେଉଁମାନଙ୍କର ମରିବା ଉଚିତ୍ ଥିଲା।

20 ତେଣୁ ସଦାପ୍ରଭୁ, ମାରେ ପ୍ରଭୁ କହିଛନ୍ତି, ଦେଖ ତୁମ୍ଭମାନେେ ଯେଉଁ କଙ୍କଣ ଦ୍ବାରା ଲୋକମାନଙ୍କୁ ପକ୍ଷୀଗଣ ପରି ଫାଶ ରେ ପକାଉଛ, ମୁଁ ତା'ର ବିରୋଧି ଅଟେ। ଏବଂ ମୁଁ ତୁମ୍ଭମାନଙ୍କ ହସ୍ତରୁ ସହେି କଙ୍କଣକୁ ଚିରି ପକାଇବି। ଏବଂ ଯେଉଁ ଲୋକମାନଙ୍କୁ ତୁମ୍ଭମାନେେ ଫାଶ ରେ ପକାଉଛ ମୁଁ ସମାନଙ୍କେୁ ମୁକ୍ତ କରିବି ଓ ସମାନେେ ମୁକ୍ତ ପକ୍ଷୀପରି ଉଡ଼ିଯିବେ।

21 ଏବଂ ମଧ୍ଯ ମୁଁ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବି ଓ ମାେ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବି। ଏବଂ ସମାନେେ ତୁମ୍ଭମାନଙ୍କ ଫାଶ ରେ ପଡ଼ି ଆଉ ତୁମ୍ଭମାନଙ୍କର ହସ୍ତଗତ ହବେେ ନାହିଁ। ତାହା ହେଲେ ତୁମ୍ଭମାନେେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।

22 କାରଣ ଯେତବେେଳେ ମୁଁ ଧାର୍ମିକମାନଙ୍କୁ ଦଯନୀଯ କରିନାହିଁ, କିନ୍ତୁ ତୁମ୍ଭର ଭବିଷ୍ଯଦବକ୍ତାଗଣ ମିଥ୍ଯା ଦ୍ବାରା ସମାନଙ୍କେୁ ଦୁଃଖିତ କରିଛନ୍ତି। ଏବଂ ଦୁଷ୍ଟ ଲୋକମାନେ ଯେପରି ସମାନଙ୍କେର କୁପଥରୁ ନ ଫରନ୍େତି ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ ଉତ୍ସାହିତ କରିଛ।

23 ତେଣୁ ତୁମ୍ଭମାନେେ ଆଉ ମିଥ୍ଯା ଦର୍ଶନ ପାଇବ ନାହିଁ। କିମ୍ବା ମନ୍ତ୍ର ପଢ଼ିବ ନାହିଁ। ଏବଂ ମୁଁ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବି। ତେଣୁ ତୁମ୍ଭମାନେେ ତାହା ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।

1 And the word of the Lord came unto me, saying,

2 Son of man, prophesy against the prophets of Israel that prophesy, and say thou unto them that prophesy out of their own hearts, Hear ye the word of the Lord;

3 Thus saith the Lord God; Woe unto the foolish prophets, that follow their own spirit, and have seen nothing!

4 O Israel, thy prophets are like the foxes in the deserts.

5 Ye have not gone up into the gaps, neither made up the hedge for the house of Israel to stand in the battle in the day of the Lord.

6 They have seen vanity and lying divination, saying, The Lord saith: and the Lord hath not sent them: and they have made others to hope that they would confirm the word.

7 Have ye not seen a vain vision, and have ye not spoken a lying divination, whereas ye say, The Lord saith it; albeit I have not spoken?

8 Therefore thus saith the Lord God; Because ye have spoken vanity, and seen lies, therefore, behold, I am against you, saith the Lord God.

9 And mine hand shall be upon the prophets that see vanity, and that divine lies: they shall not be in the assembly of my people, neither shall they be written in the writing of the house of Israel, neither shall they enter into the land of Israel; and ye shall know that I am the Lord God.

10 Because, even because they have seduced my people, saying, Peace; and there was no peace; and one built up a wall, and, lo, others daubed it with untempered morter:

11 Say unto them which daub it with untempered morter, that it shall fall: there shall be an overflowing shower; and ye, O great hailstones, shall fall; and a stormy wind shall rend it.

12 Lo, when the wall is fallen, shall it not be said unto you, Where is the daubing wherewith ye have daubed it?

13 Therefore thus saith the Lord God; I will even rend it with a stormy wind in my fury; and there shall be an overflowing shower in mine anger, and great hailstones in my fury to consume it.

14 So will I break down the wall that ye have daubed with untempered morter, and bring it down to the ground, so that the foundation thereof shall be discovered, and it shall fall, and ye shall be consumed in the midst thereof: and ye shall know that I am the Lord.

15 Thus will I accomplish my wrath upon the wall, and upon them that have daubed it with untempered morter, and will say unto you, The wall is no more, neither they that daubed it;

16 To wit, the prophets of Israel which prophesy concerning Jerusalem, and which see visions of peace for her, and there is no peace, saith the Lord God.

17 Likewise, thou son of man, set thy face against the daughters of thy people, which prophesy out of their own heart; and prophesy thou against them,

18 And say, Thus saith the Lord God; Woe to the women that sew pillows to all armholes, and make kerchiefs upon the head of every stature to hunt souls! Will ye hunt the souls of my people, and will ye save the souls alive that come unto you?

19 And will ye pollute me among my people for handfuls of barley and for pieces of bread, to slay the souls that should not die, and to save the souls alive that should not live, by your lying to my people that hear your lies?

20 Wherefore thus saith the Lord God; Behold, I am against your pillows, wherewith ye there hunt the souls to make them fly, and I will tear them from your arms, and will let the souls go, even the souls that ye hunt to make them fly.

21 Your kerchiefs also will I tear, and deliver my people out of your hand, and they shall be no more in your hand to be hunted; and ye shall know that I am the Lord.

22 Because with lies ye have made the heart of the righteous sad, whom I have not made sad; and strengthened the hands of the wicked, that he should not return from his wicked way, by promising him life:

23 Therefore ye shall see no more vanity, nor divine divinations: for I will deliver my people out of your hand: and ye shall know that I am the Lord.

Ezekiel 30 in Tamil and English

1 फिर यहोवा का यह वचन मेरे पास पहुंचा,
The word of the Lord came again unto me, saying,

2 हे मनुष्य के सन्तान, भविष्यद्वाणी कर के कह, परमेश्वर यहोवा यों कहता है, हाय, हाय करो, हाय उस दिन पर!
Son of man, prophesy and say, Thus saith the Lord God; Howl ye, Woe worth the day!

3 क्योंकि वह दिन अर्थात यहोवा का दिन निकट है; वह बादलों का दिन, और जातियों के दण्ड का समय होगा।
For the day is near, even the day of the Lord is near, a cloudy day; it shall be the time of the heathen.

4 मिस्र में तलवार चलेगी, और जब मिस्र में लोग मारे जा कर गिरेंगे, तब कूश में भी संकट पड़ेगा, लोग मिस्र को लूट ले लाएंगे, और उसकी नेवें उलट दी जाएंगी।
And the sword shall come upon Egypt, and great pain shall be in Ethiopia, when the slain shall fall in Egypt, and they shall take away her multitude, and her foundations shall be broken down.

5 कूश, पूत, लूद और सब दोगले, और कूब लोग, और वाचा बान्धे हुए देश के निवासी, मिस्रियों के संग तलवार से मारे जाएंगे।
Ethiopia, and Libya, and Lydia, and all the mingled people, and Chub, and the men of the land that is in league, shall fall with them by the sword.

6 यहोवा यों कहता है, मिस्र के संभालने वाले भी गिर जाएंगे, और अपनी जिस सामर्थ पर मिस्री फूलते हैं, वह टूटेगी; मिग्दोल से ले कर सवेने तक उसके निवासी तलवार से मारे जाएंगे, परमेश्वर यहोवा की यही वाणी है।
Thus saith the Lord; They also that uphold Egypt shall fall; and the pride of her power shall come down: from the tower of Syene shall they fall in it by the sword, saith the Lord God.

7 और वे उजड़े हुए देशों के बीच उजड़े ठहरेंगे, और उनके नगर खण्डहर किए हुए नगरों में गिने जाएंगे।
And they shall be desolate in the midst of the countries that are desolate, and her cities shall be in the midst of the cities that are wasted.

8 जब मैं मिस्र में आग लगाऊंगा। और उसके सब सहायक नाश होंगे, तब वे जान लेंगे कि मैं यहोवा हूँ।
And they shall know that I am the Lord, when I have set a fire in Egypt, and when all her helpers shall be destroyed.

9 उस समय मेरे साम्हने से दूत जहाज़ों पर चढ़ कर निडर निकलेंगे और कूशियों को डराएंगे; और उन पर ऐसा संकट पड़ेगा जैसा कि मिस्र के दण्ड के समय; क्योंकि देख, वह दिन आता है!
In that day shall messengers go forth from me in ships to make the careless Ethiopians afraid, and great pain shall come upon them, as in the day of Egypt: for, lo, it cometh.

10 परमेश्वर यहोवा यों कहता हे, मैं बाबुल के राजा नबूकदनेस्सर के हाथ से मिस्र की भीड़-भाड़ को नाश करा दूंगा।
Thus saith the Lord God; I will also make the multitude of Egypt to cease by the hand of Nebuchadrezzar king of Babylon.

11 वह अपनी प्रजा समेत, जो सब जातियों में भयानक है, उस देश के नाश करने को पहुंचाया जाएगा; और वे मिस्र के विरुद्ध तलवार खींच कर देश को मरे हुओं से भर देंगे।
He and his people with him, the terrible of the nations, shall be brought to destroy the land: and they shall draw their swords against Egypt, and fill the land with the slain.

12 और मैं नदियों को सुखा डालूंगा, और देश को बुरे लोगों के हाथ कर दूंगा; और मैं परदेशियों के द्वारा देश को, और जो कुछ उस में है, उजाड़ करा दूंगा; मुझ यहोवा ही ने यह कहा है।
And I will make the rivers dry, and sell the land into the hand of the wicked: and I will make the land waste, and all that is therein, by the hand of strangers: I the Lord have spoken it.

13 परमेश्वर यहोवा यों कहता है, मैं नोप में से मूरतों को नाश करूंगा और उस में की मूरतों को रहने न दूंगा; फिर कोई प्रधान मिस्र देश में न उठेगा; और मैं मिस्र देश में भय उपजाऊंगा।
Thus saith the Lord God; I will also destroy the idols, and I will cause their images to cease out of Noph; and there shall be no more a prince of the land of Egypt: and I will put a fear in the land of Egypt.

14 मैं पत्रोस को उजाड़ूंगा, और सोअन में आग लगाऊंगा, और नो को दण्ड दूंगा।
And I will make Pathros desolate, and will set fire in Zoan, and will execute judgments in No.

15 और सीन जो मिस्र का दृढ़ स्थान है, उस पर मैं अपनी जलजलाहट भड़काऊंगा, और नो की भीड़-भाड़ का अन्त कर डालूंगा।
And I will pour my fury upon Sin, the strength of Egypt; and I will cut off the multitude of No.

16 और मैं मिस्र में आग लगाऊंगा; सीन बहुत थरथराएगा; और नो फाड़ा जाएगा और नोप के विरोधी दिन दहाड़े उठेंगे।
And I will set fire in Egypt: Sin shall have great pain, and No shall be rent asunder, and Noph shall have distresses daily.

17 आवेन और पीवेसेत के जवान तलवार से गिरेंगे, और ये नगर बंधुआई में चले जाएंगे।
The young men of Aven and of Pi-beseth shall fall by the sword: and these cities shall go into captivity.

18 जब मैं मिस्रियों के जुओं को तहपन्हेस में तोड़ूंगा, तब उस में दिन को अन्धेरा होगा, और उसकी सामर्थ जिस पर वह फूलता है, वह नाश हो जाएगी; उस पर घटा छा जाएगी और उसकी बेटियां बंधुआई में चली जाएंगी।
At Tehaphnehes also the day shall be darkened, when I shall break there the yokes of Egypt: and the pomp of her strength shall cease in her: as for her, a cloud shall cover her, and her daughters shall go into captivity.

19 इस प्रकार मैं मिस्रियों को दण्ड दूंगा। और वे जान लेंगे कि मैं यहोवा हूँ।
Thus will I execute judgments in Egypt: and they shall know that I am the Lord.

20 फिर ग्यारहवें वर्ष के पहिले महीने के सातवें दिन को यहोवा का यह वचन मेरे पास पहुंचा,
And it came to pass in the eleventh year, in the first month, in the seventh day of the month, that the word of the Lord came unto me, saying,

21 हे मनुष्य के सन्तान, मैं ने मिस्र के राजा फिरौन की भुजा तोड़ दी है; और देख? न तो वह जोड़ी गई, न उस पर लेप लगा कर पट्टी चढ़ाई गई कि वह बान्धने से तलवार पकड़ने के योग्य बन सके।
Son of man, I have broken the arm of Pharaoh king of Egypt; and, lo, it shall not be bound up to be healed, to put a roller to bind it, to make it strong to hold the sword.

22 सो प्रभु यहोवा यों कहता है, देख, मैं मिस्र के राजा फिरौन के विरुद्ध हूँ, और उसकी अच्छी और टूटी दोनों भुजाओं को तोड़ूंगा; और तलवार को उसके हाथ से गिराऊंगा।
Therefore thus saith the Lord God; Behold, I am against Pharaoh king of Egypt, and will break his arms, the strong, and that which was broken; and I will cause the sword to fall out of his hand.

23 मैं मिस्रियों को जाति जाति में तितर-बितर करूंगा, और देश देश में छितराऊंगा।
And I will scatter the Egyptians among the nations, and will disperse them through the countries.

24 और मैं बाबुल के राजा की भुजाओं को बली कर के अपनी तलवार उसके हाथ में दूंगा; परन्तु फिरौन की भुजाओं को तोड़ूंगा, और वह उसके साम्हने ऐसा कराहेगा जैसा मरनहार घायल कराहता है।
And I will strengthen the arms of the king of Babylon, and put my sword in his hand: but I will break Pharaoh’s arms, and he shall groan before him with the groanings of a deadly wounded man.

25 मैं बाबुल के राजा की भुजाओं को सम्भालूंगा, और फिरौन की भुजाएं ढीली पड़ेंगी, तब वे जानेंगे कि मैं यहोवा हूँ। जब मैं बाबुल के राजा के हाथ में अपनी तलवार दूंगा, तब वह उसे मिस्र देश पर चलाएगा;
But I will strengthen the arms of the king of Babylon, and the arms of Pharaoh shall fall down; and they shall know that I am the Lord, when I shall put my sword into the hand of the king of Babylon, and he shall stretch it out upon the land of Egypt.

26 और मैं मिस्रियों को जाति जाति में तितर-बितर करूंगा और देश देश में छितरा दूंगा। तब वे जान लेंगे कि मैं यहोवा हूँ।
And I will scatter the Egyptians among the nations, and disperse them among the countries; and they shall know that I am the Lord.