Galatians 3:9
ଅବ୍ରହାମ ଏହାକୁ ବିଶ୍ବାସ କଲେ ଓ ସେଥିପାଇଁ ସେ ଆଶୀର୍ବାଦ ଲାଭ କଲେ। ସହେିପରି ଯେଉଁମାନେ ବିଶ୍ବାସ କରନ୍ତି, ସମାନେେ ଅବ୍ରହାମଙ୍କ ପରି ଆଶୀର୍ବାଦ ପାଆନ୍ତି।
Galatians 3:9 in Other Translations
King James Version (KJV)
So then they which be of faith are blessed with faithful Abraham.
American Standard Version (ASV)
So then they that are of faith are blessed with the faithful Abraham.
Bible in Basic English (BBE)
So then those who are of faith have a part in the blessing of Abraham who was full of faith.
Darby English Bible (DBY)
So that they who are on the principle of faith are blessed with believing Abraham.
World English Bible (WEB)
So then, those who are of faith are blessed with the faithful Abraham.
Young's Literal Translation (YLT)
`Blessed in thee shall be all the nations;' so that those of faith are blessed with the faithful Abraham,
| So then | ὥστε | hōste | OH-stay |
| they which are | οἱ | hoi | oo |
| be of | ἐκ | ek | ake |
| faith | πίστεως | pisteōs | PEE-stay-ose |
| blessed | εὐλογοῦνται | eulogountai | ave-loh-GOON-tay |
| with | σὺν | syn | syoon |
| τῷ | tō | toh | |
| faithful | πιστῷ | pistō | pee-STOH |
| Abraham. | Ἀβραάμ | abraam | ah-vra-AM |
Cross Reference
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:11
ପରମେଶ୍ବର ଗ୍ରହଣ କରି ନଇେଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରାହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହବୋ ପୂର୍ବରୁ ପରମେଶ୍ବରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ବରଙ୍କୁ ବିଶ୍ବାସ କରନ୍ତି ଓ ସୁନ୍ନତ ହାଇେ ନାହାଁନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରାହାମ ଅଟନ୍ତି। ସମାନେେ ବିଶ୍ବାସ କରନ୍ତି ଓ ଏହି କାରଣରୁ ସମାନେେ ପରମେଶ୍ବରଙ୍କ ପାଇଁ ଧାର୍ମିକ ବୋଲି ନିରୁପିତ ହୁଅନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:16
ସେଥିପାଇଁ ବିଶ୍ବାସ ଦ୍ବାରା ଲୋକେ ପରମେଶ୍ବରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ଯର ଦାନ ହାଇପୋ ରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ଯ ରେ ପ୍ରତିଜ୍ଞା ଦାନ ମିଳେ ତା' ହେଲେ ଅବ୍ରାହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କବଳେ ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରାହାମ ଭଳି ବିଶ୍ବାସ ପୂର୍ବକ ଜୀବନ ଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରାହାମ ଆମ୍ଭ ସମସ୍ତଙ୍କର ପିତା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:24
ଏହି ବାକ୍ଯଗୁଡ଼ିକ ଆମ୍ଭ ପାଇଁ ମଧ୍ଯ ଲଖାେ ଯାଇଥିଲା। ଆମ୍ଭେ ବିଶ୍ବାସ କରୁଥିବା ୟୋଗୁ ପରମେଶ୍ବର ଆମ୍ଭକୁ ମଧ୍ଯ ଗ୍ରହଣ କରିବେ। ଆମ୍ଭେ ତାହାଙ୍କୁ ବିଶ୍ବାସ କରୁ ୟିଏ ଆମ୍ଭର ପ୍ରଭୁ ଯୀଶୁଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କଲେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:7
ଅତଏବ ତୁମ୍ଭମାନେେ ଜାଣି ରଖ ଯେ, ବିଶ୍ବାସ କରୁଥିବା ଲୋକେ ଅବ୍ରହାମଙ୍କର ପ୍ରକୃତ ସନ୍ତାନ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:14
ଖ୍ରୀଷ୍ଟ ଆମ୍ଭକୁ ମୁକ୍ତ କରିବାର ଉଦ୍ଦେଶ୍ଯ ଥିଲା, ଯେପରି ଯେଉଁ ଆଶୀର୍ବାଦସବୁ ଅବ୍ରହାମଙ୍କୁ ପ୍ରତିଜ୍ଞା କରାଯାଇଥିଲା, ତାହା ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ଅଣଯିହୂଦୀମାନଙ୍କୁ ପ୍ରଦାନ କରାଯାଇପାରିବ ଏବଂ ଯେପରି ବିଶ୍ବାସ ଦ୍ବାରା ଆମ୍ଭେ ସମସ୍ତେ ସହେି ପ୍ରତିଜ୍ଞା ଦିଆଯାଇଥିବା ଆତ୍ମା ପାଇପାରିବା।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:29
ଯଦି ତୁମ୍ଭମାନେେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତବେେ ସ୍ବଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ଯ ଅଟ, ଓ ପରମେଶ୍ବର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦଇେଥିଲେ, ସହେି ପ୍ରତିଶୃତିର ମଧ୍ଯ ତୁମ୍ଭେ ଉତ୍ତରାଧିକାରୀ ଅଟ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:28
ଏବଂ ଅବୟହାମଙ୍କର ଗୋଟିଏ ପୁତ୍ର ସାଧାରଣ ଭାବରେ ଜନ୍ମ ହେଲା। ଅନ୍ୟ ପୁତ୍ର ୟିସ୍ହାକ୍ ଆତ୍ମାଙ୍କ ଶକ୍ତି ଦ୍ବାରା ଜାତ ହେଲା। ମାେ ଭାଇ ଓ ଭଉଣୀମାନେ ! ତୁମ୍ଭମାନେେ ମଧ୍ଯ ୟିସ୍ହାକ ଭଳି ପ୍ରତିତୃତିର ସନ୍ତାନ ଅଟ।