ଆଦି ପୁସ୍ତକ 13:13 in Oriya

ଓଡିଆ ଓଡିଆ ବାଇବେଲ ଆଦି ପୁସ୍ତକ ଆଦି ପୁସ୍ତକ 13 ଆଦି ପୁସ୍ତକ 13:13

Genesis 13:13
ସଦୋମର ଲୋକମାନେ ମନ୍ଦ ଓ ସଦାପ୍ରଭୁଙ୍କ ଦୃଷ୍ଟି ରେ ଅତି ପାପିଷ୍ଠ ଥିଲେ।

Genesis 13:12Genesis 13Genesis 13:14

Genesis 13:13 in Other Translations

King James Version (KJV)
But the men of Sodom were wicked and sinners before the LORD exceedingly.

American Standard Version (ASV)
Now the men of Sodom were wicked and sinners against Jehovah exceedingly.

Bible in Basic English (BBE)
Now the men of Sodom were evil, and great sinners before the Lord.

Darby English Bible (DBY)
And the people of Sodom were wicked, and great sinners before Jehovah.

Webster's Bible (WBT)
But the men of Sodom were wicked, and sinners before the LORD, exceedingly.

World English Bible (WEB)
Now the men of Sodom were exceedingly wicked and sinners against Yahweh.

Young's Literal Translation (YLT)
and the men of Sodom `are' evil, and sinners before Jehovah exceedingly.

But
the
men
וְאַנְשֵׁ֣יwĕʾanšêveh-an-SHAY
of
Sodom
סְדֹ֔םsĕdōmseh-DOME
wicked
were
רָעִ֖יםrāʿîmra-EEM
and
sinners
וְחַטָּאִ֑יםwĕḥaṭṭāʾîmveh-ha-ta-EEM
before
the
Lord
לַֽיהוָ֖הlayhwâlai-VA
exceedingly.
מְאֹֽד׃mĕʾōdmeh-ODE

Cross Reference

ଆଦି ପୁସ୍ତକ 18:20
ଏହାପରେ ସଦାପ୍ରଭୁ କହିଲେ, ମୁଁ ଅନକେ ଅଭିଯୋଗ ଶୁଣିଅଛି, ସଦୋମ ଓ ଗୋମରର ଲୋକମାନଙ୍କ ବିରୁଦ୍ଧ ରେ, ସମାନେେ ବହୁତ ପାପ କରିଛନ୍ତି।

ଯିଶାଇୟ 3:8
ଏପରି ଘଟିବାର କାରଣ ୟିରୁଶାଲମ ବିପଥଗାମୀ ହାଇେ ବିନଷ୍ଟ ହାଇେଛି। ଯିହୁଦା ପରମେଶ୍ବରଙ୍କୁ ଅବଜ୍ଞାକରି ନିପତିତ ହାଇେଛି। ସମାନଙ୍କେର ବାକ୍ଯ ଓ କାର୍ୟ୍ଯ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରୁଛି। ସମାନେେ ସଦାପ୍ରଭୁଙ୍କ ମହିମା ରେ ଉପହାସ କରୁଛନ୍ତି।

ଯିରିମିୟ 23:24
ସଦାପ୍ରଭୁ କହନ୍ତି, କୌଣସି ବ୍ଯକ୍ତି ଆମ୍ଭଠାରୁ ନିଜକୁ ଗୋପନୀଯ କରି ରହିପାରିବ ନାହିଁ। କାରଣ ଆମ୍ଭେ ସ୍ବର୍ଗ ଓ ମର୍ତ୍ତ୍ଯ ସବୁଠା ରେ ବ୍ଯାପି ରହିଅଛୁ।

ଯିହିଜିକଲ 16:46
ଏବଂ ତୁମ୍ଭର ବଡ଼ ଭଉଣୀ ଶମରିଯା, ସେ ଆପଣା କନ୍ଯାଗଣ ସହିତ ତୁମ୍ଭର ବାମ ଦିଗ ରେ ବାସ କଲେ। ଏବଂ ସଦୋମ ତୁମ୍ଭର ସାନ ଭଉଣୀ, ସେ ଓ ତାହାର କନ୍ଯାଗଣ ତୁମ୍ଭର ଦକ୍ଷିଣ ଦିଗ ରେ ବାସ କରନ୍ତି।

ମାଥିଉଲିଖିତ ସୁସମାଚାର 9:13
ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ଯର ଅର୍ଥ କ'ଣ: 'ମୁଁ ପଶୁବଧ ଚା ହେଁ ନାହିଁ। ମୁଁ ଲୋକମାନଙ୍କ ଭିତ ରେ ଦୟାଭାବ ଗ୍ଭ ହେଁ।' ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:27
ସହେିଭଳି ପୁରୁଷମାନେ ମଧ୍ଯ ସ୍ତ୍ରୀମାନଙ୍କ ସ୍ବାଭାବିକ ସଙ୍ଗ ଛାଡ଼ି ପରସ୍ପର ଭିତ ରେ କାମନା ରେ ଲିପ୍ତ ହେଲେ। ପୁରୁଷମାନେ ଅନ୍ୟ ପୁରୁଷମାନଙ୍କ ସହିତ ଅଶୋଭନୀୟ ବ୍ଯବହାର କଲେ। ନିଜର ମନ୍ଦ କାର୍ୟ୍ଯ ପାଇଁ ସମାନେେ ନିଜ ଦହେ ରେ ଦଣ୍ଡ ଭୋଗିଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 4:13
ସମଗ୍ର ବିଶ୍ବ ରେ ପରମେଶ୍ବରଙ୍କ ଦୃଷ୍ଟି ରେ କୌଣସି କଥା ଲୁଚି ରହି ପା ରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁ କିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖ ରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁ ରେ ତହିଁର ହିସାବ ଦବୋକୁ ହବେ।

ପିତରଙ୍କ ଦିତୀୟ ପତ୍ର 2:6
ପରମେଶ୍ବର ଦଣ୍ଡ ସ୍ବରୂପେ ଦୁଷ୍ଟ ନଗରୀ ସଦୋମ ଓ ଗ ମାରୋକୁ ପୋଡ଼ି ପାଉଁଶ କରି ଦଇେଥିଲେ। ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ, ସମାନଙ୍କେ ପ୍ରତି କ'ଣ ଘଟିବ, ଏହି ନଗରଗୁଡ଼ିକ ତାହାର ଉଦାହରଣ ସ୍ବରୂପ ଅଟେ।

ପିତରଙ୍କ ଦିତୀୟ ପତ୍ର 2:10
ଯେଉଁମାନେ ନିଜର ପାପପୂର୍ଣ୍ଣ ପ୍ରକୃତିଗୁଡ଼ିକର ଇଚ୍ଛା ପୂରଣ ପାଇଁ ମନ୍ଦକାର୍ୟ୍ଯ କରିବ ଜୀବିତ ରହିଛନ୍ତି ଓ ପ୍ରଭୁଙ୍କର କତ୍ତୃର୍ତ୍ବକୁ ଅବମାନନା କରନ୍ତି, ସମାନେେ ଏଭଳି ଦଣ୍ଡର ଯୋଗ୍ଯ।

ଯିହୂଦାଙ୍କ ପତ୍ର 1:7
ସଦୋମ, ଗ ମାରେ ଓ ତା' ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସମାନେେ ଠିକ୍ ସହେି ସ୍ବର୍ଗଦୂତମାନଙ୍କ ପରି। ସହେି ନଗରଗୁଡ଼ିକ ବ୍ଯଭିଚାର ପାପ ଓ ଅସ୍ବାଭାବିକ କାମୁକତା ରେ ପରିପୂର୍ଣ୍ଣ ଥିଲା। ସମାନେେ ଅନନ୍ତ ଅଗ୍ନି ଦଣ୍ଡ ରେ ଦଣ୍ଡିତ ହେଲେ। ସମାନଙ୍କେର ଦଣ୍ଡ ଆମ୍ଭମାନଙ୍କ ଆଗ ରେ ଗୋଟିଏ ଉଦାହରଣ ସ୍ବରୂପ ରହିଛି।

ଯୋହନଲିଖିତ ସୁସମାଚାର 9:31
ଆମ୍ଭେ ସମସ୍ତେ ଜାଣୁ ଯେ, ପରମେଶ୍ବର ପାପୀଙ୍କ କଥା ଶୁଣନ୍ତି ନାହିଁ। କିନ୍ତୁ ଯେଉଁ ଲୋକ ପରମେଶ୍ବରଙ୍କ ଉପାସନା କରେ ଓ ତାହାଙ୍କ କଥା ପାଳନ କରେ ପରମେଶ୍ବର ତା'ର କଥା ଶୁଣନ୍ତି।

ଯୋହନଲିଖିତ ସୁସମାଚାର 9:24
ତେଣୁ ଯିହୂଦୀ ନେତାମାନେ ସହେି ପୂର୍ବରୁ ଅନ୍ଧଥିବା ଲୋକକୁ ଆଉଥରେ ଭିତରକୁ ଡାକିଲେ। ସମାନେେ କହିଲେ, ତୁମ୍ଭେ ସତ୍ଯ କହି ପରମେଶ୍ବରଙ୍କୁ ଗୌରବ ଦବୋ ଉଚିତ। ଆମ୍ଭେ ଜାଣୁ ଯେ, ଏହି ଲୋକ (ଯୀଶୁ) ଜଣେ ପାପୀ।

ଆଦି ପୁସ୍ତକ 10:9
ସେ ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ହେଲା। ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ନିମ୍ରୋଜ ତୁଲ୍ଯ ଥିଲେ ବୋଲି ଲୋକମାନେ କହୁଥିଲେ, ସେ ବ୍ଯକ୍ତି ନିମ୍ରୋଜ ସଦୃଶ ସଦାପ୍ରଭୁଙ୍କ ସମ୍ମୁଖ ରେ ଗୋଟିଏ ପରାକ୍ରାନ୍ତ ବ୍ଯାଧ।

ଆଦି ପୁସ୍ତକ 15:16
ପୁଣି ଏହି ଦେଶକୁ ତୁମ୍ଭ ବଂଶର ଚ଼ତୁର୍ଥ ପୁରୁଷ ଫରେିବେ। କାରଣ ଯେଉଁ ଇ ମାରେୀଯମାନେ ଏଠା ରେ ବାସ କରନ୍ତି, ସମାନଙ୍କେର ପାପ ଏପର୍ୟ୍ଯନ୍ତ ଶଷେ ହାଇନୋହିଁ।

ଆଦି ପୁସ୍ତକ 19:4
ସହେି ଦୁଇଜଣ ଅତିଥି ବିଛଣାକୁ ୟିବା ପୂର୍ବରୁ, ସଦୋମର ସମସ୍ତ ଲୋକ ୟୁବା ଏବଂ ବୃଦ୍ଧ ପ୍ରେତ୍ୟକକ ଜଣ କୌଣସି ବ୍ଯତିକ୍ରମ ନଥାଇ ଆସିଲେ ଏବଂ ଲୋଟଙ୍କ ଘରକୁ ଘରେିଗଲେ। ତା'ପରେ ସମାନେେ ଲୋଟଙ୍କୁ ଚିତ୍କାର କରି କହିଲେ,

ଆଦି ପୁସ୍ତକ 38:7
କିନ୍ତୁ ସଦାପ୍ରଫୁ ଦେଖିଲେ ଯେ, ଯିହୁଦାର ପ୍ରଥମଜାତ ଏର ଦୁଷ୍ଟ ଥିଲା। ତେଣୁ ସେ ତାଙ୍କୁ ବିନାଶ କଲେ।

ପ୍ରଥମ ଶାମୁୟେଲ 15:18
ସଦାପ୍ରଭୁ ତୁମ୍ଭକୁ ୟକ୍ସ୍ଟଦ୍ଧ ୟାତ୍ରା ରେ ପଠାଇ କହିଲେ, 'ୟାଅ, ସହେି ଅମାଲକେୀଯ ପାପୀମାନଙ୍କୁ ହତ୍ଯା କର। ସମାନଙ୍କେୁ ସଐୂର୍ଣ୍ଣ ରୂପେ ଧ୍ବଂସ ନକରିବା ପର୍ୟ୍ଯନ୍ତ ତାଙ୍କ ସହ ୟକ୍ସ୍ଟଦ୍ଧ କର।'

ଦିତୀୟ ରାଜାବଳୀ 21:6
ମନଃଶି ଆପଣା ପୁତ୍ରକୁ ଅଗ୍ନି ରେ ଉତ୍ସର୍ଗ କଲେ। ସେ ଶୁଭଶୁଭ କହିବାର ବିଦ୍ଯା, ଗଣକତା, ୟାଦୁବିଦ୍ଯା, ଭୂତପ୍ ରତେ ଓ ଗୂଣୀଗା ରଡେି କାର୍ୟ୍ଯ ରେ ଅଭ୍ଯସ୍ତ ହେଲେ।

ଯିଶାଇୟ 1:9
ଏହା ସତ୍ଯ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା ନ ହାଇେଥିଲେ ଆମ୍ଭମାନେେ ସଦୋମ ଓ ହ ମାରୋର ପରି ସମ୍ପୂର୍ଣ୍ଣରୂପେ ଧ୍ବଂସ ପାଇଥାନ୍ତୁ।

ମାଥିଉଲିଖିତ ସୁସମାଚାର 9:10
ଯୀଶୁ ମାଥିଉଙ୍କ ଘ ରେ ଖାଉଥିଲେ। ସେ ଖାଇବା ବେଳେ ଅନକେ କର ଆଦାୟକାରୀ ଓ ଅନ୍ୟ ପାପୀମାନେ ସଠାେରେ ପହଁଞ୍ଚିଲେ। ସମାନେେ ଯୀଶୁ ଓ ତାହାଙ୍କ ଅନୁଗାମୀମାନଙ୍କ ସହ ଖାଇଲେ।

ମାଥିଉଲିଖିତ ସୁସମାଚାର 11:23
ହେ କଫର୍ନାହୂମ! ତୁ କ'ଣ ଭାବୁଛୁ ତୋତେ ସ୍ବର୍ଗୀୟ ଗୌରବ ଦବୋ ପାଇଁ ସ୍ବର୍ଗକୁ ଉଠାଇ ନିଆୟିବ? ନା, ତୁମ୍ଭକୁ ପାତାଳ ରେ ନିକ୍ଷପେ କରାୟିବ। ଯେଉଁ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ ତୋର ଅଞ୍ଚଳ ରେ କରାଯାଇଛି, ସଗେୁଡିକ ଯଦି ସଦୋମ ରେ କରାଯାଇ ଥାଆନ୍ତା।, ତବେେ ସଠାେକାର ବାସିନ୍ଦା ପାପ କରିବା ବନ୍ଦ କରି ଦଇେଥାଆନ୍ତେ ଓ ସେ ନଗର ଏ ପର୍ୟ୍ଯନ୍ତ ତିଷ୍ଠି ରହି ପାରି ଥାଆନ୍ତା।

ଆଦି ପୁସ୍ତକ 6:11
ପରମେଶ୍ବର ପୃଥିବୀକୁ ନିରୀକ୍ଷଣ କଲେ ଓ ଦେଖିଲେ ଯେ, ପୃଥିବୀ ଭ୍ରଷ୍ଟାଚ଼ାରିତା ହାଇେଅଛି। ସମସ୍ତ ସ୍ଥାନ ରେ ଅତ୍ଯାଚ଼ାର ଥିଲା,