ଆଦି ପୁସ୍ତକ 6:17 in Oriya

ଓଡିଆ ଓଡିଆ ବାଇବେଲ ଆଦି ପୁସ୍ତକ ଆଦି ପୁସ୍ତକ 6 ଆଦି ପୁସ୍ତକ 6:17

Genesis 6:17
ମୁଁ ଏକ ପ୍ରଳଯଙ୍କାରୀ ବନ୍ଯା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ବଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ।

Genesis 6:16Genesis 6Genesis 6:18

Genesis 6:17 in Other Translations

King James Version (KJV)
And, behold, I, even I, do bring a flood of waters upon the earth, to destroy all flesh, wherein is the breath of life, from under heaven; and every thing that is in the earth shall die.

American Standard Version (ASV)
And I, behold, I do bring the flood of waters upon this earth, to destroy all flesh, wherein is the breath of life, from under heaven; everything that is in the earth shall die.

Bible in Basic English (BBE)
For truly, I will send a great flow of waters over the earth, for the destruction from under the heaven of all flesh in which is the breath of life; everything on the earth will come to an end.

Darby English Bible (DBY)
For I, behold, I bring a flood of waters on the earth, to destroy all flesh under the heavens in which is the breath of life: everything that is on the earth shall expire.

Webster's Bible (WBT)
And behold, I, even I do bring a flood of waters upon the earth, to destroy all flesh, in which is the breath of life, from under heaven: and every thing that is on the earth shall die.

World English Bible (WEB)
I, even, I do bring the flood of waters on this earth, to destroy all flesh having the breath of life from under the sky. Everything that is in the earth will die.

Young's Literal Translation (YLT)
`And I, lo, I am bringing in the deluge of waters on the earth to destroy all flesh, in which `is' a living spirit, from under the heavens; all that `is' in the earth doth expire.

And,
behold,
וַֽאֲנִ֗יwaʾănîva-uh-NEE
I,
even
I,
הִנְנִי֩hinniyheen-NEE
do
bring
מֵבִ֨יאmēbîʾmay-VEE

אֶתʾetet
flood
a
הַמַּבּ֥וּלhammabbûlha-MA-bool
of
waters
מַ֙יִם֙mayimMA-YEEM
upon
עַלʿalal
earth,
the
הָאָ֔רֶץhāʾāreṣha-AH-rets
to
destroy
לְשַׁחֵ֣תlĕšaḥētleh-sha-HATE
all
כָּלkālkahl
flesh,
בָּשָׂ֗רbāśārba-SAHR
wherein
אֲשֶׁרʾăšeruh-SHER
is
the
breath
בּוֹ֙boh
of
life,
ר֣וּחַrûaḥROO-ak
under
from
חַיִּ֔יםḥayyîmha-YEEM
heaven;
thing
מִתַּ֖חַתmittaḥatmee-TA-haht
that
every
and
הַשָּׁמָ֑יִםhaššāmāyimha-sha-MA-yeem
is
in
the
earth
כֹּ֥לkōlkole
shall
die.
אֲשֶׁרʾăšeruh-SHER
בָּאָ֖רֶץbāʾāreṣba-AH-rets
יִגְוָֽע׃yigwāʿyeeɡ-VA

Cross Reference

ପିତରଙ୍କ ଦିତୀୟ ପତ୍ର 2:5
ଅତି ପୂର୍ବକାଳ ରେ ରହୁଥିବା ମନ୍ଦ ଲୋକଙ୍କୁ ପରମେଶ୍ବର ଦଣ୍ଡ ଦଇେଥିଲେ। ପରମେଶ୍ବର ଆପଣା ବିରୋଧୀ ଲୋକମାନଙ୍କ ପାଇଁ ଏକ ପ୍ରଳୟଙ୍କାରୀ ବନ୍ଯା ଆଣିଥିଲେ। କିନ୍ତୁ ପରମେଶ୍ବର ନୋହ ଓ ତାହାଙ୍କ ସହ୍ଯ ଅନ୍ୟ ସାତଜଣଙ୍କୁ ସହେି ପ୍ରଳୟଙ୍କାରୀ ବନ୍ଯାରୁ ରକ୍ଷା କରିଥିଲେ। ଲୋକମାନଙ୍କୁ ନୋହ ଉତ୍ତମ ଜୀବନ କାଟିବାକୁ ଉପଦେଶ ଦେଉଥିଲେ।

ଆଦି ପୁସ୍ତକ 7:4
ସାତଦିନ ପରେ ମୁଁ ଚ଼ାଳିଶ ଦିବାରାତ୍ର ପୃଥୀବୀ ରେ ବୃଷ୍ଟି କରାଇବି। ପୃଥିବୀର ସମସ୍ତ ଜୀବିତ ପ୍ରାଣୀ ଓ ସଠାେକାର ସମସ୍ତ ଜିନିଷ ଧ୍ବଂସ କରି ଦବେି, ଯାହା ମୁଁ ସୃଷ୍ଟି କରିଥିଲି।

ଆଦି ପୁସ୍ତକ 7:21
ପୃଥିବୀପୃଷ୍ଠରୁ ପ୍ରେତ୍ୟକକ ସଜୀବ ପ୍ରାଣୀ ମୃତ୍ଯୁବରଣ କଲେ। ପ୍ରେତ୍ୟକକ ପୁରୁଷ ଓ ସ୍ତ୍ରୀ,

ଗୀତସଂହିତା 29:10
ସଦାପ୍ରଭୁ ହେଉଛନ୍ତି ବନ୍ଯା ସମଯରେ ରାଜା ତୁଲ୍ଯ ଓ ସଦାପ୍ରଭୁ ଅନନ୍ତକାଳ ରାଜା ହାଇେ ରହିବେ।

ଗୀତସଂହିତା 107:34
ପରମେଶ୍ବର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି। କାରଣ ଦେଶର ଅଧର୍ମୀ ଲୋକମାନେ ସଠାେରେ ବାସ କରନ୍ତି।

ପିତରଙ୍କ ପ୍ରଥମ ପତ୍ 3:20
ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ବରଙ୍କ ଅବାଧ୍ଯ ହାଇେଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ୟ୍ଯନ୍ତ ପରମେଶ୍ବର ର୍ଧୈୟ୍ଯ ସହିତ ଅପେକ୍ଷା କରୁଥିଲେ। ସହେି ଜାହାଜ ରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇପାରିଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 11:7
କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।

ହୋଶେୟ 5:14
କାହିଁକି ସେ ଏହା ପାରିବେ ନାହିଁ? କାରଣ ଆମ୍ଭେ ସିଂହ ସଦୃଶ ଇଫ୍ରଯିମଙ୍କୁ ଆକ୍ରମଣ କରିବା। ୟୁବାସିଂହ ସଦୃଶ ଆମ୍ଭେ ଯିହୁଦା ରାଜ୍ଯକୁ ଆକ୍ରମଣ କରିବା। ହଁ ଆମ୍ଭେ ସଦାପ୍ରଭୁ, ସମାନଙ୍କେୁ ଖଣ୍ତ ଖଣ୍ତ କରି ଚିରିଦବୋ। ଆମ୍ଭେ ସମାନଙ୍କେୁ ବହୁଦୂରକୁ ନଇୟିବୋ ଏବଂ କହେି ସମାନଙ୍କେୁ ରକ୍ଷା କରିପାରିବେ ନାହିଁ।

ଆମୋଷ 9:6
ସଦାପ୍ରଭୁ ଆକାଶର ଉର୍ଦ୍ଧ ରେ ତାଙ୍କର ପ୍ରାସାଦ ନିର୍ମାଣ କରିଛନ୍ତି। ସେ ପୃଥିବୀ ଉପ ରେ ଗୋଦାମ ଘର ନିର୍ମାଣ କରିଛନ୍ତି। ସେ ସମୁଦ୍ରକୁ ଡାକନ୍ତି ଏବଂ ପାଣି ପୃଥିବୀ ଉପ ରେ ଢାଳନ୍ତି। ତାଙ୍କର ନାମ ୟିହୋବାଃ

ମାଥିଉଲିଖିତ ସୁସମାଚାର 24:39
ଯାହା ସବୁ ସେତବେେଳେ ଘଟି ଯାଉଥିଲା, ଲୋକେ ତାହା ଜାଣି ପାରୁ ନଥିଲେ। ସତେିକି ବେଳେ ବନ୍ଯା ମାଡ଼ିଆସିଲା। ସବୁ ଲୋକ ନଷ୍ଟ ହାଇଗେଲେ। ମନୁଷ୍ଯ ପୁତ୍ର ଆସିବା ସମୟରେ ଠିକ୍ ସହେିପରି ହବେ।

ଲୂକଲିଖିତ ସୁସମାଚାର 17:27
ନୋହଙ୍କ ସମୟରେ, ଏପରିକି ନୋହ ଜାହାଜ ରେ ବସିବା ସମୟ ପର୍ୟ୍ଯନ୍ତ ଲୋକମାନେ ଖିଆପିଆ କରୁଥିଲେ ଓ ବିବାହ କରୁଥିଲେ। ତା'ପରେ ବନ୍ଯା ମାଡି ଆସିଲା ଓ ସେ ସମସ୍ତଙ୍କୁ ମାରି ଦଲୋ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:12
ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ବାରା ମୃତ୍ଯୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:21
ଆମ୍ଭମାନଙ୍କୁ ଶାସନ କରିବା ପାଇଁ ପାପ ଥରେ ମୃତ୍ଯୁକୁ ବ୍ଯବହାର କଲା। କିନ୍ତୁ ପରମେଶ୍ବର ନିଜର ଅଧିକ ଅନୁଗ୍ରହ ପ୍ରଦାନ କଲେ ଯାହା ଦ୍ବାରା ଅନୁଗ୍ରହ ଶାସନ କଲା ଓ ଲୋକେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେ ରହିଲେ। ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଏହା ଅନନ୍ତ ଜୀବନ ଆଣିଲା।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:23
ପାପର ସ୍ବାଭାବିକ ପରିଣତି ମୃତ୍ଯୁ। କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତା ରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:20
ପରମେଶ୍ବର ଯାହା କିଛି ସୃଷ୍ଟି କରିଥିଲେ ତାହା ଅସାର ହାଇଗେଲା। ଏହା ସଂସାରର ପସନ୍ଦ ନ ଥିଲା, କିନ୍ତୁ ପରମେଶ୍ବର ଏହା କରିବା ପାଇଁ ସ୍ଥିର କରି ଥିଲେ। କିନ୍ତୁ ଏହି ଭରଷା ଥିଲା:

ଯିହିଜିକଲ 34:20
ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, କିନ୍ତୁ ଦେଖ, ମୁଁ ହୃଷ୍ଟପୁଷ୍ଟ ପଶୁ ଓ କ୍ଷୀଣ ପଶୁ ମଧିଅରେ ବିଚାର କରିବି।

ଯିହିଜିକଲ 34:11
ତେଣୁ ମାରେ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆମ୍ଭ ମଷେମାନଙ୍କର ପାଳକ ହବେୁ। ଆମ୍ଭେ ସମାନଙ୍କେର ଅନ୍ବଷେଣ କରିବୁ ଓ ଆମ୍ଭେ ସମାନଙ୍କେର ତତ୍ତ୍ବ ନବେୁ।

ଆଦି ପୁସ୍ତକ 6:7
ତେଣୁ ସଦାପ୍ରଭୁ କହିଲେ, ମୁଁ ସମସ୍ତ ମନୁଷ୍ଯକୁ ଧ୍ବଂସ କରି ଦବେି ଯାହା ମୁଁ ସୃଷ୍ଟି କରିଛି। ମୁଁ ସମସ୍ତ ମନୁଷ୍ଯ , ପଶୁ ଏବଂ ପ୍ରେତ୍ୟକକ ଖେଚ଼ର ପ୍ରାଣୀମାନଙ୍କୁ ଧ୍ବଂସ କରି ଦବେି। ଏବଂ ଆକାଶର ସମସ୍ତ ପକ୍ଷୀ କୂଳକୁ ମଧ୍ଯ ଧ୍ବଂସ କରି ଦବେି। କାହିଁକି? କାରଣ ଏମାନଙ୍କୁ ସୃଷ୍ଟି କରି ମୁଁ ଦୁଃଖିତ।

ଆଦି ପୁସ୍ତକ 6:13
ତେଣୁ ପରମେଶ୍ବର ନୋରକୁ କହିଲେ, ସମସ୍ତ ଲୋକ ପୃଥିବୀକୁ କୋର୍ଧ ଓ ହିଂସା ରେ ଛାରଖାର କରି ଦେଲଣେି। ତେଣୁ ଆମ୍ଭେ ପୃଥିବୀ ସହିତ ସମାନଙ୍କେୁ ବିନଷ୍ଠ କରିବାା

ଆଦି ପୁସ୍ତକ 7:15
ନୋହଙ୍କ ସହିତ ଏହି ସମସ୍ତେ ଜୀବ ଜାହାଜ ମଧିଅରେ ରହିଲେ। ସମସ୍ତ ଜୀବିତ ପ୍ରାଣୀ ୟୋଡ଼ା ୟୋଡ଼ା ହାଇେ ଆସିଲେ।

ଆଦି ପୁସ୍ତକ 7:17
ଚ଼ାଳିଶ ଦିନ ପୃଥିବୀ ରେ ଜଳପ୍ଲାବନ ହେଲା, ପୁଣି ଜଳ ବଢ଼ିବାରୁ ଜାହାଜ ଭୂମିକୁ ଛାଡ଼ି ଭାସିବାକୁ ଲାଗିଲା।

ଆଦି ପୁସ୍ତକ 9:9
ମୁଁ ବର୍ତ୍ତମାନ ତୁମ୍ଭ ପାଇଁ ଏବଂ ତୁମ୍ଭ ପରେ ରହୁଥିବା ଲୋକମାନଙ୍କ ପାଇଁ ପ୍ରତିଜ୍ଞା କରୁଛି।

ଯାତ୍ରା ପୁସ୍ତକ 14:17
ମୁଁ ମିଶରୀଯମାନଙ୍କୁ ଜିଦ୍ଖୋର କରିବି, ଯେଉଁଥି ରେ ସମାନେେ ତୁମ୍ଭମାନଙ୍କ ପଛ ରେ ଗୋଡାଇବେ। ମୁଁ ତୁମ୍ଭକୁ ଦଖାଇବେି, କିପରି ମୁଁ ଫାରୋ, ତାଙ୍କର ଅଶ୍ବାରୋହୀ ସୈନ୍ଯ, ରଥା ରୋହୀ ସୈନ୍ଯମାନଙ୍କଠାରୁ ଶକ୍ତିଶାଳୀ।

ଲେବୀୟ ପୁସ୍ତକ 26:28
ତବେେ ଆମ୍ଭେ କୋର୍ଧ ରେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଶାସ୍ତି ଦବୋ।

ଦିତୀୟ ବିବରଣ 32:39
'ଏବେ ଦେଖ ଆମ୍ଭେ କବଳେ ପରମେଶ୍ବର ଅଟକ୍ସ୍ଟ। ଆଉ କୌଣସି ଅନ୍ୟ ଦବେତା ନାହିଁ। ଆମ୍ଭେ ମରଣ ଦେଉ, ଆମ୍ଭେ ଜୀବଦାନ କରୁ। ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିପାରକ୍ସ୍ଟ। କୌଣସି ବ୍ଯକ୍ତି ଆମ୍ଭ ଶକ୍ତିଠାରକ୍ସ୍ଟ ରକ୍ଷା କରିପାରିବ ନାହିଁ

ଆୟୁବ ପୁସ୍ତକ 22:16
ସହେି ଦୁଷ୍ଟମାନେ ଧ୍ବଂସ ପାଇ ସାରିଛନ୍ତି। ସମାନଙ୍କେର ମୃତ୍ଯୁ ସମୟ ଆସିବା ପୂର୍ବରୁ। ସମାନେେ ବନ୍ଯା ରେ ଭାସି ୟାଇଛନ୍ତି।

ଗୀତସଂହିତା 93:3
ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ବନି ବାହାର କଲେ। ସମୁଦ୍ରସବୁ ସମାନଙ୍କେର ଢ଼େଉ ଭାଙ୍ଗି ଗର୍ଜ୍ଜନ କଲେ।

ଯିଶାଇୟ 51:12
ସଦାପ୍ରଭୁ କୁହନ୍ତି, ଆମ୍ଭେ ହେଉଛୁ ସହେି ଯେ ତୁମ୍ଭମାନଙ୍କୁ ସାନ୍ତ୍ବନା ଦିଅନ୍ତି, ତବେେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ଯ ଏପରି ମାନବର ସନ୍ତାନକୁ ଭୟ କରୁଅଛ ?'

ଯିଶାଇୟ 54:9
କାରଣ ଏହା ଆମ୍ଭ ପ୍ରତି ନୋହଙ୍କ ସମୟର ଜଳ ସଦୃଶ ଅଟେ ; ନୋହଙ୍କ ସମୟର ଜଳ ଆଉ ଯେପରି ପୃଥିବୀକୁ ପ୍ଲାବିତ କରିବ ନାହିଁ ବୋଲି ଆମ୍ଭେ ଶପଥ କରିଅଛୁ, ସହେିପରି ଆମ୍ଭେ ତୁମ୍ଭ ପ୍ରତି କୋର୍ଧ କିମ୍ବା ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।

ଯିହିଜିକଲ 5:8
ତେଣୁ ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଜାତିଗୁଡ଼ିକ ମଧିଅରେ ତୁମ୍ଭର ବିଚାର କରିବାା

ଯିହିଜିକଲ 6:3
କୁହ :

ଆଦି ପୁସ୍ତକ 2:7
ଏହାପରେ ସଦାପ୍ରଭୁ ପରମେଶ୍ବର ଭୂମିରୁ ଧୂଳି ନଇେ ମନୁଷ୍ଯ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ର ରେ ଫୁଙ୍କ ଦଇେ ପ୍ରାଣ ବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ଯ ଜୀବିତପ୍ରାଣୀ ହେଲା।