ହବକକୂକ 1:6 in Oriya

ଓଡିଆ ଓଡିଆ ବାଇବେଲ ହବକକୂକ ହବକକୂକ 1 ହବକକୂକ 1:6

Habakkuk 1:6
ଆମ୍ଭେ ବାବିଲୋନୀଯମାନଙ୍କୁ ଗୋଟିଏ ଶକ୍ତିଶାଳୀ ଗୋଷ୍ଠୀ ରେ ପରିଣତ କରିବା। ସହେି ଲୋକମାନେ ଦୁଷ୍ଟ ଓ କ୍ଷିପ୍ର। ଯୋଦ୍ଧା। ସମାନେେ ସମଗ୍ର ପୃଥିବୀ ରେ ମାଡିଯିବେ। ସମାନେେ ଅନ୍ୟ ଲୋକମାନଙ୍କର ଗୃହ ଓ ନଗରଗୁଡିକୁ ଅଧିକାର କରିବେ।

Habakkuk 1:5Habakkuk 1Habakkuk 1:7

Habakkuk 1:6 in Other Translations

King James Version (KJV)
For, lo, I raise up the Chaldeans, that bitter and hasty nation, which shall march through the breadth of the land, to possess the dwellingplaces that are not their's.

American Standard Version (ASV)
For, lo, I raise up the Chaldeans, that bitter and hasty nation, that march through the breadth of the earth, to possess dwelling-places that are not theirs.

Bible in Basic English (BBE)
For see, I am sending the Chaldaeans, that bitter and quick-moving nation; who go through the wide spaces of the earth to get for themselves living-places which are not theirs.

Darby English Bible (DBY)
For behold, I raise up the Chaldeans, that bitter and impetuous nation, which marcheth through the breadth of the earth, to possess dwelling-places that are not theirs.

World English Bible (WEB)
For, behold, I raise up the Chaldeans, that bitter and hasty nation, that march through the breadth of the earth, to possess dwelling places that are not theirs.

Young's Literal Translation (YLT)
For, lo, I am raising up the Chaldeans, The bitter and hasty nation, That is going to the broad places of earth, To occupy tabernacles not its own.

For,
כִּֽיkee
lo,
הִנְנִ֤יhinnîheen-NEE
I
raise
up
מֵקִים֙mēqîmmay-KEEM

אֶתʾetet
Chaldeans,
the
הַכַּשְׂדִּ֔יםhakkaśdîmha-kahs-DEEM
that
bitter
הַגּ֖וֹיhaggôyHA-ɡoy
and
hasty
הַמַּ֣רhammarha-MAHR
nation,
וְהַנִּמְהָ֑רwĕhannimhārveh-ha-neem-HAHR
march
shall
which
הַֽהוֹלֵךְ֙hahôlēkHA-hoh-lake
through
the
breadth
לְמֶרְחֲבֵיlĕmerḥăbêleh-mer-huh-VAY
of
the
land,
אֶ֔רֶץʾereṣEH-rets
possess
to
לָרֶ֖שֶׁתlārešetla-REH-shet
the
dwellingplaces
מִשְׁכָּנ֥וֹתmiškānôtmeesh-ka-NOTE
that
are
not
לֹּאlōʾloh
theirs.
לֽוֹ׃loh

Cross Reference

ଦିତୀୟ ରାଜାବଳୀ 24:2
ତେଣୁ ସଦାପ୍ରଭୁ ଯିହାୟୋଦାରକୀମ୍ଙ୍କ ବିରୁଦ୍ଧ ରେ କଲ୍ଦୀଯ ସୈନ୍ଯଦଳ, ଅରାମୀଯ ସୈନ୍ଯଦଳ, ମାୟୋବୀଯ ସୈନ୍ଯଦଳ ଓ ଅମ୍ମାନେ-ସନ୍ତାନ ମାନଙ୍କ ସୈନ୍ଯଦଳ ପ୍ ରରଣେ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ଯଦ୍ବକ୍ତାମାନଙ୍କ ଦ୍ବାରା ଯାହା କହିଥିଲେ, ସହେି ବାକ୍ଯାନୁସା ରେ ଯିହୁଦାକୁ ବିନାଶ କରିବା ପାଇଁ ତା' ବିରୁଦ୍ଧ ରେ ସମାନଙ୍କେୁ ପ୍ ରରଣେ କଲେ।

ଯିରିମିୟ 5:15
ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା ସେ ଏକ ବଳବାନ୍ ଗୋଷ୍ଠୀ ଓ ପ୍ରାଚୀନ ଗୋଷ୍ଠୀ। ସେ ଗୋଷ୍ଠୀର ଭାଷା ତୁମ୍ଭମାନେେ ଜାଣ ନାହିଁ। ଆଉ ସମାନଙ୍କେର କଥା ତୁମ୍ଭମାନେେ ବୁଝିପାରିବ ନାହିଁ।

ଯିରିମିୟ 25:9
ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।

ଯିରିମିୟ 21:4
ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, 'ତୁମ୍ଭମାନେେ ଆପଣା ହସ୍ତସ୍ଥିତ ଯେଉଁସବୁ ୟୁଦ୍ଧାସ୍ତ୍ର ଦ୍ବାରା ବାବିଲର ରାଜା ଓ ତୁମ୍ଭ ଅବରୋଧକାରୀ କଲଦୀଯମାନଙ୍କ ସହିତ ପ୍ରାଚୀର ବାହା ରେ ୟୁଦ୍ଧ କରୁଅଛ, ସେ ସବୁ ଅସ୍ତ୍ରକୁ ଆମ୍ଭେ ନିଷ୍ଫଳ କରାଇବା।

ଯିରିମିୟ 6:22
ଆଉ ମଧ୍ଯ ସଦାପ୍ରଭୁ ଏହିକଥା କହନ୍ତି, ଦେଖ ଉତ୍ତର ଦିଗରୁ ଏକ ସୈନ୍ଯବାହିନୀ ଆସୁଛନ୍ତି ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହା ଗୋଷ୍ଠୀ ଉତ୍ତଜେିତ ହବେେ।

ଯିରିମିୟ 4:8
ତେଣୁ ତୁମ୍ଭମାନେେ ଚଟବସ୍ତ୍ର ପରିଧାନ କରି ବିଳାପ ଓ ହାହାକାର କର। କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କୋରଧ ଆମ୍ଭମାନଙ୍କ ଉପ ରେ ରହିଅଛି।

ଯିରିମିୟ 4:6
ସିୟୋନ୍ଆଡ଼େ ଧ୍ବଜା ଉଠାଅ। ଜୀବନ ରକ୍ଷା ପାଇଁ ପଳାଯନ କର। ଅପେକ୍ଷା କର ନାହିଁ, କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।

ଯିରିମିୟ 1:15
ସଦାପ୍ରଭୁ ପୁଣି କହିଲେ, ଏହା ହବେ କାରଣ ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ଯ ସମୂହର ସମୁଦାଯ ଗୋଷ୍ଠୀକୁ ଡ଼ାକିବା। ତେଣୁ ସମାନେେ ଆସି ୟିରୁଶାଲମ ନଗର ଦ୍ବାରର ପ୍ରବେଶ ସ୍ଥାନ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖ ରେ ନିଜ ନିଜ ସିଂହାସନ ସ୍ଥାପନ କରିବେ।

ଯିଶାଇୟ 39:6
ଦେଖ, ଏକ ସମୟ ଆସୁଛି ଯେତବେେଳେ ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ଯ ଓ ଆଜି ପର୍ୟ୍ଯନ୍ତ ସଞ୍ଚିତ ତୁମ୍ଭ ପୂର୍ବପୁରୁଷଙ୍କ ଦ୍ରବ୍ଯ ବାବିଲକୁ ନିଆୟିବ।' ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି କୌଣସି ଦ୍ରବ୍ଯ ଛଡ଼ାୟିବ ନାହିଁ।

ଯିଶାଇୟ 23:13
ତେଣୁ ସୋର ଲୋକମାନେ କୁହନ୍ତି, ବାବିଲର ଲୋକମାନେ ଆମ୍ଭମାନଙ୍କୁ ସାହାୟ୍ଯ କରିବେ।' ମାତ୍ର କଲଦୀଯମାନଙ୍କର ଦେଶକୁ ଦେଖ। ବାବିଲ ବର୍ତ୍ତମାନ ଆଉ ଦେଶ ନୁହେଁ। ଅଶୂରୀଯମାନେ ତାକୁ ଆକ୍ରମଣ କରି ତା'ର ଚାରିପଟେ ଦୁର୍ଗ ନିର୍ମାଣ କରିଛନ୍ତି। ତା'ର ସୈନ୍ଯମାନେ ସହେି ରମଣୀଯ ପ୍ରାସାଦମାନଙ୍କରୁ ସମସ୍ତ ଜିନିଷ ଲୁଟି ନଇେଛନ୍ତି। ବାବିଲକୁ ଧ୍ବଂସ ସ୍ତୁପ ରେ ପରିଣତ କରି ତାକୁ ବନ୍ଯ ଜନ୍ତୁଙ୍କର ବାସସ୍ଥଳୀ ରେ ପରିଣତ କରିଛନ୍ତି।

ଦିତୀୟ ବଂଶାବଳୀ 36:17
ତେଣୁ ପରମେଶ୍ବର ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ୟୁବା ଲୋକମାନେ ମନ୍ଦିର ମଧିଅରେ ଥିଲେ ସୁଦ୍ଧା, ବାବିଲର ରାଜା ସମାନଙ୍କେୁ ହତ୍ଯା କଲେ। ସେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ୟୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ଯା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ଯା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ଯା କଲେ, ପରମେଶ୍ବର ଯିହୁଦା ଓ ୟିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜଯୀ କଲେ।

ଦିତୀୟ ବଂଶାବଳୀ 36:6
ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦାକୁ ଆକ୍ରମଣ କଲେ। ସେ ଯିହାୟୋଦାରକୀମ୍ଙ୍କୁ ବନ୍ଦୀ କରି ନେଲେ ଓ ତାଙ୍କ ଉପରେ ପିତ୍ତଳର ଜଞ୍ଜିର ପକାଇଲେ। ଏହାପରେ ନବୂଖଦ୍ନିତ୍ସର ରାଜା ଯିହାୟୋଦାରକୀମଙ୍କୁ ବାବିଲକୁ ନଇଗେଲେ।

ଦିତୀୟ ବିବରଣ 28:49
ସଦାପ୍ରଭୁ ତକ୍ସ୍ଟମ୍ଭପାଇଁ ଦୂରରକ୍ସ୍ଟ ଅନ୍ୟ ଏକ ଜାତି ଆଣିବେ, ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ସମାନେେ ୟକ୍ସ୍ଟଦ୍ଧ କରିବେ। ତୁମ୍ଭେ ସମାନଙ୍କେର ଭାଷା ବକ୍ସ୍ଟଝିପାରିବ ନାହିଁ। ସମାନେେ ଖକ୍ସ୍ଟବ୍ଶିଘ୍ର ଆସିବେ। ଯେପରି ଆକାଶରକ୍ସ୍ଟ ବାଜପକ୍ଷୀ ଓହ୍ଲାଇଲା ପରି ।