ହବକକୂକ 3:9 in Oriya

ଓଡିଆ ଓଡିଆ ବାଇବେଲ ହବକକୂକ ହବକକୂକ 3 ହବକକୂକ 3:9

Habakkuk 3:9
ତା'ପ ରେ ତୁମ୍ଭେ ଧନୁ କାଢିଲ। ଶପଥ ପୂର୍ବକ ତୀରଗୁଡିକୁ ନିକ୍ଷପେ କଲ। ତୁମ୍ଭେ ପୃଥିବୀକୁ ନଦୀମାନଙ୍କ ଦ୍ବାରା ଭାଗ କଲ।

Habakkuk 3:8Habakkuk 3Habakkuk 3:10

Habakkuk 3:9 in Other Translations

King James Version (KJV)
Thy bow was made quite naked, according to the oaths of the tribes, even thy word. Selah. Thou didst cleave the earth with rivers.

American Standard Version (ASV)
Thy bow was made quite bare; The oaths to the tribes were a `sure' word. Selah. Thou didst cleave the earth with rivers.

Bible in Basic English (BBE)
Your bow was quite uncovered. Selah. By you the earth was cut through with rivers.

Darby English Bible (DBY)
Thy bow was made naked, The rods [of discipline] sworn according to [thy] word. Selah. Thou didst cleave the earth with rivers.

World English Bible (WEB)
You uncovered your bow. You called for your sworn arrows. Selah. You split the earth with rivers.

Young's Literal Translation (YLT)
Utterly naked Thou dost make Thy bow, Sworn are the tribes -- saying, `Pause!' `With' rivers Thou dost cleave the earth.

Thy
bow
עֶרְיָ֤הʿeryâer-YA
was
made
quite
תֵעוֹר֙tēʿôrtay-ORE
naked,
קַשְׁתֶּ֔ךָqaštekākahsh-TEH-ha
according
to
the
oaths
שְׁבֻע֥וֹתšĕbuʿôtsheh-voo-OTE
tribes,
the
of
מַטּ֖וֹתmaṭṭôtMA-tote
even
thy
word.
אֹ֣מֶרʾōmerOH-mer
Selah.
סֶ֑לָהselâSEH-la
cleave
didst
Thou
נְהָר֖וֹתnĕhārôtneh-ha-ROTE
the
earth
תְּבַקַּעtĕbaqqaʿteh-va-KA
with
rivers.
אָֽרֶץ׃ʾāreṣAH-rets

Cross Reference

ଗୀତସଂହିତା 7:12
ୟଦି ପରମେଶ୍ବର କୌଣସି ନିଷ୍ପତ୍ତି ନିଅନ୍ତି ସେ ସହଜରେ ତାଙ୍କ ମନ ପରିବର୍ତ୍ତନ କରନ୍ତି ନାହିଁ।

ଗୀତସଂହିତା 105:41
ପରମେଶ୍ବର ଶୈଳକୁ ଫଟାନ୍ତେ ଜଳଷୋର୍ତ ବହିବା ଆରମ୍ଭ ହେଲା। ତାହା ଶୁଷ୍କ ଭୂମିରେ ନଦୀତୁଲ୍ଯ ପ୍ରବାହିତ ହେଲା।

ଗୀତସଂହିତା 78:15
ସେ ମରୁଭୂମିରେ ଶୈଳଗୁଡ଼ିକୁ ବିଦୀର୍ଣ୍ଣ କଲେ ଏବଂ ସେ ଅଗାଧ ସ୍ଥଳରୁ, ଲୋକମାନଙ୍କୁ ଅଧିକରୁ ଅଧିକ ଜଳ ପ୍ରଦାନ କରାଇଲେ।

ଯିଶାଇୟ 51:9
ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ। ବଳ ଧାରଣ କର। ଯେପରି ପୂର୍ବକାଳ ରେ ଓ ପ୍ରାଚୀନକାଳର ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସହେିପରି ଜାଗ। ରାହବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ ଓ ନାଗକୁ ଯେ ବିଦ୍ଧ କରିଥିଲେ, ସହେି ପ୍ରଭୁ ତୁମ୍ଭେ ନୁହଁ କି ?

ଯିଶାଇୟ 52:10
ସଦାପ୍ରଭୁ ସର୍ବଦେଶୀଯଙ୍କ ସମ୍ମୁଖ ରେ ତାଙ୍କର ପବିତ୍ର ବାହୁ ଅନାବୃତ କରିଛନ୍ତି ଓ ପୃଥିବୀର ପ୍ରେତ୍ୟକକ ତାଙ୍କର ପରିତ୍ରାଣ ଦେଖିବେ।

ଯିରିମିୟଙ୍କ ବିଳାପ 2:4
ଆସ ସଦାପ୍ରଭୁ ଶତ୍ରୁ ପରି ଧନୁ ରେ ସୂତା ବାନ୍ଧିଥିଲେ ଓ ତାଙ୍କର ଦକ୍ଷିଣ ହସ୍ତକୁ ଶତ୍ରୁପକ୍ଷ ପରି ସୁଶାେଭିତ କରିଛନ୍ତି। ଯିହୁଦାର ସମସ୍ତ ସୁନ୍ଦର ଲୋକଙ୍କୁ ଶତ୍ରୁପରି ବଧ କରିଅଛନ୍ତି। ପୁଣି ତାଙ୍କର କୋରଧାଗ୍ନିକୁ ସିୟୋନ କନ୍ଯାର ତମ୍ବୁ ଉପ ରେ ଢ଼ାଳି ଦଇେଅଛନ୍ତି।

ଲୂକଲିଖିତ ସୁସମାଚାର 1:72
ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦୟା ଦଖାଇବେେ ବୋଲି କହିଥିଲେ ଏବଂ ସେ ତାହାଙ୍କର ପବିତ୍ର ପ୍ରତିଜ୍ଞା ମନେ ରଖିଛନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:4
ଓ ସମସ୍ତେ ସମାନ ଆତ୍ମିକ ପାନୀୟରୁ ପାନ କରିଥିଲେ। ସମାନେେ ସହେି ଆତ୍ମିକ ପଥରରୁ ବାହାରିବା ପାଣି ପିଇଥିଲେ। ସହେି ପଥର ଖ୍ରୀଷ୍ଟ ଥିଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 6:13
ପରମେଶ୍ବର ଅବ୍ରହାମଙ୍କୁ ପ୍ରତିଜ୍ଞା ଦଇେଥିଲେ। ପରମେଶ୍ବରଙ୍କ ବ୍ଯତୀତ ମହାନ ଲୋକ ଆଉ କହେି ନାହାଁନ୍ତି। ଅତଏବ ପରମେଶ୍ବର ନିଜ ନାମ ରେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ସାଧନା କରିବେ ବୋଲି କହିଛନ୍ତି।

ଗୀତସଂହିତା 143:6
ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭର ସାହାୟ୍ଯ ଅପେକ୍ଷାରେ ଅଛି, ୟପରେି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ।

ଗୀତସଂହିତା 105:8
ସେ ଚିରଦିନ ଚୁକ୍ତି ମନେ ରଖନ୍ତି। ଏକ ହଜାର ବଂଶଧର ପର୍ୟ୍ଯନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।

ଆଦି ପୁସ୍ତକ 17:7
ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।

ଆଦି ପୁସ୍ତକ 22:16
ସଦାପ୍ରଭୁଙ୍କର ଦୂତ କହିଲେ, ତୁମ୍ଭର ଏକମାତ୍ର ପୁତ୍ର ଆମ୍ଭକୁ ଦବୋକୁ ସମ୍ମତ ହେଲ, ତୁମ୍ଭେ ଏପରି କଲ କାରଣ ମାେ ପାଇଁ। ମୁଁ ତୁମ୍ଭକୁ ଏହି ପ୍ରତିଜ୍ଞା କରାଇଥିଲି। ମୁଁ ସହେି ସଦାପ୍ରଭୁ ପ୍ରତିଜ୍ଞା କରିଥିଲି ଯେ,

ଆଦି ପୁସ୍ତକ 26:3
ତୁମ୍ଭେ ଏହି ଦେଶ ରେ ପ୍ରବାସ କର। ତହିଁରେ ମୁଁ ତୁମ୍ଭକୁ ସାହାୟ୍ଯ ଓ ଆଶୀର୍ବାଦ କରିବି। ପୁଣି ମୁଁ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦବେି। ତୁମ୍ଭ ପିତା ଅବ୍ରାହାମଙ୍କ ନିକଟରେ କରିଥବା ଶପଥ ମୁଁ ସଫଳ କରିବି।

ଆଦି ପୁସ୍ତକ 28:13
ଏବଂ ଯାକୁବ ଦେଖିଲେ ସଦାପ୍ରଭୁ ସହେି ସିଢ଼ି ପାଖ ରେ ଛିଡ଼ା ହାଇେଛନ୍ତି। ସଦାପ୍ରଭୁ କହୁଥିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ବର, ମଧ୍ଯ ଇସ୍ହାକର ପରମେଶ୍ବର। ତୁମ୍ଭେ ଶାଇେଥିବା ଭୂମି ଆମ୍ଭେ ତୁମ୍ଭକୁ ଦବୋ। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ତାହା ଦବୋ।

ଯାତ୍ରା ପୁସ୍ତକ 17:6
ମୁଁ ତୁମ୍ଭ ସମ୍ମୁଖ ରେ ହୋ ରେବ୍ ରେ ସହେି ଶୈଳ ଉପରେ ଠିଆ ହବେି। ସହେି ଶୈଳକୁ ଆଘାତ କଲେ ସେଥିରୁ ପାଣି ବାହାରି ଆସିବ ଏବଂ ଲୋକମାନେ ଜଳପାନ କରିପାରିବେ।

ଗଣନା ପୁସ୍ତକ 20:11
ଏହାପରେ ମାଶାେ ହସ୍ତ ଉତ୍ତୋଳନ କରି ଆପଣା ଆଶାବାଡି ରେ ସହେି ଶୈଳକୁ ଦୁଇଥର ଆଘାତ କଲେ। ଶୈଳରୁ ପ୍ରଚୁର ଜଳ ବାହାରିଲା। ତହୁଁ ମଣ୍ତଳୀ ଓ ସମାନଙ୍କେର ପଶୁଗଣ ଜଳପାନ କଲେ।

ଦିତୀୟ ବିବରଣ 32:23
'ଆମ୍ଭେ ଇଶ୍ରାୟେଲୀୟମାନଙ୍କ ଉପରେ ଅମଙ୍ଗଳ ଦବୋ। ଆମ୍ଭେ ଆପଣା ବାଣସବୁ ସମାନଙ୍କେ ଉପରେ ବ୍ଯଯ କରିବା।

ଗୀତସଂହିତା 35:1
ସଦାପ୍ରଭୁ ଯେଉଁମାନେ ମାେ ସହିତ ବିବାଦ କରୁଛନ୍ତି ତୁମ୍ଭେ ସମାନଙ୍କେ ସହିତ ମାେ ନିମନ୍ତେ ୟୁଦ୍ଧ କର।

ଆଦି ପୁସ୍ତକ 15:18
ସହେିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦଲେି। ମିଶରୀଯ ନଦୀଠାରୁ ମହାନ ନଦୀ ଫରାତ୍ ପର୍ୟ୍ଯନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦଲେି।