ଏବ୍ରୀମାନଙ୍କ ନିକଟକୁ ପତ୍ର 1
1 ଅତୀତ ରେ ପରମେଶ୍ବର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ଯଦ୍ ବକ୍ତାମାନଙ୍କ ମାଧ୍ଯମ ରେ କଥା କହିଥିଲେ।
2 କିନ୍ତୁ ଏହି ଶଷେ ସମୟରେ ପରମେଶ୍ବର ଆପଣା ପୁତ୍ରଙ୍କ ଦ୍ବାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ବାରା ସାରା ବିଶ୍ବ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସହେି ପୁତ୍ର ପରମେଶ୍ବରଙ୍କ ମହିମା ପ୍ରକାଶ କରନ୍ତି।
3 ସେ ପରମେଶ୍ବରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସହେି ପୁତ୍ର ନିଜର ଶକ୍ତିୟୁକ୍ତ ବାକ୍ଯ ଦ୍ବାରା ପ୍ରେତ୍ୟକକ ବିଷୟକୁ ଧରି ରଖିଛନ୍ତି। ସହେି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସମାନଙ୍କେୁ ପବିତ୍ର କଲେ। ତା'ପରେ ସେ ସ୍ବର୍ଗସ୍ଥ ମହାମହିମ ପରମେଶ୍ବରଙ୍କ ଡ଼ାହାଣପଟ ରେ ବସିଲେ।
4 ପରମେଶ୍ବର ତାହାଙ୍କୁ ସମସ୍ତ ସ୍ବର୍ଗଦୂତମାନଙ୍କ ଅପେକ୍ଷା ଅତ୍ଯଧିକ ଉତ୍କୃଷ୍ଟ ନାମ ଦେଲେ, ତେଣୁ ସେ ଯେ କୌଣସି ସ୍ବର୍ଗଦୂତଙ୍କ ଠାରୁ ମଧ୍ଯ ଅଧିକ ମହାନ୍ ହାଇେଅଛନ୍ତି।
5 ଆହୁରି ମଧ୍ଯ ସେ କୌଣସି ସ୍ବର୍ଗଦୂତଙ୍କୁ କହି ନ ଥିଲେ ଯେ :
6 ଓ ଯେତବେେଳେ ପରମେଶ୍ବର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ଯକୁ ଆଣିବେ, ସହେି ସମୟକୁ ଲକ୍ଷ୍ଯ କରି ସେ କହନ୍ତି :
7 ନିଜର ସ୍ବର୍ଗଦୂତମାନଙ୍କ ବିଷୟ ରେ ପରମେଶ୍ବର କହିଛନ୍ତି :
8 କିନ୍ତୁ ପରମେଶ୍ବର ନିଜ ପୁତ୍ର ବିଷୟ ରେ କୁହନ୍ତି :
9 ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର। ଅତଏବ ପରମେଶ୍ବର, ତୁମ୍ଭ ପରମେଶ୍ବର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।
10 ପରମେଶ୍ବର ଏହା ମଧ୍ଯ କହନ୍ତି :
11 ଏହି ବିଷୟ ଗୁଡ଼ିକ ଲୋପ ପାଇବ, କିନ୍ତୁ ତୁମ୍ଭେ ନିତ୍ଯସ୍ଥାଯୀ। ସମସ୍ତ ବିଷୟ ବସ୍ତ୍ରଭଳି ପୁରୁଣା ହାଇଯେିବ।
12 ତୁମ୍ଭେ ଚାଦର ଭଳି ସହେିସବୁ ଗୁଡ଼ାଇବ ଓ ସମାନେେ ବସ୍ତ୍ର ଭଳି ପରିବର୍ତ୍ତିତ ହବେେ। କିନ୍ତୁ ତୁମ୍ଭେ କଦାପି ବଦଳିବ ନାହିଁ, ଓ ତୁମ୍ଭ ଜୀବନର ଶଷେ ହବେ ନାହିଁ।
13 ପରମେଶ୍ବର କବେେ ହେଲେ କୌଣସି ସ୍ବର୍ଗଦୂତକୁ କହିଛନ୍ତି କି ଯେ :
14 ସମସ୍ତ ସ୍ବର୍ଗଦୂତ ଆତ୍ମା ଅଟନ୍ତି। ସମାନେେ ପରମେଶ୍ବରଙ୍କ ସବୋ କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସମାନଙ୍କେୁ ସାହାୟ୍ଯ କରନ୍ତି।
1 God, who at sundry times and in divers manners spake in time past unto the fathers by the prophets,
2 Hath in these last days spoken unto us by his Son, whom he hath appointed heir of all things, by whom also he made the worlds;
3 Who being the brightness of his glory, and the express image of his person, and upholding all things by the word of his power, when he had by himself purged our sins, sat down on the right hand of the Majesty on high;
4 Being made so much better than the angels, as he hath by inheritance obtained a more excellent name than they.
5 For unto which of the angels said he at any time, Thou art my Son, this day have I begotten thee? And again, I will be to him a Father, and he shall be to me a Son?
6 And again, when he bringeth in the firstbegotten into the world, he saith, And let all the angels of God worship him.
7 And of the angels he saith, Who maketh his angels spirits, and his ministers a flame of fire.
8 But unto the Son he saith, Thy throne, O God, is for ever and ever: a sceptre of righteousness is the sceptre of thy kingdom.
9 Thou hast loved righteousness, and hated iniquity; therefore God, even thy God, hath anointed thee with the oil of gladness above thy fellows.
10 And, Thou, Lord, in the beginning hast laid the foundation of the earth; and the heavens are the works of thine hands:
11 They shall perish; but thou remainest; and they all shall wax old as doth a garment;
12 And as a vesture shalt thou fold them up, and they shall be changed: but thou art the same, and thy years shall not fail.
13 But to which of the angels said he at any time, Sit on my right hand, until I make thine enemies thy footstool?
14 Are they not all ministering spirits, sent forth to minister for them who shall be heirs of salvation?
Hebrews 1 in Tamil and English
1 ଅତୀତ ରେ ପରମେଶ୍ବର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ଯଦ୍ ବକ୍ତାମାନଙ୍କ ମାଧ୍ଯମ ରେ କଥା କହିଥିଲେ।
God, who at sundry times and in divers manners spake in time past unto the fathers by the prophets,
2 କିନ୍ତୁ ଏହି ଶଷେ ସମୟରେ ପରମେଶ୍ବର ଆପଣା ପୁତ୍ରଙ୍କ ଦ୍ବାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ବାରା ସାରା ବିଶ୍ବ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସହେି ପୁତ୍ର ପରମେଶ୍ବରଙ୍କ ମହିମା ପ୍ରକାଶ କରନ୍ତି।
Hath in these last days spoken unto us by his Son, whom he hath appointed heir of all things, by whom also he made the worlds;
3 ସେ ପରମେଶ୍ବରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସହେି ପୁତ୍ର ନିଜର ଶକ୍ତିୟୁକ୍ତ ବାକ୍ଯ ଦ୍ବାରା ପ୍ରେତ୍ୟକକ ବିଷୟକୁ ଧରି ରଖିଛନ୍ତି। ସହେି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସମାନଙ୍କେୁ ପବିତ୍ର କଲେ। ତା'ପରେ ସେ ସ୍ବର୍ଗସ୍ଥ ମହାମହିମ ପରମେଶ୍ବରଙ୍କ ଡ଼ାହାଣପଟ ରେ ବସିଲେ।
Who being the brightness of his glory, and the express image of his person, and upholding all things by the word of his power, when he had by himself purged our sins, sat down on the right hand of the Majesty on high;
4 ପରମେଶ୍ବର ତାହାଙ୍କୁ ସମସ୍ତ ସ୍ବର୍ଗଦୂତମାନଙ୍କ ଅପେକ୍ଷା ଅତ୍ଯଧିକ ଉତ୍କୃଷ୍ଟ ନାମ ଦେଲେ, ତେଣୁ ସେ ଯେ କୌଣସି ସ୍ବର୍ଗଦୂତଙ୍କ ଠାରୁ ମଧ୍ଯ ଅଧିକ ମହାନ୍ ହାଇେଅଛନ୍ତି।
Being made so much better than the angels, as he hath by inheritance obtained a more excellent name than they.
5 ଆହୁରି ମଧ୍ଯ ସେ କୌଣସି ସ୍ବର୍ଗଦୂତଙ୍କୁ କହି ନ ଥିଲେ ଯେ :
For unto which of the angels said he at any time, Thou art my Son, this day have I begotten thee? And again, I will be to him a Father, and he shall be to me a Son?
6 ଓ ଯେତବେେଳେ ପରମେଶ୍ବର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ଯକୁ ଆଣିବେ, ସହେି ସମୟକୁ ଲକ୍ଷ୍ଯ କରି ସେ କହନ୍ତି :
And again, when he bringeth in the firstbegotten into the world, he saith, And let all the angels of God worship him.
7 ନିଜର ସ୍ବର୍ଗଦୂତମାନଙ୍କ ବିଷୟ ରେ ପରମେଶ୍ବର କହିଛନ୍ତି :
And of the angels he saith, Who maketh his angels spirits, and his ministers a flame of fire.
8 କିନ୍ତୁ ପରମେଶ୍ବର ନିଜ ପୁତ୍ର ବିଷୟ ରେ କୁହନ୍ତି :
But unto the Son he saith, Thy throne, O God, is for ever and ever: a sceptre of righteousness is the sceptre of thy kingdom.
9 ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର। ଅତଏବ ପରମେଶ୍ବର, ତୁମ୍ଭ ପରମେଶ୍ବର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।
Thou hast loved righteousness, and hated iniquity; therefore God, even thy God, hath anointed thee with the oil of gladness above thy fellows.
10 ପରମେଶ୍ବର ଏହା ମଧ୍ଯ କହନ୍ତି :
And, Thou, Lord, in the beginning hast laid the foundation of the earth; and the heavens are the works of thine hands:
11 ଏହି ବିଷୟ ଗୁଡ଼ିକ ଲୋପ ପାଇବ, କିନ୍ତୁ ତୁମ୍ଭେ ନିତ୍ଯସ୍ଥାଯୀ। ସମସ୍ତ ବିଷୟ ବସ୍ତ୍ରଭଳି ପୁରୁଣା ହାଇଯେିବ।
They shall perish; but thou remainest; and they all shall wax old as doth a garment;
12 ତୁମ୍ଭେ ଚାଦର ଭଳି ସହେିସବୁ ଗୁଡ଼ାଇବ ଓ ସମାନେେ ବସ୍ତ୍ର ଭଳି ପରିବର୍ତ୍ତିତ ହବେେ। କିନ୍ତୁ ତୁମ୍ଭେ କଦାପି ବଦଳିବ ନାହିଁ, ଓ ତୁମ୍ଭ ଜୀବନର ଶଷେ ହବେ ନାହିଁ।
And as a vesture shalt thou fold them up, and they shall be changed: but thou art the same, and thy years shall not fail.
13 ପରମେଶ୍ବର କବେେ ହେଲେ କୌଣସି ସ୍ବର୍ଗଦୂତକୁ କହିଛନ୍ତି କି ଯେ :
But to which of the angels said he at any time, Sit on my right hand, until I make thine enemies thy footstool?
14 ସମସ୍ତ ସ୍ବର୍ଗଦୂତ ଆତ୍ମା ଅଟନ୍ତି। ସମାନେେ ପରମେଶ୍ବରଙ୍କ ସବୋ କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସମାନଙ୍କେୁ ସାହାୟ୍ଯ କରନ୍ତି।
Are they not all ministering spirits, sent forth to minister for them who shall be heirs of salvation?