ଏବ୍ରୀମାନଙ୍କ ନିକଟକୁ ପତ୍ର 10

1 ବ୍ଯବସ୍ଥା ଆମ୍ଭକୁ ଭବିଷ୍ଯ ରେ ଘଟିବାକୁ ଥିବା ଉତ୍ତମ ବିଷୟଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ଯବସ୍ଥା ପ୍ରକୃତ ବିଷୟଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ଯବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁ ହେ। ଯେଉଁ ଲୋକମାନେ ପରମେଶ୍ବରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସହେି ବଳି ସମର୍ପଣ କାର୍ୟ୍ଯ କରି ଚାଲିଥାନ୍ତି। କିନ୍ତୁ ବ୍ଯବସ୍ଥା କବେେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।

2 ଯଦି ବ୍ଯବସ୍ଥା ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରିଥାନ୍ତା ତା' ହେଲେ ସହେି ବଳିଗୁଡ଼ିକ ବନ୍ଦ ହାଇେ ଯାଇ ସାରିଥାଆନ୍ତା। ସହେି ଲୋକମାନେ ମଧ୍ଯ ପାପରୁ ଶୁଦ୍ଧ ହାଇଯୋଇ ସାରିଥାନ୍ତେ। ସମାନେେ ଏବେ ସୁଦ୍ଧା ନିଜ ପାପ ପାଇଁ ନିଜକୁ ଦୋଷୀ ଅନୁଭବ କରୁ ନ ଥାନ୍ତେ। କିନ୍ତୁ ବ୍ଯବସ୍ଥା କଦାପି ତାହା କରି ପାରିବ ନାହିଁ।

3 ସମାନେେ ଯେଉଁ ବଳି ଗୁଡ଼ିକ ଦିଅନ୍ତି, ତାହା ପ୍ରତିବର୍ଷ ସମାନଙ୍କେୁ ସମାନଙ୍କେର ପାପଗୁଡ଼ିକ ସ୍ମରଣ କରାଇ ଦିଏ।

4 ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛଳେିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହଁନ୍ତି।

5 ଅତଏବ ଯେତବେେଳେ ଖ୍ରୀଷ୍ଟ ସଂସାରକୁ ଆସିଲେ ସେ କହିଲେ :

6 ହାମବେଳି ଓ ପାପାର୍ଥକ ବଳି ରେ ତୁମ୍ଭେ ଖୁସି ହୁଅ ନାହିଁ। ବଳି ଦ୍ବାରା ପାପହରଣ କଥାର ମଧ୍ଯ ତୁମ୍ଭେ ଖୁସି ନୁହଁ।

7 ତା'ପରେ ମୁଁ କହିଲି : 'ପରମେଶ୍ବର ମୁଁ ଅଛି ଏଠା ରେ ବ୍ଯବସ୍ଥା ପୁସ୍ତକରେ ମାେ ବିଷୟ ରେ ଲଖାେ ଅଛି। ତୁମ୍ଭେ ଚାହିଁ ଥିବା କାର୍ୟ୍ଯଗୁଡ଼ିକ ମୁଁ କରିବା ପାଇଁ ଆସିଛି।' ଗୀତସଂହିତା 40:6-8

8 ଏହି ଶାସ୍ତ୍ର ରେ ସେ ପ୍ରଥମେ କହିଥିଲେ, ତୁମ୍ଭେ ବଳି ଓ ନବୈେଦ୍ଯମାନ ଚାହଁ ନାହିଁ। ତୁମ୍ଭେ ହାମବେଳି ଦ୍ବାରା ବା ପାପହରଣ ହବୋ ପାଇଁ ଦିଆଯାଉଥିବା ବଳିଗୁଡ଼ିକ ଦ୍ବାରା ପ୍ରସନ୍ନ ହୁଅ ନାହିଁ। ବ୍ଯବସ୍ଥା ଆଜ୍ଞା ଦିଏ ଏହି ବଳିଦାନ ପାଇଁ।

9 ତା'ପରେ ସେ କହିଲେ ପରମେଶ୍ବର, ମୁଁ ଏଠା ରେ ଅଛି। ମୁଁ ତୁମ୍ଭେ ଚାହୁଁଥିବା କାମ କରିବା ପାଇଁ ଆସିଛି। ଅତଏବ ପରମେଶ୍ବର ତାହାଙ୍କର ପ୍ରଥମ ବଳିଦାନ ପ୍ରଥା ସମାପ୍ତ କରି ନୂତନପ୍ରଥା ଆରମ୍ଭ କଲେ।

10 ପରମେଶ୍ବର ଚାହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ବାରା ତାହାଙ୍କ ଶରୀରର ବଳିଦାନ ହତେୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ୟ୍ଯାପ୍ତ ହେଲା ଭଳି ଥରମାେତ୍ର ସହେି ବଳିଦାନ କଲେ।

11 ଯାଜକମାନେ ପ୍ରତିଦିନ ଠିଆ ହାଇେ ସମାନଙ୍କେର ଧାର୍ମିକ ସବୋ କାର୍ୟ୍ଯ କରନ୍ତି। ସହେି, ସମାନ ବଳିଗୁଡ଼ିକ ସମାନେେ ବାରମ୍ବାର ସମର୍ପଣ କରନ୍ତି। କିନ୍ତୁ ସହେିଭଳି ବଳି କବେେ ହେଲେ ପାପହରଣ କରି ପା ରେ ନାହିଁ।

12 ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରି ଥିଲେ, ଓ ସହେି ବଳିଦାନ ସବୁଦିନ ପାଇଁ ପର୍ୟ୍ଯାପ୍ତ ଅଟେ।

13 ତା'ପରେ ଖ୍ରୀଷ୍ଟ ପରମେଶ୍ବରଙ୍କ ଡାହାଣ ପଟେ ବସିଲେ। ସଠାେରେ ଖ୍ରୀଷ୍ଟ ଏବେ ନିଜ ଶତ୍ରୁମାନଙ୍କୁ ତାହାଙ୍କ ଶକ୍ତି ତଳେ ରହିବା ପାଇଁ ଅପେକ୍ଷା ରେ ଅଛନ୍ତି।

14 ମାତ୍ର ଗୋଟିଏ ବଳିଦାନ ଦ୍ବାରା ଯୀଶୁ ନିଜ ଲୋକମାନଙ୍କୁ ସର୍ବଦା ପାଇଁ ସମ୍ପୂର୍ଣ୍ଣ ସିଦ୍ଧ କରି ଦେଲେ। ସହେି ଲୋକମାନଙ୍କୁ ପବିତ୍ର କରାଯାଇଛି।

15 ପବିତ୍ର ଆତ୍ମା ମଧ୍ଯ ଆମ୍ଭକୁ ଏହା ବିଷୟ ରେ କୁହନ୍ତି। ପ୍ରଥମ ରେ ସେ କୁହନ୍ତି :

16 ପ୍ରଭୁ କହିଲେ, ଭବିଷ୍ଯତ ରେ ମାେ ଲୋକମାନଙ୍କ ସହିତ ମୁଁ ଏହି ଚୁକ୍ତି କରିବି। ମୁଁ ମାେ ନିୟମଗୁଡ଼ିକୁ ସମାନଙ୍କେ ହୃଦୟ ରେ ରଖିବି। ମୁଁ ମାେ ନିୟମଗୁଡ଼ିକୁ ସମାନଙ୍କେ ମନ ରେ ଲେଖିବି। ୟିରିମିୟ 31:33

17 ଏହା ମଧ୍ଯ କୁହନ୍ତି :

18 ଓ ଏହିସବୁଗୁଡ଼ିକୁ କ୍ଷମା କରି ଦିଆଗଲା ପରେ, ଆଉ ପାପଗୁଡ଼ିକ ପାଇଁ ବଳିଦାନର କୌଣସି ଆବଶ୍ଯକତା ନାହିଁ।

19 ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନ ରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ବାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟ ରେ ଏପରି କରିପାରିବା।

20 ଯୀଶୁଙ୍କ ଦ୍ବାରା ଖାଲିେ ଦିଆ ଯାଇଥିବା ଗୋଟିଏ ନୂତନ ବାଟ ଦଇେ ଆମ୍ଭେ ପ୍ରବେଶ କରି ପାରିବା। ଏହା ଏକ ଜୀବନ୍ତ ପଥ। ଏହି ନୂତନ ପଥଟି ପରଦା ମଧ୍ଯ ଦଇେ ଯାଏ ଯାହା କି ଯୀଶୁଙ୍କ ଶରୀର ଅଟେ।

21 ପରମେଶ୍ବରଙ୍କ ଘରକୁ ଶାସନ କରୁଥିବା ଭଳି ଆମ୍ଭର ମଧ୍ଯ ଜଣେ ମହାୟାଜକ ଅଛନ୍ତି।

22 ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।

23 ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗ ରେ ବ୍ଯକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ବରଙ୍କଠା ରେ ବିଶ୍ବାସ କରିପାରିବା।

24 ଆମ୍ଭେ ପରସ୍ପର ବିଷୟ ରେ ଚିନ୍ତା କରିବା ଏବଂ ପରସ୍ପରକୁ ଭଲ ପାଇବା ଓ ଭଲ କାମ କରିବା ପାଇଁ ଉତ୍ସାହିତ କରିବା ଉଚିତ୍।

25 କିଛି ଲୋକ ଯେପରି ମଣ୍ଡଳୀ ଉପାସନା ପରିତ୍ଯାଗ କରନ୍ତି, ଆମ୍ଭେ ସପରେି ଏକାଠି ମିଳିତ ହବୋ ବନ୍ଦ କରିବା ଉଚିତ୍ ନୁହେଁ। ତା' ପରିବର୍ତେ, ସହେି ଦିନଟି ନିକଟତର ହେଉଛି ଦେଖି ଆମ୍ଭମାନେେ ଏକାଠି ମିଳିତ ହାଇେ ପରସ୍ପରକୁ ଅଧିକ ଉତ୍ସାହିତ କରିବା ଉଚିତ୍।

26 ସତ୍ଯକୁ ଜାଣିଲା ପରେ ମଧ୍ଯ ଯଦି ଆମ୍ଭେ ପାପକାମ କରି ଚାଲିବା ପାଇଁ ଇଚ୍ଛା କରିବା, ତା' ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ।

27 ଆମ୍ଭେ ଯଦି ପାପ କରି ଚାଲୁଥିବା, ତା ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଚାରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ବରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି।

28 ଯେଉଁଲୋକ ମାଶାଙ୍କେ ବ୍ଯବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନିଜଣ ସାକ୍ଷୀ ଆବଶ୍ଯକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଇଥିଲା।

29 ତା' ହେଲେ ଯେଉଁ ଲୋକ ପରମେଶ୍ବରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା'ପାଇଁ କଣ ଦଣ୍ଡବିଧାନ ହବୋ ଉଚିତ ? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହବେ। ନୂତନ ନିୟମ ଆରମ୍ଭ କରି ଥିବା ଉକ୍ତ ପ୍ରତି ଯେଉଁଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସହେି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହବେ କାରଣ ସହେି ରକ୍ତ ସହେି ଲୋକକୁ ଥରେ ପବିତ୍ର କରିଥିଲା।

30 ଆମ୍ଭେ ଜାଣୁ ଯେ, ପରମେଶ୍ବର କହିଥିଲେ : ମନ୍ଦ କାମ କରିଥିବା ଲୋକଙ୍କୁ ମୁଁ ଦଣ୍ଡ ଦବେି, ମୁଁ ତାହାଙ୍କୁ ପ୍ରତିଦାନ ଦବେି।318 ପରମେଶ୍ବର ଆହୁରି ମଧ୍ଯ କହିଥିଲେ : ପ୍ରଭୁ ତାହାଙ୍କ ଲୋକଙ୍କର ବିଚାର କରିବେ। 319

31 ଜୀବନ ପରମେଶ୍ବରଙ୍କ ହାତ ରେ ଜଣେ ପାପୀ ପଡ଼ିୟିବା, ଗୋଟିଏ ଭୟଙ୍କର କଥା।

32 ପ୍ରଥମଥର ସତ୍ଯ ଜାଣିବା ଦିନଗୁଡ଼ିକୁ ମନେ ପକାଅ। ଅନକେ ପ୍ରକାରର ଯାତନା ସହିତ ତୁମ୍ଭମାନେ ସଂଘର୍ଷ କରିଥିଲ, କିନ୍ତୁ ତୁମ୍ଭମାନେେ ଦୃଢ଼ ରହିଥିଲ।

33 ସେତବେେଳେ ଲୋକେ ତୁମ୍ଭମାନଙ୍କୁ ଘୃଣାପୂର୍ଣ୍ଣ କଥାମାନ କହିଥିଲେ, ଓ ଅନକେ ଲୋକଙ୍କ ଆଗ ରେ ତୁମ୍ଭମାନଙ୍କୁ ଅପଦସ୍ତ କରିଥିଲେ। େ ବେଳବେଳେ ଏହି ଭଳି ଖରାପ ବ୍ଯବହାର ମଧ୍ଯ ଦଇେ ଗତି କରୁଥିବା ଲୋକଙ୍କୁ ତୁମ୍ଭମାନେେ ସାହାୟ୍ଯ କଲ।

34 ଯେଉଁମାନେ ବନ୍ଦୀଘ ରେ ରଖା ଯାଇଥିଲେ, ସମାନଙ୍କେର ଅସୁବିଧାଗୁଡ଼ିକରେ ତୁମ୍ଭମାନେେ ଭାଗନଲେ, ଓ ସମାନଙ୍କେୁ ସାହାୟ୍ଯ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନଇେ ୟିବା ପରେ ମଧ୍ଯ ତୁମ୍ଭମାନେେ ଆନନ୍ଦ ରେ ଥିଲ। ତୁମ୍ଭମାନେେ ଆନନ୍ଦ ରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖ ରେ ଯାହା କିଛି ଅଛି ତାହା ଅତ୍ଯଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।

35 ଅତଏବ ପୂର୍ବରୁ ଥିବା ସାହସ ତୁମ୍ଭମାନେେ ହରାଅ ନାହିଁ। ତୁମ୍ଭମାନଙ୍କର ସାହସ ପାଇଁ ତୁମ୍ଭମାନେେ ପ୍ରଚୁର ମାତ୍ରା ରେ ପୁରସ୍କାର ପାଇବ।

36 ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।

37 ଆଜି ଅଳ୍ପ ସମୟରେ,

38 ଯେଉଁ ଲୋକ ମାେ ସହିତ ଧାର୍ମିକ, ତା'ର ବିଶ୍ବାସ ହତେୁ ସେ ଜୀବିତ ରହିବ। କିନ୍ତୁ ଯଦି ସେ ଲୋକ ଭୟ ରେ ମୁହଁ ମାେଡ଼େ, ମୁଁ ତା' ଉପରେ ପ୍ରସନ୍ନ ହବେି ନାହିଁ। ହବକ୍କୂକ୍ 2:3-4

39 କିନ୍ତୁ ଆମ୍ଭେ ସହେି ଲୋକମାନଙ୍କ ପରି ନୋହୁଁ ଯେଉଁମାନେ ବିମୁଖ ହୁଅନ୍ତି ଓ ହଜିଯାଆନ୍ତି। ଯେଉଁମାନଙ୍କର ବିଶ୍ବାସ ରହିଛି, ଓ ଉଦ୍ଧାର ପାଇଛନ୍ତି ଆମ୍ଭେ ସମାନଙ୍କେ ଭଳି ଅଟୁ।

1 For the law having a shadow of good things to come, and not the very image of the things, can never with those sacrifices which they offered year by year continually make the comers thereunto perfect.

2 For then would they not have ceased to be offered? because that the worshippers once purged should have had no more conscience of sins.

3 But in those sacrifices there is a remembrance again made of sins every year.

4 For it is not possible that the blood of bulls and of goats should take away sins.

5 Wherefore when he cometh into the world, he saith, Sacrifice and offering thou wouldest not, but a body hast thou prepared me:

6 In burnt offerings and sacrifices for sin thou hast had no pleasure.

7 Then said I, Lo, I come (in the volume of the book it is written of me,) to do thy will, O God.

8 Above when he said, Sacrifice and offering and burnt offerings and offering for sin thou wouldest not, neither hadst pleasure therein; which are offered by the law;

9 Then said he, Lo, I come to do thy will, O God. He taketh away the first, that he may establish the second.

10 By the which will we are sanctified through the offering of the body of Jesus Christ once for all.

11 And every priest standeth daily ministering and offering oftentimes the same sacrifices, which can never take away sins:

12 But this man, after he had offered one sacrifice for sins for ever, sat down on the right hand of God;

13 From henceforth expecting till his enemies be made his footstool.

14 For by one offering he hath perfected for ever them that are sanctified.

15 Whereof the Holy Ghost also is a witness to us: for after that he had said before,

16 This is the covenant that I will make with them after those days, saith the Lord, I will put my laws into their hearts, and in their minds will I write them;

17 And their sins and iniquities will I remember no more.

18 Now where remission of these is, there is no more offering for sin.

19 Having therefore, brethren, boldness to enter into the holiest by the blood of Jesus,

20 By a new and living way, which he hath consecrated for us, through the veil, that is to say, his flesh;

21 And having an high priest over the house of God;

22 Let us draw near with a true heart in full assurance of faith, having our hearts sprinkled from an evil conscience, and our bodies washed with pure water.

23 Let us hold fast the profession of our faith without wavering; (for he is faithful that promised;)

24 And let us consider one another to provoke unto love and to good works:

25 Not forsaking the assembling of ourselves together, as the manner of some is; but exhorting one another: and so much the more, as ye see the day approaching.

26 For if we sin wilfully after that we have received the knowledge of the truth, there remaineth no more sacrifice for sins,

27 But a certain fearful looking for of judgment and fiery indignation, which shall devour the adversaries.

28 He that despised Moses’ law died without mercy under two or three witnesses:

29 Of how much sorer punishment, suppose ye, shall he be thought worthy, who hath trodden under foot the Son of God, and hath counted the blood of the covenant, wherewith he was sanctified, an unholy thing, and hath done despite unto the Spirit of grace?

30 For we know him that hath said, Vengeance belongeth unto me, I will recompense, saith the Lord. And again, The Lord shall judge his people.

31 It is a fearful thing to fall into the hands of the living God.

32 But call to remembrance the former days, in which, after ye were illuminated, ye endured a great fight of afflictions;

33 Partly, whilst ye were made a gazingstock both by reproaches and afflictions; and partly, whilst ye became companions of them that were so used.

34 For ye had compassion of me in my bonds, and took joyfully the spoiling of your goods, knowing in yourselves that ye have in heaven a better and an enduring substance.

35 Cast not away therefore your confidence, which hath great recompence of reward.

36 For ye have need of patience, that, after ye have done the will of God, ye might receive the promise.

37 For yet a little while, and he that shall come will come, and will not tarry.

38 Now the just shall live by faith: but if any man draw back, my soul shall have no pleasure in him.

39 But we are not of them who draw back unto perdition; but of them that believe to the saving of the soul.

Numbers 32 in Tamil and English

1 ઇસ્રાએલી પ્રજા યાઝેર અને ગિલયાદના પ્રદેશમાં આવી, રૂબેન અને ગાદના કુળસમૂહો પાસે ઘેટાનાં મોટાં મોટાં ઘણ હતા. તેમણે જોયું કે આ પ્રદેશ ઢોરઢાંખરના ઉછેર માંટે ઉત્તમ અને અનુકુળ છે.
Now the children of Reuben and the children of Gad had a very great multitude of cattle: and when they saw the land of Jazer, and the land of Gilead, that, behold, the place was a place for cattle;

2 તેથી તેઓએ મૂસા; યાજક એલઆઝાર અને સમાંજના આગેવાનો સમક્ષ આવીને કહ્યું,
The children of Gad and the children of Reuben came and spake unto Moses, and to Eleazar the priest, and unto the princes of the congregation, saying,

3 “ઇસ્રાએલી સમાંજને યહોવાએ જીતી આપેલો પ્રદેશ, અટારોથ, દીબોન, યાઝેર, નિમ્રાહ, હેશ્બોન, એલઆલેહ, સબામ, નબો અને બેઓન.
Ataroth, and Dibon, and Jazer, and Nimrah, and Heshbon, and Elealeh, and Shebam, and Nebo, and Beon,

4 આ સમગ્ર પ્રદેશ ઢોરઢાંખરના ઉછેર માંટે ખૂબ અનુકૂળ છે, અને આપના સેવકો પાસે પુષ્કળ ઢોરો છે.
Even the country which the Lord smote before the congregation of Israel, is a land for cattle, and thy servants have cattle:

5 અમાંરા પર કૃપા હોય તો યર્દન નદી ઓળંગીને તે તરફના વિસ્તારને બદલે આ પ્રદેશ અમાંરા ભાગમાં આપો.”
Wherefore, said they, if we have found grace in thy sight, let this land be given unto thy servants for a possession, and bring us not over Jordan.

6 મૂસાએ ગાદ અને રૂબેનના કુળસમૂહોને કહ્યું, “તમાંરા બીજા ઇસ્રાએલી ભાઈઓ તો યુદ્ધમાં જાય છે ત્યારેશું તમે અહી રહેવા માંગો છો?
And Moses said unto the children of Gad and to the children of Reuben, Shall your brethren go to war, and shall ye sit here?

7 ઇસ્રાએલીઓ યર્દન નદી ઓળંગીને યહોવાએ તેમને આપેલી ભૂમિમાં દાખલ થવા જાય છે, ત્યારે તમે શા માંટે તેમને નિરૂત્સાહી કરો છો?
And wherefore discourage ye the heart of the children of Israel from going over into the land which the Lord hath given them?

8 જ્યારે મેં તમાંરા પિતૃઓને કાદેશ બાર્નેઆથી દેશની જાસૂસી કરવા મોકલ્યા હતા, ત્યારે તેઓએ આવુ જ વર્તન કર્યુ હતું, તે લોકો એશ્કોલ ખીણ સુધી ગયા.
Thus did your fathers, when I sent them from Kadesh-barnea to see the land.

9 પ્રદેશ જોયો અને જે પ્રદેશ યહોવાએ ઇસ્રાએલીઓને આપ્યો હતો ત્યાં જવાનો તેમનો ઉત્સાહ તોડી પાડયો.
For when they went up unto the valley of Eshcol, and saw the land, they discouraged the heart of the children of Israel, that they should not go into the land which the Lord had given them.

10 આથી તે દિવસે યહોવાનો ક્રોધ ભભૂકી ઊઠયો હતો અને તેણે વચન આપ્યું કે,
And the Lord’s anger was kindled the same time, and he sware, saying,

11 ‘તે લોકો મને વિશ્વાસુ રહ્યા નથી તેથી મિસરમાંથી આવેલા એમાંના 20વર્ષ અને તેથી વધારે ઉમરના ઇસ્રાએલીઓ ઈબ્રાહિમ, ઈસહાક અને યાકૂબને જે ભૂમિ આપવાનું વચન આપ્યુ હતું તેમાં તે પ્રવેશ કરશે નહિ.
Surely none of the men that came up out of Egypt, from twenty years old and upward, shall see the land which I sware unto Abraham, unto Isaac, and unto Jacob; because they have not wholly followed me:

12 અપવાદરૂપે ફકત માંરામાં સંપૂર્ણ વિશ્વાસ રાખનાર કનિઝઝી યફૂન્નેહનો પુત્ર કાલેબ અને નૂનનો પુત્ર યહોશુઆ જેઓએ વચનના દેશમાં જવા માંટે લોકોને અનુરોધ કર્યો હતો.’
Save Caleb the son of Jephunneh the Kenezite, and Joshua the son of Nun: for they have wholly followed the Lord.

13 “ઇસ્રાએલીઓ ઉપર યહોવાનો કોપ ભભૂકી ઊઠયો, અને તેણે તેમને 40વર્ષ સુધી રણમાં રઝળાવ્યા, અને આખેર યહોવાને દુઃખ આપનારી આખી પેઢી સમાંપ્ત થઈ ગઈ
And the Lord’s anger was kindled against Israel, and he made them wander in the wilderness forty years, until all the generation, that had done evil in the sight of the Lord, was consumed.

14 અને હવે તમે, પાપી લોકો, પણ તમાંરા પિતાઓએ કર્યુ તેમ કરો છો. શું તમાંરે યહોવાને તેના લોકો વિરુદ્ધ હજુ વધારે ગુસ્સે કરવા છે?
And, behold, ye are risen up in your fathers’ stead, an increase of sinful men, to augment yet the fierce anger of the Lord toward Israel.

15 કારણ, જો તમે અત્યારે આ પ્રમાંણે દેવથી વિમુખ થશો તો તે આ બધા લોકોને રણમાં રઝળતાં છોડી દેશે અને તમે તેમના વિનાશનું નિમિત્ત બનશો.”
For if ye turn away from after him, he will yet again leave them in the wilderness; and ye shall destroy all this people.

16 તેથી તેમણે મૂસાની પાસે જઈને કહ્યું, “અમે અહીં અમાંરાં ઘેટાંબકરાં માંટે વાડા બાંધીશું અને અમાંરાં સ્ત્રી બાળકો માંટે કિલ્લેબંધી નગરો બાંધીશું;
And they came near unto him, and said, We will build sheepfolds here for our cattle, and cities for our little ones:

17 ત્યાર બાદ અમે જાતે શસ્ત્રસજજ થઈને ઇસ્રાએલી પ્રજાની આગળ રહી તેમને તેમની ભૂમિમાં પહોંચાડતા સુધી લડીશું, એ સમય દરમ્યાન અમાંરાં સ્ત્રી બાળકો એ ગામોમાં દેશના મૂળ વતનીઓના હુમલાથી સુરક્ષિત રહી શકશે.
But we ourselves will go ready armed before the children of Israel, until we have brought them unto their place: and our little ones shall dwell in the fenced cities because of the inhabitants of the land.

18 અને બધા ઇસ્રાએલીઓને તેઓનો વારસો-પોતાના ભાગની જમીનનો પાછો નહિ મળે ત્યાં સુધી અમે પાછા નહિ ફરીએ.
We will not return unto our houses, until the children of Israel have inherited every man his inheritance.

19 વળી અમે યર્દન નદીને પેલે પારના પ્રદેશમાં તેમની સાથે જમીનમાં ભાગ માંગીશું નહિ, કારણ કે, તેના બદલે અમને યર્દન નદીને પૂર્વકાંઠે અમાંરા ભાગની જમીન મળેલી છે ત્યાં રહેવાનું અમે પસંદ કરીશું.”
For we will not inherit with them on yonder side Jordan, or forward; because our inheritance is fallen to us on this side Jordan eastward.

20 એટલે મૂસાએ કહ્યું, “ઠીક, તો તમે જે કહ્યું છે તે પ્રમાંણે કરો અને યહોવાના યુદ્ધ માંટે પોતાને સજજ કરો.
And Moses said unto them, If ye will do this thing, if ye will go armed before the Lord to war,

21 અને યહોવા પોતાના શત્રુઓને તે દેશમાંથી હાંકી કાઢે ત્યાં સુધી તમાંરી સેનાની ટુકડીઓને યર્દન નદીને પાર રાખો અને ત્યાં રહો.
And will go all of you armed over Jordan before the Lord, until he hath driven out his enemies from before him,

22 પછી તે ભૂમિ યહોવાના તાબામાં આવી જાય ત્યાર બાદ જ તમે પાછા ફરો તો, તમે યહોવા અને ઇસ્રાએલ પ્રત્યેના કર્તવ્યથી મુકત થશો અને આ ભૂમિ યહોવાની દ્રષ્ટિએ તમાંરી માંલિકીની થશે.
And the land be subdued before the Lord: then afterward ye shall return, and be guiltless before the Lord, and before Israel; and this land shall be your possession before the Lord.

23 પરંતુ જો તમે જે કહ્યું, તે પ્રમાંણે નહિ કરો તો, તે યહોવાની વિરુદ્ધનું તમાંરું પાપ ગણાશે, અને તમાંરે તમાંરું પાપ અચૂક ભોગવવું પડશે.
But if ye will not do so, behold, ye have sinned against the Lord: and be sure your sin will find you out.

24 ભલે, જાઓ અને તમાંરાં કુટુંબો, સ્ત્રી બાળકો માંટે નગરો તથા તમાંરાં ઢોરઢાંખર માંટે વાડા બાંધો, અને તમે કહ્યું છે તે બધું તમે કરો. તમાંરું વચન પાળજો.”
Build you cities for your little ones, and folds for your sheep; and do that which hath proceeded out of your mouth.

25 ગાદ અને રૂબેનના કુળસમૂહોએ મૂસાને કહ્યું, “ધણી, અમે આપના સેવકો આપ કહેશો તેમ કરીશું, અને તમાંરી સૂચનાઓ અક્ષઃરશ પાળીશું.
And the children of Gad and the children of Reuben spake unto Moses, saying, Thy servants will do as my lord commandeth.

26 અમાંરાં બાળકો અને સ્ત્રીઓ, અમાંરાં ઘેટાબકરાં અને બીજાં બધાં પ્રાણીઓ અહીં ગિલયાદનાં ગામોમાં રહેશે,
Our little ones, our wives, our flocks, and all our cattle, shall be there in the cities of Gilead:

27 પણ અમે આપના સેવકો બધા હથિયાર ધારણ કરીશું અને યર્દન પાર જઈશું યહોવાની સમક્ષ લડવા માંટે અમાંરા ધણીએ કહ્યા મુજબ.”
But thy servants will pass over, every man armed for war, before the Lord to battle, as my lord saith.

28 તેથી મૂસાએ યાજક એલઆઝાર, યહોશુઆ અને ઇસ્રાએલના કુળસમૂહના આગેવાનોને કહ્યું,
So concerning them Moses commanded Eleazar the priest, and Joshua the son of Nun, and the chief fathers of the tribes of the children of Israel:

29 “જો ગાદના અને રૂબેનના વંશજો હથિયાર ધારણ કરીને તમાંરી સાથે યહોવા સમક્ષ લડવાને યર્દન ઓળંગીને આવે, અને જો તે પ્રદેશ તમાંરા તાબામાં આવી જાય તો તમાંરે તેમને ગિલયાદનો પ્રદેશ તેમાં ભાગ તરીકે આપવો.
And Moses said unto them, If the children of Gad and the children of Reuben will pass with you over Jordan, every man armed to battle, before the Lord, and the land shall be subdued before you; then ye shall give them the land of Gilead for a possession:

30 પણ જો તેઓ હથિયાર ધારણ કરીને તમાંરી સાથે યર્દન ઓળંગીને ન આવે તો તેમને તેમનો ભાગ કનાનમાં જ તમાંરી સાથે મળશે.”
But if they will not pass over with you armed, they shall have possessions among you in the land of Canaan.

31 ગાદના અને રૂબેનના લોકોએ કહ્યું, “ધણી, અમે યહોવાએ જણાવ્યા મુજબ કરીશું.
And the children of Gad and the children of Reuben answered, saying, As the Lord hath said unto thy servants, so will we do.

32 અમે હથિયાર ધારણ કરીને યહોવા સમક્ષ યર્દન પાર કરીને કનાનના પ્રદેશમાં જઈશું. પણ અમને યર્દન નદીના આ પૂર્વકાંઠે અમાંરા ભાગની જમીન મળવી જોઈએ.”
We will pass over armed before the Lord into the land of Canaan, that the possession of our inheritance on this side Jordan may be ours.

33 આથી મૂસાએ ગાદના અને રૂબેનના વંશજોને તથા યૂસફના પુત્ર મનાશ્શાના અર્ધકુળસમૂહને અમોરીઓના રાજા સીહોનનું રાજ્ય અને બાશાનના રાજા ઓગનું રાજ્ય, એ સમગ્ર પ્રદેશ અને તેમાંના શહેરો તથા આજુબાજુની જમીન બધું આપી દીધું.
And Moses gave unto them, even to the children of Gad, and to the children of Reuben, and unto half the tribe of Manasseh the son of Joseph, the kingdom of Sihon king of the Amorites, and the kingdom of Og king of Bashan, the land, with the cities thereof in the coasts, even the cities of the country round about.

34 પછી ગાદના વંશજોએ કોટવાળાં નગરો બાંધ્યાં; દીબોન, અટારાથ, અરોએર,
And the children of Gad built Dibon, and Ataroth, and Aroer,

35 આટ્રોથ-શોફાન, યાઝેર, યોગ્બહાહ,
And Atroth, Shophan, and Jaazer, and Jogbehah,

36 બેથ-નિમ્રાહ અને બેન-હારાન, તથા ઘેટાબકરાંઓ માંટે વાડાઓ બાંધ્યા.
And Beth-nimrah, and Beth-haran, fenced cities: and folds for sheep.

37 રૂબેનના વંશજોએ હેશ્બોન,
And the children of Reuben built Heshbon, and Elealeh, and Kirjathaim,

38 એલઆલેહ, કિર્યાથાઈમ, નબો, બઆલ-મેઓન અને સિબ્માંહ આ રીતે નબો અને બઆલ-મેઓનને નવા નામ આપ્યા.
And Nebo, and Baal-meon, (their names being changed,) and Shibmah: and gave other names unto the cities which they builded.

39 ત્યારબાદ મનાશ્શાના વંશજોમાંથી માંખીરના કુળસમૂહના લોકોએ ગિલયાદ પર ચઢાઈ કરીને તે જીત લીધું અને ત્યાંથી અમોરીઓને હાંકી કાઢયા.
And the children of Machir the son of Manasseh went to Gilead, and took it, and dispossessed the Amorite which was in it.

40 આથી મૂસાએ મનાશ્શાના કુળસમૂહના માંખીરને ગિલયાદ આપ્યું અને તે ત્યાં સ્થિર થયો.
And Moses gave Gilead unto Machir the son of Manasseh; and he dwelt therein.

41 મનાશ્શાના કુળસમૂહમાંથી યાઈરના ગોત્રના માંણસોએ ગિલયાદના અનેક નગરો પર ચઢાઈ કરી તેમનાં ગામડાં કબજે કરી લીધાં અને તેઓના પ્રદેશનું નામ બદલીને હાવ્વોથ-યાઈર નામ આપ્યું.
And Jair the son of Manasseh went and took the small towns thereof, and called them Havoth-jair.

42 વળી નોબાહ નામનો વ્યક્તિ લશ્કર લઈને કનાથ અને તેની આસપાસના ગામડાં પર ચઢી આવ્યો અને તે કબજે કરી લીધાં અને તેનું નામ પોતાના નામ ઉપરથી ‘નોબાહ’ રાખ્યું.
And Nobah went and took Kenath, and the villages thereof, and called it Nobah, after his own name.