ଏବ୍ରୀମାନଙ୍କ ନିକଟକୁ ପତ୍ର 9

1 ପ୍ରଥମ ନିୟମ ରେ ଉପାସନାର ନିୟମାବଳୀ ଥିଲା। ଏନିମନ୍ତେ ମଣିଷ ନିର୍ମିତ ଗୋଟିଏ ଉପାସନା ଗୃହ ମଧ୍ଯ ଥିଲା।

2 ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତ ରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗ ରେ ଦୀପ, ମଜେ ଓ ତହିଁ ଉପରେ ପରମେଶ୍ବରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ 'ପବିତ୍ର ସ୍ଥାନ'314 ବୋଲି କୁହା ଯାଇଥିଲା।

3 ଦ୍ବିତୀୟ ପରଦା ପଛ ପଟ ରେ ଯେଉଁ ବଖରାଟି ଥିଲା ତାହାକୁ 'ମହାପବିତ୍ର ସ୍ଥାନ' କୁହାଯାଉଥିଲା।

4 ଏଠା ରେ ସୁଗନ୍ଧିତ ଦ୍ରବ୍ଯ ପୋଡ଼ିବା ପାଇଁ ଗୋଟିଏ ସୁନାର ବଦେୀ ଥିଲା। 'ପୁରାତନ ନିୟମ315 ଗୋଟିଏ ପବିତ୍ର ବାକ୍ସ ଭିତ ରେ ଥିଲା। ବାକ୍ସ ସୁନା ରେ ତିଆରି ହାଇେଥିଲା। ସହେି ବାକ୍ସ ଭିତ ରେ ସୁନା ରେ ତିଆରି ମାନ୍ନା316 ରଖା ହାଇେଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହାଇେ ପତ୍ର କଅଁଳି ଥିଲା ମଧ୍ଯ ଥିଲା। ସହେି ବାକ୍ସ ରେ ପୁରାତନ ନିୟମର ଦଶଆଜ୍ଞା ଲଖାେଥିବା ପ୍ରସ୍ତର ଫଳକମାନ ମଧ୍ଯ ଥିଲା।

5 ବାକ୍ସ ଉପରେ କିରୁବ ସ୍ବର୍ଗଦୂତଗଣ ପରମେଶ୍ବରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ 'ଦୟାର ଆସନ'317 ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟ ରେ କହି ପାରିବୁ ନାହିଁ।

6 ମାରେ କହିବା ଅନୁଯାଯୀ ସହେି ତମ୍ବୁ ରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କର୍ୟ୍ଯ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି।

7 କିନ୍ତୁ ଦ୍ବିତୀୟ ବଖରା ଭିତରକୁ କବଳେ ବର୍ଷ ରେ ଥରେ ମହାୟାଜକ ଯାଇ ପାରୁଥିଲେ। ମହାୟାଜକ ଉତ୍ସର୍ଗ କରିବାର ରକ୍ତ ନ ନଇେ କଦାପି ସଠାେରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସହେି ରକ୍ତ ପରମେଶ୍ବରଙ୍କୁ ଅର୍ପଣ କରୁଥିଲେ।

8 ଏତଦ୍ବାରା ପବିତ୍ର ଆତ୍ମା ଆମ୍ଭକୁ ଏହି ଶିକ୍ଷା ଦିଅନ୍ତି ଯେ, ପ୍ରଥମ ବଖରାଟି ଥିବା ପର୍ୟ୍ଯନ୍ତ ଅତିପବିତ୍ର ସ୍ଥାନ ରେ ପ୍ରବେଶ କରିବାର ପଥ ଖାେଲା ହାଇେ ନାହିଁ।

9 ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ବରୂପ। ଏହା ସୂଚାଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ବରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ବାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହାଇପୋ ରେ ନାହିଁ। ଉକ୍ତ ବଳି ହତେୁ ସେ ସିଦ୍ଧିଲାଭ କରିପା ରେ ନାହିଁ।

10 ସଗେୁଡ଼ିକ ଖାଦ୍ୟ, ପୟେ ଓ ବିଭିନ୍ନ ପ୍ରକାରର ଶୌଚକ୍ରିଯା କବଳେ ଶାରୀରିକ ବିଧିବିଧାନ ଅଟେ, ଏତଦ୍ବାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ବରଙ୍କ ନୂତନ ଚୁକ୍ତିର ସମୟ ପର୍ୟ୍ଯନ୍ତ ପରମେଶ୍ବର ସହେି ସବୁ ନିୟମ ଲୋକମାନଙ୍କୁ ଦେଲେ।

11 କିନ୍ତୁ ଏବେ ଖ୍ରୀଷ୍ଟ ମହାୟାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖ ରେ ଥିବା ସମସ୍ତ ଉତ୍ତମ ବିଷୟର ମହାୟାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁ ରେ ଆପଣା ସବୋକାର୍ୟ୍ଯ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ ରେଷ୍ଠ ସ୍ଥଳ ରେ ସବୋକାର୍ୟ୍ଯ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାଁନ୍ତି।

12 ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ରେ ଛଳେି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘନେି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।

13 ଯେଉଁ ଲୋକମାନେ ଉପାସନାସ୍ଥଳ ରେ ପ୍ରବେଶ କରିବା ନିମନ୍ତେ ଆଉ ପବିତ୍ର ନୁହଁନ୍ତି ସମାନଙ୍କେ ଉପରେ ଛଳେି, ବଳଦର ରକ୍ତ ଓ ଗାଈର ପାଉଁଶ ଛିଞ୍ଚା ଯାଇଥିଲା। ସହେି ରକ୍ତ ଓ ପାଉଁଶ ସେ ଲୋକମାନଙ୍କ ଶରୀରକୁ ପୁନର୍ବାର ପବିତ୍ର କରୁଥିଲା।

14 ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପା ରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ବାରା ଆପଣାକୁ ନିଖୁଣ ବଳିସ୍ବରୂପେ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ୟ୍ଯରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦବେ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ଯ ପବିତ୍ର କରିବ। ଆମ୍ଭେ ପବିତ୍ର ହାଇେ ଜୀବନ୍ତ ପରମେଶ୍ବରଙ୍କର ସବୋ କରିପାରିବା।

15 ଅତଏବ, ପରମେଶ୍ବରଙ୍କ ପାଖରୁ ଯୀଶୁଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ଯ ଯେପରି ପରମେଶ୍ବରଙ୍କ ଦ୍ବାରା ଆହୂତ ପ୍ରେତ୍ୟକକ ଲୋକ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ହବେେ। ସମାନେେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳ ରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିବାଦ ରେ ଖ୍ରୀଷ୍ଟ ମୃତ୍ଯୁ ବରଣ କଲେ।

16 ଯେତବେେଳେ ଜଣେ ଲୋକ ମୃତ୍ଯୁବରଣ କରେ ସେ ଗୋଟିଏ ଉଇଲ୍ ଛାଡ଼ି ଯାଏ। କିନ୍ତୁ ଲୋକେ ସହେି ଲୋକଜଣକର ମୃତ୍ଯୁ ପ୍ରମାଣିତ କରିବା ଉଚିତ୍।

17 ଚୁକ୍ତି ଲେଖିଥିବା ଲୋକ ଯଦି ଜୀବିତ, ତା ହେଲେ ସହେି ଉଇଲ୍ଟି କାର୍ୟ୍ଯକାରୀ ହାଇେ ପାରିବ ନାହିଁ। ମଣିଷଟି ମରିଗଲା ପରେ ଯାଇ ଉଇଲ୍ଟି ଲାଗୁ ହାଇେ ପାରିବ।

18 ପରମେଶ୍ବର ଓ ଲୋକଙ୍କ ମଧିଅରେ ହାଇେଥିବା ପ୍ରଥମ ନିୟମ ଠିକ୍ ସହେିଭଳି। ପ୍ରଥମ ନିୟମ ମଧ୍ଯ ରକ୍ତଦ୍ବାରା କାର୍ୟ୍ଯକାରୀ ହାଇେଥିଲା।

19 ପ୍ରଥମ ରେ, ବ୍ଯବସ୍ଥାର ପ୍ରେତ୍ୟକକ ଈଶ୍ବରୀୟ ଆଜ୍ଞା ମାଶାେ ଲୋକମାନଙ୍କୁ କହିଥିଲେ। ତା'ପରେ ମାଶାେ ବାଛୁରୀଗୁଡ଼ିକର ରକ୍ତ ସହିତ ଜଳ ମିଶାଇଲେ। ତା'ପରେ ସେ ଲାଲ ରଙ୍ଗ ଓ ଏସୋବର ଡ଼ାଳଟିଏ ନଇେ ଜଳ ମିଶ୍ରିତ ରକ୍ତ ବ୍ଯବସ୍ଥା ପୁସ୍ତକ ତଥା ସବୁଲୋକଙ୍କ ଉପରେ ଛିଞ୍ଚିଲେ।

20 ତା'ପରେ ମାଶାେ କହିଲେ, ଯେଉଁ ନିୟମଗୁଡ଼ିକୁ ପରମେଶ୍ବର ତୁମ୍ଭମାନଙ୍କୁ ପାଳନ କରିବା ପାଇଁ ଆଜ୍ଞା ଦଇେଛନ୍ତି, ସହେି ନିୟମର ରକ୍ତ ଏହି।

21 ମାଶାେ ପବିତ୍ର ତମ୍ବୁ ଉପରେ ସହେି ରକ୍ତ ଛିଞ୍ଚିଲେ। ଉପାସନା ପାଇଁ ଆବଶ୍ଯକ ହେଉଥିବା ପ୍ରେତ୍ୟକକ ବସ୍ତୁ ଉପରେ ମଧ୍ଯ ସେ ସହେି ରକ୍ତ ଛିଞ୍ଚିଲେ।

22 ବ୍ଯବସ୍ଥା କୁ ହେ ଯେ, ପ୍ରେତ୍ୟକକ ବସ୍ତୁ ରକ୍ତ ଦ୍ବାରା ଶୁଦ୍ଧ ହାଇେ ପାରିବ। ଓ ବିନା ରକ୍ତ ରେ ପାପଗୁଡ଼ିକୁ କ୍ଷମା କରା ଯାଇ ପାରିବ ନାହିଁ।

23 ସ୍ବର୍ଗସ୍ଥ ବିଷୟଗୁଡ଼ିକର ପ୍ରତିକୃତିଗୁଡିକ ପଶୁବଳି ଦ୍ବାରା ଶୁଦ୍ଧ କରାଯାଏ। କିନ୍ତୁ ସ୍ବର୍ଗସ୍ଥ ବିଷୟ ରେ ଶୁଦ୍ଧତା ପାଇଁ ଅପେକ୍ଷାକୃତ ଭଲ ବଳି ଦରକାର।

24 ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନଷ୍ଯ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ବର୍ଗ ଭିତରକୁ ଗଲେ।

25 ବର୍ତ୍ତମାନ ସେ ମଧ୍ଯ ଆମ୍ଭକୁ ସାହାୟ୍ଯ କରିବା ପାଇଁ ସଠାେରେ ପରମେଶ୍ବରଙ୍କ ଆଗ ରେ ଅଛନ୍ତି। ମହାୟାଜକ ମହାପବିତ୍ର ସ୍ଥାନ ରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନଇେ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାୟାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସଭେଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ବର୍ଗ ରେ ପ୍ରବେଶ କରି ନ ଥିଲେ।

26 ଯଦି ଖ୍ରୀଷ୍ଟ ନିଜକୁ ଅନକେ ଥର ସମର୍ପଣ କରି ଥାଆନ୍ତେ, ତା' ହେଲେ ଜଗତ ସୃଷ୍ଟି ହବୋ ଦିନଠାରୁ ତାହାଙ୍କୁ ଅନକେ ଥର ଯାତନା ସହିବାକୁ ପଡ଼ିଥାନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ୟୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ବାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।

27 ପ୍ରେତ୍ୟକକ ଲୋକ ଥରେ ମରିବା ଦରକାର। ଜଣେ ମଲାପରେ ତାହାର ବିଚାର ହୁଏ।

28 ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନକେ ଲୋକଙ୍କର ପାପ ଦୂର କରିପାରିବେ। ଖ୍ରୀଷ୍ଟ ଦ୍ବିତୀୟଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସମାନଙ୍କେର ମୁକ୍ତି ପାଇଁ ଆସିବେ।

1 Then verily the first covenant had also ordinances of divine service, and a worldly sanctuary.

2 For there was a tabernacle made; the first, wherein was the candlestick, and the table, and the shewbread; which is called the sanctuary.

3 And after the second veil, the tabernacle which is called the Holiest of all;

4 Which had the golden censer, and the ark of the covenant overlaid round about with gold, wherein was the golden pot that had manna, and Aaron’s rod that budded, and the tables of the covenant;

5 And over it the cherubims of glory shadowing the mercyseat; of which we cannot now speak particularly.

6 Now when these things were thus ordained, the priests went always into the first tabernacle, accomplishing the service of God.

7 But into the second went the high priest alone once every year, not without blood, which he offered for himself, and for the errors of the people:

8 The Holy Ghost this signifying, that the way into the holiest of all was not yet made manifest, while as the first tabernacle was yet standing:

9 Which was a figure for the time then present, in which were offered both gifts and sacrifices, that could not make him that did the service perfect, as pertaining to the conscience;

10 Which stood only in meats and drinks, and divers washings, and carnal ordinances, imposed on them until the time of reformation.

11 But Christ being come an high priest of good things to come, by a greater and more perfect tabernacle, not made with hands, that is to say, not of this building;

12 Neither by the blood of goats and calves, but by his own blood he entered in once into the holy place, having obtained eternal redemption for us.

13 For if the blood of bulls and of goats, and the ashes of an heifer sprinkling the unclean, sanctifieth to the purifying of the flesh:

14 How much more shall the blood of Christ, who through the eternal Spirit offered himself without spot to God, purge your conscience from dead works to serve the living God?

15 And for this cause he is the mediator of the new testament, that by means of death, for the redemption of the transgressions that were under the first testament, they which are called might receive the promise of eternal inheritance.

16 For where a testament is, there must also of necessity be the death of the testator.

17 For a testament is of force after men are dead: otherwise it is of no strength at all while the testator liveth.

18 Whereupon neither the first testament was dedicated without blood.

19 For when Moses had spoken every precept to all the people according to the law, he took the blood of calves and of goats, with water, and scarlet wool, and hyssop, and sprinkled both the book, and all the people,

20 Saying, This is the blood of the testament which God hath enjoined unto you.

21 Moreover he sprinkled with blood both the tabernacle, and all the vessels of the ministry.

22 And almost all things are by the law purged with blood; and without shedding of blood is no remission.

23 It was therefore necessary that the patterns of things in the heavens should be purified with these; but the heavenly things themselves with better sacrifices than these.

24 For Christ is not entered into the holy places made with hands, which are the figures of the true; but into heaven itself, now to appear in the presence of God for us:

25 Nor yet that he should offer himself often, as the high priest entereth into the holy place every year with blood of others;

26 For then must he often have suffered since the foundation of the world: but now once in the end of the world hath he appeared to put away sin by the sacrifice of himself.

27 And as it is appointed unto men once to die, but after this the judgment:

28 So Christ was once offered to bear the sins of many; and unto them that look for him shall he appear the second time without sin unto salvation.

Romans 7 in Tamil and English

1 సహోదరులారా, మనుష్యుడు బ్రదికినంతకాలమే ధర్మశాస్త్రమతనిమీద ప్రభుత్వము చేయుచున్నదని మీకు తెలియదా? ధర్మశాస్త్రము ఎరిగిన మీతో మాటలాడు చున్నాను.
Know ye not, brethren, (for I speak to them that know the law,) how that the law hath dominion over a man as long as he liveth?

2 భర్తగల స్త్రీ, భర్త బ్రదికియున్నంతవరకే ధర్మశాస్త్రమువలన అతనికి బద్ధురాలు గాని, భర్త చనిపోయిన యెడల భర్త విషయమైన ధర్మశాస్త్రమునుండి ఆమె విడుదల పొందును.
For the woman which hath an husband is bound by the law to her husband so long as he liveth; but if the husband be dead, she is loosed from the law of her husband.

3 కాబట్టి భర్త బ్రదికియుండగా ఆమె వేరొక పురుషుని చేరినయెడల వ్యభిచారిణియన బడును గాని, భర్తచనిపోయినయెడల ఆమె ధర్మశాస్త్రము నుండి విడుదల పొందెను గనుక వేరొక పురుషుని వివా హము చేసికొనినను వ్యభిచారిణి కాకపోవును.
So then if, while her husband liveth, she be married to another man, she shall be called an adulteress: but if her husband be dead, she is free from that law; so that she is no adulteress, though she be married to another man.

4 కావున నా సహోదరులారా, మనము దేవునికొరకు ఫలమును ఫలించునట్లు మృతులలోనుండి లేపబడిన క్రీస్తు అనువేరొకని చేరుటకై మీరును ఆయన శరీరముద్వారా ధర్మ శాస్త్రము విషయమై మృతులైతిరి.
Wherefore, my brethren, ye also are become dead to the law by the body of Christ; that ye should be married to another, even to him who is raised from the dead, that we should bring forth fruit unto God.

5 ఏలయనగా మనము శరీరసంబంధులమై యుండినప్పుడు మరణార్థమైన ఫలమును ఫలించుటకై, ధర్మశాస్త్రమువలననైన పాపేచ్ఛలు మన అవయవములలో కార్యసాధకములై యుండెను.
For when we were in the flesh, the motions of sins, which were by the law, did work in our members to bring forth fruit unto death.

6 ఇప్పుడైతే దేనిచేత నిర్బంధింపబడితిమో దానివిషయమై చనిపోయినవారమై, ధర్మశాస్త్రమునుండి విడుదల పొంది తివిు గనుక మనము అక్షరానుసారమైన ప్రాచీనస్థితి గలవారము కాక ఆత్మానుసారమైన నవీనస్థితి గలవారమై సేవచేయుచున్నాము.
But now we are delivered from the law, that being dead wherein we were held; that we should serve in newness of spirit, and not in the oldness of the letter.

7 కాబట్టి యేమందుము? ధర్మశాస్త్రము పాపమాయెనా? అట్లనరాదు. ధర్మశాస్త్రమువలననే గాని పాపమనగాఎట్టిదో నాకు తెలియకపోవును. ఆశింపవద్దని ధర్మ శాస్త్రము చెప్పనియెడల దురాశయన ఎట్టిదో నాకు తెలియకపోవును.
What shall we say then? Is the law sin? God forbid. Nay, I had not known sin, but by the law: for I had not known lust, except the law had said, Thou shalt not covet.

8 అయితే పాపము ఆజ్ఞనుహేతువు చేసికొని సకలవిధమైన దురాశలను నాయందు పుట్టించెను. ధర్మశాస్త్రము లేనప్పుడు పాపము మృతము.
But sin, taking occasion by the commandment, wrought in me all manner of concupiscence. For without the law sin was dead.

9 ఒకప్పుడు నేను ధర్మశాస్త్రము లేకుండ జీవించుచుంటిని గాని, ఆజ్ఞ వచ్చినప్పుడు పాపమునకు మరల జీవము వచ్చెను; నేనైతే చనిపోతిని.
For I was alive without the law once: but when the commandment came, sin revived, and I died.

10 అప్పుడు జీవార్థమైన ఆజ్ఞ నాకు మరణార్థమైనట్టు కనబడెను.
And the commandment, which was ordained to life, I found to be unto death.

11 ఏలయనగా పాపము ఆజ్ఞను హేతువుచేసికొని నన్ను మోసపుచ్చి దానిచేత నన్ను చంపెను.
For sin, taking occasion by the commandment, deceived me, and by it slew me.

12 కాబట్టి ధర్మశాస్త్రము పరిశుద్ధ మైనది, ఆజ్ఞకూడ పరిశుద్ధమైనదియు నీతిగలదియు ఉత్తమ మైనదియునై యున్నది.
Wherefore the law is holy, and the commandment holy, and just, and good.

13 ఉత్తమమైనది నాకు మరణకర మాయెనా? అట్లనరాదు. అయితే పాపము ఉత్తమమైన దాని మూలముగా నాకు మరణము కలుగజేయుచు, పాపము పాపమైనట్టు అగుపడు నిమిత్తము, అనగా పాపము ఆజ్ఞమూలముగా అత్యధిక పాపమగు నిమిత్తము, అది నాకు మరణకరమాయెను.
Was then that which is good made death unto me? God forbid. But sin, that it might appear sin, working death in me by that which is good; that sin by the commandment might become exceeding sinful.

14 ధర్మశాస్త్రము ఆత్మ సంబంధమైనదని యెరుగుదుము; అయితే నేను పాపమునకు అమ్మబడి శరీరసంబంధినై యున్నాను.
For we know that the law is spiritual: but I am carnal, sold under sin.

15 ఏలయనగా నేను చేయునది నేనెరుగను; నేను చేయ నిచ్ఛయించునది చేయక ద్వేషించునదియే చేయుచున్నాను.
For that which I do I allow not: for what I would, that do I not; but what I hate, that do I.

16 ఇచ్ఛ యింపనిది నేను చేసినయెడల ధర్మశాస్త్రము శ్రేష్ఠమైనదైనట్టు ఒప్పుకొనుచున్నాను.
If then I do that which I would not, I consent unto the law that it is good.

17 కావున ఇకను దాని చేయునది నాయందు నివసించు పాపమే గాని నేను కాదు.
Now then it is no more I that do it, but sin that dwelleth in me.

18 నాయందు, అనగా నా శరీరమందు మంచిది ఏదియు నివసింపదని నేనెరుగుదును. మేలైనది చేయవలెనను కోరిక నాకు కలుగుచున్నది గాని, దానిని చేయుట నాకు కలుగుటలేదు.
For I know that in me (that is, in my flesh,) dwelleth no good thing: for to will is present with me; but how to perform that which is good I find not.

19 నేను చేయగోరు మేలుచేయక చేయగోరని కీడు చేయుచున్నాను.
For the good that I would I do not: but the evil which I would not, that I do.

20 నేను కోరని దానిని చేసినయెడల, దానిని చేయునది నాయందు నివసించు పాపమే గాని యికను నేను కాదు.
Now if I do that I would not, it is no more I that do it, but sin that dwelleth in me.

21 కాబట్టి మేలు చేయగోరు నాకు కీడు చేయుట కలుగుచున్నదను ఒక నియమము నాకు కనబడుచున్నది.
I find then a law, that, when I would do good, evil is present with me.

22 అంతరంగపురుషుని బట్టి దేవుని ధర్మశాస్త్రమునందు నేను ఆనందించుచున్నాను గాని
For I delight in the law of God after the inward man:

23 వేరొక నియమము నా అవయవములలో ఉన్నట్టు నాకు కనబడుచున్నది. అది నా మనస్సు నందున్న ధర్మశాస్త్రముతో పోరాడుచు నా అవయవములలోనున్న పాపనియమమునకు నన్ను చెరపట్టి లోబరచుకొనుచున్నది.
But I see another law in my members, warring against the law of my mind, and bringing me into captivity to the law of sin which is in my members.

24 అయ్యో, నేనెంత దౌర్భాగ్యు డను? ఇట్టి మరణమునకు లోనగు శరీరమునుండి నన్నెవడు విడిపించును?
O wretched man that I am! who shall deliver me from the body of this death?

25 మన ప్రభువైన యేసు క్రీస్తుద్వారా దేవునికి కృతజ్ఞతాస్తుతులు చెల్లించుచున్నాను. కాగా మనస్సు విషయములో నేను దైవనియమమునకును, శరీర విషయములో పాపనియమమునకును దాసుడనై యున్నాను.
I thank God through Jesus Christ our Lord. So then with the mind I myself serve the law of God; but with the flesh the law of sin.