Skip to content
CHRIST SONGS .IN
TAMIL CHRISTIAN SONGS .IN
  • Lyrics
  • Chords
  • Bible
  • /
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z

Index
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z
Hosea 1 KJV ASV BBE DBY WBT WEB YLT

Hosea 1 in Oriya WBT Compare Webster's Bible

Hosea 1

1 ବରେିଙ୍କ ପୁତ୍ର ହାେେଶୟଙ୍କ ନିକଟକୁ ସଦାପ୍ରଭୁଙ୍କ ଏହି ବାର୍ତ୍ତା ଆସିଲା। ଏହି ବାର୍ତ୍ତା ଯିହୁଦାର ରାଜା ଉଷିୟ, ଯୋଥମ, ଆହସ ଓ ହିଜିକିଯଙ୍କ ରାଜତ୍ବ କାଳ ରେ ଓ ଇଶ୍ରାୟେଲର ରାଜା ଯୋୟାସଙ୍କ ପୁତ୍ର ୟାରବିଯାମଙ୍କ ସମୟରେ ଆସିଥିଲା।

2 ସଦାପ୍ରଭୁଙ୍କର ହାେେଶୟ ପ୍ରତି ଏହା ଥିଲା ପ୍ରଥମ ବାର୍ତ୍ତା। ସଦାପ୍ରଭୁ କହିଲେ, ୟାଅ, ଏକ ଗଣିକାକୁ ବିବାହ କର, ଯାହାଫଳ ରେ ବେଶ୍ଯାର ପୁତ୍ର ଜନ୍ମ ହବେ। କାହିଁକି? କାରଣ ଏହି ଦେଶର ଲୋକମାନେ ଗଣିକା ପରି କାର୍ୟ୍ଯ କରିଛନ୍ତି। ସଦାପ୍ରଭୁଙ୍କଠା ରେ ଅବିଶ୍ବସ୍ତ ହାଇେଛନ୍ତି।

3 ତେଣୁ ହାେେଶୟ ଦିବ୍ଲାଇମଙ୍କ କନ୍ଯା ଗୋମରଙ୍କୁ ବିବାହ କଲେ। ଗୋମର ଗର୍ଭବତୀ ହେଲେ ଏବଂ ହାେେଶୟଙ୍କ ପାଇଁ ଏକ ପୁତ୍ର ସନ୍ତାନ ଜନ୍ମ କଲେ।

4 ସଦାପ୍ରଭୁ ହାେେଶୟକୁ କହିଲେ, ତା'ର ନାମ ୟିଷିଯଲେ ଦିଅ। କାହିଁକି? କାରଣ ଅଳ୍ପ ସମୟ ପ ରେ ମୁଁ ଯହେୂର ପରିବାରକୁ ଦଣ୍ତ ଦବେି। କାରଣ ସେ ୟିଷ୍ରିଯଲେ ଉପତ୍ୟକା ରେ ରକ୍ତପାତ କରିଥିଲେ। ତା'ପ ରେ ମୁଁ ଇଶ୍ରାୟେଲ ସାମ୍ରାଜ୍ଯର ପତନ ଘଟାଇବି।

5 ମୁଁ ଇଶ୍ରାୟେଲର ଧନୁକୁ ସହେି ୟିଷ୍ରିଯଲେ ଉପତ୍ୟକା ରେ ଭାଙ୍ଗିବି।

6 ତା'ପ ରେ ଗୋମର ପୁନର୍ବାର ଗର୍ଭବତୀ ହେଲେ ଓ ଏକ କନ୍ଯା ସନ୍ତାନ ଜନ୍ମ ଦେଲେ। ସଦାପ୍ରଭୁ ହାେେଶୟକୁ କହିଲେ, ତା'ର ନାମ ଲୋ- ରୁହାମା ଦିଅ। କାହିଁକି? କାରଣ ଆମ୍ଭେ ଏଣିକି ଇଶ୍ରାୟେଲ ଜାତିକୁ ଆଉ ଦୟା ଦଖାଇବୋ ନାହିଁ। ଆମ୍ଭେ ସମାନଙ୍କେୁ କ୍ଷମା ଦବୋ ନାହିଁ।

7 କିନ୍ତୁ ଆମ୍ଭେ ଯିହୁଦାର ଲୋକଙ୍କୁ ଦୟା ଦଖାଇବୋ। ଆମ୍ଭେ ଯିହୁଦା ଦେଶକୁ ରକ୍ଷା କରିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବାକୁ ଖଣ୍ତା କି ଧନୁ ବ୍ଯବହାର କରିବା ନାହିଁ। ଆମ୍ଭେ ସମାନଙ୍କେୁ ରକ୍ଷା କରିବାକୁ ୟୁଦ୍ଧ ରେ ଅଶ୍ବ କି ସୈନ୍ଯ ବ୍ଯବହାର କରିବା ନାହିଁ। ଆମ୍ଭେ ସମାନଙ୍କେୁ ଆମ୍ଭ ନିଜ ଶକ୍ତି ବଳ ରେ ରକ୍ଷା କରିବା।

8 ଗୋମର ଲୋ-ରୁହାମାଙ୍କ ସବୋ ଶଷେ କଲାପ ରେ ସେ ପୁନର୍ବାର ଗର୍ଭବତୀ ହେଲେ। ସେ ଗୋଟିଏ ପୁତ୍ର ସନ୍ତାନ ଜନ୍ମ ଦେଲେ।

9 ତା'ପ ରେ ସଦାପ୍ରଭୁ କହିଲେ, ତା'ର ନାମ ଲୋ-ଆମୀ ଦିଅ। କାରଣ, ତୁମ୍ଭମାନେେ ଆମ୍ଭର ଲୋକ ନୁହଁ କି ଆମ୍ଭେ ତୁମ୍ଭର ପରମେଶ୍ବର ନୁହଁ।

10 ସମୁଦ୍ରର ବାଲୁକା ସଦୃଶ ଇଶ୍ରାୟେଲ ସନ୍ତାନଗଣର ସଂଖ୍ଯା ଭବିଷ୍ଯତ ରେ ବୃଦ୍ଧି ପାଇବ। ତୁମ୍ଭେ ସମୁଦ୍ରର ବାଲିକୁ ମାପି ପାରିବ ନାହିଁ କି ଗଣି ପାରିବ ନାହିଁ। ଯେଉଁ ସ୍ଥାନ ରେ ସମାନଙ୍କେୁ କୁହାୟାଇଥିଲା, ସହେି ସ୍ଥାନ ରେ ଏହା ଘଟିବ। ସମାନଙ୍କେୁ ମଧ୍ଯ କୁହାୟିବ, 'ତୁମ୍ଭମାନେେ ମାେ ଲୋକ ନୁହଁ।' 'ତୁମ୍ଭେ ଜୀବନ୍ତ ପରମେଶ୍ବରଙ୍କର ସନ୍ତାନ ଅଟ।'

11 ତା'ପ ରେ ଯିହୁଦା ଓ ଇଶ୍ରାୟେଲର ଲୋକମାନେ ଏକତ୍ରୀତ ହବେେ। ସମାନେେ ସମାନଙ୍କେ ପାଇଁ ଜଣେ ରାଜା ବାଛିବେ ଏବଂ ସମାନଙ୍କେର ଦେଶ ସବୁଠାରୁ ବଡ ହବେ। ୟିଷ୍ରିଯଲରେ ସମୟ ପ୍ରକୃତ ବଡ ହବେ।

  • Tamil
  • Hindi
  • Malayalam
  • Telugu
  • Kannada
  • Gujarati
  • Punjabi
  • Bengali
  • Oriya
  • Nepali

By continuing to browse the site, you are agreeing to our use of cookies.

Close