ହୋଶେୟ 10:12 in Oriya

ଓଡିଆ ଓଡିଆ ବାଇବେଲ ହୋଶେୟ ହୋଶେୟ 10 ହୋଶେୟ 10:12

Hosea 10:12
ତୁମ୍ଭେ ଯଦି ଭଲପଣିଆ ବୁଣିବ ତବେେ ପ୍ରକୃତ ପ୍ ରମେ ଅମଳ କରିବ। ଭୂମିକୁ ହଳ କରିବ ଏବଂ ସଦାପ୍ରଭୁଙ୍କ ସହିତ ଅମଳ କରିବ। ପ୍ରଭୁ ଆସିବେ ଏବଂ ତୁମ୍ଭମାନଙ୍କ ଉପ ରେ ଭଲ ଜିନିଷ ବର୍ଷା ପରି ପକାଇବେ।

Hosea 10:11Hosea 10Hosea 10:13

Hosea 10:12 in Other Translations

King James Version (KJV)
Sow to yourselves in righteousness, reap in mercy; break up your fallow ground: for it is time to seek the LORD, till he come and rain righteousness upon you.

American Standard Version (ASV)
Sow to yourselves in righteousness, reap according to kindness; break up your fallow ground; for it is time to seek Jehovah, till he come and rain righteousness upon you.

Bible in Basic English (BBE)
Put in the seed of righteousness, get in your grain in mercy, let your unploughed earth be turned up: for it is time to make search for the Lord, till he comes and sends righteousness on you like rain.

Darby English Bible (DBY)
Sow to yourselves in righteousness, reap according to mercy; break up your fallow ground: for it is time to seek Jehovah, till he come and rain righteousness upon you.

World English Bible (WEB)
Sow to yourselves in righteousness, Reap according to kindness. Break up your fallow ground; For it is time to seek Yahweh, Until he comes and rains righteousness on you.

Young's Literal Translation (YLT)
Sow for yourselves in righteousness, Reap according to loving-kindness, Till for yourselves tillage of knowledge, To seek Jehovah, Till he come and shew righteousness to you.

Sow
זִרְע֨וּzirʿûzeer-OO
to
yourselves
in
righteousness,
לָכֶ֤םlākemla-HEM
reap
לִצְדָקָה֙liṣdāqāhleets-da-KA
in
קִצְר֣וּqiṣrûkeets-ROO
mercy;
לְפִיlĕpîleh-FEE
break
up
חֶ֔סֶדḥesedHEH-sed
your
fallow
ground:
נִ֥ירוּnîrûNEE-roo
time
is
it
for
לָכֶ֖םlākemla-HEM
to
seek
נִ֑ירnîrneer

וְעֵת֙wĕʿētveh-ATE
the
Lord,
לִדְר֣וֹשׁlidrôšleed-ROHSH
till
אֶתʾetet
he
come
יְהוָ֔הyĕhwâyeh-VA
and
rain
עַדʿadad
righteousness
יָב֕וֹאyābôʾya-VOH
upon
you.
וְיֹרֶ֥הwĕyōreveh-yoh-REH
צֶ֖דֶקṣedeqTSEH-dek
לָכֶֽם׃lākemla-HEM

Cross Reference

ଯିରିମିୟ 4:3
କାରଣ ସଦାପ୍ରଭୁ ଯିହୁଦା ଓ ୟିରୁଶାଳମର ଲୋକମାନଙ୍କୁ ଏହିକଥା କହନ୍ତି,

ହୋଶେୟ 6:3
ଆସ, ସଦାପ୍ରଭୁଙ୍କ ସମ୍ବନ୍ଧ ରେ ଅଧ୍ଯଯନ କରିବା। ତାଙ୍କ ସମ୍ବନ୍ଧ ରେ ଅଧିକ ଜାଣିବା ପାଇଁ କଠାେର ଅଧ୍ଯବସାଯ କରିବା। ପ୍ରଭାତ ଆସିଲା ପରି ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ। ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମଯ କଲା ପରି ପରମେଶ୍ବର ଆମ୍ଭମାନଙ୍କ ନିକଟକୁ ଆସିବେ।

ହିତୋପଦେଶ 11:18
ଦୁଷ୍ଟଲୋକ ମିଥ୍ଯା ଉପାର୍ଜନ କରେ। ମାତ୍ର ଯେ ଧର୍ମବୀଜ ବୁଣେ ତାହାର ନିଶ୍ଚିତ ପୁରସ୍କାର ଅଛି।

ଯାକୁବଙ୍କ ପତ୍ 3:18
ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସମାନେେ ଧାର୍ମିକ ଜୀବନଯାପନ ଦ୍ବାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।

ଯିଶାଇୟ 45:8
ହେ ଆକାଶମଣ୍ଡଳ, ତୁମ୍ଭେ ବିଜଯ, ଧର୍ମ ଓ ନ୍ଯାଯ ମେଘ ଆକାର ରେ ବର୍ଷଣ କର। ହେ ପୃଥିବୀ, ତୁମ୍ଭେ ବିଦୀର୍ଣ୍ଣ ହୁଅ ; ପରିତ୍ରାଣ, ଧାର୍ମିକତା ଅଙ୍କୁରିତ ହେଉ ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରୁଅଛୁ।

ଯିଶାଇୟ 55:6
ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।

ଯିଶାଇୟ 44:3
'ଆମ୍ଲଭ ତୃଷିତ ଭୂମି ଉପସର ଜଳ ଓ ଶୁଷ୍କ ଭୂମି ଉପସର ଜଳଲଷାର୍ତ ଢ଼ାଳିବା। ଆମ୍ଲଭ ତୁମ୍ଭ ବଂଶ ଉପସର ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପସର ଆପଣା ଆଶୀର୍ବାଦ ବର୍ଷାଇବା।

ହୋଶେୟ 8:7
ଇଶ୍ରାୟେଲୀୟମାନେ ଗୋଟିଏ ନିର୍ବୋଧ କାମ କଲେ। ସମାନେେ ବାଯୁ ରେ ଗଛ ଲଗାଇବାକୁ ଚେଷ୍ଟା କରୁଥିଲେ। ସମାନେେ କବଳେ ହିଁ ଦୁଃଖ ପାଇବେ। ସମାନେେ ଘୂର୍ଣ୍ଣିବାତ୍ଯାକୁ ନିମନ୍ତ୍ରଣ କଲେ। ଜମି ରେ ଉତ୍ପନ୍ନ ହେଉଥିବା ଶସ୍ଯ ଖାଦ୍ୟ ଯୋଗଇବ ନାହିଁ। ଏପରି ଯଦି କିଛି ଉତ୍ପନ୍ନ ହେଲା ତବେେ ତାକୁ ଅଜଣା ଲୋକ ଭକ୍ଷଣ କରିବେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:6
ମୁଁ ଗଛଟିଏ ଲଗାଇଲି। ଆପଲ୍ଲ ଗଛ ରେ ପାଣି ଦେଲେ, କିନ୍ତୁ ପରମେଶ୍ବର ତା'କୁ ବଢ଼ିବା ରେ ସାହାୟ୍ଯ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:18
ହଁ, ସେତବେେଳେ ମୁଁ ନିଜ ସବେକ ସବେିକାମାନଙ୍କ ଉପରେ ନିଜ ଆତ୍ମା ଢ଼ାଳି ଦବେି, ସମାନେେ ଭବିଷ୍ଯତବାଣୀ କହିବେ।

ଲୂକଲିଖିତ ସୁସମାଚାର 13:24
ଯୀଶୁ କହିଲେ, ତୁମ୍ଭମାନେ ଅଣ ଓସାରିଆ ଦ୍ବାର ଦଇେ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବା ପାଇଁ କଠିନ ପରିଶ୍ରମ କର। ଅନକେ ଲୋକ ସଠାେରେ ପ୍ରବେଶ କରିବାକୁ ଚେଷ୍ଟା କରିବେ। କିନ୍ତୁ ସମାନେେ ପ୍ରବେଶ କରିବାକୁ ସମର୍ଥ ହବେେ ନାହିଁ।

ସିଫନିୟ 2:1
ହେ ନିଲର୍‌ଲଜ ଲୋକମାନେ, ତୁମ୍ଭମାନେେ ଏକତ୍ରୀତ ହୁଅ।

ଆମୋଷ 5:15
ମନ୍ଦକୁ ଘୃଣା କର, ଭଲକୁ ଆଦର କର। ନ୍ଯାଯ ବିଗ୍ଭର କର। ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ହୁଏତ ଯୋଷଫଙ୍କେ ଅବଶିଷ୍ଟାଂଶ ପରିବାର ପ୍ରତି କୃପାମଯ ହାଇପୋରନ୍ତି।

ଆମୋଷ 5:8
ସେ ମଧ୍ଯ ଦିନକୁ ରାତ୍ରି ରେ ପରିଣତ କଲେ। ସେ ସାଗର ଜଳକୁ ଆହ୍ବାନ କରନ୍ତି ଓ ପୃଥିବୀ ଉପ ରେ ଢାଳନ୍ତି।

ଆମୋଷ 5:6
ସଦାପ୍ରଭୁଙ୍କ ଅନ୍ବଷେଣ କର ଓ ବଞ୍ଚି ରୁହ। ତୁମ୍ଭେ ଯଦି ସଦାପ୍ରଭୁଙ୍କ ନିକଟକୁ ନ ୟିବ ତାହା ହେଲେ ଗୋଟିଏ ଅଗ୍ନି ସଞ୍ଚାର ହବେ ଏବଂ ସହେି ଅଗ୍ନି ଯୋଷଫଙ୍କେ ଗୃହକୁ ଧ୍ବଂସ କରିବ ଏବଂ କୌଣସି ବ୍ଯକ୍ତି ବୈଥଲ ରେ ସେ ଅଗ୍ନିକୁ ଲିଭାଇ କରିପାରିବେ ନାହିଁ।

ଆମୋଷ 5:4
ଇଶ୍ରାୟେଲକୁ ସଦାପ୍ରଭୁ ଏହାହିଁ କୁହନ୍ତି: ଆସ, ଆମ୍ଭର ଅନୁସନ୍ଧାନ କର ଏବଂ ବଞ୍ଚ।

ଗୀତସଂହିତା 105:4
ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ୟାଅ। ସାହାୟ୍ଯ ପାଇଁ ସର୍ବଦା ତାଙ୍କ ପାଖକୁ ୟାଅ।

ଗୀତସଂହିତା 126:5
ଜଣେ ଲୋକ ବିହନ ବୁଣିବା ସମଯରେ ଦୁଃଖ ପାଇଥାଏ, କିନ୍ତୁ ସେ ଅମଳ ସମଯରେ ବହୁତ ଖୁସି ହୁଏ।

ହିତୋପଦେଶ 18:21
ମରଣ ଓ ଜୀବନ ଜିହ୍ବାର ଅଧୀନ। ଯେଉଁମାନେ କଥା କହିବାକୁ ଭଲ ଜାଣନ୍ତି, ଏହାର ଫଳ ଭୋଗିବେ।

ଉପଦେଶକ 11:6
ତୁମ୍ଭେ ସକାଳରୁ ସନ୍ଧ୍ଯା ପର୍ୟ୍ଯନ୍ତ ବୀଜ ବୁଣ ଏବଂ ତା'ପ ରେ ତୁମ୍ଭର କାମ ବନ୍ଦ କରିବା ଉଚିତ୍। ପ୍ରଭାତ ରେ ବୀଜ ବୁଣ ଓ ସନ୍ଧ୍ଯା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କେଉଁ ମଞ୍ଜି ଭଲ ବଢ଼ିବ ଯାହାକୁ ତୁମ୍ଭେ ସକାଳ ରେ ବୁଣିଥିଲ, ଯେଉଁଗୁଡ଼ିକ ସନ୍ଧ୍ଯା ରେ ବୁଣିଥିଲ କିଅବା ପ୍ରାଯ ଉଭୟ ଭଲ ବଢ଼ିବ।

ଯିଶାଇୟ 5:6
ସମାରସସହି ଦ୍ରାକ୍ଷାକ୍ଷଲତକୁ ଉଜାଡ଼ି ନଲବି।ସକୗଣସି ବ୍ଯକ୍ତିସସ ଗଛ ଗୁଡ଼ିକର ଯତ୍ନ ନଲବ ନାହିଁ କିମ୍ବାସସହି କ୍ଷଲତସରସକହି କୋଡ଼ାକୋଡ଼ି କରିଲବ ନାହିଁ।ସସଠାସର କଣ୍ଟା ଓ ଅନାବନା ଘାସ ଜନ୍ମିବ।ସସହି କ୍ଷଲତସର ବର୍ଷାଜଳ ନ ପଡ଼ିବା ପାଇଁ ମୁଁ ମଲଘକୁ ଆଲଦଶସଦବି।

ଯିଶାଇୟ 30:23
ସହେି ସମୟରେ ସଦାପ୍ରଭୁ ତୁମ୍ଭ ଭୂମିରେ ବୀଜ ବୁଣିବା ପାଇଁ ବୃଷ୍ଟି ଦବେେ। ତୁମ୍ଭମାନେେ ଶସ୍ଯ ବୁଣିବ ଓ ଭୂମିରେ ପ୍ରଚୁର ଖାଦ୍ୟ ଉତ୍ପନ୍ନ ହବେ। ତୁମ୍ଭମାନଙ୍କର ପଶୁପଲ ପାଇଁ ବିସ୍ତୃତ ଚାରଣ ଭୂମି ହବେ।

ଯିଶାଇୟ 31:1
ମିଶରକୁ ସାହାୟ୍ଯ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସମାନେେ ଅଶ୍ବମାନଙ୍କ ଉପ ରେ ନିର୍ଭର କରନ୍ତି। ସମାନେେ ଆଶା କରନ୍ତି ଅଶ୍ବଗଣ ସମାନଙ୍କେୁ ରକ୍ଷା କରିବେ। ଆଉ ମଧ୍ଯ ସମାନେେ ଭାବନ୍ତି ଅତ୍ଯଧିକ ରଥ ଓ ବହୁ ବଳବାନ ଅଶ୍ବାରୋହୀ ସୈନ୍ଯ ଥିବାରୁ ସମାନେେ ସୁରକ୍ଷିତ। ସମାନେେ ଇଶ୍ରାୟେଲର ପବିତ୍ରତା ପ୍ରତି ବିଶ୍ବାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ବଷେଣ କରନ୍ତି ନାହିଁ। ତେଣୁ ସମାନେେ ସନ୍ତାପର ପାତ୍ର।

ଯିଶାଇୟ 32:20
ତୁମ୍ଭମାନଙ୍କ ମଧ୍ଯରୁ କେତକେ ସକଳ ସ୍ଥାନ ରେ ବୀଜ ବୁଣୁଛ ଓ ଗୋରୁ ଗର୍ଦ୍ଦଭମାନଙ୍କୁ ବାହା ରେ ଚରିବାକୁ ଛାଡ଼ୁଛ, ସେଥିପାଇଁ ତୁମ୍ଭମାନେେ ଧନ୍ଯ।

ଯିରିମିୟ 29:12
ତେଣୁ ତୁମ୍ଭମାନେେ ଆମ୍ଭକୁ ଆହ୍ବାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ଯାନ ଦବୋ।

ଯିରିମିୟ 50:4
ସେ ସମୟରେ ଇଶ୍ରାୟେଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହାଇଯେିବେ। ସମାନେେ କାନ୍ଦି କାନ୍ଦି ଆସିବେ, ଯେତବେେଳେ ସମାନେେ ସମାନଙ୍କେର ସଦାପ୍ରଭୁ ପରମେଶ୍ବରଙ୍କର ଅନ୍ବଷେଣ କରିବେ।

ଯିହିଜିକଲ 34:26
ପୁଣି ଆମ୍ଭେ ସମାନଙ୍କେୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ କରିବା। ମୁଁ ଯଥା ସମୟରେ ଜଳଧାରା ବର୍ଷା କରାଇବି ଓ ତାହା ଆଶୀର୍ବାଦର ଜଳଧାରା ହବେ।

ହୋଶେୟ 12:6
ତେଣୁ ତୁମ୍ଭମାନେେ ସହେି ପରମେଶ୍ବରଙ୍କ ନିକଟକୁ ଫରେିଆସ। ତାଙ୍କ ପ୍ରତି ବିଶ୍ବସ୍ତ ହୁଅ। ଠିକ୍ କାର୍ୟ୍ଯ କର। ସର୍ବଦା ପରମେଶ୍ବରଙ୍କଠା ରେ ବିଶ୍ବାସ ରଖ।

ଗୀତସଂହିତା 72:6
ଭୂମିରେ ବୃଷ୍ଟି ତୁଲ୍ଯ, ଭୂମି ସଚେନକାରୀ ଜଳଧାରା ତୁଲ୍ଯ ତୁମ୍ଭେ ରାଜାଙ୍କୁ ସହାୟ ହୁଅ। କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହବୋ ପାଇଁ ତାଙ୍କୁ ସାହାୟ୍ଯ କର।