Hosea 10

fullscreen3 ବର୍ତ୍ତମାନ ଇଶ୍ରାୟେଲୀୟମାନେ କୁହନ୍ତି, ଆମ୍ଭମାନଙ୍କର ରାଜା ନାହାନ୍ତି। ଆମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ କରୁନାହୁଁ ଏବଂ ତାଙ୍କର ରାଜା ଆମ୍ଭମାନଙ୍କର କିଛି କରିପାରିବେ ନାହିଁ।

fullscreen4 ସମାନେେ ଶପଥ ନିଅନ୍ତୁ କିନ୍ତୁ ସମାନେେ କବଳେ ମିଥ୍ଯା କୁହନ୍ତୁ। ସମାନେେ ସମାନଙ୍କେର ଶପଥ ରକ୍ଷା କରନ୍ତି ନାହିଁ। ସମାନେେ ଚୁକ୍ତି କରନ୍ତି। ସେଥିପାଇଁ ନ୍ଯାଯ କୃଷିକ୍ଷେତ୍ର ରେ ବିଷାକ୍ତ ଅନାବନା ଘାସ ପରି ବଢେ।

fullscreen5 ଶମରିଯର ଲୋକମାନେ ବୈଥ୍-ଆବନର ବାଛୁରୀମାନଙ୍କୁ ପୂଜା କରନ୍ତି। ସହେି ଲୋକମାନେ ପ୍ରକୃତ ରେ କାନ୍ଦିବେ। ଯାଜକମାନେ ମଧ୍ଯ ପ୍ରକୃତ ରେ କାନ୍ଦିବେ। କାହିଁକି? କାରଣ ସମାନଙ୍କେର ସୁନ୍ଦର ପ୍ରତିମା ଗ୍ଭଲିଗଲା। ତାକୁ ଦୂ ରଇେ ନିଆଗଲା।

fullscreen6 ଅଶୂରକୁ ମହାନ୍ ରାଜାଙ୍କ ଉପହାର ସ୍ବରୂପ ଏହାକୁ ନିଆଗଲା। ସେ ଇଫ୍ରଯିମଙ୍କର ଲଜ୍ଜାଜନକ ପ୍ରତିମା ରଖିବ। ଇଶ୍ରାୟେଲ ତା'ର ମୂର୍ତ୍ତି ପାଇଁ ଲଜ୍ଜିତ ହବେ।

fullscreen7 ପାଣି ରେ ଗୋଟିଏ କାଠଖଣ୍ତ ଭାସି ଗଲାପରି, ଶମରିଯାର ରାଜା ଧ୍ବଂସ ହବେେ।

fullscreen8 ଇଶ୍ରାୟେଲ ବହୁ ପାପ କଲା ଏବଂ ବହୁତ ଉଚ୍ଚସ୍ଥାନ ନିର୍ମାଣ କଲା। ଆବନ୍ରେ ଉଚ୍ଚସ୍ଥାନଗୁଡିକ ଧ୍ବଂସ ହବେ। ସମାନଙ୍କେର ୟଜ୍ଞବଦେୀ ଉପ ରେ କଣ୍ଟା ଓ ଅନାବନା ଘାସ ଜନ୍ମିବ। ତା'ପ ରେ ସମାନେେ ପର୍ବତଗୁଡିକୁ କହିବେ, ଆମ୍ଭମାନଙ୍କୁ ଆବୃତ୍ତ କର ଏବଂ ପାହାଡଗୁଡିକୁ କହିବେ, ଆମ୍ଭମାନଙ୍କ ଉପ ରେ ପଡିୟାଅ।

3 For now they shall say, We have no king, because we feared not the Lord; what then should a king do to us?

4 They have spoken words, swearing falsely in making a covenant: thus judgment springeth up as hemlock in the furrows of the field.

5 The inhabitants of Samaria shall fear because of the calves of Beth-aven: for the people thereof shall mourn over it, and the priests thereof that rejoiced on it, for the glory thereof, because it is departed from it.

6 It shall be also carried unto Assyria for a present to king Jareb: Ephraim shall receive shame, and Israel shall be ashamed of his own counsel.

7 As for Samaria, her king is cut off as the foam upon the water.

8 The high places also of Aven, the sin of Israel, shall be destroyed: the thorn and the thistle shall come up on their altars; and they shall say to the mountains, Cover us; and to the hills, Fall on us.

Hosea 10 in Tamil and English

3 ବର୍ତ୍ତମାନ ଇଶ୍ରାୟେଲୀୟମାନେ କୁହନ୍ତି, ଆମ୍ଭମାନଙ୍କର ରାଜା ନାହାନ୍ତି। ଆମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ କରୁନାହୁଁ ଏବଂ ତାଙ୍କର ରାଜା ଆମ୍ଭମାନଙ୍କର କିଛି କରିପାରିବେ ନାହିଁ।
For now they shall say, We have no king, because we feared not the Lord; what then should a king do to us?

4 ସମାନେେ ଶପଥ ନିଅନ୍ତୁ କିନ୍ତୁ ସମାନେେ କବଳେ ମିଥ୍ଯା କୁହନ୍ତୁ। ସମାନେେ ସମାନଙ୍କେର ଶପଥ ରକ୍ଷା କରନ୍ତି ନାହିଁ। ସମାନେେ ଚୁକ୍ତି କରନ୍ତି। ସେଥିପାଇଁ ନ୍ଯାଯ କୃଷିକ୍ଷେତ୍ର ରେ ବିଷାକ୍ତ ଅନାବନା ଘାସ ପରି ବଢେ।
They have spoken words, swearing falsely in making a covenant: thus judgment springeth up as hemlock in the furrows of the field.

5 ଶମରିଯର ଲୋକମାନେ ବୈଥ୍-ଆବନର ବାଛୁରୀମାନଙ୍କୁ ପୂଜା କରନ୍ତି। ସହେି ଲୋକମାନେ ପ୍ରକୃତ ରେ କାନ୍ଦିବେ। ଯାଜକମାନେ ମଧ୍ଯ ପ୍ରକୃତ ରେ କାନ୍ଦିବେ। କାହିଁକି? କାରଣ ସମାନଙ୍କେର ସୁନ୍ଦର ପ୍ରତିମା ଗ୍ଭଲିଗଲା। ତାକୁ ଦୂ ରଇେ ନିଆଗଲା।
The inhabitants of Samaria shall fear because of the calves of Beth-aven: for the people thereof shall mourn over it, and the priests thereof that rejoiced on it, for the glory thereof, because it is departed from it.

6 ଅଶୂରକୁ ମହାନ୍ ରାଜାଙ୍କ ଉପହାର ସ୍ବରୂପ ଏହାକୁ ନିଆଗଲା। ସେ ଇଫ୍ରଯିମଙ୍କର ଲଜ୍ଜାଜନକ ପ୍ରତିମା ରଖିବ। ଇଶ୍ରାୟେଲ ତା'ର ମୂର୍ତ୍ତି ପାଇଁ ଲଜ୍ଜିତ ହବେ।
It shall be also carried unto Assyria for a present to king Jareb: Ephraim shall receive shame, and Israel shall be ashamed of his own counsel.

7 ପାଣି ରେ ଗୋଟିଏ କାଠଖଣ୍ତ ଭାସି ଗଲାପରି, ଶମରିଯାର ରାଜା ଧ୍ବଂସ ହବେେ।
As for Samaria, her king is cut off as the foam upon the water.

8 ଇଶ୍ରାୟେଲ ବହୁ ପାପ କଲା ଏବଂ ବହୁତ ଉଚ୍ଚସ୍ଥାନ ନିର୍ମାଣ କଲା। ଆବନ୍ରେ ଉଚ୍ଚସ୍ଥାନଗୁଡିକ ଧ୍ବଂସ ହବେ। ସମାନଙ୍କେର ୟଜ୍ଞବଦେୀ ଉପ ରେ କଣ୍ଟା ଓ ଅନାବନା ଘାସ ଜନ୍ମିବ। ତା'ପ ରେ ସମାନେେ ପର୍ବତଗୁଡିକୁ କହିବେ, ଆମ୍ଭମାନଙ୍କୁ ଆବୃତ୍ତ କର ଏବଂ ପାହାଡଗୁଡିକୁ କହିବେ, ଆମ୍ଭମାନଙ୍କ ଉପ ରେ ପଡିୟାଅ।
The high places also of Aven, the sin of Israel, shall be destroyed: the thorn and the thistle shall come up on their altars; and they shall say to the mountains, Cover us; and to the hills, Fall on us.