Hosea 11:2
କିନ୍ତୁ ଇଶ୍ରାୟେଲକୁ ଯେତେ ଅଧିକ ନିଜର କଲୁ ଇଶ୍ରାୟେଲ େସତେ ଅଧିକ ଆମ୍ଭଠାରୁ ଦୂ ରଇଗେଲା। ଇଶ୍ରାୟେଲୀୟମାନେ ବାଲ୍ଦବଗେଣଙ୍କ ଉଦେଶ୍ଯ ରେ ବଳି ଦେଲେ। ସମାନେେ ପ୍ରତିମା ନିକଟରେ ଧୂପ ଦେଲେ।
Hosea 11:2 in Other Translations
King James Version (KJV)
As they called them, so they went from them: they sacrificed unto Baalim, and burned incense to graven images.
American Standard Version (ASV)
The more `the prophets' called them, the more they went from them: they sacrificed unto the Baalim, and burned incense to graven images.
Bible in Basic English (BBE)
When I sent for them, then they went away from me; they made offerings to the Baals, burning perfumes to images.
Darby English Bible (DBY)
As they called them, so they went from them: they sacrificed unto the Baals, and burned incense to graven images.
World English Bible (WEB)
They called to them, so they went from them. They sacrificed to the Baals, And burned incense to engraved images.
Young's Literal Translation (YLT)
They have called to them rightly, They have gone from before them, To lords they do sacrifice, And to graven images they make perfume.
| As they called | קָרְא֖וּ | qorʾû | kore-OO |
| them, so | לָהֶ֑ם | lāhem | la-HEM |
| they went | כֵּ֚ן | kēn | kane |
| from | הָלְכ֣וּ | holkû | hole-HOO |
| sacrificed they them: | מִפְּנֵיהֶ֔ם | mippĕnêhem | mee-peh-nay-HEM |
| unto Baalim, | לַבְּעָלִ֣ים | labbĕʿālîm | la-beh-ah-LEEM |
| and burned incense | יְזַבֵּ֔חוּ | yĕzabbēḥû | yeh-za-BAY-hoo |
| to graven images. | וְלַפְּסִלִ֖ים | wĕlappĕsilîm | veh-la-peh-see-LEEM |
| יְקַטֵּרֽוּן׃ | yĕqaṭṭērûn | yeh-ka-tay-ROON |
Cross Reference
ହୋଶେୟ 2:13
ସେ ବାଲ୍ଙ୍କୁ ସବୋ କରୁଥିଲା। ତେଣୁ ଆମ୍ଭେ ତାକୁ ଦଣ୍ତ ଦବୋ। ସେ ବାଲଙ୍କୁ ଧୂପ ଦେଉଥିଲା। ସେ ଭଲ ପୋଷାକ ପରିଧାନ କରୁଥିଲା ଓ ତା'ର ଅଳଙ୍କାର, ନାକରେ ଗହଣା ପିନ୍ଧି ସହେି ମିଥ୍ଯା ପ୍ ରମେିକମାନଙ୍କ ନିକଟକୁ ଯାଉଥିଲା ଏବଂ ଆମ୍ଭଙ୍କୁ ଭୁଲିୟାଇଥିଲା। ସଦାପ୍ରଭୁ ଏହା କହିଲେ।
ଯିରିମିୟ 18:15
ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାଶୋରି ଅସାର ଦବଗେଣଙ୍କୁ ଧୂପ ଉତ୍ସର୍ଗ କରିଛନ୍ତି। ଆଉ ସମାନେେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସମାନଙ୍କେୁ ଗମନ କରାଇବା ନିମନ୍ତେ ପ୍ରବର୍ତ୍ତାଇଛନ୍ତି। ସମାନଙ୍କେ ପୁରାତନ ପଥରେ ବିଘ୍ନ ଜନ୍ମାଇ ଅଛନ୍ତି।
ଯିଶାଇୟ 65:7
ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭମାନଙ୍କ ପାପ ପାଇଁ ଓ ତୁମ୍ଭମାନଙ୍କ ପିତୃପୁରୁଷଙ୍କ ପାପ ପାଇଁ ଉଭୟଙ୍କୁ ପ୍ରତିଫଳ ଦବୋ। କାରଣ ସମାନେେ ପର୍ବତଗୁଡ଼ିକ ଉପ ରେ ଧୂପ ଜଳାଇଛନ୍ତି ଓ ଉପପର୍ବତଗୁଡ଼ିକ ଉପ ରେ ଆମ୍ଭର ନିନ୍ଦା କରିଛନ୍ତି। ଏଣୁ ସମାନଙ୍କେ କାର୍ୟ୍ଯର ମାନ କଳନା କରି ପ୍ରତିଫଳ ସମାନଙ୍କେ କୋଳ ରେ ଦବୋ।
ହୋଶେୟ 13:1
ଇଫ୍ରଯିମ ଇଶ୍ରାୟେଲ ରେ ନିଜକୁ ମହାନ୍ କରି ଦଲୋ। ସେ କହିଲା ବେଳେ ଲୋକେ ଭୟ ରେ ଥରିଲେ। କିନ୍ତୁ ସେ ବାଲ ଦବେତାଙ୍କୁ ପୂଜାକରି ଦୋଷୀ ହେଲେ ଏବଂ ମୃତ୍ଯୁବରଣ କଲେ।
ହୋଶେୟ 11:7
ଆମ୍ଭର ଲୋକମାନେ ଆମ୍ଭ ନିକଟକୁ ଫରେିବାକୁ ଆଶା କରନ୍ତି। ସମାନେେ ଉର୍ଦ୍ଧ୍ବକୁ ଡାକିବେ। କିନ୍ତୁ କହେି ସମାନଙ୍କେୁ ସାହାୟ୍ଯ କରିବେ ନାହିଁ।
ଯିରିମିୟ 44:15
ସେତବେେଳେ ବହୁ ସ୍ତ୍ରୀ ଲୋକ ଯିହୁଦାର ଅନ୍ୟ ଦବଗେଣଙ୍କ ଉଦ୍ଦେଶ୍ଯ ରେ ଧୂପ ଜଳାଉଥିଲେ। ସମାନଙ୍କେର ସ୍ବାମୀମାନେ ଏହା ଜାଣିଲେ ମଧ୍ଯ ସମାନଙ୍କେୁ ନିବୃତ୍ତ କରୁ ନ ଥିଲେ। ସମାନଙ୍କେ ନିକଟରେ ଠିଆ ହାଇେଥିବା ସ୍ତ୍ରୀମାନଙ୍କର ମହାସମାଜ ଆଉ ମିଶରର ପାଥ୍ରୋଷ୍ ପ୍ରଦେଶ ରେ ବାସକାରୀ ସମସ୍ତ ଲୋକ ଯିରିମିୟଙ୍କୁ କହିଲେ,
ଯିଖରିୟ 1:4
ସଦାପ୍ରଭୁ ପୁଣି କହିଲେ, ତୁମ୍ଭମାନେେ ତୁମ୍ଭ ପୂର୍ବପୁରୁଷଗଣଙ୍କ ପରି ବ୍ଯବହାର କର ନାହିଁ। ପୂର୍ବ ଭବିଷ୍ଯଦ୍ବକ୍ତାଗଣ ସମାନଙ୍କେୁ କହିଛନ୍ତି, 'ସର୍ବଶକ୍ତିମାନ ସଦାପ୍ରଭୁ ଇଚ୍ଛା କରନ୍ତି ତୁମ୍ଭମାନେେ ଡୀବନଧାରଣର କୁପଥ ବଦଳାଅ ଓ କୁକର୍ମରୁ ନିବୃତ୍ତ ହୁଅ।' କିନ୍ତୁ ତୁମ୍ଭର ସହେି ପୂର୍ବପୁରୁଷଗଣ ଆମ୍ଭେ ବାକ୍ଯ ଶୁଣିଲେ ନାହିଁ। ସଦାପ୍ରଭୁ ଏହିସବୁ କହନ୍ତି।
ଯିଖରିୟ 7:11
କିନ୍ତୁ ସହେି ଲୋକମାନେ ଆମ୍ଭ କଥା ଶୁଣିବାକୁ ମନା କଲେ। ସମାନେେ ଜିଦ୍ଖୋର ହାଇେ ତାଙ୍କ ମୁହଁ ଫରୋଇଲେ ଏବଂ ତାଙ୍କ କାନ ଘୋଡାଇ ପକାଇଲେ।
ଲୂକଲିଖିତ ସୁସମାଚାର 13:34
ୟିରୂଶାଲମ! ହେ ୟିରୂଶାଲମ! ତୁମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ବର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡି ମାରି ଦଇେଛ। ମୁଁ ଅନକେ ଥର ତୁମ୍ଭ ଲୋକମାନଙ୍କୁ ସାହାୟ୍ଯ କରିବାକୁ ଚାହିଁଛି। ଗୋଟିଏ କୁକୁଡା ତାର ପକ୍ଷତଳେ କୁକୁଡାଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଚାହିଁଥିଲି। କିନ୍ତୁ ତୁମ୍ଭମାନେେ ମାେତେ ତାହା କରଇେ ଦଲନୋହିଁ।
ଯୋହନଲିଖିତ ସୁସମାଚାର 3:19
ଲୋକମାନଙ୍କର ବିଚାର ଏହି ବିଷୟ ଦ୍ବାରା ହୁଏ: ସହେି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସହେି ଆଲୋକ ଚାହିଁଲେ ନାହିଁ, ସମାନେେ ଅନ୍ଧକାର ଚାହିଁଲେ, କାରଣ ସମାନେେ ମନ୍ଦକାର୍ୟ୍ଯ ରେ ରତଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7:51
ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।
ଯିରିମିୟ 35:13
ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହିଲେ, ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, 'ତୁମ୍ଭମାନେେ ଆମ୍ଭର ବାକ୍ଯ ପ୍ରତି ଅବଧାନ କରି ଆମ୍ଭର ଶିକ୍ଷା ଗ୍ରହଣ କର।
ଯିଶାଇୟ 30:9
ସମାନେେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ଯାବାଦୀ ସନ୍ତାନ। ସମାନେେ ସଦାପ୍ରଭୁଙ୍କ ଶିକ୍ଷାସମୂହକୁ ଶୁଣିବାକୁ ଅସମ୍ମତ।
ନିହିମିୟା 9:30
ତଥାପି ବହୁବର୍ଷ ପର୍ୟ୍ଯନ୍ତ ତୁମ୍ଭେ ସମାନଙ୍କେୁ ସହ୍ଯ କଲ ଓ ଆପଣା ଆତ୍ମାଦ୍ବାରା ଆପଣା ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ତୁମ୍ଭେ ସତର୍କ କଲ। ମାତ୍ର ସମାନେେ କର୍ଣ୍ଣପାତ କରିବାକୁ ପ୍ରସ୍ତୁତ ହେଲେ ନାହିଁ। ଏଣୁ ତୁମ୍ଭେ ସମାନଙ୍କେୁ ଅନ୍ୟ ଦେଶୀଯ ଗୋଷ୍ଠୀ ହସ୍ତ ରେ ସମର୍ପଣ କଲ।
ଦିତୀୟ ବିବରଣ 29:2
ମାଶାେ ସମସ୍ତ ଇଶ୍ରାୟେଲୀୟମାନଙ୍କୁ ଏକତ୍ରୀତ କଲେ ଓ କହିଲେ, ତୁମ୍ଭମାନେେ ଦେଖିଛ ଯେ ମିଶର ରେ ସଦାପ୍ରଭୁ କିପରି କାର୍ୟ୍ଯମାନ କରିଛନ୍ତି। ତୁମ୍ଭମାନେେ ମଧ୍ଯ ଦେଖିଛ, ସଦାପ୍ରଭୁ ରାଜା ଫା ରେ ଏବଂ ତାଙ୍କର ଦାସମାନଙ୍କ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯେଉଁ କର୍ମମାନ କରିଥିଲେ।
ବିଚାରକର୍ତାମାନଙ୍କ ବିବରଣ 2:13
ଇଶ୍ରାୟେଲବାସୀମାନେ ସଦାପ୍ରଭୁଙ୍କୁ ତ୍ଯାଗ କଲେ ଏବଂ ମିଥ୍ଯାବାଦୀ ବାଲ୍ଦବେ ଓ ଅଷ୍ଟାରୋତ ଦବେତାଗଣଙ୍କକ୍ସ୍ଟ ପୂଜା କରିବାକୁ ଲାଗିଲେ।
ବିଚାରକର୍ତାମାନଙ୍କ ବିବରଣ 3:7
ସଦାପ୍ରଭୁଙ୍କ ଦୃଷ୍ଟି ରେ ଇଶ୍ରାୟେଲିର ଲୋକମାନେ ସବୁ ପ୍ରକାର କର୍ମ ରେ ରତ ଥିଲେ। ଯାହାସବୁ ସଦାପ୍ରଭୁଙ୍କ ଚକ୍ଷକ୍ସ୍ଟ ରେ ପାପ ଥିଲା। ଏବଂ ବାଲ୍ ଦେଶର ଦବେତାଗଣଙ୍କର ପୂଜା କଲେ ଏବଂ ଆଶରୋ ଏବଂ ସଦାପ୍ରଭୁଙ୍କ ବିଷଯସବୁ ପାଶୋରି ଗଲେ।
ବିଚାରକର୍ତାମାନଙ୍କ ବିବରଣ 10:6
ପକ୍ସ୍ଟନଃର୍ବାର ଇଶ୍ରାୟେଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯାହା ମନ୍ଦ ସହେିପରି କାର୍ୟ୍ଯମାନ କଲେ। ସମାନେେ ବାଲ୍ ଦବେତାଗଣ, ଅଷ୍ଟାରୋତ୍ ଦବେୀଗଣ, ଅରାମୀଯମାନଙ୍କର ଦବଗେଣ, ସୀଦୋନୀଯମାନଙ୍କର ଦବଗେଣ, ମାୟୋବୀଯମାନଙ୍କର ଦବଗେଣ, ଅେମ୍ମାନୀୟମାନଙ୍କର ଲୋକମାନଙ୍କର ଦବଗେଣ ଓ ପଲେଷ୍ଟୀୟମାନଙ୍କର ଦବଗେଣଙ୍କର ପୂଜା କଲେ। ସମାନେେ ମଧ୍ଯ ସଦାପ୍ରଭୁଙ୍କୁ ପାସୋରି ପକାଇଲେ ଓ ତାଙ୍କର ସବୋ କଲେ ନାହିଁ।
ପ୍ରଥମ ଶାମୁୟେଲ 8:7
ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଲୋକମାନଙ୍କ ମତ ଅନକ୍ସ୍ଟସା ରେ କାର୍ୟ୍ଯ କର। ସମାନେେ ତୁମ୍ଭକୁ ଅଗ୍ରାହ୍ଯ କରି ନାହିଁନ୍ତି। ସମାନେେ ମାେତେ ସମାନଙ୍କେର ରାଜା ରୂପେ ପ୍ରତ୍ଯାଖାନ କରିଛନ୍ତି।
ପ୍ରଥମ ରାଜାବଳୀ 12:33
ତେଣୁ ରାଜା ୟାରବିଯାମ ନିଜ ମନୋନୀତ ଅଷ୍ଟମ ମାସର ପଞ୍ଚଦଶ ଦିନ ରେ ବୈଥଲେସ୍ଥିତ ସ୍ବନିର୍ମିତ ୟଜ୍ଞବଦେୀକି ଗଲେ। ଆଉ ମଧ୍ଯ ସେ ଇଶ୍ରାୟେଲ ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜଳାଇବା ପାଇଁ ବୈଥଲରେ ୟଜ୍ଞବଦେୀକି ଗଲେ।
ପ୍ରଥମ ରାଜାବଳୀ 16:31
ନବାଟଙ୍କ ପୁତ୍ର ୟାରବିଯାମଙ୍କ ପରି ପାପ କରିବା ତାଙ୍କ ପାଇଁ ୟଥେଷ୍ଟ ନଥିଲା। ସେ ସୀଦୋନର ରାଜା ଇତ୍ବାଲଙ୍କର କନ୍ଯା ଈଷବଲକେୁ ବିବାହ କଲେ ଓ ସୀଦୋନର ବାଲ ଦବେତାଙ୍କୁ ପୂଜା କରିବାକୁ ଓ ସବୋ କରିବାକୁ ଆରମ୍ଭ କଲେ।
ପ୍ରଥମ ରାଜାବଳୀ 18:19
ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇଶ୍ରାୟେଲକୁ କର୍ମିଲ ପର୍ବତ ରେ ଦଖାେ କରିବାକୁ କୁହ। ବାଲ୍ ଦବେତାର 450 ଭବିଷ୍ଯଦ୍ବକ୍ତା ଓ ଅଶରୋ ବଦେୀର 400 ଭବିଷ୍ଯଦ୍ବକ୍ତାଙ୍କୁ ସହେି ପର୍ବତ ରେ ଦଖାେ କରିବାକୁ ଏକତ୍ର କର। ଯେଉଁମାନେ ସାଧାରଣତଃ ଇଷବଲରେ ମଜେ ରେ ଭୋଜନ କରନ୍ତି ଏବଂ ସମାନଙ୍କେୁ ପର୍ବତକୁ ଆଣ।
ଦିତୀୟ ରାଜାବଳୀ 17:13
ତଥାପି ସଦାପ୍ରଭୁ ପ୍ରେତ୍ୟକକ ଭବିଷ୍ଯଦ୍ବକ୍ତା ଓ ପ୍ରେତ୍ୟକକ ଦୃଷ୍ଟିକାରୀଙ୍କୁ ଇଶ୍ରାୟେଲ ଓ ଯିହୁଦାର ପ୍ରତି ଚତାବେନୀ ଦଇେ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର କୁକାର୍ୟ୍ଯରୁ ବିରତ ହୁଅ, ଆଉ ମୁଁ ତୁମ୍ଭମାନଙ୍କ ପିତୃଲୋକଙ୍କ ପାଇଁ ଯେଉଁ ଆଦେଶ କଲି ଓ ଯାହାସବୁ ମାରେ ସବେକ ଭବିଷ୍ଯଦ୍ବକ୍ତାଗଣଙ୍କ ହସ୍ତ ରେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁଁ, ତଦନୁସା ରେ ମାରେ ବ୍ଯବସ୍ଥା ଓ ବିଧି ସବୁ ପାଳନ କର।
ଦିତୀୟ ବଂଶାବଳୀ 36:15
ସଦାପ୍ରଭୁ, ସୋମନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ବର, ତାଙ୍କର ଲୋକମାନଙ୍କୁ ଚତାବେନୀ ଦବୋ ନିମନ୍ତେ ଦୂତମାନଙ୍କୁ ବାରମ୍ବାର ପଠାଇଲେ। ସଦାପ୍ରଭୁ ତାଙ୍କର ମନ୍ଦିର ଓ ଏହି ଲୋକମାନଙ୍କ ନିମନ୍ତେ ଦୁଃଖ ଅନୁଭବ କରିବାରୁ ଏହି ପ୍ରକାର କଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:15
ଆମ୍ଭର ଉତ୍ସର୍ଗ ବଳି ପରମେଶ୍ବରଙ୍କ ପାଇଁ ହେଉଛି ଏହା : ଯେଉଁ ଲୋକମାନେ ଉଦ୍ଧାର ପାଇଛନ୍ତି ଏବଂ ଯେଉଁମାନେ ପାଇ ନାହାଁନ୍ତି, ସମାନଙ୍କେ ପାଇଁ ଆମ୍ଭମାନେେ ଖ୍ରୀଷ୍ଟଙ୍କ ମଧୁର ସୁଗନ୍ଧି।