Hosea 12:9
ମିଶର ରେ ଥିଲା ସମୟରୁ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ବର ଅଟୁ। ତୁମ୍ଭମାନେେ ଉତ୍ସବ ଦିନ ରେ କଲାପରି ଆମ୍ଭେ ତୁମ୍ଭମାନଙ୍କୁ ତମ୍ବୁ ରେ ରଖିବା।
Hosea 12:9 in Other Translations
King James Version (KJV)
And I that am the LORD thy God from the land of Egypt will yet make thee to dwell in tabernacles, as in the days of the solemn feast.
American Standard Version (ASV)
But I am Jehovah thy God from the land of Egypt; I will yet again make thee to dwell in tents, as in the days of the solemn feast.
Bible in Basic English (BBE)
And Ephraim said, Now I have got wealth and much property; in all my works no sin may be seen in me.
Darby English Bible (DBY)
But I [that am] Jehovah thy God from the land of Egypt will again make thee to dwell in tents, as in the days of the solemn feast.
World English Bible (WEB)
"But I am Yahweh your God from the land of Egypt. I will yet again make you to dwell in tents, As in the days of the solemn feast.
Young's Literal Translation (YLT)
And I -- Jehovah thy God from the land of Egypt, Again do I turn thee back into tents, As in the days of the appointed time.
| And I | וְאָנֹכִ֛י | wĕʾānōkî | veh-ah-noh-HEE |
| that am the Lord | יְהוָ֥ה | yĕhwâ | yeh-VA |
| God thy | אֱלֹהֶ֖יךָ | ʾĕlōhêkā | ay-loh-HAY-ha |
| from the land | מֵאֶ֣רֶץ | mēʾereṣ | may-EH-rets |
| of Egypt | מִצְרָ֑יִם | miṣrāyim | meets-RA-yeem |
| yet will | עֹ֛ד | ʿōd | ode |
| make thee to dwell | אוֹשִֽׁיבְךָ֥ | ʾôšîbĕkā | oh-shee-veh-HA |
| in tabernacles, | בָאֳהָלִ֖ים | bāʾŏhālîm | va-oh-ha-LEEM |
| days the in as | כִּימֵ֥י | kîmê | kee-MAY |
| of the solemn feast. | מוֹעֵֽד׃ | môʿēd | moh-ADE |
Cross Reference
ଲେବୀୟ ପୁସ୍ତକ 23:40
ଆଉ ତମ୍ଭମାନେେ ପ୍ରଥମ ଦିନ ରେ ଉତ୍ତମ ବୃକ୍ଷର ଫଳ, ବାତାପି ଗଛର ଗୋଟିଏ ପ୍ରକାର ଖଜୁର୍ର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀ ତୀରସ୍ଥ ବାଇସୀ ବୃକ୍ଷ ଘନେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ସମ୍ମୁଖ ରେ ସାତ ଦିନ ୟାଏ ଆନନ୍ଦ କରିବ।
ହୋଶେୟ 13:4
ମିଶର ରେ ତୁମ୍ଭମାନେେ ବାସ କରିବା ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ହାଇେ ଆସିଛୁ। ତୁମ୍ଭମାନେେ ଆମ୍ଭ ବ୍ଯତୀତ ଅନ୍ୟ କୌଣସି ପ୍ରଭୁଙ୍କୁ ଜାଣି ନଥିଲ। ଆମ୍ଭେ ଏକମାତ୍ର ବ୍ଯକ୍ତି ଯେ କି ତୁମ୍ଭମାନଙ୍କୁ ରକ୍ଷା କରୁଥିଲୁ।
ନିହିମିୟା 8:15
ସମାନେେ ଯେତବେେଳେ ଏହା ଶୁଣିଲେ, ସମାନେେ ଏହି ବାର୍ତ୍ତା ୟିରୁଶାଲମକୁ ଓ ସମାନଙ୍କେ ସମସ୍ତ ନଗରକୁ ପଠାଇଲେ। ପର୍ବତମଯ ଦେଶକୁ ୟାଅ ଏବଂ ଅଲିଭ ବୃକ୍ଷରୁ ଡାଳ, ଜଙ୍ଗଲି ଅଲିଭି ତୁଲ୍ଯ, ମେ ହନ୍ଦେି ବୃକ୍ଷର ଶାଖା, ଖଜୁରୀ ଶାଖା ଓ ଗହଳିଆ ଶାଖା ସଂଗ୍ରହ କର। ଏହି ଶାଖାଗୁଡିର କ୍ଷଣସ୍ଥାଯୀ ପତ୍ରକୂଟୀର ତିଆରି କରିବା ରେ ବ୍ଯବହାର କର। ଏହିପରି କର କାରଣ ତାହା ବ୍ଯବସ୍ଥା ପୁସ୍ତକରେ ଲିଖିତ ଅଛି।
ଏବ୍ରୀମାନଙ୍କ ନିକଟକୁ ପତ୍ର 11:9
ପରମେଶ୍ବର ପ୍ରତିଜ୍ଞା ଅନୁସାରେ ଅବ୍ରହାମ ସହେି ସ୍ଥାନ ରେ ରହିଲେ। ସେ ଜଣେ ଯାତ୍ରୀ ଭଳି ରହିଲେ, ଜଣେ ବାସିନ୍ଦା ଭଳି ନୁହେଁ। ବିଶ୍ବାସ ଥିବା ହତେୁ ସେ ଏପରି କଲେ। ଇସ୍ହାକ ଓ ଯାକୁବଙ୍କ ସହିତ ଅବ୍ରହାମ ତମ୍ବୁ ରେ ରହିଲେ। ଇସ୍ହାକ ଓ ଯାକୁବ ମଧ୍ଯ
ଯୋହନଲିଖିତ ସୁସମାଚାର 7:2
ଯିହୂଦୀମାନଙ୍କର ବାର୍ଷିକ କୁଟୀରବାସ ପର୍ବର ସମୟ ଆସିଲା।
ଯିଖରିୟ 14:16
ପ୍ରେତ୍ୟକକ ବ୍ଯକ୍ତି ୟିଏ ଦେଶ ଛାଡି ୟିରୁଶାଲମ ବିରୁଦ୍ଧ ରେ ଆସିଛନ୍ତି, ପ୍ରେତ୍ୟକକ ବର୍ଷ ଉପାସନା କରିବା ପାଇଁ ଆସିବେ। ପ୍ରତିବର୍ଷ ସମାନଙ୍କେର ରାଜା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କୁ ଉପାସନା କରିବାକୁ ଏବଂ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ।
ମୀଖା 6:4
ଆମ୍ଭେ କ'ଣ କରିଅଛୁ ତୁମ୍ଭମାନଙ୍କୁ କହିବା। ଆମ୍ଭେ ମାଶାେ, ହାରୋଣ ଓ ମରିଯମକୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ। ମିଶରରୁ ତୁମ୍ଭମାନଙ୍କୁ ଆଣିଅଛି ଓ ତୁମ୍ଭମାନଙ୍କୁ ଦାସତ୍ବରୁ ମୁକ୍ତ କରିଛି।
ଯିରିମିୟ 35:7
ଆଉ ମଧ୍ଯ ତୁମ୍ଭମାନେେ ଗୃହ ନିର୍ମାଣ କରିବ ନାହିଁ, କିଅବା ବୀଜ ବୁଣିବ ନାହିଁ କିଅବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ ଅବା ତହିଁର ଅଧିକାରୀ ହବେ ନାହିଁ। ମାତ୍ର ତୁମ୍ଭମାନେେ ୟାବଜ୍ଜୀବନ ତମ୍ବୁ ରେ ବାସ କରିବ, ତହିଁରେ ତୁମ୍ଭମାନେେ ଯେଉଁ ଦେଶ ରେ ପ୍ରବାସ କରୁଅଛ, ସହେି ଦେଶ ରେ ଅନକେ କାଳ ବଞ୍ଚିବ।'
ଗୀତସଂହିତା 81:10
ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ। ତୁମ୍ଭର ମୁଖ ବଡ଼ କରି ଖାେଲ, ଆମ୍ଭେ ଖୁଆଇ ଦବୋ।
ଏଜ୍ରା 3:4
ଏହାପରେ ସମାନେେ ପତ୍ରକୁଟୀର ପର୍ବ ପାଳନ କଲେ। ସମାନେେ ପ୍ରତିଦିନର ବ୍ଯବସ୍ଥା ରେ ଲଖାୟୋଇଥିବା ପ୍ରେତ୍ୟକକ ଦିନର ଆବଶ୍ଯକ ସଂଖ୍ଯା ଅନୁସାରେ ସମାନେେ ହାମବେଳି ଉତ୍ସର୍ଗ କଲେ।
ଦିତୀୟ ଶାମୁୟେଲ 7:2
ରାଜା ଦାଉଦ ଭବିଷ୍ଯଦ୍ବକ୍ତା ନାଥନଙ୍କକ୍ସ୍ଟ କହିଲେ, ଦେଖ ମୁ ଏବେ ଏରସ ନିର୍ମିତ କାଠ ଘ ରେ ବାସ କରୁଅଛି କିନ୍ତୁ ପରମେଶ୍ବରଙ୍କର ପବିତ୍ର ସିନ୍ଦକ୍ସ୍ଟକ ସହେି ତମ୍ବୁ ତଳେ ରହି ଅଛି। ଆମ୍ଭମାନେେ ପବିତ୍ର ସିନ୍ଦକ୍ସ୍ଟକ ପାଇଁ ଏକ ସକ୍ସ୍ଟନ୍ଦର ପ୍ରସାଦ ତିଆରି କରିବା କଥା।
ଗଣନା ପୁସ୍ତକ 15:41
ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର। ମୁଁ ତୁମ୍ଭମାନଙ୍କର ପରମେଶ୍ବର ହବୋକୁ ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଅଛି।
ଲେବୀୟ ପୁସ୍ତକ 26:13
ମୁଁ ତୁମ୍ଭ ସଦାପ୍ରଭୁ ପରମେଶ୍ବର ଅଟେ। ମୁଁ ତୁମ୍ଭମାନଙ୍କୁ ଦାସ ହବୋରୁ ରକ୍ଷା କଲି। ମୁଁ ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲି। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର। ମୁଁ ତୁମ୍ଭମାନଙ୍କର ୟୁଆଳିର ୟୋତ ଭାଙ୍ଗି ଅଛି ଓ ତୁମ୍ଭମାନେ ମୁଣ୍ତ ଉପରକୁ ଉଠାଇ ସିଧା ଗ୍ଭଲିବ।
ଲେବୀୟ ପୁସ୍ତକ 19:36
ଯଥାର୍ଥ ଦଣ୍ଡି, ଯଥାର୍ଥ ବଟକରା, ଯଥାର୍ଥ ଐଫ ଓ ଯଥାର୍ଥ ପଳା ତୁମ୍ଭମାନଙ୍କର ହବେ। ଯେ ମିଶର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।
ଯାତ୍ରା ପୁସ୍ତକ 20:2
ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ବର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହର କରି ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଦାସ ଥିଲ।
ଆଦି ପୁସ୍ତକ 25:27
ଏହାପରେ ବାଳକମାନେ ବଢ଼ିଲେ ଏବଂ ଏଷୌ ମୃଗଯା ରେ ଜଣେ ନିପୁଣ ଓ ବନବିହାରୀ ହେଲା। ଯାକୁବ ଜଣେ ମୃଦୁ ମନୁଷ୍ଯ ବ୍ଯକ୍ତି ତମ୍ବୁ ରେ ବାସ କଲା।