Hosea 13:9
ହେ ଇଶ୍ରାୟେଲ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କଲୁ କିନ୍ତୁ ତୁମ୍ଭେ ଆମ୍ଭର ବିରୁଦ୍ଧ ରେ ଗଲ। ତେଣୁ ଆମ୍ଭେ ତୁମ୍ଭକୁ ଧ୍ବଂସ କରିବା।
Hosea 13:9 in Other Translations
King James Version (KJV)
O Israel, thou hast destroyed thyself; but in me is thine help.
American Standard Version (ASV)
It is thy destruction, O Israel, that `thou art' against me, against thy help.
Bible in Basic English (BBE)
I have sent destruction on you, O Israel; who will be your helper?
Darby English Bible (DBY)
It is thy destruction, O Israel, that [thou art] against me, against thy help.
World English Bible (WEB)
You are destroyed, Israel, because you are against me, Against your help.
Young's Literal Translation (YLT)
And I consume them there as a lioness, A beast of the field doth rend them.
| O Israel, | שִֽׁחֶתְךָ֥ | šiḥetkā | shee-het-HA |
| thou hast destroyed | יִשְׂרָאֵ֖ל | yiśrāʾēl | yees-ra-ALE |
| but thyself; | כִּֽי | kî | kee |
| in me is thine help. | בִ֥י | bî | vee |
| בְעֶזְרֶֽךָ׃ | bĕʿezrekā | veh-ez-REH-ha |
Cross Reference
ଯିରିମିୟ 2:19
ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦବେ। ଓ ତୁମ୍ଭର ବିପଥଗାମୀତ୍ବ ତୁମ୍ଭକୁ ଶିକ୍ଷା ଦବେ। ତୁମ୍ଭେ ଉତ୍ତମ ରୂପେ ବିବଚେନା କର। ତାହା ହେଲେ ତୁମ୍ଭେ ବୁଝିବ ଯେ ପରମେଶ୍ବରଙ୍କୁ ପରିତ୍ଯାଗ କରି ତୁମ୍ଭେ କି ଅପରାଧ କରିଛ। ଆମ୍ଭ ବିଷଯକ ଭୟ ତୁମ୍ଭ ମଧିଅରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷଯ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ। ମାରେ ପ୍ରଭୁ ସୈନ୍ଯାଧିପତି ସଦାପ୍ରଭୁ ଏହା କହନ୍ତି।
ଯିରିମିୟ 2:17
ଏସବୁ ଦୁଃଖ ତୁମ୍ଭ ନିଜ ଦୋଷରୁ ଘଟିଅଛି। କାରଣ ପରମେଶ୍ବର ତୁମ୍ଭର ସଦାପ୍ରଭୁ ତୁମ୍ଭକୁ ଠିକ୍ ପଥରେ ନବୋ ବେଳେ ତୁମ୍ଭେ ତାହାଙ୍କୁ ପରିତ୍ଯାଗ କରିଅଛ।
ଦିତୀୟ ବିବରଣ 33:26
ହେ ୟିଶକ୍ସ୍ଟରକ୍ସ୍ଟଣ, ପରମେଶ୍ବରଙ୍କ ପରି ଆଉ କହେି ନାହିଁ। ସେ ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଆକାଶ ରେ ଭ୍ରମଣ କରନ୍ତି। ତାଙ୍କର ମହିମା ବାଦଲ ଉପରେ ଆରୋହଣ କରେ।
ଯିରିମିୟ 5:25
ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅମଙ୍ଗଳ ଘଟାଇଅଛି। ତୁମ୍ଭମାନଙ୍କର ପାପ ସଦାପ୍ରଭୁଙ୍କ ମଙ୍ଗଳ ପଦାର୍ଥ ଉପଭୋଗରୁ ତୁମ୍ଭମାନଙ୍କୁ ନିବୃତ୍ତ କରିଅଛି।
ହୋଶେୟ 13:4
ମିଶର ରେ ତୁମ୍ଭମାନେେ ବାସ କରିବା ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ହାଇେ ଆସିଛୁ। ତୁମ୍ଭମାନେେ ଆମ୍ଭ ବ୍ଯତୀତ ଅନ୍ୟ କୌଣସି ପ୍ରଭୁଙ୍କୁ ଜାଣି ନଥିଲ। ଆମ୍ଭେ ଏକମାତ୍ର ବ୍ଯକ୍ତି ଯେ କି ତୁମ୍ଭମାନଙ୍କୁ ରକ୍ଷା କରୁଥିଲୁ।
ହୋଶେୟ 14:1
ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।
ମଲାଖୀ 1:9
ହେ ଯାଜକଗଣ, ସଦାପ୍ରଭୁଙ୍କୁ ପ୍ରାର୍ଥନା କର ଯେପରି ଆମ ପ୍ରତି ଦୟାଳୁ ହବେେ। ଏହା ତୁମ୍ଭର ଭୂଲ୍ ଯୋଗୁଁ ହାଇେଛି। ସେ କାହିଁକି ତୁମ୍ଭମାନଙ୍କ ମଧ୍ଯରୁ କାହାକୁ ଗ୍ରହଣ କରିବେ? ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଥିଲେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:3
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ପରମେଶ୍ବର ଆମ୍ଭକୁ ସ୍ବର୍ଗ ରେ ସମସ୍ତ ଆଧ୍ଯାତ୍ମିକ ଆଶୀର୍ବାଦ ଦଇେଛନ୍ତି।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।
ଯିରିମିୟ 4:18
ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିଯାସବୁ ତୁମ୍ଭପ୍ରତି ଦୁଃଖ ଘଟାଇଅଛି। ସହେି ମନ୍ଦ କ୍ରିଯା ତୁମ୍ଭର ଜୀବନକୁ ଦୁଃସହ କରିଛି। ଏହା ଅତ୍ଯନ୍ତ ତିକ୍ତ ଓ ମର୍ମଭଦକେ।
ଯିଶାଇୟ 3:11
ମାତ୍ର ଦୁରାଚାରୀମାନଙ୍କ ପାଇଁ ଏହା ଅତି ମନ୍ଦଫଳ ହବେ। ସମାନଙ୍କେୁ ବହୁକଷ୍ଟ ଆସିବ। ସମାନେେ ସମାନଙ୍କେର କୁକର୍ମ ଯୋଗୁଁ ଦଣ୍ଡିତ ହବେେ।
ଦିତୀୟ ରାଜାବଳୀ 17:7
ଏସବୁ ଘଟିବାର କାରଣ ହେଲା ଇଶ୍ରାୟେଲୀୟମାନେ ସଦାପ୍ରଭୁ ସମାନଙ୍କେ ପରମେଶ୍ବର ବିରୁଦ୍ଧ ରେ ପାପକର୍ମ କରିଥିଲେ। ଯେଉଁ ସଦାପ୍ରଭୁ ସମାନଙ୍କେୁ ମିଶରରୁ ଅଣାଇ ଥିଲେ ଓ ମିଶରର ରାଜା ଫାରୋଙ୍କ ହସ୍ତରୁ ସମାନଙ୍କେୁ ଉଦ୍ଧାର କରିଥିଲେ, ସମାନେେ ତାଙ୍କୁ ପୂଜା ନ କରି ଅନ୍ୟ ଦବେତାମାନଙ୍କୁ ପୂଜା କଲେ।
ଗୀତସଂହିତା 33:20
ତଣେୁ ଆମ୍ଭେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବା। ସେ ଆମ୍ଭକୁ ସାହାୟ୍ଯ କରନ୍ତି ଓ ରକ୍ଷା କରନ୍ତି।
ଗୀତସଂହିତା 46:1
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।
ଗୀତସଂହିତା 121:1
ମୁଁ ସାହାୟ୍ଯ ପାଇଁ ପର୍ବତଗଣ ଆଡ଼େ ଚା ହେଁ। କିନ୍ତୁ ପ୍ରକୃତରେ କେଉଁଠାରୁ ମାରେ ସାହାୟ୍ଯ ଆସିବ ?
ଗୀତସଂହିତା 146:5
କିନ୍ତୁ ସହେିମାନେ ଭାଗ୍ଯବାନ୍ ଯେଉଁମାନଙ୍କର ୟାକୁବର ପରମେଶ୍ବର ଅଛନ୍ତି, ସହେିମାନଙ୍କୁ ସାହାୟ୍ଯ କରିବା ପାଇଁ, ସହେିମାନେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
ହିତୋପଦେଶ 6:32
ଜଣେ ବ୍ଯଭୀଚାରୀ ଲୋକ ନିର୍ବୋଧ ଅଟେ। ସେ ତା'ର ନିଜର ବିନାଶ ଆଣିବ।
ହିତୋପଦେଶ 8:36
କିନ୍ତୁ ଯେ ମାରେ ବିରୁଦ୍ଧ ରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ। ଯେଉଁ ସବୁ ଲୋକ ମାେତେ ଘୃଣା କରନ୍ତି, ସମାନେେ ମୃତ୍ଯୁକୁ ଭୟ କରନ୍ତି।
ଯିଶାଇୟ 3:9
ସମାନଙ୍କେର ମୁଖମଣ୍ଡଳରୁ କୁକର୍ମ କରି ଦୋଷୀ ହବୋର ପରିଚଯ ମିଳେ। ଆଉମଧ୍ଯ ସମାନେେ ସମାନଙ୍କେର ପାପ ଲାଗି ଗର୍ବିତ। ସଦୋମର ଲୋକମାନଙ୍କ ପରି ସମାନେେ ସମାନଙ୍କେର ପାପକୁ ଗୋପନ ରଖନ୍ତି। ଏହା ସମାନଙ୍କେ ପାଇଁ କୁଫଳ ହବେ କାରଣ ସମାନେେ ନିଜେ ନିଜର ଅନିଷ୍ଟ କରିବାକୁ ୟାଆନ୍ତି।
ଦିତୀୟ ବିବରଣ 33:29
ହେ ଇଶ୍ରାୟେଲୀୟ, ତୁମ୍ଭମାନେେ ଆଶୀର୍ବାଦ ୟକ୍ସ୍ଟକ୍ତ। ତୁମ୍ଭମାନଙ୍କ ସହିତ କିଏ ସମାନ ହବେେ ନାହିଁ। ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସଦାପ୍ରଭୁ ହେଉଛନ୍ତି ତୁମ୍ଭର ଉପକାର ରୂପ ଢାଲ ସଦାପ୍ରଭୁ ହେଉଛନ୍ତି ଏକ ଶକ୍ତିଶାଳୀ ଖଡ୍ଗ ସ୍ବରୂପ। ତୁମ୍ଭର ଶତୃମାନେ ତୁମ୍ଭକୁ ଦେଖିଲେ ଡରିବେ ଏବଂ ତୁମ୍ଭେ ସମାନଙ୍କେ ପବିତ୍ର ସ୍ଥାନସବୁ ଦଳନ କରିବ।