Hosea 2:2
ମା'ଙ୍କ ସହିତ ୟୁକ୍ତି କର। କାରଣ ସେ ଆମ୍ଭର ସ୍ତ୍ରୀ ନୁହେଁ କି ଆମ୍ଭେ ତା'ର ସ୍ବାମୀ ନୁହଁ। ବେଶ୍ଯା ପରି ନ ହବୋକୁ ତାଙ୍କୁ କୁହ। ତାଙ୍କୁ କୁହ ଯେଉଁ ପ୍ ରମେିକମାନଙ୍କୁ ହୃଦଯ ରେ ସ୍ଥାନ ଦଇେଛନ୍ତି ସମାନଙ୍କେୁ ଦୂ ରଇେ ଦିଅନ୍ତୁ।
Hosea 2:2 in Other Translations
King James Version (KJV)
Plead with your mother, plead: for she is not my wife, neither am I her husband: let her therefore put away her whoredoms out of her sight, and her adulteries from between her breasts;
American Standard Version (ASV)
Contend with your mother, contend; for she is not my wife, neither am I her husband; and let her put away her whoredoms from her face, and her adulteries from between her breasts;
Bible in Basic English (BBE)
Take up the cause against your mother, take it up, for she is not my wife, and I am not her husband; let her put away her loose ways from her face, and her false ways from between her breasts;
Darby English Bible (DBY)
Plead with your mother, plead; for she is not my wife, neither am I her husband: and let her put away her whoredoms from her face, and her adulteries from between her breasts;
World English Bible (WEB)
Contend with your mother! Contend, for she is not my wife, Neither am I her husband; And let her put away her prostitution from her face, And her adulteries from between her breasts;
Young's Literal Translation (YLT)
Plead ye with your mother -- plead, (For she `is' not My wife, and I `am' not her husband,) And she turneth her whoredoms from before her, And her adulteries from between her breasts,
| Plead | רִ֤יבוּ | rîbû | REE-voo |
| with your mother, | בְאִמְּכֶם֙ | bĕʾimmĕkem | veh-ee-meh-HEM |
| plead: | רִ֔יבוּ | rîbû | REE-voo |
| for | כִּֽי | kî | kee |
| she | הִיא֙ | hîʾ | hee |
| is not | לֹ֣א | lōʾ | loh |
| wife, my | אִשְׁתִּ֔י | ʾištî | eesh-TEE |
| neither | וְאָנֹכִ֖י | wĕʾānōkî | veh-ah-noh-HEE |
| am I | לֹ֣א | lōʾ | loh |
| her husband: | אִישָׁ֑הּ | ʾîšāh | ee-SHA |
| away put therefore her let | וְתָסֵ֤ר | wĕtāsēr | veh-ta-SARE |
| her whoredoms | זְנוּנֶ֙יהָ֙ | zĕnûnêhā | zeh-noo-NAY-HA |
| sight, her of out | מִפָּנֶ֔יה | mippānê | mee-pa-NAY |
| and her adulteries | וְנַאֲפוּפֶ֖יהָ | wĕnaʾăpûpêhā | veh-na-uh-foo-FAY-ha |
| from between | מִבֵּ֥ין | mibbên | mee-BANE |
| her breasts; | שָׁדֶֽיהָ׃ | šādêhā | sha-DAY-ha |
Cross Reference
ଯିଶାଇୟ 50:1
ସଦାପ୍ରଭୁ ଏହିକଥା କୁହନ୍ତି, ହେ ଇଶ୍ରାୟେଲର ପୁତ୍ରଗଣ, ତୁମ୍ଭମାନେେ ଭାବୁଛ ଆମ୍ଭେ ତୁମ୍ଭର ମାତା ୟିରୁଶାଲମକୁ ତ୍ଯାଗ କରିଅଛୁ। ପ୍ରମାଣ ସ୍ବରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ଯରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରଯ କରିଅଛୁ ? ଏଠା ରେ ଦେଖ, ତୁମ୍ଭମାନେେ ନିଜର ଅପରାଧ ପାଇଁ ବିକ୍ରୀ ହାଇେଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ଯକ୍ତା ହାଇେଥିଲେ।
ଯିହିଜିକଲ 23:45
କିନ୍ତୁ ଧାର୍ମିକମାନେ ବ୍ଯଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସା ରେ ସମାନଙ୍କେର ବିଚାର କରିବେ। ଏହି କାରଣ ୟୋଗୁ ସମାନେେ ବ୍ଯଭିଚାରିଣୀ ଓ ନରହତ୍ଯାର ରକ୍ତ ସମାନଙ୍କେ ହସ୍ତ ରେ ଅଛି।
ହୋଶେୟ 1:2
ସଦାପ୍ରଭୁଙ୍କର ହାେେଶୟ ପ୍ରତି ଏହା ଥିଲା ପ୍ରଥମ ବାର୍ତ୍ତା। ସଦାପ୍ରଭୁ କହିଲେ, ୟାଅ, ଏକ ଗଣିକାକୁ ବିବାହ କର, ଯାହାଫଳ ରେ ବେଶ୍ଯାର ପୁତ୍ର ଜନ୍ମ ହବେ। କାହିଁକି? କାରଣ ଏହି ଦେଶର ଲୋକମାନେ ଗଣିକା ପରି କାର୍ୟ୍ଯ କରିଛନ୍ତି। ସଦାପ୍ରଭୁଙ୍କଠା ରେ ଅବିଶ୍ବସ୍ତ ହାଇେଛନ୍ତି।
ଯିହିଜିକଲ 16:25
ତୁମ୍ଭେ ପ୍ରେତ୍ୟକକ ରାସ୍ତା ମୁଣ୍ଡ ରେ ପାଦପୀଠ ପ୍ରସ୍ତୁତ କରିଅଛ ଓ ନିଜର ସୌନ୍ଦର୍ୟ୍ଯକୁ ଘୃଣା କରିଅଛ। ଆଉ ପ୍ରେତ୍ୟକକ ପଥିକ ପାଇଁ ନିଜର ବସ୍ତ୍ର କାଢ଼ି ପକାଇଛ, ତୁମ୍ଭର ବ୍ଯଭିଚାରୀତାର ସୀମା ନାହିଁ।
ଯିରିମିୟ 3:13
ସଦାପ୍ରଭୁ କହନ୍ତି, ଯାହା ହେଉ ତୁମ୍ଭେ ଜାଣିବା ଉଚିତ୍ ଯେ, ତୁମ୍ଭେ ଭୁଲ୍ କରିଛ, ତୁମ୍ଭେ ବିଦେଶୀମାନଙ୍କ ପାଖକୁ ୟାଇ ଏବଂ ସମାନଙ୍କେ ସହିତ ପ୍ରେତ୍ୟକକ ହରିତ୍ ବୃକ୍ଷତଳେ ବେଶ୍ଯାବୃତ୍ତି କରି ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛ।' ତୁମ୍ଭେ ମାରେ କଥା ମାନିଲ ନାହିଁ।
ଯିରିମିୟ 3:1
ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ଯାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ଯାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତବେେ ତା'ର ସ୍ବାମୀ କ'ଣ ପୁନର୍ବାର ତାହା ନିକଟକୁ ଆସିବ ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତବେେ ସହେି ଦେଶ ଅତ୍ଯନ୍ତ 'ଅଶୁଚି' ହବେ। ହେ ଯିହୁଦା, ତୁମ୍ଭେ ଅନକେ ଉପପତି ସଙ୍ଗେ ବ୍ଯଭିଚାର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫରେି ଆସିବାକୁ ଚାହୁଁଛ। ଏହା ସଦାପ୍ରଭୁ କହନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:16
ଏହି ସମୟ ପରେ, ଆମ୍ଭେ କୌଣସି ଲୋକକୁ ଜାଗତିକ ଦୃଷ୍ଟିରୁ ଦେଖିବା ନାହିଁ। ଅତୀତ ରେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ମଧ୍ଯ ଜାଗତିକ ଦୃଷ୍ଟି ରେ ବୁଝିଥିଲୁ। କିନ୍ତୁ ଏବେ ଆମ୍ଭେ ସପରେି ଭାବୁନାହୁଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7:51
ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।
ମାଥିଉଲିଖିତ ସୁସମାଚାର 23:37
ୟିରୁଶାଲମ! ରେ ୟିରୁଶାଲମ! ତୁ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରିଛୁ। ପରମେଶ୍ବର ଯେଉଁମାନଙ୍କୁ ତୋ ପାଖକୁ ପଠାଇଥିଲେ, ତୁ ସମାନଙ୍କେୁ ପଥର ଫୋପାଡ଼ି ହତ୍ଯା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାୟ୍ଯ କରିବାକୁ ଇଚ୍ଛା କରିଥିଲା। ଯଭେଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସହେିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନକେ ଥର ଚ଼ାହିଁଥିଲି। କିନ୍ତୁ ତୁ ମାେତେ ତାହା କରଇେ ଦଲେୁନାହିଁ।
ହୋଶେୟ 2:5
ସମାନଙ୍କେର ମାଆ ବେଶ୍ଯାପରି କାମ କରିଅଛି। ସୋମାନଙ୍କର ମାଆଙ୍କ କୃତକର୍ମ ପାଇଁ ଲଜ୍ଜିତ ହବୋ ଉଚିତ। ସେ କହିଲା, 'ମୁଁ ମାରେପ୍ ରମେିକମାନଙ୍କ ପାଖକୁ ୟିବି। ମାରେପ୍ ରମେିକମାନେ ମାେତେ ଖାଦ୍ୟ ଓ ପାଣି ଦବେେ। ସମାନେେ ମାେତେ ପଶମ ଓ ଲାଇଲନ୍ ଦବେେ। ସମାନେେ ମାେତେ ଦ୍ରାକ୍ଷାରସ ଓ ଅଲିଭ୍ ତଲେ ଦବେେ।'
ଯିହିଜିକଲ 23:43
ତବେେ ବ୍ଯଭିଚାର କ୍ରିଯା ରେ ଜୀର୍ଣ୍ଣା ସ୍ତ୍ରୀଟିକୁ ମୁଁ କହିଲି, 'ବର୍ତ୍ତମାନ ସମାନେେ ତା' ସଙ୍ଗେ ବ୍ଯଭିଚାର ପାପ କରିବେ ଓ ସେ ସମାନଙ୍କେ ସଙ୍ଗେ କରିବ ?'
ଯିହିଜିକଲ 20:4
ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ'ଣ ସମାନଙ୍କେର ବିଚାର କରିବ ? ସମାନଙ୍କେର ପିତୃପୁରୁଷମାନଙ୍କର ଘୃଣା ଯୋଗ୍ଯ କ୍ରିଯାସବୁ ସମାନଙ୍କେୁ ଜ୍ଞାତ କରାଅ।
ଯିହିଜିକଲ 16:20
ମାେ ନିମନ୍ତେ ତୁମ୍ଭେ ଯେଉଁ ପୁତ୍ର ଓ କନ୍ଯାମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ସହେି ପୁତ୍ର କନ୍ଯାଗଣକୁ ବଧକରି ସମାନଙ୍କେୁ ଭଣ୍ଡ ଦବେତାର ଖାଦ୍ୟରୂପେ ଉତ୍ସର୍ଗ କଲ। ତୁମ୍ଭେ ୟଥେଷ୍ଟ ବେଶ୍ଯାବୃତ୍ତି କଲ ନାହିଁ କି ?
ଯିରିମିୟ 19:3
ଆଉ କୁହ, ' ହେ ଯିହୁଦାର ରାଜାଗଣ ଓ ୟିରୁଶାଲମ ନିବାସୀମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯ ଶୁଣ। ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନକୁ ଦୁର୍ଦ୍ଦଶା ଆଣୁଅଛୁ। ତାହା ୟିଏ ଶୁଣିବ ସେ ଭୟ ରେ ଶିହିରି ଉଠିବ।
ଯିରିମିୟ 3:6
ଯିହୁଦା ରେ ଯୋଶିୟଯ ରାଜାଙ୍କ ଶାସନ କାଳ ରେ, ସଦାପ୍ରଭୁ ମାେତେ କହିଲେ, ବିପଥଗାମିନୀ ଇଶ୍ରାୟେଲ ଯାହା କରିଅଛ, ତାହା କ'ଣ ତୁମ୍ଭେ ଦେଖିଅଛ ? ସେ ପ୍ରେତ୍ୟକକ ଉଚ୍ଚ ପର୍ବତ ଉପ ରେ ଓ ପ୍ରେତ୍ୟକକ ସବୁଜ ବୃକ୍ଷ ତଳେ ୟାଇ ବ୍ଯଭିଚାର କରିଅଛି।
ଯିରିମିୟ 2:2
ହେ ଯିରିମିୟ, ୟାଅ, ୟିରୁଶାଲମର କର୍ଣ୍ଣଗୋଚର ହେଲାଭଳି ପ୍ରଚାର କରି ଏହିକଥା କୁହ,
ଯିଶାଇୟ 58:1
ଉଚ୍ଚସ୍ବର ରେ ଘାଷେଣା କର, ସ୍ବର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସମାନଙ୍କେର ଅଧର୍ମ ବିଷଯ ରେ ଓ ଯାକୁବ ବଂଶକୁ ସମାନଙ୍କେ ପାପ ସମ୍ବନ୍ଧ ରେ ଜଣାଅ।