Isaiah 14:4
ସହେି ସମୟରେ ତୁମ୍ଭେ ବାବିଲ ରାଜାଙ୍କ ବିଷଯ ରେ ଏହି ଉପହାସ ଗୀତ ଗାନ କରିବ।
Isaiah 14:4 in Other Translations
King James Version (KJV)
That thou shalt take up this proverb against the king of Babylon, and say, How hath the oppressor ceased! the golden city ceased!
American Standard Version (ASV)
that thou shalt take up this parable against the king of Babylon, and say, How hath the oppressor ceased! the golden city ceased!
Bible in Basic English (BBE)
That you will take up this bitter song against the king of Babylon, and say, How has the cruel overseer come to an end! He who was lifted up in pride is cut off;
Darby English Bible (DBY)
that thou shalt take up this proverb against the king of Babylon, and say, How hath the oppressor ceased, -- the exactress of gold ceased!
World English Bible (WEB)
that you shall take up this parable against the king of Babylon, and say, How has the oppressor ceased! the golden city ceased!
Young's Literal Translation (YLT)
That thou hast taken up this simile Concerning the king of Babylon, and said, How hath the exactor ceased,
| That thou shalt take up | וְנָשָׂ֜אתָ | wĕnāśāʾtā | veh-na-SA-ta |
| this | הַמָּשָׁ֥ל | hammāšāl | ha-ma-SHAHL |
| proverb | הַזֶּ֛ה | hazze | ha-ZEH |
| against | עַל | ʿal | al |
| the king | מֶ֥לֶךְ | melek | MEH-lek |
| Babylon, of | בָּבֶ֖ל | bābel | ba-VEL |
| and say, | וְאָמָ֑רְתָּ | wĕʾāmārĕttā | veh-ah-MA-reh-ta |
| How | אֵ֚יךְ | ʾêk | ake |
| oppressor the hath | שָׁבַ֣ת | šābat | sha-VAHT |
| ceased! | נֹגֵ֔שׂ | nōgēś | noh-ɡASE |
| the golden city | שָׁבְתָ֖ה | šobtâ | shove-TA |
| ceased! | מַדְהֵבָֽה׃ | madhēbâ | mahd-hay-VA |
Cross Reference
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:16
ସମାନେେ କହିବେ :
ଯିଶାଇୟ 49:26
ପୁଣି ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସମାନଙ୍କେର ନିଜ ମାଂସ ଭୋଜନ କରାଇବା ; ସୁମିଷ୍ଟ ଦ୍ରାକ୍ଷାରସ ରେ ସମାନେେ ମତ୍ତ ହେଲାପରି ସମାନେେ ନିଜ ରକ୍ତ ରେ ମତ୍ତ ହବେେ ; ତାହା ହେଲେ ଆମ୍ଭେ ଯେ ତୁମ୍ଭର ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସମସ୍ତ ପ୍ରାଣୀ ଜାଣିବେ।
ଯିହିଜିକଲ 5:15
ଏବଂ ଯେତବେେଳେ ଆମ୍ଭେ କୋରଧ ରେ ଏବଂ କୋର୍ଧ ଭର୍ତ୍ସନା ରେ ତୁମ୍ଭମାନଙ୍କୁ ଦଣ୍ଡ ଦବୋ, ତୁମ୍ଭମାନଙ୍କର ଚତୁଃପାଶର୍ବ ରେ ଥିବା ଗୋଷ୍ଠୀମାନଙ୍କ ପାଇଁ ଗାଳିର, ପରିହାସର ଓ ଆଶ୍ଚର୍ୟ୍ଯର ଏକ ବିସ୍ମଯର ବିଷଯ ହବେ। କିନ୍ତୁ ସମାନେେ ମଧ୍ଯ ଏଥିରୁ ଏକ ପାଠ ଶିଖିବେ। ଆମ୍ଭେ ସଦାପ୍ରଭୁ ଏହା କରିଅଛୁ।
ଦାନିଏଲ 2:38
ପୃଥିବୀସ୍ଥ ମନୁଷ୍ଯ, ତନ୍ମଧ୍ଯସ୍ଥ ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣ ପରମେଶ୍ବରଙ୍କ ଶକ୍ତିଦ୍ବାରା ତୁମ୍ଭର ଶାସନାଧିନ ଅଟନ୍ତି। ଆଉ ସମାନଙ୍କେ ଉପ ରେ ଆପଣଙ୍କୁ କତ୍ତୁର୍ତ୍ବ ଦଇେଅଛନ୍ତି। ଆପଣ ହିଁ ସହେି ପ୍ରତିମାର ସୁବର୍ଣ୍ଣମଯ ମସ୍ତକ ଅଟନ୍ତି।
ଦାନିଏଲ 7:19
ତା'ପ ରେ ମୁଁ ଚତୁର୍ଥ ପଶୁ ସମ୍ମନ୍ଧ ରେ ସମସ୍ତ ତଥ୍ଯ ଜାଣିବାକୁ ଇଚ୍ଛା କଲି। ଏହା ଅତି ଭୟଙ୍କର ଥିଲା ଓ ଏହାର ଲୁହାର ଦାନ୍ତ ଓ ପିତ୍ତଳ ନଖସବୁ ଥିଲା। ସେ ସବୁକିଛି ଭାଙ୍ଗି ଚୂର୍ଣ୍ଣ କଲା ଓ ଗ୍ରାସ କଲା ଓ ଅବଶିଷ୍ଟ ସବୁ ପାଦ ରେ ଦଳି ଦଲୋ।
ହବକକୂକ 1:2
ହେ ସଦାପ୍ରଭୁ, କେତକୋଳ ପର୍ୟ୍ଯନ୍ତ ମୁଁ ସାହାୟ୍ଯ ପାଇଁ ତୁମ୍ଭକୁ ଡାକିବି? କେତବେେଳେ ତୁମ୍ଭେ ମାରେ ଡାକ ଶୁଣିବ? ଏବି ଗୋଳମାଳ ବିଷଯ ରେ ମୁଁ ତୁମ୍ଭକୁ ଆହ୍ବାନ କଲି କିନ୍ତୁ ତୁମ୍ଭେ କିଛି କଲନାହିଁ।
ହବକକୂକ 2:6
କିନ୍ତୁ ଖୁବ୍ ଶୀଘ୍ର ସହେି ଲୋକମାନେ ତାକୁ ଉପହାସ କରିବେ। ସମାନେେ ତା'ର ପରାଜଯ ବିଷଯ ରେ ଗପ କରିବେ। ସମାନେେ ତାକୁ ପରିହାସ କରି କହିବେ, 'ତାକୁ ଧିକ୍, ୟିଏ ଅନ୍ୟ ଲୋକମାନଙ୍କର ଧନସମ୍ପତ୍ତିକୁ ନଇୟୋଏ। ଆଉ କେତଦେିନ ପର୍ୟ୍ଯନ୍ତ ସେ ଋଣ ସଂଗ୍ରହ ଦ୍ବାରା ଧନୀ ହବେ? ସର୍ବଶଷେ ରେ ତା'ର ସମ୍ପଦସବୁ ତା' ଉପ ରେ ବୋଝ ହବେ।'
ହବକକୂକ 2:17
ତୁମ୍ଭେ ଲିବାନୋନ୍ ରେ କରିଥିବା ରକ୍ତପାତ ତୁମ୍ଭକୁ ଆଚ୍ଛାନ୍ନ କରିବ। ତୁମ୍ଭେ ସଠାରୁେ ବହୁ ପଶୁ ଗ୍ଭରେି କଲ। ତେଣୁ ସହେି ମୃତବ୍ଯକ୍ତିଙ୍କ ପାଇଁ ଏବଂ ସହେି ଦେଶ ରେ କରିଥିବା ରକ୍ତପାତ ପାଇଁ ଏବଂ ସଠାେ ରେ ବାସ କରୁଥିବା ପ୍ରେତ୍ୟକକ ପାଇଁ ତୁମ୍ଭେ ଭୟଭୀତ ହବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:15
ଦ୍ବିତୀୟ ପଶୁକୁ ପ୍ରଥମ ପଶୁର ପ୍ରତିମାକୁ ଜୀବନ ଦବୋ ପାଇଁ କ୍ଷମତା ଦିଆ ଯାଇଥିଲା। ତା'ପରେ ସହେି ପ୍ରତିମା କଥା କହିବ ଓ ଯେଉଁମାନେ ତାହାକୁ ପୂଜା ନ କରିବେ, ସେ ସମାନଙ୍କେୁ ମୃତ୍ଯୁଦଣ୍ଡର ଆଦେଶ ଦବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:5
ତା'ପରେ ମୁଁ ଜଳ ସମୂହର ଅଧିକାରୀ ଦୂତଙ୍କୁ ପରମେଶ୍ବରଙ୍କୁ କହିବାର ଶୁଣିଲି :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:6
ମୁଁ ସହେି ସ୍ତ୍ରୀ ଲୋକକୁ ପରମେଶ୍ବରଙ୍କର ପବିତ୍ର ଲୋକଙ୍କର ରକ୍ତ ଓ ଯୀଶୁଙ୍କ ବିଷୟ ରେ ସମାନଙ୍କେର ସାକ୍ଷ୍ଯ ଦଇେଥିବା ଲୋକମାନଙ୍କର ରକ୍ତ ପିଇଥିବାର ଦେଖିଲି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:5
ସ୍ବର୍ଗ ଯେତେ ଉଚ୍ଚ, ତହାର ପାପକାର୍ୟ୍ଯ ସତେିକି ଉଚ୍ଚ ହେଲାଣି। ପରମେଶ୍ବର ତା'ର ଭୁଲ କାମଗୁଡ଼ିକ ଭୁଲି ନାହାଁନ୍ତି। ସେ ତା'ର କୁକର୍ମ ସବୁ ମନେ ପକାଇଲାଣି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:20
ହେ ସ୍ବର୍ଗ ! ହେ ପରମେଶ୍ବରଙ୍କର ପବିତ୍ର ଲୋକମାନେ, ଭବିଷ୍ଯଦ୍ ବକ୍ତାଗଣ ଏବଂ ପ୍ ରରେିତଗଣ ! ମହାନଗରୀର ଧ୍ବଂସ ରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦଇେଛି, ସେଥିପାଇଁ ପରମେଶ୍ବର ତାହାକୁ ଦଣ୍ଡ ଦଇେଛନ୍ତି।
ଯିରିମିୟଙ୍କ ବିଳାପ 4:1
ଦେଖ, ସୁବର୍ଣ୍ଣ କିପରି ମଳିନ ହାଇେଅଛି। ଅତ୍ଯନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହାଇେଅଛି। ପବିତ୍ର ସ୍ଥାନର ରତ୍ନସବୁ ରାଜ ରାସ୍ତା ରେ ବିକ୍ଷିପ୍ତ ହାଇେ ପଡ଼ିଅଛି।
ଯିରିମିୟ 51:34
ସିୟୋନର ଲୋକମାନେ କହିବେ, ବାବିଲର ରାଜା ନବୂଖଦନିତ୍ସର ଆମ୍ଭମାନଙ୍କୁ ଗ୍ରାସ କରିଅଛି, ସେ ଆମ୍ଭମାନଙ୍କୁ ଚୂର୍ଣ୍ଣ କରିଅଛି। ସେ ଆମ୍ଭମାନଙ୍କୁ ଶୂନ୍ଯପାତ୍ର ସଦୃଶ କରିଅଛି। ସେ ଆମ୍ଭମାନଙ୍କୁ ନାଗସାପ ସଦୃଶ ଗ୍ରାସ କରିଅଛି। ଆମ୍ଭମାନଙ୍କର ସୁଖାଦ୍ୟ ଦ୍ରବ୍ଯ ରେ ସେ ଉଦର ପୂର୍ଣ୍ଣ କରିଅଛି ଓ ସେ ଆମ୍ଭମାନଙ୍କୁ ଦୂରକୁ ଫିଙ୍ଗି ଦଇେଅଛି।
ଯିଶାଇୟ 9:4
ଏପରି କାହିଁକି ହବେ, କାରଣ ତୁମ୍ଭେ ସମାନଙ୍କେର ଶକ୍ତ ଭାର ବହନ କରିବ। ସମାନଙ୍କେର ସ୍କନ୍ଧସ୍ଥିତ ୟୁଆଳି ଓ ବାହୁଙ୍ଗି ଯାହାକୁ ଶତ୍ରୁମାନେ ତୁମ୍ଭର ଲୋକଙ୍କୁ ଦଣ୍ଡ ଦବୋକୁ ବ୍ଯବହାର କରୁଥିଲେ ତାକୁ ତୁମ୍ଭେ ଦୂର କରିବ। ମିଦିଯନକୁ ପରାଜିତ କଲାଭଳି ଏହା ହବେ।
ଯିଶାଇୟ 13:19
ବାବିଲୋନୀଯମାନେ ତାଙ୍କ ଦେଶପାଇଁ ଗର୍ବିତ ହୁଅନ୍ତି। କାରଣ ତାଙ୍କର ରାଜ୍ଯ ସବୁ ରାଜ୍ଯମାନଙ୍କ ମଧିଅରେ ଅଧିକ ସୌନ୍ଦର୍ୟ୍ଯଶାଳୀ।
ଯିଶାଇୟ 14:6
ବାବିଲର ରାଜା କୋର୍ଧ ରେ ଲୋକମାନଙ୍କୁ ପ୍ରହାର କରୁଥିଲେ ଓ ସେଥିରୁ କବେେ ନିବୃତ୍ତ ହେଉ ନ ଥିଲେ। ଲୋକମାନଙ୍କୁ ଆଘାତ କରିବାରୁ ସେ ଦୁରାଚାରୀ ଶାସକ ଦୂ ରଇେ ଯାଉ ନ ଥିଲେ।
ଯିଶାଇୟ 14:17
ଏ କ'ଣ ସହେି ଲୋକ ଯେ କି ନଗରଗୁଡ଼ିକୁ ଧ୍ବଂସ କରିଥିଲେ ଓ ସଗେୁଡ଼ିକୁ ମରୁଭୂମିରେ ପରିଣତ କରିଥିଲେ। ପୁଣି ୟୁଦ୍ଧ ରେ ବନ୍ଦୀମାନଙ୍କୁ ନିଜ ଗୃହକୁ ଛାଡ଼ି ନ ଥିଲେ।'
ଯିଶାଇୟ 45:2
ହେ କୋରସ୍, ଆମ୍ଭେ ତୁମ୍ଭ ଆଗେ ଆଗେ ୟିବା, ଉଚ୍ଚସ୍ଥାନକୁ ସମାନ କରିବା, ବ୍ରୋଞ୍ଜର କବାଟସବୁ ଭାଙ୍ଗି ପକାଇବା ଲୌହ ଅର୍ଗଳସବୁ କାଟି ପକାଇବା।
ଯିଶାଇୟ 47:5
ଆଗୋ କଲଦୀଯ କନ୍ଯାଗଣ, ତୁମ୍ଭମାନେେ ଅନ୍ଧାରକୁ ୟାଇ ନୀରବ ରେ ବସ। କାରଣ ତୁମ୍ଭମାନେେ 'ରାଜ୍ଯର ଆଉ ରାଣୀ' ବୋଲି କଥିତ ହବେ ନାହିଁ।
ଯିଶାଇୟ 51:23
ଯେଉଁମାନେ ତୁମ୍ଭକୁ କ୍ଲେଶ ଦଇେଛନ୍ତି, ସହେିମାନଙ୍କ ବିପକ୍ଷ ରେ ଆମ୍ଭେ ୟିବା। ସମାନେେ ତୁମ୍ଭକୁ କହିଛନ୍ତି, ତୁମ୍ଭେ ନଇଁପଡ଼, ଆମ୍ଭେ ତୁମ୍ଭ ଉପ ରେ ଗମନ କରିବୁ।' ପୁଣ ତୁମ୍ଭମାନେେ ଭୂମି ଓ ସଡ଼କପରି ପିଠି ପାତି ଦଇେଛ ଏବଂ ସମାନେେ ତୁମ୍ଭମାନଙ୍କ ଉପ ରେ ଗମନାଗମନ କରିଛନ୍ତି।
ଯିରିମିୟ 24:9
ମୁଁ ସମାନଙ୍କେ ଉପ ରେ ଏମିତି ବିପର୍ୟ୍ଯଯ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ଯ ଆତଙ୍କିତ ହବେେ। ସମସ୍ତେ ସମାନଙ୍କେୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନ ରେ ସମାନଙ୍କେୁ ବିକ୍ଷିପ୍ତ କରିବା, ସହେି ସ୍ଥାନର ଲୋକମାନେ ସମାନଙ୍କେୁ ଅଭିଶାପ ଦବେେ।
ଯିରିମିୟ 25:9
ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।
ଯିରିମିୟ 27:6
ବର୍ତ୍ତମାନ ଆମ୍ଭେ ଏହିସବୁ ଦେଶ ମାରେ ଦାସ ବାବିଲର ରାଜା ନବୂଖଦନିତ୍ସରର ହସ୍ତ ରେ ଦଇେଅଛୁ। ଆମ୍ଭେ କ୍ଷେତ୍ରସ୍ଥ ସମସ୍ତ ପଶୁମାନଙ୍କୁ ତାହାର ସବୋ କରିବାକୁ ଦଇେଅଛୁ।
ଯିରିମିୟ 50:22
ଦେଶସାରା ସଂଗ୍ରାମର ଓ ମହା ବିନାଶର ଶବ୍ଦ ଶୁଣାୟାଇଛି।
ଯିରିମିୟ 51:20
ସଦାପ୍ରଭୁ ପୁଣି କହନ୍ତି, ହେ ବାବିଲ, ତୁମ୍ଭେ ଆମ୍ଭର ଗଦା ଓ ୟୁଦ୍ଧର ଅସ୍ତ୍ର ସ୍ବରୂପ। ଆମ୍ଭେ ତୁମ୍ଭ ଦ୍ବାରା ନାନା ଗୋଷ୍ଠୀକୁ ଧ୍ବଂସ କଲୁ ଓ ନାନା ରାଜ୍ଯକୁ ସମ୍ପୂର୍ଣ୍ଣ ସଂହାର କଲୁ।
ଦିତୀୟ ବଂଶାବଳୀ 36:18
ନବୂଖଦ୍ନିତ୍ସର ପରମେଶ୍ବରଙ୍କ ମନ୍ଦିରରୁ ସବୁ ପଦାର୍ଥ ବାବିଲକୁ ବୋହି ନଇଗେଲେ। ସେ ମନ୍ଦିରରୁ, ରାଜାଙ୍କ ନିକଟରୁ ଓ ରାଜାଙ୍କ ପଦାଧିକାରୀମାନଙ୍କଠାରୁ ବହୁମୂଲ୍ଯ ବସ୍ତୁ ସବୁ ନଇଗେଲେ।