Skip to content
CHRIST SONGS .IN
TAMIL CHRISTIAN SONGS .IN
  • Lyrics
  • Chords
  • Bible
  • /
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z

Index
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z
Isaiah 21 KJV ASV BBE DBY WBT WEB YLT

Isaiah 21 in Oriya WBT Compare Webster's Bible

Isaiah 21

1 ସାଗର ସମୀପସ୍ଥ ପ୍ରାନ୍ତର ବିଷଯ ରେ ଶାେକବାର୍ତ୍ତା। ତାହା ଦକ୍ଷିଣ ଦିଗରୁ ଏକ ଭୟଙ୍କର ଘୂର୍ଣ୍ଣିବାତ୍ଯା ତୁଲ୍ଯ ପ୍ରାନ୍ତରରୁ ଏକ ଭୟଙ୍କର ଦେଶରୁ ଆସୁଅଛି।

2 ମୁଁ ଦେଖିଅଛି ଏକ ଭୟଙ୍କର ଦୁଃଖଦାୟକ ଘଟଣା ଘଟିବ। ବିଶ୍ବାସ ଘାତକ ତୁମ୍ଭମାନଙ୍କ ପ୍ରତି ବିଶ୍ବାସଘାତକତା କରୁଅଛି ଓ ଲୁଣ୍ଠନକାରୀ ଲୁଣ୍ଠନ କରୁଅଛି। ସେ ଏଲମ୍! ୟାଅ ୟୁଦ୍ଧ କର। ହେ ମାଦିଯେ, ତୁମ୍ଭ ସୈନ୍ଯବାହିନୀ ଦ୍ବାରା ନଗରକୁ ଅବରୋଧ କର ଓ ପରାସ୍ତ କର। ମୁଁ ସହେି ନଗରରୁ ଦୁଃଖ ଓ ହାହାକାର ଦୂର କରିଅଛି।

3 ସହେି ଭୟଙ୍କର ଦୃଶ୍ଯ ଦେଖି ମାରେ ପଟେ ୟନ୍ତ୍ରଣା ରେ ପରିପୂର୍ଣ୍ଣ ହାଇେଅଛି। ସହେି ୟନ୍ତ୍ରଣା ପ୍ରସବକାଳୀନ ସ୍ତ୍ରୀ ଲୋକର ବଦନୋ ତୁଲ୍ଯ ମାେତେ କଷ୍ଟ ଦେଉଛି। ମୁଁ ସେ ସମସ୍ତ ଶୁଣି ଭୟଭୀତ ହାଇେ ପଡ଼ିଛି। ମୁଁ ଏତେ ଭୀତ ଯେ ଭୟ ରେ ଥରୁଅଛି।

4 ମାରେ ହୃଦଯ ଧକାଉଛି। ମହା ଭୟ ରେ ମୁଁ ଥରହର ହାଇେଅଛି। ମାରେ ଆନନ୍ଦ ରୂପକ ସାଯଂକାଳ ମହାରାତ୍ରିର ଭୟର କାରଣ ହାଇେଛି।

5 ଲୋକମାନେ ଭାବନ୍ତି ସବୁ ସୁନ୍ଦର। ତେଣୁ ସମାନେେ, ମଜେ ସଜାନ୍ତି, ଭୋଜନ ଓ ପାନ କରନ୍ତି।' ସହେି ସମୟରେ ସୈନ୍ଯମାନେ କୁହନ୍ତି, ପ୍ରହରି ନିୟୁକ୍ତ କର, ହେ ଅଧିପତିଗଣ ଉଠ, ଢ଼ାଲ ତୈଳାନ୍ତ କର।'

6 ମାରେପ୍ରଭୁ ମାେତେ କହିଲେ, ୟାଅ ଏକ ଜଣ ପ୍ରହରି ନିୟୁକ୍ତ କର। ସେ ଯାହା ଦେଖିବ ତାହା ସପରେି ପ୍ରକାଶ କରିବ।

7 ସେ ଯେତବେେଳେ ଦୁଇଦଳ ଅଶ୍ବାରୋହୀ ସୈନ୍ଯ ଦେଖିବ ଏକ ଦଳ ଗର୍ଦ୍ଦଭା ରୋହୀ ସୈନ୍ଯ ଦେଖିବ କିମ୍ବା ଏକ ଦଳ ଓଟରୋହୀ ସୈନ୍ଯ ଦେଖିବ ସେତବେେଳେ ସେ ପ୍ରହରୀ ମନୋୟୋଗ ପୂର୍ବକ ଅତି ଯତ୍ନ ରେ କର୍ଣ୍ଣପାତ କରିବ।'

8 ତା'ପ ରେ ଦିନେ, ସେ ପ୍ରହରୀ କହିଲା, ହେ ମାରେ ପ୍ରଭୁ, ପ୍ରତିଦିନ ଦିନ ବେଳେ ମୁଁ ନିରନ୍ତର ଦୁର୍ଗ ରେ ଠିଆ ହାଇେ ଜଗିି ରହିଥାଏ ଓ ପ୍ରତି ରାତି ରେ। ମୁଁ ଆପଣା ପହରା ସ୍ଥାନ ରେ ସତର୍କ ଦୃଷ୍ଟି ରଖିଥାଏ।

9 ଆଉ ଦେଖ, ଏଠି ଏକଦଳ ଲୋକ ଓ ଅଶ୍ବାରୋହୀ ସୈନ୍ଯ ଆସୁଛନ୍ତି।'

10 ଯିଶାଇୟ କହିଲେ, ହେ ମାରେ ଲୋକମାନେ, ମୁଁ ଇଶ୍ରାୟେଲ ପରମେଶ୍ବର ସର୍ବଶକ୍ତିମାନ ସଦାପ୍ରଭୁଙ୍କଠାରୁ ଯାହାସବୁ ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଉଛି। ତୁମ୍ଭମାନେେ ଶସ୍ଯ ଖଳା ରେ ଶସ୍ଯପରି ଦଳିଦବେ।'

11 ଦୁମା ବିଷଯ ରେ ଶାେକବାର୍ତ୍ତା। ଜଣେ ସଯେୀରଠାରୁ ମାେତେ ଡ଼ାକି କହିଲେ, ହେ ପ୍ରହରି, ଆଉ ରାତ୍ରି କେତେ ରହିଲା ?'

12 ପ୍ରହରି ଉତ୍ତର କଲା, ପ୍ରଭାତ ଆସୁଅଛି, ମାତ୍ର ତା'ପ ରେ ରାତ୍ରି ଆସିବ। ଯଦି ତୁମ୍ଭମାନଙ୍କର କିଛି ପଚାରିବାର ଅଛି, ତବେେ ତୁମ୍ଭମାନେେ ଫରେିଆସ ଓ ପଚାର।'

13 ଆରବ ବିଷଯକ ଦୁଃଖବାର୍ତ୍ତା। ଦଦାନୀଯ ବଣିକ ଦଳ ଆରବ ମରୂଭୂମିସ୍ଥ ବନ ମଧିଅରେ ରାତ୍ରି ୟାପନ କଲେ।

14 ସମାନେେ କେତକେ ତୃଷାର୍ତ୍ତ ପଥିକମାନଙ୍କୁ ଜଳ ଦେଲେ। ଟମାେ ଦେଶବାସୀ କେତକେ ପଳାତକ ପଥିକଙ୍କୁ ଖାଦ୍ୟ ଦେଲେ।

15 କାରଣ ସମାନେେ ଉନ୍ମକ୍ତ ତରବାରିରୁ, ଗୁଣଦିଆ ଧନୁରୁ ଓ କ୍ଲେଶଦାୟକ ୟୁଦ୍ଧରୁ ରକ୍ଷା ପାଇବାକୁ ପଳାଯନ କଲେ।

16 ମାରେପ୍ରଭୁ ସଦାପ୍ରଭୁ ମାେତେ ସଗେୁଡ଼ିକ ଘଟିବ ବୋଲି କହିଲେ। ଏକ ବର୍ଷ ମଧିଅରେ ବତନେ ଜୀବିର ବର୍ଷ ପ୍ରମାଣେ କଦରରେ ସମସ୍ତ ଗୌରବ ଲୁପ୍ତ ହବେ।

17 ସହେି ସମୟରେ କଦରରେ ବୀରଗଣ ମଧ୍ଯରୁ ଅଳ୍ପ କେତକେ ଧନୁର୍ଦ୍ଧର ରକ୍ଷା ପାଇବେ। କାରଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହା କହିଅଛନ୍ତି।'

  • Tamil
  • Hindi
  • Malayalam
  • Telugu
  • Kannada
  • Gujarati
  • Punjabi
  • Bengali
  • Oriya
  • Nepali

By continuing to browse the site, you are agreeing to our use of cookies.

Close