ଯିଶାଇୟ 24:10 in Oriya

ଓଡିଆ ଓଡିଆ ବାଇବେଲ ଯିଶାଇୟ ଯିଶାଇୟ 24 ଯିଶାଇୟ 24:10

Isaiah 24:10
ସମସ୍ତ ନଗରଟି ଧ୍ବଂସ ହଇେଅଛି।' ସମସ୍ତ ଦ୍ବାର ରୁଦ୍ଧ। ଲୋକମାନେ ଗୃହ ରେ ପ୍ରବେଶ କରିପାରୁ ନାହାଁନ୍ତି। ସର୍ବତ୍ର ବିଭ୍ରମତା ସୃଷ୍ଟି ହାଇେଛି।

Isaiah 24:9Isaiah 24Isaiah 24:11

Isaiah 24:10 in Other Translations

King James Version (KJV)
The city of confusion is broken down: every house is shut up, that no man may come in.

American Standard Version (ASV)
The waste city is broken down; every house is shut up, that no man may come in.

Bible in Basic English (BBE)
The town is waste and broken down: every house is shut up, so that no man may come in.

Darby English Bible (DBY)
The city of solitude is broken down; every house is shut up, so that none entereth in.

World English Bible (WEB)
The waste city is broken down; every house is shut up, that no man may come in.

Young's Literal Translation (YLT)
It was broken down -- a city of emptiness, Shut hath been every house from entrance.

The
city
נִשְׁבְּרָ֖הnišbĕrâneesh-beh-RA
of
confusion
קִרְיַתqiryatkeer-YAHT
down:
broken
is
תֹּ֑הוּtōhûTOH-hoo
every
סֻגַּ֥רsuggarsoo-ɡAHR
house
כָּלkālkahl
up,
shut
is
בַּ֖יִתbayitBA-yeet
that
no
man
may
come
in.
מִבּֽוֹא׃mibbôʾmee-boh

Cross Reference

ଆଦି ପୁସ୍ତକ 11:9
ସହେି ସ୍ଥାନର ନାମ ବାବିଲ୍ ହେଲା। ଯେ ହତେୁ ସତାପ୍ରଭୁ ସେସ୍ଥାନ ରେ ସମସ୍ତ ପୃଥିବୀର ଭାଷା ରେ ଭଦେ ଜନ୍ମାଇଲେ ଏବଂ ସେସ୍ଥାନରୁ ଲୋକମାନଙ୍କୁ ଛିନ୍ନ ବିଛିନ୍ନ କରାଇଲେ।

ଯିରିମିୟ 52:7
ନଗରର ଏକ ସ୍ଥାନ ଭଗ୍ନ ହବୋରୁ ସମସ୍ତ ଯୋଦ୍ଧା ରାତ୍ରି ସମୟରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ଯବର୍ତ୍ତୀ ଦ୍ବାରପଥ ଦଇେ ପଳାଇଲେ। ସେ ସମୟରେ କଲଦୀଯମାନେ ନଗରର ବିରୁଦ୍ଧ ରେ ଚତୁର୍ଦ୍ଦିଗ ରେ ଘରେି ରହିଥିଲେ। ସମାନେେ ପ୍ରାନ୍ତର ଆଡ଼କୁ ପଳାଯନ କଲେ।

ଯିରିମିୟ 52:13
ସେ ସଦାପ୍ରଭୁଙ୍କ ଗୃହ, ରାଜଗୃହ ଓ ୟିରୁଶାଲମସ୍ଥ ସକଳ ଗୃହ ଓ ବୃହତ୍ ଗୃହଗୁଡ଼ିକୁ ଅଗ୍ନି ରେ ଦଗ୍ଧ କଲା।

ମୀଖା 2:13
ତା'ପ ରେ ଭଗ୍ନକାରୀଦଳ ଲୋକମାନଙ୍କର ନତେୃତ୍ବ ନବେେ। ସମାନେେ ପ୍ରବେଶପଥକୁ ଭାଙ୍ଗି ସହେି ନଗରୀକୁ ପରିତ୍ଯାଗ କରିଛନ୍ତି। ସମାନଙ୍କେର ରାଜା ସମାନଙ୍କେର ଅଗ୍ରଗାମୀ ଓ ତାଙ୍କ ଲୋକମାନଙ୍କର ସମ୍ମୁଖ ରେ ସଦାପ୍ରଭୁ ମଧ୍ଯ ଥିବେ।

ମୀଖା 3:12
ହେ ପ୍ରାଚୀନଗଣ, ତୁମ୍ଭମାନଙ୍କ ପାଇଁ ସିୟୋନ ଧ୍ବଂସ ହବେ। ଏହା ଗ୍ଭଷ ଭୂମିରେ ପରିଣତ ହବେ। ୟିରୁଶାଲମ ମଧ୍ଯ ପ୍ରସ୍ତର ସ୍ତୁପ ରେ ପରିଣତ ହବେ। ମନ୍ଦିରର ପର୍ବତ ଶୂନ୍ଯ ପାହାଡ ହାଇେ ବଣବୁଦା ରେ ଆବୃତ ହବେ।

ମାଥିଉଲିଖିତ ସୁସମାଚାର 23:34
ତେଣୁ ମୁଁ ତୁମ୍ଭକୁ ଏହା କରୁଛି: ମୁଁ ତୁମ୍ଭକୁ ଭବିଷ୍ଯଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିବ, କୃଶ ରେ ଚ଼ଢ଼ାଇ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜ ଗୃହ ରେ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜଗୃହ ରେ ତୁମ୍ଭେ କେତକଙ୍କେୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭମାନେେ ସମାନଙ୍କେର ପେଛ ପେଛ ଯାଇ କେତକଙ୍କେୁ ତାଡ଼ନା କରିବ।

ଲୂକଲିଖିତ ସୁସମାଚାର 19:43
ତୁମ୍ଭ ସକାେଶ ଏପରି ସମୟ ଆସୁଛି। ଯେତବେେଳେ କି ତୁମ୍ଭର ଶତୃମାନେ ତୁମ୍ଭ ଚାରିପଟେ ଗୋଟିଏ ପାଚରେୀ ତିଆରି କରି ଦବେେ। ତୁମ୍ଭ ଶତୃମାନେ ତୁମ୍ଭକୁ ଫରେିଯାଇ ଅବ ରୋଧ କରିବେ।

ଲୂକଲିଖିତ ସୁସମାଚାର 21:24
କେତକେ ଲୋକଙ୍କୁ ସୈନ୍ଯମାନେ ମାରି ଦବେେ। ଅନ୍ୟ କେତକଙ୍କେୁ ବନ୍ଦୀ କରି ଅନ୍ୟ ସବୁ ଦେଶକୁ ପଠାଇ ଦିଆୟିବ। ଅଣଯିହୂଦୀଲୋକ ସମାନଙ୍କେର ସମୟ ଶଷେ ନ ହବୋ ପର୍ୟ୍ଯନ୍ତ ପବିତ୍ର ନଗର ୟିରୁଶାଲମକୁ ପଦଦଳିତ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:7
ସମାନଙ୍କେର ସାକ୍ଷ୍ଯ ଦବୋ ସମୟ ସରିୟିବା ପରେ ସହେି ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ସେ ସମାନଙ୍କେୁ ପରାସ୍ତ କରି ହତ୍ଯା କରିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:5
ତା'ର କପାଳ ରେ ଏକ ଗୁପ୍ତ ଅର୍ଥ ଥିବା ଉପାଧି ଲଖାେ ହେଲା :

ଯିରିମିୟ 39:8
କଲଦୀଯମାନେ ରାଜଗୃହ ଓ ଲୋକମାନଙ୍କର ସମସ୍ତ ଗୃହ ଅଗ୍ନି ରେ ଦଗ୍ଧ କଲେ। ଆଉ ୟିରୁଶାଲମର ପ୍ରାଚୀର ସବୁ ଭାଙ୍ଗି ପକାଇଲେ।

ଯିରିମିୟ 39:4
ତହୁଁ ଯିହୁଦାର ରାଜା ସିଦିକିଯ ଓ ସମସ୍ତ ସୈନ୍ଯଗଣ ସମାନଙ୍କେୁ ଦେଖି ପଳାଯନ କଲେ। ସମାନେେ ରାତ୍ରିକାଳ ରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦଇେ ଦୁଇ ପ୍ରାଚୀରର ମଧ୍ଯସ୍ଥିତ ଦ୍ବାର ରେ ନଗରରୁ ବାହାରି ଗଲେ। ପୁଣି ସମାନେେ ପ୍ରାନ୍ତର ଆଡ଼େ ଚାଲିଲେ।

ଯିରିମିୟ 9:25
ସଦାପ୍ରଭୁ କହନ୍ତି ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସମାନଙ୍କେର ଅସୁନ୍ନତ ଅନୁସାରେ ଦଣ୍ଡ ଦବୋ, ଏପରି ସମୟ ଆସୁଅଛି।

ଦିତୀୟ ରାଜାବଳୀ 25:4
ସର୍ବଶଷେ ରେ ନବୂଖଦ୍ନିତ୍ସର ସୈନ୍ଯ ନଗରର ପ୍ରାଚୀର ଏକ ସ୍ଥାନ ଭଗ୍ନ କଲେ। ସହେି ରାତ୍ରି ରେ ରାଜା ସିଦିକିଯ ଓ ସମସ୍ତ ଯୋଦ୍ଧାଗଣ ରାଜାଙ୍କର ଉଦ୍ୟାନକୁ ଲାଗି ଦୁଇଟି ପ୍ରାଚୀର ମଧ୍ଯ ଫାଟକ ଦଇେ ପଳାଇଲେ। ଯେତବେେଳେ କଲଦୀଯମାନେ ନଗରର ଚତୁର୍ଦ୍ଦିଗ ରେ ବେଢି ରହିଥିଲେ। ପୁଣି ରାଜା ଆରବା ପଥ ଦଇେ ଚାଲିଗଲେ।

ଦିତୀୟ ରାଜାବଳୀ 25:9
ନବୂସରଦ୍ନ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ, ୟିରୁଶାଲମ୍ର ସମସ୍ତ ଗୃହ ଓ ଏପରିକି ବୃହତ୍ ଗୃହ ଗୁଡିକୁ ଅଗ୍ନି ରେ ଦଗ୍ଧ କଲା।

ଯିଶାଇୟ 23:1
ସୋର ବିଷଯ ରେ ଏକ ଦୁଃଖ ବାର୍ତ୍ତା : ହେ ତର୍ଶୀଶର ଜାହାଜ ସକଳ, ତୁମ୍ଭମାନେେ ହାହାକାର କର। କାରଣ ତୁମ୍ଭର ପୋତାଶ୍ରଯ ସମ୍ପୂର୍ଣ୍ଣ ନଷ୍ଟ ହାଇୟୋଇଛି। କିତ୍ତୀମ ଦେଶରୁ ଆସୁଥିବା ଲୋକମାନଙ୍କ ପ୍ରତି ଏହି ବାର୍ତ୍ତା ଥିଲା।

ଯିଶାଇୟ 24:12
କବଳେ ନଗର ରେ ପ୍ରେତ୍ୟକକ ଜାଗା ରେ ଧ୍ବଂସତା ଦଖାଯାେଉଛି। ସମସ୍ତ ଦ୍ବାର ଭଗ୍ନ ଓ ବିନଷ୍ଟ ହାଇେଛି।

ଯିଶାଇୟ 25:2
ସୁଦୃଢ଼ ପ୍ରାଚୀର ବେଷ୍ଠିତ ସୁରକ୍ଷିତ ନଗରକୁ ତୁମ୍ଭେ ଧ୍ବଂସ କରିଅଛ ଓ ବର୍ତ୍ତମାନ ତାକୁ ଏକ ପଥର ଗଦା ରେ ପରିଣତ କରିଅଛ। ବିଦେଶୀମାନଙ୍କ ରାଜ ପ୍ରାସାଦକୁ ବିନଷ୍ଟ କରିଛ ଓ ତାହା କବେେ ପୁନର୍ବାର ନିର୍ମିତ ହବେ ନାହିଁ।

ଯିଶାଇୟ 27:10
ସଦେିନ ସହେି ସୁଦୃଢ଼ ପ୍ରାନ୍ତର ତୁଲ୍ଯ ଜନଶୂନ୍ଯ ହବେ। ଏହା ଏକ ମରୁଭୂମିରେ ପରିଣତ ହବେ। ନିର୍ଜନ ଓ ପରିତ୍ଯକ୍ତ ବସତି ସ୍ଥାନ ହବେ। ସେ ସ୍ଥାନ ରେ ଗୋରୁପଲ ଚରିବେ ଓ ଶଯନ କରିବେ ଏବଂ ଦ୍ରାକ୍ଷାର ଶାଖା ଭାଙ୍ଗି ଖାଇବେ।

ଯିଶାଇୟ 32:14
ମାରେ ଲୋକମାନେ ରାଜନଗରୀ ପରିତ୍ଯାଗ କରିବେ ଓ ଜନାକୀର୍ଣ୍ଣ ନଗର ଜନଶୂନ୍ଯ ହବେ। ଗିରି ଓ ପ୍ରହରି ଦୁର୍ଗ ଚିରିକାଳ ଗୁହାମଯ, ବନ୍ଦ ଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହବେ।

ଯିଶାଇୟ 34:11
ପାଣି ଭଳୋ ଓ ଝିଙ୍କ ତାହା ଅଧିକାର କରିବେ। ଆଉ ପଚୋ ଓ ଡ଼ାମରାକାଉର ତାହା ମଧିଅରେ ବାସ କରିବେ। ପୁଣି ସେ ସ୍ଥାନ ଶୂନ୍ଯ ମରୁଭୂମି' ବୋଲି ଡ଼କା ହବେ।

ଯିଶାଇୟ 34:13
ସଠାେ ରେ ଥିବା ଅଟ୍ଟାଳିକାଗୁଡ଼ିକ କଣ୍ଟକ ଦ୍ବାରା ଓ ଦୁର୍ଗଗୁଡ଼ିକ ବିଛୁଆତି ଓ କଣ୍ଟକଲତା ଦ୍ବାରା ଆଚ୍ଛାଦିତ ହବେ। ତାହା ଶୃଗାଳମାନଙ୍କର ବାସସ୍ଥାନ ଓ ଓଟପକ୍ଷୀମାନଙ୍କର ଚରାସ୍ଥାନ ହବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:2
ସେ ଦୂତ ବହୁତ ଉଚ୍ଚ ସ୍ବର ରେ ପାଟିକରି କହିଲେ :