ଯିଶାଇୟ 3

1 ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି। ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଯିହୁଦା ଓ ୟିରୁଶାଲମ ଯାହା ଉପ ରେ ନିର୍ଭର କରନ୍ତି ସେ ସମସ୍ତ ଜିନିଷ କାଢ଼ିନବେେ। ପରମେଶ୍ବର ସମସ୍ତ ଅନ୍ନ ଓ ଜଳ ଦୂ ରଇେ ନବେେ।

2 ଆଉମଧ୍ଯ ପରମେଶ୍ବର ସମସ୍ତ ଯୋଦ୍ଧା ଓ ବୀର, ବିଚାରକର୍ତ୍ତା ଓ ଭବିଷ୍ଯଦ୍ ବକ୍ତା, ମନ୍ତ୍ରଦ୍ରଷ୍ଟା ଓ ପ୍ରାଚୀନବର୍ଗଙ୍କୁ ଦୂ ରଇେ ନବେେ।

3 ପରମେଶ୍ବର ପଞ୍ଚାଶତପତି ଓ ସମ୍ଭ୍ରାନ୍ତ ତଥା ମନ୍ତ୍ରୀ ଓ ନିପୁଣ ଶିଳ୍ପକର ଏବଂ ଜ୍ଞାନୀ ଓ ଭବିଷ୍ଯତ ମନ୍ତ୍ରଦ୍ରଷ୍ଟାମାନଙ୍କୁ ମଧ୍ଯ ଦୂ ରଇେ ନବେେ।

4 ପରମେଶ୍ବର କୁହନ୍ତି, ସମାନଙ୍କେ ଉପ ରେ ଶାସନ କରିବା ପାଇଁ ମୁଁ ୟୁବା ପିଲାମାନଙ୍କୁ ବନ୍ଦୋବସ୍ତ କରିବି ଓ ଶିଶୁମାନେ ସମାନଙ୍କେୁ ପରିଚାଳନା କରିବେ।

5 ଜଣେ ଅନ୍ୟ ଜଣଙ୍କ ଦ୍ବାରା ଓ ପ୍ରେତ୍ୟକକ ବ୍ଯକ୍ତି ଅନ୍ୟ ପ୍ରତିବାସୀ ଦ୍ବାରା ଆପଣା ପ୍ରତିବାସୀ ଦୁଃଖ କରିବେ। ବଳିଷ୍ଠ ବ୍ଯକ୍ତି, ବଯୋଜେଷ୍ଠ ବ୍ଯକ୍ତିଙ୍କୁ ଯତ୍ନ ନବେେ ନାହିଁ। ସାଧାରଣ ବ୍ଯକ୍ତି ମହତ ଲୋକମାନଙ୍କୁ ସମ୍ମାନ ଜଣାଇବେ ନାହିଁ।

6 ସେତବେେଳେ କହେିଜଣେ ବ୍ଯକ୍ତି ନିଜ ପରିବାର ମଧ୍ଯରୁ ଜଣଙ୍କୁ ଧରି କହିବେ, ହେ ଭାଇ, ତୁମ୍ଭର ବସ୍ତ୍ର ଅଛି, ତେଣୁ ତୁମ୍ଭେ ଆମ୍ଭର ଶାସନକର୍ତ୍ତା ହବେ। ତୁମ୍ଭେ ଏହି ନିପତିତ ରାଜ୍ଯର ଅଧିପତି ହବେ।'

7 ମାତ୍ର ସହେି ଭାଇଟି ଉଚ୍ଚସ୍ବର ରେ କହିବ, ମୁଁ ତୁମ୍ଭମାନଙ୍କୁ ସାହାୟ୍ଯ କରିପାରିବି ନାହିଁ। ମାରଗେୃହ ରେ ପ୍ରଚୁର ଖାଦ୍ୟ ଓ ବସ୍ତ୍ର ନାହିଁ। ମାେତେ ତୁମ୍ଭମାନେେ ତୁମ୍ଭର ଶାସନକର୍ତ୍ତା କର ନାହିଁ।'

8 ଏପରି ଘଟିବାର କାରଣ ୟିରୁଶାଲମ ବିପଥଗାମୀ ହାଇେ ବିନଷ୍ଟ ହାଇେଛି। ଯିହୁଦା ପରମେଶ୍ବରଙ୍କୁ ଅବଜ୍ଞାକରି ନିପତିତ ହାଇେଛି। ସମାନଙ୍କେର ବାକ୍ଯ ଓ କାର୍ୟ୍ଯ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରୁଛି। ସମାନେେ ସଦାପ୍ରଭୁଙ୍କ ମହିମା ରେ ଉପହାସ କରୁଛନ୍ତି।

9 ସମାନଙ୍କେର ମୁଖମଣ୍ଡଳରୁ କୁକର୍ମ କରି ଦୋଷୀ ହବୋର ପରିଚଯ ମିଳେ। ଆଉମଧ୍ଯ ସମାନେେ ସମାନଙ୍କେର ପାପ ଲାଗି ଗର୍ବିତ। ସଦୋମର ଲୋକମାନଙ୍କ ପରି ସମାନେେ ସମାନଙ୍କେର ପାପକୁ ଗୋପନ ରଖନ୍ତି। ଏହା ସମାନଙ୍କେ ପାଇଁ କୁଫଳ ହବେ କାରଣ ସମାନେେ ନିଜେ ନିଜର ଅନିଷ୍ଟ କରିବାକୁ ୟାଆନ୍ତି।

10 ଉତ୍ତମ ଲୋକମାନଙ୍କୁ କୁହ, ସମାନେେ ଉତ୍ତମଫଳ ଭୋଗ କରିବେ। ସମାନେେ ସମାନଙ୍କେର ସୁକର୍ମ ଯୋଗୁଁ ପୁରସ୍କୃତ ହବେେ।

11 ମାତ୍ର ଦୁରାଚାରୀମାନଙ୍କ ପାଇଁ ଏହା ଅତି ମନ୍ଦଫଳ ହବେ। ସମାନଙ୍କେୁ ବହୁକଷ୍ଟ ଆସିବ। ସମାନେେ ସମାନଙ୍କେର କୁକର୍ମ ଯୋଗୁଁ ଦଣ୍ଡିତ ହବେେ।

12 ବାଳକମାନେ ମାରେ ଲୋକମାନଙ୍କୁ ପରାଜିତ କରିବେ ଓ ସ୍ତ୍ରୀମାନେ ମାରେ ଲୋକମାନଙ୍କୁ ଶାସନ କରିବେ। ହେ ମାରେ ଲୋକମାନେ, ତୁମ୍ଭମାନଙ୍କର ପଥପ୍ରଦର୍ଶକ ତୁମ୍ଭମାନଙ୍କୁ ବିପଥଗାମୀ କରୁଛନ୍ତି। ସମାନେେ ତୁମ୍ଭମାନଙ୍କୁ ନ୍ଯାଯପଥରୁ ଦୂ ରଇେ ନିଅନ୍ତି।

13 ସଦାପ୍ରଭୁ ଲୋକମାନଙ୍କର ବିଚାର ପାଇଁ ଠିଆ ହେଉଛନ୍ତି। ସେ ଜାଗି ଉଠିବେ ଓ ତାଙ୍କର ଲୋକମାନଙ୍କ ବିଚାର କରିବେ ?

14 ସଦାପ୍ରଭୁ ପ୍ରାଚୀନ ଓ ଅଧିପତିମାନେ କରିଥିବା କର୍ମ ପାଇଁ ସମାନଙ୍କେ ବିରୁଦ୍ଧ ରେ ବିଚାର ଦବେେ।

15 ତୁମ୍ଭମାନେେ କେଉଁ ଅଧିକାର ରେ ମାରେ ଲୋକମାନଙ୍କୁ ଅତ୍ଯାଚାର କଲ ? କେଉଁ ଅଧିକାର ରେ ଦରିଦ୍ରମାନଙ୍କର ମୁଖକୁ ଘଷି ମଳିନ କଲ ?' ମାରେ ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।

16 ସଦାପ୍ରଭୁ ପୁଣି କୁହନ୍ତି, ସିୟୋନର ନାରୀମାନେ ଅତି ଅହଙ୍କାରିଣୀ ହୁଅନ୍ତି। ସମାନେେ ଅନ୍ୟମାନଙ୍କଠାରୁ ଶ୍ ରେଷ୍ଠା ବୋଲି ଦଖାଇେ ହାଇେ ମଥା ଉନ୍ନତ୍ତ କରି ବୁଲନ୍ତି। ସମାନେେ କଟାକ୍ଷପାତ କରି ଚଞ୍ଚଳ ଗତି ରେ ଚାଲିଲା ବେଳେ ସମାନଙ୍କେର ପାଦର ନୂପୁର ରୁଣୁଝୁଣୁ ହୁଏ।'

17 ମାରେ ପ୍ରଭୁ ସହେି ସିୟୋନ କନ୍ଯାମାନଙ୍କର ମସ୍ତକରେ ଘାଆ କରିବେ। ସଦାପ୍ରଭୁ ସହେି ସ୍ତ୍ରୀଲୋକମାନଙ୍କର ମସ୍ତକର କେଶ ରାଶିକୁ ଉତ୍ପାଟନ କରିବେ।

18 ସହେି ସମୟରେ, ସଦାପ୍ରଭୁ ସହେି ସ୍ତ୍ରୀ ଲୋକମାନେ ଗର୍ବ କରୁଥିବା ଜିନିଷଗୁଡ଼ିକୁ ସମାନଙ୍କେଠାରୁ କାଢ଼ିନବେେ। ସେ ସମାନଙ୍କେ ପାଦରୁ ନୂପୁର ଏବଂ ସମାନଙ୍କେ ବକରେୁ ଚନ୍ଦ୍ରାହାର କାଢ଼ିନବେେ।'

19 ଆଉ ମଧ୍ଯ କର୍ଣ୍ଣକୁଣ୍ଡଳ, ଚୁଡ଼ି ଓ ଘୁମଟା କାଢ଼ିନବେେ।

20 ଶିରୋଭୂଷଣ ଓ ପାଦର ବଳା, କଟିବନ୍ଧନୀ, ଅତରଦାନୀ ଓ କବଚ

21 ମୁଦି ଓ ନୋଥ,

22 ଉତ୍ସବ କାଳୀନ ବସ୍ତ୍ର, ଆବରଣୀଯ ବସ୍ତ୍ର, ସାଲ ଓ ଟଙ୍କାଥଳି

23 ଦର୍ପଣ ଓ ସୂକ୍ଷ୍ମବସ୍ତ୍ର ଓ ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।

24 ସହେି ସ୍ତ୍ରୀ ଲୋକମାନଙ୍କର ସୁଗନ୍ଧ ଦ୍ରବ୍ଯ ବଦଳ ରେ ଦୁର୍ଗନ୍ଧ ଓ କ୍ଲଦେ ରେ, କଟିବସ୍ତ୍ର ରଜ୍ଜୁ ରେ ସୁନ୍ଦର ମଥା ବିନା କେଶ ରେ ଉତ୍ସବକାଳୀନ ପୋଷାକ ଲୋତକ ପୂର୍ଣ୍ଣ ଏବଂ ଦୁଃଖ ବସ୍ତ୍ର ରେ ସମାନଙ୍କେ ସୌନ୍ଦର୍ୟ୍ଯ ମୁଖମଣ୍ଡଳ କ୍ଷତ ଚିହ୍ନ ଏବଂ ଅସୁନ୍ଦର ଦାଗ ବହନ କରିବ।

25 ସହେି ସମୟରେ ତୁମ୍ଭର ପୁରୁଷଗଣ ଖଡ୍ଗ ଘାତ ରେ ଓ ୟୋଦ୍ଧାଗଣ ୟୁଦ୍ଧ ରେ ନିହତ ହବେେ।

26 ସିୟୋନ ନଗର ରେ ଦ୍ବାରଦେଶ ଶାେକ ଓ ବିଳାପ ରେ ମୁଖରିତ ହବେ। ୟିରୁଶାଲମ ଚୋରଦ୍ବାରା ଲୁଣ୍ଠିତା ନାରୀ ସଦୃଶ ଶୂନ୍ଯ ହାଇେ ପଡ଼ି ରହିବ। ସେ ଭୂମି ଉପ ରେ ବସି କବଳେ ବିଳାପ କରିବ।

1 For, behold, the Lord, the Lord of hosts, doth take away from Jerusalem and from Judah the stay and the staff, the whole stay of bread, and the whole stay of water,

2 The mighty man, and the man of war, the judge, and the prophet, and the prudent, and the ancient,

3 The captain of fifty, and the honourable man, and the counseller, and the cunning artificer, and the eloquent orator.

4 And I will give children to be their princes, and babes shall rule over them.

5 And the people shall be oppressed, every one by another, and every one by his neighbour: the child shall behave himself proudly against the ancient, and the base against the honourable.

6 When a man shall take hold of his brother of the house of his father, saying, Thou hast clothing, be thou our ruler, and let this ruin be under thy hand:

7 In that day shall he swear, saying, I will not be an healer; for in my house is neither bread nor clothing: make me not a ruler of the people.

8 For Jerusalem is ruined, and Judah is fallen: because their tongue and their doings are against the Lord, to provoke the eyes of his glory.

9 The shew of their countenance doth witness against them; and they declare their sin as Sodom, they hide it not. Woe unto their soul! for they have rewarded evil unto themselves.

10 Say ye to the righteous, that it shall be well with him: for they shall eat the fruit of their doings.

11 Woe unto the wicked! it shall be ill with him: for the reward of his hands shall be given him.

12 As for my people, children are their oppressors, and women rule over them. O my people, they which lead thee cause thee to err, and destroy the way of thy paths.

13 The Lord standeth up to plead, and standeth to judge the people.

14 The Lord will enter into judgment with the ancients of his people, and the princes thereof: for ye have eaten up the vineyard; the spoil of the poor is in your houses.

15 What mean ye that ye beat my people to pieces, and grind the faces of the poor? saith the Lord God of hosts.

16 Moreover the Lord saith, Because the daughters of Zion are haughty, and walk with stretched forth necks and wanton eyes, walking and mincing as they go, and making a tinkling with their feet:

17 Therefore the Lord will smite with a scab the crown of the head of the daughters of Zion, and the Lord will discover their secret parts.

18 In that day the Lord will take away the bravery of their tinkling ornaments about their feet, and their cauls, and their round tires like the moon,

19 The chains, and the bracelets, and the mufflers,

20 The bonnets, and the ornaments of the legs, and the headbands, and the tablets, and the earrings,

21 The rings, and nose jewels,

22 The changeable suits of apparel, and the mantles, and the wimples, and the crisping pins,

23 The glasses, and the fine linen, and the hoods, and the vails.

24 And it shall come to pass, that instead of sweet smell there shall be stink; and instead of a girdle a rent; and instead of well set hair baldness; and instead of a stomacher a girding of sackcloth; and burning instead of beauty.

25 Thy men shall fall by the sword, and thy mighty in the war.

26 And her gates shall lament and mourn; and she being desolate shall sit upon the ground.

1 Hear this word, ye kine of Bashan, that are in the mountain of Samaria, which oppress the poor, which crush the needy, which say to their masters, Bring, and let us drink.

2 The Lord God hath sworn by his holiness, that, lo, the days shall come upon you, that he will take you away with hooks, and your posterity with fishhooks.

3 And ye shall go out at the breaches, every cow at that which is before her; and ye shall cast them into the palace, saith the Lord.

4 Come to Beth-el, and transgress; at Gilgal multiply transgression; and bring your sacrifices every morning, and your tithes after three years:

5 And offer a sacrifice of thanksgiving with leaven, and proclaim and publish the free offerings: for this liketh you, O ye children of Israel, saith the Lord God.

6 And I also have given you cleanness of teeth in all your cities, and want of bread in all your places: yet have ye not returned unto me, saith the Lord.

7 And also I have withholden the rain from you, when there were yet three months to the harvest: and I caused it to rain upon one city, and caused it not to rain upon another city: one piece was rained upon, and the piece whereupon it rained not withered.

8 So two or three cities wandered unto one city, to drink water; but they were not satisfied: yet have ye not returned unto me, saith the Lord.

9 I have smitten you with blasting and mildew: when your gardens and your vineyards and your fig trees and your olive trees increased, the palmerworm devoured them: yet have ye not returned unto me, saith the Lord.

10 I have sent among you the pestilence after the manner of Egypt: your young men have I slain with the sword, and have taken away your horses; and I have made the stink of your camps to come up unto your nostrils: yet have ye not returned unto me, saith the Lord.

11 I have overthrown some of you, as God overthrew Sodom and Gomorrah, and ye were as a firebrand plucked out of the burning: yet have ye not returned unto me, saith the Lord.

12 Therefore thus will I do unto thee, O Israel: and because I will do this unto thee, prepare to meet thy God, O Israel.

13 For, lo, he that formeth the mountains, and createth the wind, and declareth unto man what is his thought, that maketh the morning darkness, and treadeth upon the high places of the earth, The Lord, The God of hosts, is his name.