Isaiah 3:23
ଦର୍ପଣ ଓ ସୂକ୍ଷ୍ମବସ୍ତ୍ର ଓ ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।
Isaiah 3:23 in Other Translations
King James Version (KJV)
The glasses, and the fine linen, and the hoods, and the vails.
American Standard Version (ASV)
the hand-mirrors, and the fine linen, and the turbans, and the veils.
Bible in Basic English (BBE)
The looking-glasses, and the fair linen, and the high head-dresses, and the veils.
Darby English Bible (DBY)
the mirrors, and the fine linen bodices, and the turbans, and the flowing veils.
World English Bible (WEB)
the hand-mirrors, the fine linen garments, the tiaras, and the shawls.
Young's Literal Translation (YLT)
Of the mirrors, and of the linen garments, And of the hoods, and of the vails,
| The glasses, | וְהַגִּלְיֹנִים֙ | wĕhaggilyōnîm | veh-ha-ɡeel-yoh-NEEM |
| and the fine linen, | וְהַסְּדִינִ֔ים | wĕhassĕdînîm | veh-ha-seh-dee-NEEM |
| hoods, the and | וְהַצְּנִיפ֖וֹת | wĕhaṣṣĕnîpôt | veh-ha-tseh-nee-FOTE |
| and the vails. | וְהָרְדִידִֽים׃ | wĕhordîdîm | veh-hore-dee-DEEM |
Cross Reference
ଆଦି ପୁସ୍ତକ 24:65
ରିବିକା ଦାସକୁ କହିଲା, ଆମ୍ଭମାନଙ୍କୁ ଦେଖି ସାକ୍ଷାତ କରିବାକୁ ଆସୁଥିବା ୟୁବକ କିଏ? ଦାସଟି ଉତ୍ତର ଦେଲେ, “ସେ ହେଉଛନ୍ତି ମୋର କର୍ତ୍ତା।” ତେଣୁ ରିବିକା ମୁହଁକୁ ନିଜର ଓଢ଼ଣାରେ ଆଚ୍ଛାଦନ କଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:8
କନ୍ଯାକୁ ପିନ୍ଧିବା ପାଇଁ ସୂକ୍ଷ୍ମ, ଶୁଭ୍ର ଓ ପରିଷ୍କାର ବସ୍ତ୍ର ଦିଆଯାଇଛି।
ଲୂକଲିଖିତ ସୁସମାଚାର 16:19
ଯୀଶୁ କହିଲେ, ଥରେ ଜଣେ ଧନୀଲୋକ ସଦା ବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସପୂର୍ଣ୍ଣ ଭୋଜି ଦବୋକୁ ସକ୍ଷମ ଥିଲା।
ଯିହିଜିକଲ 16:10
ପୁଣି ମୁଁ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲି। ଶିକୁଳ ଚର୍ମର ପାଦୁକା ପିନ୍ଧାଇଲି, ଶୁଭ୍ର ରେଶମ ବସ୍ତ୍ର ରେ ତୁମ୍ଭର କଟୀବନ୍ଧନ କରାଇଲି ଓ ପଟ୍ଟ ବସ୍ତ୍ର ରେ ବିଭୂଷିତା କଲି।
ପରମଗୀତ 5:7
ନଗର ଭ୍ରମଣକାରୀ ପ୍ରହରିମାନେ ମାେତେ ଦେଖିଲେ। ସମାନେେ ମାେତେ ପ୍ରହାର କଲେ। ସମାନେେ ମାେତେ କ୍ଷତବିକ୍ଷତ କଲେ। ପ୍ରାଚୀର ରକ୍ଷକମାନେ ମାଠାରୁେ ମାହେର ଆଚ୍ଛାଦନ ବସ୍ତ୍ର କାଢ଼ି ନଇଗେଲେ।
ପ୍ରଥମ ବଂଶାବଳୀ 15:27
ଦାଉଦ ଓ ନିଯମସିନ୍ଦୁକ ବହୁଥିବା ସମସ୍ତ ଲବେୀୟମାନେ ଓ ଗାଯକ କିଣାନିଯମାନେ ସୂକ୍ଷ୍ମ ନାଇଲନ୍ ବସ୍ତ୍ର ପିନ୍ଧିଥିଲେ। ଦାଉଦ ମଧ୍ଯ ଏକ ନାଇଲନ୍ ଏଫୋଦ ପିନ୍ଧିଥିଲେ।
ରୂତର ବିବରଣ 3:15
ଏହାପରେ ବୋୟଜ ଋତଙ୍କକ୍ସ୍ଟ କହିଲେ, ତୁମ୍ଭର ଗ୍ଭଦର ମଲୋଇ ଧର।
ଯାତ୍ରା ପୁସ୍ତକ 38:8
ସ୍ତ୍ରୀ ଲୋକଟି ଦଇେଥିବା ପିତ୍ତଳ ନିର୍ମିତ ଦର୍ପଣରୁ କଂସାର ପ୍ରକ୍ଷାଳନ ପାତ୍ର ଓ ଏକ କଂସାର ରୂଖା ତିଆରି କଲେ। ସହେି ସ୍ତ୍ରୀଲୋକ ସମାଗମ ତମ୍ବୁର ଦ୍ବାର ସମୀପରେ ସବୋ କରୁଥିଲେ।
ଆଦି ପୁସ୍ତକ 41:42
ଏହାପରେ ଫାରୋ ତାଙ୍କୁ ଏକ ବିଶଷେ ମୁଦ୍ରିକା ଦେଲେ। ତାଙ୍କୁ ସୁକ୍ଷ୍ମ ବସ୍ତ୍ର ପିନ୍ଧାଇ ତାହାଙ୍କ ଗଳା ରେ ସୁବର୍ଣ୍ଣହାର ଦେଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:14
ସ୍ବର୍ଗର ସନୋବାହିନୀଗଣ ତାହାଙ୍କର ଅନୁଗମନ କରୁଥିଲେ। ସମାନେେ ମଧ୍ଯ ଶ୍ବତେଅଶ୍ବ ଉପରେ ବସିଥିଲେ। ସମାନେେ ସୂକ୍ଷ୍ମ ପରିଷ୍କୃତ, ଶୁଭ୍ରବସ୍ତ୍ର ପିନ୍ଧିଥିଲେ।